ମେଟ୍ରୋ

ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଜେରା କରିବ ଇଡି

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଭବାନୀପାଟଣାର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ମନି ଲଣ୍ଡରିଂ ମାମଲାରେ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଜେରା କରିବ। ଅନାମଙ୍କ ନାମରେ ସମୁଦାୟ କେତେ ଟଙ୍କାର…

ଏପ୍ରିଲ ୩ରେ ସମସ୍ତ ଛାତ୍ରୀଛାତ୍ରଙ୍କୁ ପାଠ୍ୟପୁସ୍ତକ ବଣ୍ଟାଯିବ

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ପାଠ୍ୟପୁସ୍ତକ ମୁଦ୍ରଣ ଓ ବିତରଣ ସମ୍ବନ୍ଧୀୟ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଆବଶ୍ୟକ ଥିବା ୨,୪୯,୫୪,୧୨୭ ପାଠ୍ୟପୁସ୍ତକ ମଧ୍ୟରୁ…

ମଜୁରି ପୈଠ, ଇପିଏଫ୍‌ ଉପରେ ନଜର ରଖିବ ‘ଇ-ମଷ୍ଟରରୋଲ’

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ପରିଚାଳନାରେ ସ୍ବଚ୍ଛତା ସହ ଇପିଏଫ୍‌ ଓ ଇଏସଆଇ ଆଦି ପୈଠ ଉପରେ ନଜର ରଖିବାକୁ ରାଜ୍ୟ ସରକାର ଇ-ମଷ୍ଟରରୋଲ ନାମରେ ନୂତନ ବୈଷୟିକ କୌଶଳ ପ୍ରୟୋଗ କରିବେ। ସରକାର ଏଥିପାଇଁ ନୀତିଗତ ନିଷ୍ପତ୍ତି…

ଶ୍ରୀଲିଙ୍ଗରାଜଙ୍କ ନିଷ୍କର ଜମିରେ ଜନବସତି

ପୁରୁଣା ଭୁବନେଶ୍ୱର,୭ା୩(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ହେବା ପରେ ଦିଅଁଙ୍କ ନୀତିକାନ୍ତି ସୁବ୍ୟବସ୍ଥିତ କରିବାକୁ ଖଞ୍ଜାରେ ବିଭିନ୍ନ ସେବାୟତଙ୍କୁ ଜମି ରାଜାରାଜୁଡା ଅମଳରୁ ଯୋଗାଇ ଦିଆଯାଇଥିଲା। ଏଥିମଧ୍ୟରୁ କୁମ୍ଭକାର ସେବାୟତଙ୍କ ଭୂମିକା ଅନେକ ଗୁରୁତ୍ୱ ବହନ କରେ। ଶ୍ରୀଲିଙ୍ଗରାଜ ମନ୍ଦିରରେ ପୂଜା ଲାଗି…

ଶହୀଦନଗରରେ ଜଳିଗଲା ଅଟୋ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଶହୀଦନଗର ଅଞ୍ଚଳରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଟୋ ହଠାତ ଜଳିଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ମଧ୍ୟ ଶର୍ଟସର୍କିଟ ଯୋଗୁ ଇଞ୍ଜିନରେ ନିଅଁ। ଲାଗିଥିବା ଅନୁମାନ କରାଯାଉଛି। ତେବେ ଅଟୋରେ ଥିବା ୩ଜଣ ଯାତ୍ରୀ ସୁରକ୍ଷିତ…

୨୧ଜଣଙ୍କୁ ୱିମେନ୍‌ ଏକ୍ସଲେନ୍ସି ଆୱାର୍ଡ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବ୍ୟବହିତ ପୂର୍ବରୁ ଶୁକ୍ରବାର ବ୍ରାଇଟ୍‌ ଓଡ଼ିଆ ଫାଉଣ୍ଡେଶନ ପକ୍ଷରୁ ସୂଚନାଭବନରେ ଓଡ଼ିଶା ୱିମେନ୍‌ ଏକ୍ସଲେନ୍ସି ଆୱାର୍ଡ ପ୍ରଦାନ କରାଯାଇଛି। ଏଥିରେ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୨୧ଜଣ ଶ୍ରେଷ୍ଠ ମହିଳା ବ୍ୟକ୍ତିତ୍ୱଙ୍କୁ…

ହ୍ୟାଣ୍ଡ୍‌ଶେକ୍‌ ପରିବର୍ତ୍ତେ ନମସ୍କାର କରିବାକୁ ପରାମର୍ଶ

ଭୁବନେଶ୍ୱର,୭ା୩(ବ୍ୟୁରୋ): କରୋନା ଭାଇରସ୍‌ ଭୟ ଏବେ ସମଗ୍ର ବିଶ୍ୱକୁ ଥରାଇ ଦେଇଥିବା ବେଳେ ଏହାଦ୍ୱାରା ବିଶେଷଭାବେ ପ୍ରଭାବିତ ହୋଇଛି ରାଜ୍ୟ ପର୍ଯ୍ୟଟନ ଶିଳ୍ପ। ଓଡ଼ିଶା ଆସିବାକୁ ଏବଂ ଓଡ଼ିଶା ବାହାରକୁ ଯିବାକୁ ଥିବା ପ୍ରାୟ ୫୦% ପର୍ଯ୍ୟଟକ ନିଜ ଗସ୍ତ ବାତିଲ…

ଏବେ ପସନ୍ଦ ହର୍ବାଲ ହୋଲି

ଭୁବନେଶ୍ୱର,୭ା୩(ବ୍ୟୁରୋ): ଦିନଥିଲା ପ୍ରକୃତିର ବିଭିନ୍ନ ରଙ୍ଗକୁ ବ୍ୟବହାର କରି ଲୋକେ ହୋଲି ଖେଳୁଥିଲେ। କିନ୍ତୁ କିଛିବର୍ଷ ହେଲା ହୋଲିରେ ରାସାୟନିକ ରଙ୍ଗର ବହୁଳ ବ୍ୟବହାର ହେଉଛି। ସ୍ବାସ୍ଥ୍ୟ ପ୍ରତି ଏହା ହାନିକାରକ ହେଉଥିବାରୁ ଲୋକେ ଏଥିପ୍ରତି ଧୀରେ ଧୀରେ ସଚେତନ ହେଲେଣି।…

ଛତିଶଗଡ଼ରୁ ଓଡ଼ିଶାକୁ ଆସୁଛି ଜାଲ୍‌ ନୋଟ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ବ୍ରାଉନ ସୁଗାର କାରବାର ଓ ବାଂଲାଦେଶରୁ ଯୁବତୀ ଚାଲାଣ ଉପରେ ଅଙ୍କୁଶ ଲଗାଇବା ପରେ ଏସ୍‌ଟିଏଫ୍‌ ନଜର ଏବେ ଓଡ଼ିଶାକୁ ଆସୁଥିବା ଜାଲ୍‌ ନୋଟ ଉପରେ। ଜାଲ୍‌ ନୋଟ୍‌ କାରବାର ରୋକିବା ପାଇଁ ଏସ୍‌ଟିଏଫ୍‌ ଅଣ୍ଟା ଭିଡ଼ିଛି। ଏହି…

୧୫ରେ ରୁଚି ଓଡ଼ିଆ ଫିଲ୍ମ ଫେୟାର୍‌ ଆୱାର୍ଡସ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ହ୍ବାଇଟ୍‌ କାନ୍‌ଭାସ୍‌ ଏବଂ ଓଫା ଫାଉଣ୍ଡେଶନ ମିଳିତ ଆନୁକୂଲ୍ୟରେ ରୁଚି ମସଲା ସହଯୋଗରେ ଆସନ୍ତା ୧୫ ତାରିଖରେ ଜନତା ମଇଦାନରେ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ ‘ରୁଚି ୧୦ମ ଓଡ଼ିଆ ଫିଲ୍ମ ଫେୟାର୍‌ ଆୱାର୍ଡସ୍‌’ ଆୟୋଜନ ହେବ। ଏହି ଅବସରରେ…

୮ରେ ‘ମୋ ବସ୍‌’ରେ ମାଗଣା ଯିବେ ମହିଳା

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆସନ୍ତା ୮ତାରିଖରେ ‘ମୋ ବସ୍‌’ରେ ମହିଳା ଦେୟମୁକ୍ତ ଯାତ୍ରା କରିପାରିବେ। ମହିଳା ଦିବସରେ ମହିଳାଙ୍କ ପ୍ରତି ସମ୍ମାନ ଜଣାଇ କ୍ରୁଟ୍‌ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଜେନେରାଲ ମ୍ୟାନେଜର ଦୀପ୍ତି…

‘ଆଡ୍‌ଭେଞ୍ଚର୍ସ ଅଫ୍‌ ଦି ଡେୟାରଡେଭିଲ୍‌ ଡେମୋକ୍ରାଟ୍‌’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ବିଜୁ ପଟ୍ଟନାୟକ ଥିଲେ କିମ୍ବଦନ୍ତୀ ପୁରୁଷ। ତାଙ୍କ ବୀରତ୍ୱ ସାରା ବିଶ୍ୱ ଜାଣିଛି। ଇଣ୍ଡୋନେସିଆର ସ୍ବାଧୀନତାରେ ତାଙ୍କ ଯୋଗଦାନ ଅତୁଳନୀୟ ଥିଲା। ସେହିପରି କଶ୍ମୀର ମିଶନରେ ମଧ୍ୟ ସେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିଲେ। ବିଜୁବାବୁ ଭାରତୀୟ ରାଜନୀତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?