ତ୍ରିରଙ୍ଗା ଯାତ୍ରା ପରେ ରୋଡ୍ ଶୋ’ କରିବେ ମୋଦି
ଭୁବନେଶ୍ୱର,୧୫।୬(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ସେ ଭୁବନେଶ୍ବରରେ ଏକ ରୋଡ୍ ଶୋ’ କରିବା କାର୍ଯ୍ୟକ୍ରମ ରହିଥିବା ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଛନ୍ତି। ଜୁନ୍…
‘ଜୁଲାଇ ୬ ସୁଦ୍ଧା ରତ୍ନଭଣ୍ଡାର କାମ ଶେଷ କର’
ପୁରୀ,୧୫।୬(ଅଜିତ୍ କୁମାର ମହାନ୍ତି): ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ମହାନିର୍ଦ୍ଦେଶକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢୀ ପତ୍ର ଲେଖିଛନ୍ତି। ଆଗାମୀ ରଥଯାତ୍ରା ସମୟରେ ମିଳିବାକୁ…
୨ ଦିନରେ ସକ୍ରିୟ ହେବ ମୌସୁମୀ, ୭ଦିନ ବର୍ଷିବ; ଜାରି ହେଲା ଓ୍ବାର୍ନିଂ…
ଭୁବନେଶ୍ୱର,୧୪ା୬ (ଅନୁରାଧା ମହାରଣା) – ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେବଳ ଦକ୍ଷିଣ ଓଡ଼ିଶାରେ ସକ୍ରିୟ ରହିଛି। ରାଜ୍ୟର ଅନ୍ୟ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ହେଉଛି। ତେବେ ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ମୌସୁମୀ ଆହୁରି ସକ୍ରିୟ ହୋଇ ବର୍ଷା…
ଯାଜପୁରରେ ଭୋଜି ଉପରେ ଲାଗିଲା କଟକଣା: ରଜରେ ଭୋଜି ମନା…
ଯାଜପୁର,୧୪।୬: ଯାଜପୁରରେ କଲେରା ବ୍ୟାପୀଥିବାରୁ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଅଛି। ସାମୂହିକ ସମାବେଶରେ ଭୋଜିର ଆୟୋଜନ କରିବାକୁ ପରାମର୍ଶ ଦିଆଯାଇଛି। ଗରମ ଖାଦ୍ୟ, ଫୁଟା ଏବଂ ଫିଲଟର୍ କରାଯାଇଥିବା ପାଣି ପିଇବାକୁ ନିର୍ଦ୍ଦେଶ ଦେବା ସହ ଯାଜପୁରରେ କଲେରା…
ବନସ୍ତେ ଡାକିଲା ଗଜ… ବରଷକେ ଥରେ ଆସିଛି ରଜ…
ବନସ୍ତେ ଡାକିଲା ଗଜ… ବରଷକେ ଥରେ ଆସିଛି ରଜ…। ବର୍ଷକ ପରେ ପୁଣି ଆସିଛି ଗଣପର୍ବ ରଜ। ଶନିବାର ପହିଲି ରଜ। ତେଣୁ ଘରେ ଘରେ ପୋଡପିଠାର ମହକ ସାଙ୍ଗକୁ ପାନର ରଙ୍ଗରେ କୁଆଁରୀମାନଙ୍କ ଓଠ ଝଲସିବ। ରଜପାଇଁ ସଭିଁଙ୍କ ମନରେ…
ଆଜି ପହିଲି ରଜ: ସବୁଠି ପିଠା ମିଠାର ଆସର
ଆଜି ପହିଲି ରଜ। ରଜପର୍ବକୁ ନେଇ ଗାଁରୁ ସହର ସବୁଠି ଉତ୍ସବମୁଖର । ଦୋଳି ଖେଳ, ବିଭିନ୍ନ ପ୍ରକାର ପ୍ରତିଯୋଗିତା ସହିତ ପିଠା ମିଠାର ଆସର । ବିଶେଷ କରି ରଜ ଅବସରରେ ଭଳି କି ଭଳି ପିଠା ହିଁ ବଡ…
ଆସିଲା ବି.ଏଡ୍ ପ୍ରବେଶିକା ପରୀକ୍ଷା ଫଳ, ୨୬ରୁ ନାମଲେଖା;ଜାଣନ୍ତୁ ସବିଶେଷ…
ଭୁବନେଶ୍ୱର,୧୩ା୬(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍, ବି.ଏଚ୍.ଏଡ୍ ଓ ଏମ୍.ଏଡ୍ରେ ନାମଲେଖାଇବା ଲାଗି ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତବର୍ଷ ଏହି ତିନି ବିଭାଗରେ ମୋଟ ୨୭୫୦ଟି ସିଟ୍ ରହିଛି। ଏଥିରେ ନାମଲେଖାଇବା ପାଇଁ ୧ଲକ୍ଷ ୨୯ ହଜାର ୭୧୨ଜଣ…
ରଜରେ ସାରା ରାଜ୍ୟରେ ଝଡ଼ବର୍ଷା: ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୧୩ା୬ (ଅନୁରାଧା ମହାରଣା) – ରଜ ୩ଦିନରେ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଛି। ସମସ୍ତ ୩୦ ଜିଲାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଆଞ୍ଚଳିକ…
ବଢ଼ିଲା ଗୃହରକ୍ଷୀଙ୍କ ଦୈନିକ ଭତ୍ତା: ପିଛିଲା ଭାବେ ଜାନୁଆରୀରୁ ଲାଗୁ, ୬୧୨ ଟଙ୍କାରୁ ହେଲା…
ଭୁବନେଶ୍ୱର, ୧୩ା୬(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍-ଅପ୍ ଭତ୍ତା ବୃଦ୍ଧି କରିବା ପାଇଁ ଶୁକ୍ରବାର ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ୍-ଅପ୍ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି।…
ସିଭିଲ୍ ଡିଫେନ୍ସ ଭଲ୍ୟୁଣ୍ଟରଙ୍କ ଦୈନିକ ଡ୍ୟୁଟି ଭତ୍ତା ବଢ଼ାଇଲେ ସରକାର; ଥିଲା ୩୧ ଟଙ୍କା, ହେଲା…
ଭୁବନେଶ୍ୱର, ୧୩ା୬(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ବେଚ୍ଛାସେବୀ (ସିଭିଲ ଡିଫେନ୍ସ ଭଲ୍ୟୁଣ୍ଟର) ମାନଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ବେଚ୍ଛାସେବୀମାନଙ୍କ ଦୈନିକ…
ରାଜ୍ୟ ପାଇଁ ଖୁସି ଖବର : ମିଳିବ ନିଯୁକ୍ତିର ମହା ସୁଯୋଗ, ଏସବୁ କ୍ଷେତ୍ରରେ ହେବ…
ଭୁବନେଶ୍ୱର,୧୩।୬: ରାଜ୍ୟରେ ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ।୧୧ ଜିଲ୍ଲାରେ ୧୭ଟି ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ ପ୍ରଦାନ କରିଛନ୍ତି। ପ୍ଲାଷ୍ଟିକ, ଟେକ୍ସଟାଇଲ, ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ନିବେଶ କରାଯିବ। ଏହାଦ୍ବାରା ୧୦,୫୮୪ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ରାଜ୍ୟ…
ଲିଜ ଜମିର କମିଲା କନଭରସେସନ ଫି: ଜାଣନ୍ତୁ ଆଗରୁ ଦେବାକୁ ପଡ଼ୁଥିଲା କେତେ..
ଭୁବନେଶ୍ୱର,୧୩।୬: ଲିଜ ଜମିକୁ ଫ୍ରି ହୋଲ୍ଡ କରିବାକୁ କମିଲା କନଭରସେଶନ ଫି। ଏଣିକି ଜମିର ବେଞ୍ଚ ମାର୍କ ମୂଲ୍ୟର ୩% ଦେବାକୁ ପଡ଼ିବ। ପୂର୍ବରୁ କନଭରସେଶନ ଫି ୧୦ ପ୍ରତିଶତ ଦେବାକୁ ପଡୁଥିଲା। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି…
Archives


