ତାମିଲନାଡୁରୁ ଦେବେନ୍ଦ୍ରଙ୍କ ମୃତଦେହକୁ ଓଡ଼ିଶା ଆଣିବାରେ ସହାୟତାର ହାତ ବଢ଼ାଇଲା ଓଡ଼ିଶା-ମୋ ପରିବାର
ଭୁବନେଶ୍ୱର,୯।୩(ବ୍ୟୁରୋ): ସୁବର୍ଣ୍ଣପରୁ ଜିଲା ଅନ୍ତର୍ଗତ ଦଳବଦା ଗ୍ରାମର ଦେବେନ୍ଦ୍ର ଭୁକ୍ତଙ୍କର ତାମିଲନାଡୁସ୍ଥିତ ମାଲଗୁଡିଠାରେ ଶନିବାର ମଧ୍ୟାହ୍ନରେ ହୃଦ୍ଘାତରେ ମୃତ୍ୟୁ ଘଟିଥିଲା। ଏହି ଘଟଣା ବିଷୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଓଡ଼ିଶା-ମୋ ପରିବାର ଆବାହକ ଅରୂପ ପଟ୍ଟନାୟକଙ୍କୁ ଜଣାଇଥିଲେ।…
ହୋଲି ଲାଗି ବନ୍ଦ ରହିବ ମୋ ବସ୍ ସେବା
ଭୁବନେଶ୍ୱର,୯।୩(ବ୍ୟୁରୋ): ମଙ୍ଗଳବାର ହୋଲି ପାଳନ ହେବାକୁ ଥିବା ବେଳେ ଏ ନେଇ ମୋ ବସ୍ ସେବା ବନ୍ଦ ରହିବ। ଏହା ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବାକୁ ଥିବା ବେଳେ ପରେ ସ୍ବାଭାବିକ ହେବା ନେଇ ସୂଚନା ମିଳିଛି। ଏହା ସହ…
ଜଗନ୍ନାଥ ମନ୍ଦିରକୁ ନେଇ ରାଜନୀତି କରିବା ବିଜୟଙ୍କ ପୁରୁଣା ଅଭ୍ୟାସ: ବିଜେଡି
ଭୁବନେଶ୍ୱର,୯।୩(ବ୍ୟୁରୋ): ଜଗନ୍ନାଥ ମନ୍ଦିର ସହ ଜଡ଼ିତ ପ୍ରସଙ୍ଗକୁ ନେଇ ରାଜନୀତି କରିବା ଭାଜପା ନେତା ବିଜୟ ମହାପାତ୍ରଙ୍କର ପୁରୁଣା ଅଭ୍ୟାସ ବୋଲି ସୋମବାର ବିଜେଡି ମୁଖପାତ୍ର ସୁବାସ ସିଂହ କହିଛନ୍ତି । ୟେସ୍ ବ୍ୟାଙ୍କରେ ଶ୍ରୀମନ୍ଦିର ଅର୍ଥଜମା ନେଇ ବିଜୟ ଦେଇଥିବା…
ଯାଜପୁରରେ ଆତଙ୍କ ଖେଳାଇଥିବା ଦନ୍ତାହାତୀ ଆଖି ବୁଜିଲା
ଭୁବନେଶ୍ୱର,୯।୩(ବ୍ୟୁରୋ): ଯାଜପୁରରେ ୫ ଜଣ ଲୋକଙ୍କ ଜୀବନ ନେଇସାରିବା ପରେ ଟ୍ରାଙ୍କୁଲାଇଜ କରି ଦନ୍ତା ହାତୀଟିକୁ ସେତେବେଳେ କାବୁ କରାଯାଇଥିଲା। ତେବେ ସେହି ଦନ୍ତାଟି ଆଖି ବୁଜିଛି। ହାତୀକୁ ସେବେଠାରୁ ଲୁହାଶିକୁଳିରେ ବନ୍ଧା ହୋଇ ରଖାଯାଇଥିଲା। ଯାହା ଫଳରେ ତାର ଗୋଡ଼ରେ…
ହୃଷୀକେଶ ପଣ୍ଡା ଆଦିବାସୀ ମନ୍ତ୍ରଣାଳୟ ଏକ୍ସପର୍ଟ ପ୍ୟାନେଲ ମୁଖ୍ୟ
ଭୁବନେଶ୍ୱର,୯।୩(ବ୍ୟୁରୋ): ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍) ଚାକିରିରୁ ଅବସର ଗ୍ରହଣ କରିଥିବା ଓଡ଼ିଆ ଅଫିସର ହୃଷୀକେଶ ପଣ୍ଡାଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ୱ ମିଳିଛି। ହୃଷୀକେଶଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଦିବାସୀ ମନ୍ତ୍ରଣାଳୟ ଏକ୍ସପର୍ଟ ପ୍ୟାନେଲ ମୁଖ୍ୟ ଭାବେ ନିଆଯାଇଛି। ଏହି ପ୍ୟାନେଲ ଜଙ୍ଗଲ…
ଜଗନ୍ନାଥଙ୍କ ଅର୍ଥ ଫେରାଇବାକୁ ନେଇ ଦୋଷ ଲଦାଲଦି
ଭୁବନେଶ୍ୱର,୯।୩(ବ୍ୟୁରୋ): ୟେସ୍ ବ୍ୟାଙ୍କ ଖରାପ ସ୍ଥିତିଦେଇ ଗତି କରୁଥିବାବେଳେ ମହାପ୍ରଭୁ ଜଗନ୍ନାଥଙ୍କ ଅର୍ଥ ସେଥିରେ ରହିବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଏହି ବ୍ୟାଙ୍କରେ ମହାପ୍ରଭୁଙ୍କ ପ୍ରାୟ ୫୪୫ କୋଟି ଟଙ୍କା ରଖାଯାଇଛି। ବର୍ତ୍ତମାନ ଉକ୍ତ ବ୍ୟାଙ୍କରୁ ୩୦ଦିନରେ ମୋଟ ୫୦ହଜାର…
ଛାତ୍ରଙ୍କୁ ଭୁଜାଲିରେ ଆକ୍ରମଣ ଘଟଣା: ଜଣେ ଗିରଫ ସମେତ ୨ ନାବାଳକଙ୍କୁ ଖୋଜୁଛି ପୋଲିସ
ଭୁବନେଶ୍ୱର,୯।୩(ବ୍ୟୁରୋ): ସାମାନ୍ୟ ବଚସାକୁ କେନ୍ଦ୍ରକରି ନୟାପଲ୍ଲୀ ଥାନା ଆଇଆରସି ଭିଲେଜ ସାଇମନ୍ଦିର ନିକଟରେ ଜଣେ ଛାତ୍ରଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରିବା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଜଗତ୍ସିଂପୁର ତିରତୋଲ ଅଞ୍ଚଳର ସଞ୍ଜୟ କୁମାର ନାୟକ(୨୦)।…
ଏକାମ୍ର କ୍ଷେତ୍ର ଉଚ୍ଛେଦ ସ୍ଥଳରେ ଉଠା ଦୋକାନୀ
ପୁରୁଣା ଭୁବନେଶ୍ୱର,୯।୩(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇ ସେଠାରେ ସିମେଣ୍ଟ ଟାଇଲ ବିଛା ଯାଇଥିଲା। ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ପ୍ଲାଷ୍ଟିକ କୁଣ୍ଡରେ ଭଳିକିଭଳି ଗଛ ଲଗା ଯାଇଥିଲା। ସାଧାରଣ ଟ୍ରାଫିକ…
୩୬ ଅମୃତ ପାର୍କର ନିର୍ମାଣ, ନବୀକରଣ ଶେଷ
ଭୁବନେଶ୍ୱର,୯।୩(ବ୍ୟୁରୋ): ମନ୍ଦିରମାଳିନୀ ଭୁବନେଶ୍ୱରକୁ ଅଧିକ ବାସପଯୋଗୀ ଓ ଶିଶୁବନ୍ଧୁ ସହର ଭାବେ ଗଢି ତୋଳିବାର ପ୍ରୟାସ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅମୃତ ଯୋଜନାକୁ ଅଗ୍ରାଧିକାର ଦେଇଛି। ଏହ ଯୋଜନା ଅଧୀନରେ ସହରର ବିଭିନ୍ନ ପ୍ରାନ୍ତରରେ ୩୬ ପାର୍କର ନିର୍ମାଣ…
୧୦ ଗ୍ରାମ୍ ବ୍ରାଉନସୁଗାର, ୧୧ହଜାର ଟଙ୍କା ଜବତ, ଅଭିଯୁକ୍ତ ନାଗା ଗିରଫ
ଭୁବନେଶ୍ୱର,୯।୩(ବ୍ୟୁରୋ): ବେଆଇନ ବ୍ରାଉନସୁଗାର କାରବାର ଚଳାଇଥିବା ସହଦେବ ବାରିକ ଓରଫ ନାଗାଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଏଥିସହ ତାଙ୍କ ନିକଟରୁ ୧୦ ଗ୍ରାମ ବ୍ରାଉନସୁଗାର ଓ ୧୧ ହଜାର ଟଙ୍କା ଜବତ କରିଛି। ନାଗା ଅତି ଚତୁରତାର ସହ…
ମହାପ୍ରଭୁଙ୍କ ଜମିର ହିସାବ ନାହିଁ: ଅଧାଗିଳା ଅବସ୍ଥାରେ ଟଙ୍କା
ପୁରୀ ଅଫିସ,୯।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ବିଶ୍ୱବାସୀଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ତାଙ୍କ ସାନ୍ନିଧ୍ୟ ପାଇବା ପାଇଁ କାହିଁ କେତେ ଦୂରରୁ ଭକ୍ତମାନେ ଛୁଟି ଆସୁଛନ୍ତି। ଆଉ ମହାପ୍ରଭୁଙ୍କ ସେବା କରିବାର ଯିଏ ସାମାନ୍ୟ ସୁଯୋଗ ପାଇଛି ସେ ନିଜକୁ…
ଅବିରରୁ ହୋଲି ପାର୍ଟି
ଭୁବନେଶ୍ୱର,୯।୩(ବ୍ୟୁରୋ): ନବରାତ୍ର ହେଉ କି ହୋଲି, ଦୀପାବଳି। ଦେଶର ବିଭିନ୍ନ ପ୍ରାନ୍ତରେ ଏହି ଉତ୍ସବକୁ ଭିନ୍ନ ଶୈଳୀରେ ପାଳନ କରାଯାଉଥିବା ଦେଖିବାକୁ ମିଳିଥାଏ। ହେଲେ ବର୍ତ୍ତମାନର ଟେକ୍ନୋଲୋଜି ଓ ସୋସିଆଲ ମିଡିଆ ଯୁଗରେ ପର୍ବପର୍ବାଣିର ପାଳନ ଶୈଳୀ ଆଉ ଗୋଟିଏ ସ୍ଥାନରେ…

