ମେଟ୍ରୋ

ମନ୍ତ୍ରୀଙ୍କ ଅନୁପସ୍ଥିତିକୁ ନେଇ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ: ତାଗିଦ୍‌ କଲେ ବାଚସ୍ପତି

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଶାସକ ଦଳର ସଦସ୍ୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଉପସ୍ଥିତ ରହିବାକୁ କଡ଼ା ନିର୍ଦ୍ଦେଶ ଦେଲେ। ମାତ୍ର ଏହି ନିର୍ଦ୍ଦେଶକୁ ସଦସ୍ୟମାନେ ମାନୁନାହାନ୍ତି। ଗୃହ ଚାଲୁଥିବାବେଳେ ହାତଗଣତି...

୨୯ଦିନ ହେବ ଯୁବକଙ୍କ ପତ୍ତା ମିଳୁନି

ଭୁବନେଶ୍ୱର, ୨୦।୧୧ (ବ୍ୟୁରୋ) : ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରା ସାହିରୁ ଜଣେ ଯୁବକ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍‌ ପ୍ରହରାଜପୁର ଗ୍ରାମର କୃଷ୍ଣଚନ୍ଦ୍ର ବାରିକଙ୍କ ପୁଅ ସୁବୋଧ ଓରଫ ତପନ(୩୯)।...

ଛୋଟ ସୁନା ଦୋକାନୀଙ୍କ ଉପରେ ଚଢ଼ାଉ, ବଡ଼ ବଡ଼ିଆଙ୍କୁ ମାଫ୍‌

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ ଥିବା ବଡ଼ ବଡ଼ ସୁନାଦୋକାନ ଉପରେ ଯୋଗାଣ ବିଭାଗ ଅଧିକାରୀ ଚଢ଼ାଉ କରିବାକୁ ସାହସ ଜୁଟାଉନାହାନ୍ତି। କେତେକ ହାତଗଣତି ଛୋଟ ସୁନାଦୋକାନ ଉପରେ ଚଢ଼ାଉ କରି ଦାୟିତ୍ୱ ଶେଷ କରୁଛନ୍ତି। ଏହି ଦାୟିତ୍ୱରେ ଥିବା...

ରାଜ୍ୟରେ ରହିଛି ୬୩ କୃଷି, ୮୫ ଉଦ୍ୟାନ କୃଷି ଫାର୍ମ: ଆଧୁନିକୀକରଣ ପାଇଁ ଖର୍ଚ୍ଚ ହୋଇଛି ୧୨୬୨ଲକ୍ଷ ଟଙ୍କା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୬୩ଟି କୃଷି ଫାର୍ମ ଏବଂ ୮୫ଟି ଉଦ୍ୟାନ କୃଷି ଫାର୍ମ ରହିଛି। ସେଥିରୁ ୪ଟି କୃଷି ଫାର୍ମ ଓ ୫ଟି ଉଦ୍ୟାନ କୃଷି ଫାର୍ମ ବନ୍ଦ ହୋଇଯାଇଛି। ସେଗୁଡ଼ିକ ପୁନଃଉଦ୍ଧାର କରିବା ଅବସ୍ଥାରେ ନାହିଁ। କୃଷି ଓ...

ପୁଣି ଚଳଚଞ୍ଚଳ ହେଲା ଆର୍‌ଟିଓ କାର୍ଯ୍ୟାଳୟ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ରାଜଧାନୀର ୨ଟି ଆରଟିଓ କାଯର୍ର୍‌ୟାଳୟ ଚଳଚଞ୍ଚଳ ହୋଇଉଠିଛି। ଡିସେମ୍ବର ୧ରୁ ଆର୍‌ଟିଓ ନିୟମ କଡ଼ାକଡ଼ି କରାଯିବ ବୋଲି ଖବର ପ୍ରକାଶ ପାଇବା ପରେ ଲୋକେ ଡ୍ରାଇଭିଂ ଲାଇସେନ୍ସ, ଗାଡ଼ି ଫିଟ୍‌ନେସ୍‌, କାଗଜପତ୍ର ପାଇଁ...

ଶ୍ୱଶୁରଘରୁ ବାଇକ୍‌ ଚୋରି ମାମଲାରେ ଜ୍ୱାଇଁ ଗଲେ ଜେଲ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ରାଜଧାନୀର ବିଭିନ୍ନ ତାରକା ହୋଟେଲରେ ଖାଇବା ପରେ ବିଲ୍‌ ପଇଠ ନ କରି ଫେରାର ହୋଇଯାଉଥିଲେ। ଶହୀଦନଗର ଥାନା ଅଞ୍ଚଳରେ ଅଭିଯୁକ୍ତଙ୍କୁ ହୋଟେଲ କର୍ମଚାରୀମାନେ କାବୁ କରି ପୋଲିସ ଜିମା ଦେଇଥିଲେ। ପୋଲିସ ଅଭିଯୁକ୍ତଙ୍କ ଆପରାଧିକ ରେକର୍ଡ ଯାଞ୍ଚ...

ମାଗଣା ହୋଇପାରେ ‘ମୋ ସାଇକେଲ’

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ଆସନ୍ତା ୨୬ ତାରିଖରେ ‘ମୋ ସାଇକେଲ ଯୋଜନା’କୁ ବର୍ଷେ ପୂରିବ। ମୋ ବସ୍‌ ଭଳି ମୋ ସାଇକେଲ ସଫଳ ହୋଇ ନ ଥିବାରୁ କିପରି ଅଧିକ ଆଦୃତ ହୋଇପାରିବ ସେନେଇ ନୂଆ କିଛି ଚିନ୍ତା କରାଯାଉଛି। ବାର୍ଷିକ ଉତ୍ସବରୁ...

ଶୁକ୍ରବାରଠାରୁ ଇ-ବସ୍‌ ‘ଡେମୋ ରନ୍‌’

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ ଲିମିଟେଡ୍‌ (କ୍ରୁଟ) ଦ୍ୱାରା ପରିଚାଳିତ ‘ମୋ ବସ୍‌’ ସେବା ସାରା ଦେଶରେ ଆଦୃତ୍ତ ହୋଇଛି। ଦେଶର ଶ୍ରେଷ୍ଠ ସିଟି ବସ୍‌ ସେବା ପୁରସ୍କାର ପାଇଛି। ତେଣୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିବାକୁ ଥିବା...

ସରକାରଙ୍କୁ ବିରୋଧୀଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ଚାଷୀ ଅମଳ କରି ଧାନ ବସ୍ତା ଧରି ରହିଛି। ହେଲେ କିଣିବାକୁ କେହି ନାହିଁ। ଖରା, ବର୍ଷା, ଶୀତ କାକରରେ ଧାନ ସେମିତି ପଡି ରହୁଛି। ଯେଉଁ ବ୍ୟବସ୍ଥାରେ କ୍ରୟ କରାଯିବ, ସେହି ବ୍ୟବସ୍ଥାରେ ଚାଷୀ ନିଜକୁ ଖାପ ଖୁଆଇ...

୧୧ବର୍ଷରେ ବିଦ୍ୟୁତ୍‌ ସଂସ୍ପର୍ଶରେ ମରିଛନ୍ତି ୧୧୯ ହାତୀ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ରାଜ୍ୟରେ ଗତ ୧୧ବର୍ଷରେ ୧୧୯ ହାତୀଙ୍କ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛିିି। ୨୦୦୯-୧୦ଠାରୁ ୨୦୧୯-୨୦ ମଧ୍ୟରେ ଘଟିଥିବା ଏହି ହାତୀ ମୃତ୍ୟୁରେ କେନ୍ଦୁଝର ଜିଲାର ମୋଟ ୧୧ ହାତୀ ମରିଛନ୍ତି। ଏଥିପାଇଁ ୧୪୮ଙ୍କୁ ଦାୟୀ କରାଯାଇ ସେମାନଙ୍କ...

ଆବାସ ଦୁର୍ନୀତି ନେଇ ଭାଜପାର ଟାର୍ଗେଟ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ମାହାଙ୍ଗା ଆବାସ କେଳାଙ୍କାରୀ କରିଥିବା ଜଣେ ଅଫିସର ବର୍ତ୍ତମାନ ମନ୍ତ୍ରୀଙ୍କ ଓଏସଡି ଭାବେ ଦାୟିତ୍ୱ ପାଇଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଭାଜପା କହିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା...

ଚୋରା ପଥର ଚାଲାଣ ର଼୍ୟାକେଟରେ ପୋଲିସ ବାବୁ:ଇନ୍ସପେକ୍ଟର ରଞ୍ଜିତ ସାହୁ ନିଲମ୍ବିତ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ଖୋର୍ଦ୍ଧା ପଥର ଚାଲାଣରେ ସଂପୃକ୍ତଥିବା ଦୁଇ ଇନ୍ସପେକ୍ଟର ବିକ୍ରମ କେଶରୀ ଜେନା ଏବଂ ରଞ୍ଜିତ ସାହୁଙ୍କୁ ଏସ୍‌ଟିଏଫ ଗିରଫ କରିବା ପାଇଁ ବାଟ ଫିଟିଛି। ଗତ ୧୬ ତାରିଖରେ ଇନ୍ସପେକ୍ଟର ବିକ୍ରମଙ୍କୁ ନିଲମ୍ବିତ କରାଯାଇଥିବାବେଳେ ମଙ୍ଗଳବାର ରଞ୍ଜିତଙ୍କୁ ନିଲମ୍ବନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri