ହୋଲିକୁ ଫିକାକଲା କରୋନା
ଭୁବନେଶ୍ୱର,୧୨ା୩(ବ୍ୟୁରୋ): କରୋନା ଭୟରେ ଏଥର ଫିକା ପଡ଼ିଥିଲା ହୋଲି। ତେବେ ଓଡ଼ିଶାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିବାରୁ ଲୋକେ ଧୁମ୍ଧାମରେ ରଙ୍ଗ ପର୍ବକୁ ସ୍ବାଗତ କରିଥିବାବେଳେ ଅଧିକାଂଶ ସ୍ବାସ୍ଥ୍ୟ ବିଭାଗର ପରାମର୍ଶକୁ ମାନି ଘରୁ ବାହାରକୁ ବାହାରି…
ସୁନା ଲୋଭ ଦେଖାଇ କନ୍ଷ୍ଟେବଳଙ୍କଠାରୁ ୬ ଲକ୍ଷ ଠକେଇ
କଟକ ରୋଡ୍,୧୨ା୩(ଡି.ଏନ୍.ଏ.): ସୁନା ଲୋଭ ଦେଖାଇ ଜଣେ କନ୍ଷ୍ଟେବଳଙ୍କ ଠାରୁ ୬ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ସୋମବାର ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଆସାମ ରାଜ୍ୟ ଧୁବରୀ ଜିଲାର ଫକୀରଚାନ ଖାନ,…
ବିଧାନସଭାରେ ଶୋକ
ଭୁବନେଶ୍ୱର, ୧୧।୩(ବ୍ୟୁରୋ): ବିଧାନସଭାରେ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଗୃହରେ ବୁଧବାର ଶୋକ କରାଯାଇଛି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହର ନେତା ତଥା ମୁଖ୍ୟମନ୍ତ୍ରୀଙ୍କୁ ଶୋକ ପ୍ରସ୍ତାବ ଆଗତ କରିବା ଲାଗି କହିଥିଲେ। ମୁଖ୍ୟମନ୍ତ୍ରୀ ପୂର୍ବତନ ସଦସ୍ୟା…
ୟେସ୍ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ଘଟଣା: କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ଏମ୍ପି
ଭୁବନେଶ୍ୱର, ୧୧।୩(ବ୍ୟୁରୋ): ୟେସ୍ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ଫସି ରହିଛି। ଏହି ଟଙ୍କାକୁ ମୁକାଳିବା ପାଇଁ ବିଜେଡି ଏମ୍ପିମାନେ କେନ୍ଦ୍ର ଅଥର୍ର୍ମନ୍ତ୍ରୀ ନିର୍ମଳ ସୀତାରମନଙ୍କୁ ବୁଧବାର ସାକ୍ଷାତ କରିଛନ୍ତି। ରାଜ୍ୟସଭା ଏମ୍ପି ପ୍ରଶନ୍ନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଏକ ଟିମ୍ ସୀତାରମଣଙ୍କୁ…
କରୋନା ଭୟ: ବାୟୋମେଟ୍ରିକ ବ୍ୟବହାର ନ କରିବାକୁ ବିଧାନସଭା କର୍ମଚାରୀଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୧।୩(ବ୍ୟୁରୋ): କରୋନା ଏକ ଭୟଙ୍କର ବ୍ୟାଧି ଭାବେ ସମଗ୍ର ବିଶ୍ୱକୁ କବଳିତ କରିଛି। ଭାରତରେ ମଧ୍ୟ ଏହା ଚିନ୍ତାର କାରଣ ପାଲଟିଛି। ଏହାର କୌଣସି ଔଷଧ ନ ଥିବାରୁ ରାଜ୍ୟ ଏବଂ କେନ୍ଦ୍ର ସରକାର ଏହାର ସତର୍କତାମୂଳକ ପଦକ୍ଷେପ ପାଇଁ…
ୟେସ୍ ବ୍ୟାଙ୍କରେ ଶ୍ରୀମନ୍ଦିର ଟଙ୍କା ରଖିବା ଘଟଣା: ବିଧାନସଭା ହୁଲୁସ୍ତୁଲୁ, ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୧୧।୩(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ୟେସ୍ ବ୍ୟାଙ୍କରେ ରଖିବାକୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଏଥିଯୋଗୁ ଅପରାହ୍ନ ୩ଟା ଯାଏ ଗୃହକାର୍ଯ୍ୟ ହୋଇପାରି ନାହିଁ। ଭାଜପା ପକ୍ଷରୁ ଏ ନେଇ ଏକ ମୁଲତବୀ ପ୍ରସ୍ତାବ ଦିଆଯାଇଥିଲା।…
ରାଜଧାନୀ ରାଜରାସ୍ତାରେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ବିଧା, ଗୋଇଠା ମାରିଲେ ଏକାଧିକ ଯୁବକ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମହିଳା ଅସୁରକ୍ଷିତ। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ରାଜଧାନୀ ରାଜରାସ୍ତାରେ। ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଞ୍ଚଳରେ ବୁଧବାର ସବିତା ସେଠୀ ନାମ୍ନୀ ମହିଳାଙ୍କୁ ଏକାଧିକ ଯୁବକ ଗୋଡାଇ ଗୋଡାଇ ପିଟୁଛନ୍ତି। ଏହି ଦୃଶ୍ୟ୍ୟ ସିସିଟିଭି…
ଆମର ସଂଖ୍ୟା ହେଉନି, ଆମେ ଲଢ଼ିବୁନି: ପ୍ରଦୀପ୍ତ ନାୟକ
ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜ୍ୟ ସଭା ପ୍ରାର୍ଥୀ ନିମନ୍ତେ ବୁଧବାର ନାମାଙ୍କନ ଦାଖଲର ଶେଷ ଦିନ। ବିଜେଡି ପକ୍ଷରୁ ୪ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ ଭାଜପା ପ୍ରାର୍ଥୀ ଦେବନି ବୋଲି ଘୋଷଣା କରିଛି। ଏ ନେଇ ବିରୋଧୀ ଦଳ ନେତା…
ରାଜ୍ୟସଭା ନିର୍ବାଚନ: ନବୀନଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କଲେ ବିଜେଡିର ୪ ପ୍ରାର୍ଥୀ
ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେଡିର ୪ ପ୍ରାର୍ଥୀ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଧାନସଭା ସଚିବାଳୟ ପରିସରରେ ରାଜ୍ୟ ସଭା ରିଟର୍ନିଂ ଅଫିସରଙ୍କ ନିକଟରେ ୪ ପ୍ରାର୍ଥୀ ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର ଓ…
ବାଲିଅନ୍ତା କେନାଲରେ ବୁଡ଼ି ମହିଳା ମୃତ, ହୋଲିରେ ମଦ ପିଇଥିବା ଯୋଗୁ ଅଘଟଣ ଘଟିଥିବା ନେଇ ଚର୍ଚ୍ଚା
ବାଲିଅନ୍ତା/ପୁରୁଣା ଭୁବନେଶ୍ୱର,୧୦।୩(ଡି.ଏନ୍.ଏ.): ବାଲିଅନ୍ତା ଥାନା ଅଧୀନ ରଙ୍ଗବଜାର ନିକଟରେ ପ୍ରବାହିତ ପୁରୀ ମୁଖ୍ୟ କେନାଲରେ ବୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରୀନା ଗୋଚ୍ଛାୟତ(୪୨)। ମହିଳାଙ୍କ ପ୍ରକୃତ ଘର ତାଳଚେରର କଣିହାଁ ଅଞ୍ଚଳରେ। ସେ ଏଠାରେ ନିର୍ମାଣାଧୀନ ଏକ…
ବୁଧବାରରୁ ବର୍ଷା: ୮ଜିଲାକୁ ୟେଲୋ ଓ୍ବାର୍ନିଂ, ବଜ୍ରପାତ ନେଇ ସତର୍କ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆସନ୍ତା ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା, ବଜ୍ରପାତ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଶେଷକରି ବୁଧବାର ୮ଜିଲା ପାଇଁ ୟେଲୋ…
ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆଜି ପବିତ୍ର ହୋଲି। ସାରା ଦେଶରେ ଏହି ପର୍ବକୁ ଖୁବ୍ ଧୁମ୍ଧାମରେ ପାଳନ କରାଯାଉଥିବା ବେଳେ କେତେକ ସ୍ଥାନରେ କରୋନା ଭାଇରସ୍କୁ ନେଇ ହୋଲି ଫିକା ପଡ଼ିଛି। ତେବେ ଏହି ହୋଲି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା…

