ମେଟ୍ରୋ

ରାଜକୋଷ ପାଇଁ ରହିତାଦେଶ ଅଡୁଆ: କୋର୍ଟରେ ଗଡୁଛି ୧୦ ହଜାର ୪୧୮ କୋଟିର ରାଜସ୍ବ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): କୋର୍ଟ କଚେରି ରହିତାଦେଶ ରାଜ୍ୟ ରାଜକୋଷ ପାଇଁ ବଡ଼ ସମସ୍ୟା ସୃଷ୍ଟି କରୁଛି। ବିଭିନ୍ନ କ୍ଷେତ୍ରରୁ ଆଦାୟ ହେବାକୁ ଥିବା ଟିକସ ଅଦାଲତ ରହିତାଦେଶ ଯୋଗୁ ଦୀର୍ଘ ବର୍ଷ ହେବ ପଡ଼ି ରହିଛି। ବିଭିନ୍ନ ଶିଳ୍ପ ସଂସ୍ଥା,...

ଆସନ୍ତା ମାର୍ଚ୍ଚ ସୁଦ୍ଧା ବିଦ୍ୟାଳୟରେ ପହଞ୍ଚିବ ବହି: ମନ୍ତ୍ରୀ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ଏଣିକି ଶିକ୍ଷାବର୍ଷ ଆରମ୍ଭରୁ ବିଦ୍ୟାଳୟରେ ପହଞ୍ଚିବ ମାଗଣା ପାଠ୍ୟପୁସ୍ତକ। ଆସନ୍ତା ଏପ୍ରିଲରୁ ୨୦୨୦-୨୧ ଶିକ୍ଷାବର୍ଷ ଆରମ୍ଭ ହେବ। ଏଥିପାଇଁ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ମାଗଣା ପାଠ୍ୟପୁସ୍ତକ ପହଞ୍ଚିବ। ତେବେ ପ୍ରଥମରୁ ଅଷ୍ଟମ...

ଆସନ୍ତା ଜାନୁୟାରୀ ୨୦ରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ଉଡିବ ବିମାନ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ଆସନ୍ତା ଜାନୁୟାରୀ ୨୦ ତାରିଖରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ବିମାନ ଚଳାଚଳ ହେବ। ଏୟାର ଇଣ୍ଡିଆ ପକ୍ଷରୁ ଏହି ସେବା ଯୋଗାଇ ଦିଆଯିବ। ସୋମବାର ଓ ଗୁରୁବାର ଭୁବନେଶ୍ୱରରୁ ବିମାନ ଛାଡ଼ିବାକୁ ଥିବା ବେଳେ ସୁରଟରୁ ଶୁକ୍ରବାର ଓ ରବିବାର...

୭୫ ବର୍ଷରେ ଉତ୍କଳ ବିଶ୍ୱବିଦ୍ୟାଳୟ: ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ଇ-ଲାଇବ୍ରେରୀର ଉଦ୍‌ଘାଟନ କରିବା ସହ ରୁଷା ଭବନର ଶିଳାନ୍ୟାସ କରିଛନ୍ତି।...

‘ଟାଇମ୍ସ’ ହାୟର ଏଜୁକେଶନ ୱାର୍ଲଡ୍‌ ର଼୍ୟାଙ୍କିଙ୍ଗ୍‌ରେ ସୋଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ) : ‘ଟାଇମ୍ସ’ ହାୟର ଏଜୁକେଶନ ୱାର୍ଲଡ୍‌ ର଼୍ୟାଙ୍କିଙ୍ଗ୍‌ରେ ପୁଣି ସ୍ଥାନ ପାଇଛି ସୋଆ ବିଶ୍ୱବିଦ୍ୟାଳୟ। ପୂର୍ବ ଭାରତରେ ସୁଖ୍ୟାତି ଅର୍ଜନ କରିଥିବା ସୋଆ ବିଶ୍ୱବିଦ୍ୟାଳୟ ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଟାଇମ୍ସ ହାୟର ଏଜୁକେଶନ ୱାର୍ଲଡ୍‌ ରାଙ୍କିଙ୍ଗ୍‌ରେ ଭାରତରୁ...

ପିଆଜ ଦରରେ ନିଆଁ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ରାଜ୍ୟରେ ପିଆଜ ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ବଜାରରେ ପିଆଜ ମୂଲ୍ୟ କିଲୋ ପିଛା ୮୦ରୁ ୯୦ ଟଙ୍କାରେ ବିକ୍ରି ହୋଇଥିଲା। ପ୍ରାୟ ଦେଢ଼ମାସ ଧରି ପିଆଜର ବର୍ଦ୍ଧିତ ମୂଲ୍ୟ ଯୋଗୁ ସାଧାରଣ ଲୋକେ...

ଜାନୁୟାରୀ ୨୦ରୁ ଭୁବନେଶ୍ୱର-ସୁରଟ ବିମାନ ସେବା

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ଆସନ୍ତା ବର୍ଷ ଜାନୁଆରୀ ୨୦ରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ଏୟାର ଇଣ୍ଡିଆ ନୂଆ ବିମାନ ଚଳାଚଳ କରିବ। ଏ ନେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଟୁଇଟ କରି ସୂଚନା ଦେଇଛନ୍ତି। ଏୟାର ଇଣ୍ଡିଆ କର୍ତ୍ତୃପକ୍ଷ ତାଙ୍କୁ ସୂଚନା...

ଓଡ଼ିଶାକୁ ସ୍ବଚ୍ଛ ରାଜ୍ୟ ପୁରସ୍କାର

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ସ୍ବଚ୍ଛତା ଲାଗି ଓଡିଶାକୁ ‘ଇଣ୍ଡିଆ ଟୁଡେ’ ଗ୍ରୁପ ପକ୍ଷରୁ ସର୍ବାଧିକ ସ୍ବଚ୍ଛ ରାଜ୍ୟ ଭାବେ ପୁରସ୍କୃତ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ପଞ୍ଚାୟତିରାଜ, ପାନୀୟ ଜଳ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଶୁକ୍ରବାର...

ୱାଲର୍‌ଡ ପାନୋରମା ଏସିଆ ପ୍ରିମିୟରରେ ନୀଳମାଧବଙ୍କ ଫିଲ୍ମ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ପ୍ରଭାବ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ୧୧ ଦେଶର ୧୧ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତାଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଚଳଚ୍ଚିତ୍ର ‘ଇଣ୍ଟରଡିପେଣ୍ଡେନ୍ସ’ ଗୋଆଠାରେ ଅନୁଷ୍ଠିତ ୱାଲର୍‌ଡ ପାନୋରମା ଏସିଆ ପ୍ରିମିୟରରେ ପ୍ରଦର୍ଶିତ ହୋଇଯାଇଛି।...

ଖବରଦାତାଙ୍କୁ ୨ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ଶୁକ୍ରବାର ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜ ବିଭାଗର କାର୍ଯ୍ୟାଳୟଠାରେ ଢେଙ୍କାନାଳ ଜିଲାର ଜଣେ କାର୍ଯ୍ୟରତ ଖବରଦାତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ୩୦ ବର୍ଷୀୟ ଖବରଦାତାଙ୍କ...

ଆଇନଶୃଙ୍ଖଳା ସ୍ଥିତି ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଚଳିତ ଆର୍ଥିକବର୍ଷ ପାଇଁ ଗୃହ ବିଭାଗ ପକ୍ଷରୁ ଆଗତ ଅତିରିକ୍ତ ଖର୍ଚ୍ଚଦାବି ଶୁକ୍ରବାର ବିଧାନସଭାରେ ଗୃହୀତ ହୋଇଛି। ପ୍ରଶ୍ନୋତ୍ତର ପରେ ଶୂନ୍ୟକାଳ ହୋଇଥିଲା। ପରେ ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖର୍ଚ୍ଚଦାବି ସମ୍ପର୍କିତ ଆଲୋଚନା...

ସାଲିଆ ସାହି ବସ୍ତି ଉଚ୍ଛେଦ ବନ୍ଦ ଦାବିରେ ବିକ୍ଷୋଭ

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ସାଲିଆସାହି ବସ୍ତି ଉଚ୍ଛେଦ ସମ୍ପୂୂର୍ଣ୍ଣ ବନ୍ଦ କରାଯିବା ସହ ସମସ୍ତ ପରିବାରକୁ ୨୦ଫୁଟ୍‌ରେ ୩୦ ଫୁଟ୍‌ ଜମି ଯୋଗାଇବା ଦାବିରେ ଶୁକ୍ରବାର ଲୋୟର ପିଏମ୍‌ଜିରେ ଗର୍ଜିଛନ୍ତି ସାଲିଆସାହି ବସ୍ତି ବାସିନ୍ଦା। ଏ ନେଇ ସାଲିଆ ସାହିରୁ ବିଧାନସଭା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri