ବାଇକ୍ ଡିିକି ଭାଙ୍ଗି ଦେଢ଼ ଲକ୍ଷ ଲୁଟ୍
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଖାରବେଳନଗର ଥାନା ଅଧୀନ ୟୁନିଟ ୪ସ୍ଥିତ ଗାଙ୍ଗୁରାମ ମିଠା ଦେକାନ ନିକଟରୁ ଜଣେ ବ୍ୟାଙ୍କ ଏଜେଣ୍ଟଙ୍କ ବାଇକ୍ ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ୍ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ...
ପୁଣି ଅଳିଆଗଦାରେ ନାଗ ମୂର୍ତ୍ତି
ପୁରୁଣା ଭୁବନେଶ୍ୱର,୨୨ା୧୧(ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରୁ ନାଗ ମୂର୍ତ୍ତି ଏଣେତେଣେ ଫିଙ୍ଗିବା ଏବଂ ଅନ୍ୟ ପାର୍ଶ୍ୱ ଦେବଦେବୀ ଅବକ୍ଷୟ ହେବା ପୁଣି ପାର୍ଶ୍ୱ ଦେବଦେବୀଙ୍କୁ ନିର୍ଦ୍ଦିଷ୍ଟ ଅବସ୍ଥାନ ସ୍ଥାନରୁ ଉପାଡି ଫୋପାଡିବା ଭଳି ସମସ୍ୟାର ଅବସାନ ଘଟୁନାହିଁ। ବିଭାଗୀୟ ଅଧିକାରୀଙ୍କ...
ଡିଜିପିଙ୍କ ବଦଳିକୁ ବିରୋଧୀଙ୍କ କଟାକ୍ଷ: ସତ୍ସାହସ ଥିଲେ ମାରିକଙ୍କ ବିରୋଧରେ ଥିବା ଲୋକପାଳ ରିପୋର୍ଟ ଦେଖାଅ
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ସାରେ ହଠାତ୍ ଡିଜିପି ବି.କେ. ଶର୍ମାଙ୍କୁ ଦାୟିତ୍ୱରୁ ହଟାଇବା ଘଟଣାକୁ ବିରୋଧୀ କଡା ସମାଲୋଚନା କରିଛନ୍ତି। ଜଣେ ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ଏମିତି ରାତିଅଧିଆ କାଢି ତାଙ୍କ ସ୍ଥାନରେ ଅନ୍ୟ ଜଣଙ୍କୁ ଦାୟିତ୍ୱ ଦେବା,...
ନବନିର୍ମାଣ କୃଷକ ସଂଗଠନର ନବୀନ ନିବାସ ଘେରାଉ ଉଦ୍ୟମ: ଟୋକନ ବ୍ୟବସ୍ଥାକୁ ବିରୋଧ, ଚାଷୀ-ପୋଲିସ ଖଣ୍ଡଯୁଦ୍ଧ
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ମଣ୍ଡିରେ ଧାନ ଦେବା ପାଇଁ ଅନ୍ଲାଇନ୍ ଟୋକନ ବ୍ୟବସ୍ଥାକୁ ନେଇ ତୀବ୍ର ବିରୋଧ କରୁଛନ୍ତି ଚାଷୀ। ଏହି ବ୍ୟବସ୍ଥା ପାଇଁ ପଶ୍ଚିମ ଓଡ଼ିଶାରେ ଧାନ ସଂଗ୍ରହରେ ମୂଳରୁ ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିବାବେଳେ ରାଜଧାନୀ ପର୍ଯ୍ୟନ୍ତ...
ଅଗ୍ନି ନିରାପତ୍ତା ନିର୍ଦ୍ଦେଶାଳୟରେ ଅଦଳବଦଳ
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଓଡ଼ିଶା ଅଗ୍ନି ଓ ବିପର୍ଯ୍ୟୟ ପ୍ରଶମନ ଏକାଡେମୀ(ଓଏଫ୍ଏଡିଆରଏ)ର ନିର୍ଦ୍ଦେଶକ(ସିଏଫ୍ଓ) ମହେଶ୍ୱର ସ୍ବାଇଁଙ୍କୁ ଫାୟାର ପ୍ରିଭେନ୍ସନ ୱିଙ୍ଗ୍ ଅଫ୍ ଦ ଡାଇରେକ୍ଟୋରେଟ୍ ଅଫ୍ ଫାୟାର ସର୍ଭିସର ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ଦେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶାନାମା ଆସିବା...
ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ସତ୍ୟଜିତ
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ)/ କଟକ ଅଫିସ: ପୋଲିସ ଡିଜି ସମେତ ଅଗ୍ନିଶମ ଓ ହୋମ୍ଗାର୍ଡ ଡିଜି ଥିବା ବିଜୟ କୁମାର ଶର୍ମାଙ୍କୁ ବଦଳି ପରେ ୧୯୮୬ ବ୍ୟାଚ୍ର ଓଡିଶା କ୍ୟାଡର ଆଇପିଏସ୍ ଅଫିସର ଅଭୟଙ୍କୁ ନୂଆ ଡିଜିପି ଭାବେ ନିଯୁକ୍ତ କରାଯାଇଛି। ହାଇଦ୍ରାବାଦସ୍ଥିତ...
ଖୋଳାଯିବ ୧.୨୫ ଲକ୍ଷ କୂପ
ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ସାରା ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ୧.୨୫ ଲକ୍ଷ କୂପ(ଡଗ୍-ୱେଲ)ଖୋଳାଯିବ। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏ) ଅଧୀନରେ ଏହି ଖନନ କାର୍ଯ୍ୟ କରାଯିବ। ଏ ନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ...
ପ୍ରସାରଣରେ ‘ଧରିତ୍ରୀ’ ଏକ ନମ୍ବର
ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ଧରିତ୍ରୀ ରାଜ୍ୟର ସର୍ବାଧିକ ପ୍ରସାରିତ ଖବରକାଗଜ। ୨୦୧୮-୧୯ ଆର୍ଥିକବର୍ଷର ହିସାବ ଅନୁଯାୟୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦେଇଥିବା ତଥ୍ୟରେ ଏହା ଦର୍ଶାଯାଇଛି। ୨୦୧୮-୧୯ ଆର୍ଥିକବର୍ଷରେ ‘ଧରିତ୍ରୀ’ର ପ୍ରସାରଣ ୪ଲକ୍ଷ ୭୬ହଜାର ୫୦୦ ଥିବାବେଳେ ଏହା ତଳକୁ ଅନ୍ୟ...
ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼
ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ବଲାଙ୍ଗୀର,ବରଗଡ଼, ସମ୍ବଲପୁର, ସୋନପୁର ଜିଲାରେ ଚାଷୀମାନେ ଧାନ ବିକ୍ରିକୁ ନେଇ ଗତ କିଛିଦିନ ହେବ ଆନ୍ଦୋଳନ ଚଳାଇଥିଲେ। ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଟୋକନ ବ୍ୟବସ୍ଥାକୁ ବିରୋଧ କରି ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଏଥିଯୋଗୁ ଧାନ ବିକ୍ରିରେ ବାଧା...
ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ
ପୁରୀ ଅଫିସ, ୨୦ା୧୧ : ବିଶ୍ୱମ୍ବର ବିଦ୍ୟାପୀଠ ପରିସରରେ ଗୁରୁବାର ଶିଶୁ ସମାଚାର ପକ୍ଷରୁ ବିଶ୍ୱ ଶିଶୁ ଅଧିକାର ଦିବସ ପାଳିତ ହୋଇଯାଇଛି। ଆଇନଜୀବୀ ଶରତ ରାୟଗୁରୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା ଆଇନସେବା ପ୍ରାଧିକରଣ ସଚିବ ଅମରେଶ...
ଭୁବନେଶ୍ୱରରେ ହେବ ଆଦର୍ଶ ବିଦ୍ୟାଳୟ: ମନ୍ତ୍ରୀ
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଭୁବନେଶ୍ୱରରେ ହେବ ଆଦର୍ଶ ବିଦ୍ୟାଳୟ। ଏନେଇ ଗୁରୁବାର ଲୋକସେବା ଭବନରେ ବସିଥିବା ଗଭର୍ଣ୍ଣିଂ ବଡି ବୈଠକରେ ନିଷ୍ପତ୍ତି ନିଆଯାଇଥିବା ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ବର୍ତ୍ତମାନ ରାଜ୍ୟର ୨୧୪ଟି ବ୍ଲକରେ ଆଦର୍ଶ...
ମନ୍ତ୍ରୀଙ୍କଠାରୁ ମିଳିଲା ପ୍ରତିଶ୍ରୁତି: ଚାଷୀ ଆନ୍ଦେଳନ ପ୍ରତ୍ୟାହୃତ
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ପ୍ରତ୍ୟାହୃତ ହେଲା ସମ୍ବଲପୁର ଚାଷୀ ଆନ୍ଦୋଳନ। ଚାଷୀ ପ୍ରତିନିଧି ମିଟିଂରେ ଆଲୋଚନା ପରେ ଆନ୍ଦୋଳନ ପତ୍ୟାହାର ହେବା ନେଇ ଗୁରୁବାର ଆବାହକ ଅଶୋକ ପ୍ରଧାନ ଘୋଷଣା କରିଛନ୍ତି। ମନ୍ତ୍ରୀ ସୁଶାନ୍ତ ସିଂ, ବିଧାୟକ ରୋହିତ ପୂଜାରୀ ପ୍ରତିଶ୍ରୁତି ଦେବା...
Archives


