୨୬ ପ୍ରକଳ୍ପର ଗ୍ରାଉଣ୍ଡ ବ୍ରେକିଂ, ଶୁଭାରମ୍ଭ: ୫୫୬୭.୫ କୋଟିର ପୁଞ୍ଜିନିବେଶ, ୯୧୬୮ ନିଯୁକ୍ତ
ଭୁବନେଶ୍ୱର, ୮।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୯ମ ପର୍ଯ୍ୟାୟ ଗ୍ରାଉଣ୍ଡ ବ୍ରେକିଂ କାର୍ଯ୍ୟକ୍ରମ ଜରିଆରେ ୨୬ଟି ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି। ଏହା କାର୍ଯ୍ୟକାରୀ ହୋଇପାରିଲେ ୯ ହଜାର ବ୍ୟକ୍ତିବିଶେଷଙ୍କ ପାଇଁ ରୋଜଗାର ସୃଷ୍ଟି ହୋଇପାରିବ। ମାର୍ଚ୍ଚ ୫ରୁ ଆରମ୍ଭ ହୋଇଥିବା…
କୁଳପତିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଠିକ୍ ସମୟରେ ପରୀକ୍ଷା, ଫଳ ପ୍ରକାଶ କର
ଭୁବନେଶ୍ୱର, ୮।୩(ବ୍ୟୁରୋ): ବିଶ୍ୱବିଦ୍ୟାଳୟରେ ଠିକ୍ ସମୟରେ ପରୀକ୍ଷା କରାଯିବ। ସେହିପରି ପରୀକ୍ଷା ଫଳ ମଧ୍ୟ ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ। ଆସନ୍ତା ଶିକ୍ଷାବର୍ଷରୁ କୌଣସି ବିଳମ୍ବକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ…
ବିମାନବନ୍ଦର ସମ୍ପ୍ରସାରଣ କାର୍ଯ୍ୟ ଖୁବ୍ଶୀଘ୍ର: ପୋତାହେବ ଓୟୁଏଟି ଫାର୍ମରେ ଥିବା ୨ ପୋଖରୀ
ଭୁବନେଶ୍ୱର, ୮।୩(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ସମ୍ପ୍ରସାରଣ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟ କିଛିଦିନ ମଧ୍ୟରେ ଆରମ୍ଭ ହେବ। ବିଶେଷକରି ବିମାନ ଉଡ଼ାଣରେ ବଡ଼ ବିପଦ ସୃଷ୍ଟି କରୁଥିବା ପକ୍ଷୀଙ୍କୁ ନେଇ ଚିନ୍ତା ବଢ଼ିଛି। ସେହିଭଳି ସମ୍ପ୍ରସାରଣରେ ବସ୍ତି ବାଧକ…
ରବିବାର ଅନ୍ତର୍ଜାତୀୟ ମହିଳା ଦିବସ: ପେନ୍ସିଲ୍ ମୁନରେ ଈଶ୍ୱର ରାଓଙ୍କ କଳାକୃତି
ଭୁବନେଶ୍ୱର,୭ା୩(ବ୍ୟୁରୋ): ରବିବାର ଅନ୍ତର୍ଜାତୀୟ ମହିଳା ଦିବସ। ଦିନଟିକୁ ଖାସ୍ କରିବାକୁ ଯାଇ ମହିଳାମାନଙ୍କୁ ଫୁଲ, ଉପହାର ପ୍ରଭୃତି ଦିଆଯାଉଥିବାର ନଜିର ରହିଛି। ଏହି ଅବସରରେ ଶିଳ୍ପୀ ଏଲ୍. ଈଶ୍ୱର ରାଓ ପେନ୍ସିଲ୍ ମୁନରେ କଳାକୃତି କରି ମହିଳାମାନଙ୍କୁ ଉକ୍ତ ଦିନର ଶୁଭେଚ୍ଛା…
ମୋତେ ରାଜ୍ୟ ସଭା ପ୍ରାର୍ଥୀ କରାଯିବା ବଡ଼ ସରପ୍ରାଇଜ୍: ସୁଜିତ କୁମାର
ଭୁବନେଶ୍ୱର,୭ା୩(ବ୍ୟୁରୋ): ମୋତେ ରାଜ୍ୟ ସଭା ଲାଗି ପ୍ରାର୍ଥୀ କରିବା ମୋ’ ପାଇଁ ବହୁତ ବଡ଼ ସରପ୍ରାଇଜ୍ ଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ ପ୍ରାର୍ଥୀ ଲାଗି ଯୋଗ୍ୟ ଭାବିଥିବାରୁ ମୁଁ ତାଙ୍କଠାରେ କୃତଜ୍ଞ। ଆଦିବାସୀ ଅଞ୍ଚଳର ବିକାଶ ଲାଗି ମୁଁ ଉଦ୍ୟମ…
ନିରାଶ ହେଲେ ବି ଥଇଥାନ: ସୁବାସଙ୍କ ସ୍ଥାନରେ ଦାୟିତ୍ୱ ସମ୍ଭାଳିବେ ରମେଶ
ଭୁବନେଶ୍ୱର,୭ା୩(ବ୍ୟୁରୋ): ଖାଲି ପଡ଼ିଥିବା ୪ ରାଜ୍ୟ ସଭା ଆସନ ଲାଗି ଶନିବାର ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ସେମାନଙ୍କ ମଧ୍ୟରେ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ଥିବା ସୁବାସ ସିଂ ରହିଛନ୍ତି। ରାଜ୍ୟ ସଭା…
ବିଜେଡିର ପ୍ରାର୍ଥୀ ଘୋଷଣା: ରାଜ୍ୟ ସଭା ଯିବେ ମୁନା ଖାଁ, ସୁବାସ ସିଂ, ସୁଜିତ କୁମାର, ମମତା ମହାନ୍ତ
ଭୁବନେଶ୍ୱର,୭ା୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଖାଲି ପଡ଼ିଥିବା ୪ ସିଟ୍ ଲାଗି ଦଳ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର, ମମତା ମହାନ୍ତଙ୍କୁ ପ୍ରାର୍ଥୀ କରିଛି। ନବୀନ ନିବାସରେ ଖବରଦାତାଙ୍କୁ ସୂଚନା…
କରୋନା ଭୟ: ଚଳିତବର୍ଷ ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭।୩(ବ୍ୟୁରୋ): ଆସନ୍ତା ମଙ୍ଗଳବାର ହୋଲି। ରାଜ୍ୟ ତଥା ଦେଶରେ କରୋନା ସଂକ୍ରମଣ ହେବା ଭୟକୁ ଦୃଷ୍ଟିରେ ରଖି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହୋଲି ଖେଳିବେ ନାହିଁ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ପୂର୍ବରୁ ପ୍ରଧାନମନ୍ତ୍ରୀ…
କରୋନା ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ମନ୍ତ୍ରୀ, ଅଫିସରଙ୍କୁ ବିଦେଶ ଗସ୍ତ ମନା; କୋହଳ ହେବ ବାୟୋମେଟ୍ରିକ୍ ଉପସ୍ଥାନ
ଭୁବନେଶ୍ୱର,୭।୩(ବ୍ୟୁରୋ): ବିଶ୍ୱବାସୀଙ୍କ ନିଦ ହଜାଇଥିବା କରୋନା ଭାଇରସ୍ ଭାରତରେ ପ୍ରବେଶ କଲାଣି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧ରେ ପହଞ୍ଚତ୍ଲାଣି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ଶନିବାର ଏକ ସମୀକ୍ଷା ବୈଠକ କରିଛନ୍ତି। ଲୋକ…
ରମା ବୈଦ୍ୟନାଥନ୍ ପାଇବେ ମାହାରୀ ସମ୍ମାନ
ଭୁବନେଶ୍ୱର,୭ା୩(ବ୍ୟୁରୋ): ଆଦିଗୁରୁ ପଙ୍କଜ ଚରଣ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନ ତରଫରୁ ବିଶିଷ୍ଟ ଭାରତନାଟ୍ୟମ ନୃତ୍ୟଶିଳ୍ପୀ ରମା ବୈଦ୍ୟନାଥନ ଚଳିତବର୍ଷ ଲାଗି ସମ୍ମାନଜନକ ମାହାରୀ ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ବାବଦରେ ତାଙ୍କୁ ୫୦ହଜାର ଟଙ୍କାର ଅର୍ଥରାଶି ସହ ମାନପତ୍ର ଏବଂ…
ସାଢ଼େ ଗୋଟାଏ ଯାଏ ବଜ୍ରପାତ, ବର୍ଷା: ୫ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର, ୭।୩(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ୫ ଜିଲାରେ ଝଡତୋଫାନ, ବର୍ଷା ସହ ବଜ୍ରପାତ ହେବ। ଜିଲାଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ମାଲକାନାଗିରି ଏବଂ ବାଲେଶ୍ୱର। ଦିନ ସାଢ଼େ ୧ଟା ପର୍ଯ୍ୟନ୍ତ ଉକ୍ତ ଜିଲାଗୁଡିକୁ…
ବାପାଙ୍କୁ ନୂଆ ଜୀବନ ଦେଲା ପୁଅ
ଭୁବନେଶ୍ୱର, ୭ା୩ (ବ୍ୟୁରୋ): ସମ୍ ହସ୍ପିଟାଲରେ ରାଜ୍ୟର ପ୍ରଥମ ଲିଭର ପ୍ରତିରୋପଣ ହୋଇଛି। ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ୫୫ବର୍ଷ ବୟସ୍କ ଜୟନ୍ତ ବିଶ୍ୱାଳଙ୍କ ଶରୀରରେ ତାଙ୍କ ପୁଅ ସୌମ୍ୟ ରଞ୍ଜନ ଦାନ କରିଥିବା ଲିଭରର କିଛି ଅଂଶକୁ ଡାକ୍ତରମାନେ ସଫଳତାର…

