ମେଟ୍ରୋ

୩ ବ୍ରାଉନସୁଗାର ବ୍ୟବସାୟୀ ଜେଲ୍‌ ଗଲେ: ୫ ଲକ୍ଷର ବ୍ରାଉନସୁଗାର, ୫ ମୋବାଇଲ ଓ କାର ଜବତ

ଭୁବନେଶ୍ୱର,(ବ୍ୟୁରୋ)/ପାତ୍ରପଡ଼ା, ୨୧।୧୧(ଡି.ଏନ୍‌.ଏ.): ଖଣ୍ଡଗିରି ଥାନା ପୋଲିସ ଓ କ୍ୟୁଏଟି ମିଳିତ ଭାବେ ଚଢ଼ାଉ କରି ୩ଜଣ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ନୟାପଲ୍ଲୀ ଥାନା ଅନ୍ତର୍ଗତ ସାଲିଆସାହି ନାରାୟଣ ବସ୍ତିର ଦୟାନିଧି ବରାଡ଼ (୩୭), ଖଣ୍ଡଗିରି ଥାନା...

୧୧ ଆହାର କେନ୍ଦ୍ରକୁ ଆଇଏସଓ ମାନ୍ୟତା

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ ଥିବା ୧୧ ଆହାର କେନ୍ଦ୍ରକୁ ଇଣ୍ଡରନ୍ୟାଶନାଲ ଅର୍ଗାନାଇଜେଶନ ଅଫ୍‌ ଷ୍ଟାଣ୍ଡାର୍ଡାଇଜେଶନ (ଆଇଏସ୍‌ଓ) ମାନ୍ୟତା ମିଳିଛି। ଏଗୁଡ଼ିକ ହେଲା କ୍ୟାପିଟାଲ ହସ୍ପିଟାଲ ପରିସର, କଳ୍ପନା ଛକ ମ୍ୟୁଜିୟମ୍‌ ସମ୍ମୁଖ, ମାଷ୍ଟକ୍ୟାଣ୍ଟିନ୍‌ ବସ୍‌ ଡିପୋ, ମଞ୍ଚେଶ୍ୱର...

ଡିସେମ୍ବର ୧୫ରୁ ତୋଷାଳୀ କ୍ରାଫ୍ଟସ୍‌ ମେଳା: ୪୦୦ ଷ୍ଟଲ୍‌ରେ ଦେଶର ଉତ୍କୃଷ୍ଟ ହସ୍ତଶିଳ୍ପ, ହସ୍ତତନ୍ତ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଡିସେମ୍ବର ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ହେବ ଚତୁର୍ଦ୍ଦଶ ତୋଷାଳୀ ମେଳା। ଚଳିତବର୍ଷ ଏହି ମେଳାରେ ରାଜ୍ୟ ଏବଂ ରାଜ୍ୟ ବାହାରୁ ୪୦୦ରୁ ଊର୍ଦ୍ଧ୍ୱ କାରିଗର ଓ ବୁଣାକାର ଯୋଗଦେବାକୁ ଥିବାବେଳେ ପ୍ରାୟ...

ରାଜ୍ୟସ୍ତରୀୟ ଡ. ହରେକୃଷ୍ଣ ଜୟନ୍ତୀ: ଗୁଆଝରରେ ୫୧ ପାଇକ ଆଖଡ଼ା ଦଳ

ପୁରୁଣା ଭୁବନେଶ୍ୱର,୨୧।୧୧(ଡି.ଏନ୍‌.ଏ.): ବୁଧବାର ଡ. ହରେକୃଷ୍ଣ ମହତାବ ଜୟନ୍ତୀ ପାଳନ ଅବସରରେ ସ୍ଥାନୀୟ ଗୁଆଝରରେ ରାଜ୍ୟର ୫୧ ପାଇକ ଆଖଡା ଦଳ ସେମାନଙ୍କର ସମରକଳା ପ୍ରଦର୍ଶନ କରିଥିଲେ। ପ୍ରତିଯୋଗିତାରେ ଶ୍ରେଷ୍ଠ ଦଳଗୁଡିକୁ ଗୁରୁବାର ସମ୍ବର୍ଦ୍ଧିତ କରାଯିବ। କାର୍ଯ୍ୟକ୍ରମରେ ପୂର୍ବତନ ପିସିସି...

ଅଭୟ ନୂଆ ଡିଜିପିି

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟ ସରକାର ବିଜୟ କୁମାର ଶର୍ମାଙ୍କୁ ବୁଧବାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ପଦରୁ ହଟାଇ ଦେଇଛନ୍ତି। ନୂଆ ଡିଜିପି ଭାବେ ୧୯୮୬ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ଅଭୟଙ୍କୁ ନିଯୁକ୍ତି ଦିଆଯାଇଛି। ଅଭୟ ଏବେ ହାଇଦ୍ରାବାଦସ୍ଥିତ ଜାତୀୟ...

ମନ୍ତ୍ରୀଙ୍କ ଅନୁପସ୍ଥିତିକୁ ନେଇ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ: ତାଗିଦ୍‌ କଲେ ବାଚସ୍ପତି

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଶାସକ ଦଳର ସଦସ୍ୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଉପସ୍ଥିତ ରହିବାକୁ କଡ଼ା ନିର୍ଦ୍ଦେଶ ଦେଲେ। ମାତ୍ର ଏହି ନିର୍ଦ୍ଦେଶକୁ ସଦସ୍ୟମାନେ ମାନୁନାହାନ୍ତି। ଗୃହ ଚାଲୁଥିବାବେଳେ ହାତଗଣତି...

୨୯ଦିନ ହେବ ଯୁବକଙ୍କ ପତ୍ତା ମିଳୁନି

ଭୁବନେଶ୍ୱର, ୨୦।୧୧ (ବ୍ୟୁରୋ) : ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରା ସାହିରୁ ଜଣେ ଯୁବକ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍‌ ପ୍ରହରାଜପୁର ଗ୍ରାମର କୃଷ୍ଣଚନ୍ଦ୍ର ବାରିକଙ୍କ ପୁଅ ସୁବୋଧ ଓରଫ ତପନ(୩୯)।...

ଛୋଟ ସୁନା ଦୋକାନୀଙ୍କ ଉପରେ ଚଢ଼ାଉ, ବଡ଼ ବଡ଼ିଆଙ୍କୁ ମାଫ୍‌

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ ଥିବା ବଡ଼ ବଡ଼ ସୁନାଦୋକାନ ଉପରେ ଯୋଗାଣ ବିଭାଗ ଅଧିକାରୀ ଚଢ଼ାଉ କରିବାକୁ ସାହସ ଜୁଟାଉନାହାନ୍ତି। କେତେକ ହାତଗଣତି ଛୋଟ ସୁନାଦୋକାନ ଉପରେ ଚଢ଼ାଉ କରି ଦାୟିତ୍ୱ ଶେଷ କରୁଛନ୍ତି। ଏହି ଦାୟିତ୍ୱରେ ଥିବା...

ରାଜ୍ୟରେ ରହିଛି ୬୩ କୃଷି, ୮୫ ଉଦ୍ୟାନ କୃଷି ଫାର୍ମ: ଆଧୁନିକୀକରଣ ପାଇଁ ଖର୍ଚ୍ଚ ହୋଇଛି ୧୨୬୨ଲକ୍ଷ ଟଙ୍କା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୬୩ଟି କୃଷି ଫାର୍ମ ଏବଂ ୮୫ଟି ଉଦ୍ୟାନ କୃଷି ଫାର୍ମ ରହିଛି। ସେଥିରୁ ୪ଟି କୃଷି ଫାର୍ମ ଓ ୫ଟି ଉଦ୍ୟାନ କୃଷି ଫାର୍ମ ବନ୍ଦ ହୋଇଯାଇଛି। ସେଗୁଡ଼ିକ ପୁନଃଉଦ୍ଧାର କରିବା ଅବସ୍ଥାରେ ନାହିଁ। କୃଷି ଓ...

ପୁଣି ଚଳଚଞ୍ଚଳ ହେଲା ଆର୍‌ଟିଓ କାର୍ଯ୍ୟାଳୟ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ରାଜଧାନୀର ୨ଟି ଆରଟିଓ କାଯର୍ର୍‌ୟାଳୟ ଚଳଚଞ୍ଚଳ ହୋଇଉଠିଛି। ଡିସେମ୍ବର ୧ରୁ ଆର୍‌ଟିଓ ନିୟମ କଡ଼ାକଡ଼ି କରାଯିବ ବୋଲି ଖବର ପ୍ରକାଶ ପାଇବା ପରେ ଲୋକେ ଡ୍ରାଇଭିଂ ଲାଇସେନ୍ସ, ଗାଡ଼ି ଫିଟ୍‌ନେସ୍‌, କାଗଜପତ୍ର ପାଇଁ...

ଶ୍ୱଶୁରଘରୁ ବାଇକ୍‌ ଚୋରି ମାମଲାରେ ଜ୍ୱାଇଁ ଗଲେ ଜେଲ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ରାଜଧାନୀର ବିଭିନ୍ନ ତାରକା ହୋଟେଲରେ ଖାଇବା ପରେ ବିଲ୍‌ ପଇଠ ନ କରି ଫେରାର ହୋଇଯାଉଥିଲେ। ଶହୀଦନଗର ଥାନା ଅଞ୍ଚଳରେ ଅଭିଯୁକ୍ତଙ୍କୁ ହୋଟେଲ କର୍ମଚାରୀମାନେ କାବୁ କରି ପୋଲିସ ଜିମା ଦେଇଥିଲେ। ପୋଲିସ ଅଭିଯୁକ୍ତଙ୍କ ଆପରାଧିକ ରେକର୍ଡ ଯାଞ୍ଚ...

ମାଗଣା ହୋଇପାରେ ‘ମୋ ସାଇକେଲ’

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ଆସନ୍ତା ୨୬ ତାରିଖରେ ‘ମୋ ସାଇକେଲ ଯୋଜନା’କୁ ବର୍ଷେ ପୂରିବ। ମୋ ବସ୍‌ ଭଳି ମୋ ସାଇକେଲ ସଫଳ ହୋଇ ନ ଥିବାରୁ କିପରି ଅଧିକ ଆଦୃତ ହୋଇପାରିବ ସେନେଇ ନୂଆ କିଛି ଚିନ୍ତା କରାଯାଉଛି। ବାର୍ଷିକ ଉତ୍ସବରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri