ବାତ୍ୟା ଆଶ୍ରୟସ୍ଥଳ ମରାମତିକୁ ନେଇ ବିଧାନସଭାରେ ଉଦ୍ବେଗ: ମରାମତି ପାଇଁ ଅଡିଟ୍ ହେଉଛି: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ଉପକୂଳବର୍ତ୍ତୀ ଜିଲାଗୁଡିକରେ ନିର୍ମାଣ ହୋଇଥିବା ବାତ୍ୟା ଆଶ୍ରୟସ୍ଥଳ ଜରାଜୀର୍ଣ୍ଣ ଅବସ୍ଥାକୁ ଚାଲି ଗଲାଣି। ସେଥିରୁ କେତେକ ବିପଦସଙ୍କୁଳ ଅବସ୍ଥାରେ ରହିଛି। ମରାମତି ଅଭାବରୁ ଆଶ୍ରୟସ୍ଥଳଗୁଡିକ କେତେବେଳେ ଭୁଶୁଡି ପଡିବ। ଯେଉଁ କେତେକ ଆଶ୍ରୟ ସ୍ଥଳ ରହିଛି ସେଠାକୁ...
ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ
ଭୁବନେଶ୍ୱର (ବ୍ୟୁରୋ)/ପାତ୍ରପଡା, ୨୩ା୧୧(ଡି.ଏନ.ଏ): ଅନିଲ ଜେନା ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବି ନେଇ ବାହାଦଳପୁର ଅଞ୍ଚଳର ଶତାଧିକ ଲୋକେ ଶୁକ୍ରବାର ରାତିରେ ଖଣ୍ଡଗିରି ଥାନା ଅଧୀନ ୧୬ନଂ. ଜାତୀୟ ରାଜପଥର ଆଇଗିଣିଆ ଆଳୁଗଦିଠାରେ ରାସ୍ତାରୋକୋ କରିଥିଲେ। ଖବର ପାଇ...
୬ ଦୋକାନରୁ ସିରିଜ ଚୋରି
ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ୬ଟି ଦୋକାନରେ ଚୋରି ହୋଇଛି। ଚକେଇଶିଆଣୀ ଅଞ୍ଚଳରେ ୩ଟି ଦୋକାନ ଏବଂ ଇଡ୍କୋ ମାର୍କେଟରେ ଥିବା ୩ଟି ଦୋକାନରେ ଚୋରି ନେଇ ଥାନାରେ ଅଭିଯୋଗ ପରେ ପୋଲିସ ସିସିଟିଭି...
ବିଧାନସଭା ଆଗରେ ଶିଳ୍ପୀ, କାରିଗରଙ୍କ ବିକ୍ଷୋଭ
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ରାଜ୍ୟରେ ହସ୍ତଶିଳ୍ପୀ ଓ ବୁଣାକାରଙ୍କ ପାଇଁ କଞ୍ଚାମାଲ ଅଭାବ ଏକ ଗୁରୁତର ସମସ୍ୟା ହୋଇ ରହିଛି। ଜାତୀୟ ହସ୍ତତନ୍ତ ଉନ୍ନୟନ ନିଗମ ବା ଏନ୍ଏଚ୍ଡିସିରୁ ସୂତା କିଣିବାକୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ବାଧ୍ୟ କରୁଥିବାବେଳେ...
ସମସ୍ତ ଭାରତୀୟ ଭାଷାରେ ଲକ୍ଷ୍ମଣ ନାୟକଙ୍କ ଜୀବନୀ ପ୍ରକାଶ କରାଯାଉ
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଶହୀଦ ଲକ୍ଷ୍ମଣ ନାୟକ ଥିଲେ ସରଳତା, ନିର୍ଭୀକତା ଓ ସଂଗ୍ରାମର ପ୍ରତୀକ। ଜନଜାତି ଅସ୍ମିତା ଓ ସ୍ବାଭିମାନର ସେ ଥିଲେ ପରିଚୟ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶକୁ ଜୀବନରେ ଅନୁସରଣ କରି ସେ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ଜଣେ ପରିଚିତ...
ଓଡ଼ିଆ ସଂସ୍କୃତି, ପରମ୍ପରା ସମ୍ପର୍କରେ ଜାଣିଲେ ୭ ଦେଶର ପ୍ରତିନିଧି
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଭାରତୀୟ କଳା, ସଂସ୍କୃତି, ପରମ୍ପରା ଓ ପାରିବାରିକ ମୂଲ୍ୟବୋଧ ସମ୍ପର୍କରେ ଅବଗତ ହେବାକୁ ୭ ରାଷ୍ଟ୍ରରୁ ଭାରତ ଆସିଥିବା ୩୨ଜଣିଆ ମହିଳା ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେମାନେ ସୋଆ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ...
ଶହୀଦ ଲକ୍ଷ୍ମଣ ନାୟକଙ୍କୁ ଭାରତରତ୍ନ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀକାନ୍ତ
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଶହୀଦ ଲକ୍ଷ୍ମଣ ନାୟକଙ୍କୁ ଭାରତରତ୍ନ ଦାବିରେ ଶୁକ୍ରବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ବିଧାନସଭାରେ ଏ ସମ୍ପର୍କିତ ପ୍ରସ୍ତାବ ଗ୍ରହଣ କରି କେନ୍ଦ୍ର ପାଖରେ ଉପସ୍ଥାପନ କରିବାକୁ ଚିଠିରେ ସେ ଉଲ୍ଲେଖ...
ଡିସେମ୍ବର ସୁଦ୍ଧା ଗଠନ ହେବ ନୂଆ ପିସିସି କମିଟି: ନିରଞ୍ଜନ
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ସୁଦ୍ଧା ଗଠନ ହେବ ନୂଆ ପିସିସି କମିଟି। ଏନେଇ ଶୁକ୍ରବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ପର୍ଯ୍ୟବେକ୍ଷକମାନେ ଜିଲା ଗସ୍ତ କରି ଚଳିତ ମାସରେ ରିପୋର୍ଟ ଦେବେ। ଇତିମଧ୍ୟରେ ୨/୩ଜଣ ପର୍ଯ୍ୟବେକ୍ଷକଙ୍କୁ ଛାଡ଼ି...
ଦୁଇ କିଡନୀ ହରାଇଛନ୍ତି ସାମ୍ବାଦିକ: ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ୨ ଲକ୍ଷ ଟଙ୍କାର ସହାୟତା
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ପାଇଁ ସ୍ବତନ୍ତ୍ର ସହାୟତା ପ୍ରଦାନ କରାଯାଉଛି। ଏହି କ୍ରମରେ ଶୁକ୍ରବାର ଢେଙ୍କାନାଳ ଜିଲାର ଜଣେ କର୍ମଜୀବୀ ସାମ୍ବାଦିକଙ୍କ କିଡନୀ ପ୍ରତିରୋପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ପ୍ରାରମ୍ଭିକ ସହାୟତା ଭାବେ ୨ ଲକ୍ଷ...
ମନୋଜ ରଥଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଲେ ନରସିଂହ
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ପୁରୀ ଗୋବର୍ଦ୍ଧନ ପୀଠର ମୁଖପାତ୍ର ବୋଲାଉଥିବା ମନୋଜ ରଥଙ୍କ ବିରୋଧରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ବିଧାନସଭାରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଛନ୍ତି। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ନରସିଂହ କହିଥିଲେ ଯେ, ରଥ ମୋ...
ଧାନ କିଣା ଟୋକନ ବ୍ୟବସ୍ଥାକୁ ନେଇ ଗୃହରେ ହଟ୍ଟଗୋଳ: ସୋମବାର ବିବୃତି ଦେବାକୁ ଯୋଗାଣ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୨୨।୧୧(ବ୍ୟୁରୋ): ଧାନ କିଣିବା ପାଇଁ ଚାଷୀଙ୍କୁ କି’ ପ୍ରତିଶ୍ରୁତି ଦେଲ। ଟୋକନ୍ ନ ଥିବା ଚାଷୀଙ୍କଠାରୁ କେତେ ଧାନ କିଣାଯିବ। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଓ ସରକାରୀ ଦଳ ଉପମୁଖ୍ୟ ସଚେତକ ଧାନ କିଣିବା ନେଇ ଚାଷୀଙ୍କୁ କି...
ଅପରେଶନ ସଫଳ: ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଆତ୍ମହତ୍ୟା ଧମକ ଦେଉଥିବା ବ୍ୟକ୍ତି ଉଦ୍ଧାର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତରେ ଚଢ଼ି ଆତ୍ମହତ୍ୟା କରିବାକୁ ଧମକ ଦେଉଥିବା ବ୍ୟକ୍ତି ଦୀର୍ଘ ତିନି ଘଣ୍ଟାର ମାରାଥନ ଅପରେଶନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ଅଗ୍ନିଶମ ବିଭାଗର ବ୍ରୁଣ୍ଟୋ ସାଏ ଲିଫ୍ଟ...
Archives


