ଫିଲ୍ମରେ ଓଡ଼ିଶାର ସୌନ୍ଦର୍ଯ୍ୟ ଦେଖାଇବେ ନୀଳମାଧବ
ଭୁବନେଶ୍ୱର,୭ା୩(ବ୍ୟୁରୋ): ବର୍ତ୍ତମାନ ସମୟରେ ଲୋକଙ୍କ ମଧ୍ୟରେ ଦେଖାଯାଉଥିବା ଏକୁଟିଆପଣ, ଭୟ ଏବଂ ଭଲପାଇବାକୁ ନେଇ ଏକ ନୂଆ ଫିଲ୍ମ କରିବାକୁ ଯାଉଛନ୍ତି ଓଡ଼ିଶା ଜନ୍ମିତ ଜାତୀୟ ଏବଂ ଅନ୍ତର୍ଜାତୀୟ ପୁରସ୍କାରପ୍ରାପ୍ତ ଫିଲ୍ମନିର୍ମାତା ନୀଳମାଧବ ପଣ୍ଡା। ‘ବିଶ୍ୱ’ ନାମକ ଏହି ଫିଲ୍ମ ଜଣେ…
ଆର୍. ମାଙ୍ଗା ବାବୁ ନୂଆ ଜିଏସ୍ଟି ମୁଖ୍ୟ ଆୟୁକ୍ତ
ଭୁବନେଶ୍ୱର, ୭ା୩(ବ୍ୟୁରୋ): ଜିଏସ୍ଟି କେନ୍ଦ୍ରୀୟ ଉତ୍ପାଦ ଏବଂ ସୀମା ଶୁଳ୍କ, ଭୁବନେଶ୍ୱର ଜୋନର ମୁଖ୍ୟ ଆୟୁକ୍ତ ଭାବେ ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ ଆର୍. ମାଙ୍ଗା ବାବୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଦାୟିତ୍ୱ ଗ୍ରହଣ କରିବା ପରେ ତାଙ୍କୁ…
ଦୋପଟି ମେଳଣ ପଡ଼ିଆରେ ହରିହର ଭେଟ
ବାଲିପାଟଣା, ୭ା୩(ଡି.ଏନ୍.ଏ.): ପାରମ୍ପରିକ ଦୋପଟି ମେଳଣ ବାଲିପାଟଣାସ୍ଥିତ ମେଲଣ ପଡିଆରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବିଧି ଅନୁଯାୟୀ ଥାନପତି ବୁଦ୍ଧନାଥ ଦେବଙ୍କ ପକ୍ଷରୁ ସ୍ଥାନୀୟ ଅଞ୍ଚଳର ଠାକୁରଙ୍କୁ ମେଳଣ ଯାତ୍ରାକୁ ଆସିବାକୁ ନିମନ୍ତ୍ରଣ ଦିଆଯାଇଥିଲା। ଥାନାପତିଙ୍କ ନିମନ୍ତ୍ରଣ ରକ୍ଷାକରି ଏକାଦଶୀ ତିଥିରେ…
କନ୍ଷ୍ଟେବଳଙ୍କୁ ନିର୍ଘାତ ମାଡ଼
ଭୁବନେଶ୍ୱର, ୭ା୩(ବ୍ୟୁରୋ): ରାଜଧାନୀ ଏବେ ଅସୁରକ୍ଷିତ ହୋଇପଡ଼ିଛି। ସାଧାରଣ ଜନତାଙ୍କ କଥା ଛାଡ଼, ଅନ୍ୟକୁ ସୁରକ୍ଷା ଦେଉଥିବା ପୋଲିସ ମଧ୍ୟ ଅସୁରକ୍ଷିତ ହୋଇପଡିଛି। ଗୁରୁବାର ସିଆର୍ପି ଅଞ୍ଚଳରେ ଜଣେ ଛାତ୍ର ଏବଂ କଟକରୋଡରେ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ହଣାଯାଇଥିବାବେଳେ ବୁଧବାର ଶହୀଦନଗର…
ଆଜିଠୁ ବାହାର ଫଗୁ ଖେଳ ଆରମ୍ଭ
ପୁରୁଣା ଭୁବନେଶ୍ୱର, ୭ା୩ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବାହାର ଫଗୁ ଖେଳ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହି ଅବସରରେ ନଗର ପରିକ୍ରମାରେ ଶ୍ରୀ ଜୀଉମାନେ ଯାତ୍ରା ଆରମ୍ଭ କରିଛନ୍ତି। ସନ୍ଧ୍ୟାଧୂପ ସରିବା ପରେ ଠାକୁରଙ୍କ ବଡ଼ସିଂହାର ଓ ବେଶ ହୋଇଥିଲା। ପରେ…
ଟ୍ରେନ ଫେରନ୍ତା ଯୁବକଙ୍କଠାରୁ ଲୁଟ୍
ଭୁବନେଶ୍ୱର, ୭ା୩(ବ୍ୟୁରୋ): ରାଜଧାନୀରେ ରାତିରେ କିନ୍ନରମାନଙ୍କ ଉପତ୍ାତ ଦିନକୁ ଦିନ ବଢିବାରେ ଲାଗିଛି। ଗୁରୁବାର ରାତିରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଟ୍ରେନ ଫେରନ୍ତା ଯାତ୍ରୀଙ୍କୁ ଲୁଟପାଟ କରିବା ଘଟଣାରେ ଜଣେ କିନ୍ନର ଓ ମହିଳାଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ…
ମଦ ନିଶାରେ ସାଙ୍ଗଙ୍କୁ ହତ୍ୟା: ଅଭିଯୁକ୍ତ ଗିରଫ
ଭୁବନେଶ୍ୱର, ୭ା୩(ବ୍ୟୁରୋ): ମଦ ନିଶାରେ ସାଙ୍ଗକୁ ହତ୍ୟା କରିଥିଲା ସାଙ୍ଗ। ନିଜ ଘରକୁ ଡାକି ମଦ ପିଆଇ ମୁଣ୍ଡକୁ ମଦ ବୋତଲରେ ପିଟି ଜୀବନ ନେଇଥିଲା। ପ୍ରମାଣ ଲୁଚାଇବା ପାଇଁ ମୃତଦେହକୁ ସ୍କୁଟିରେ ଲଦି ଇନ୍ଫୋସିଟି ଥାନା ଅଧୀନ ପଟିଆ ବିଗ୍ବଜାର…
କମିଲା ବସ୍ ଭଡ଼ା: କିମି ପିଛା ୧ରୁ ୨ ପଇସା
ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ବସ୍ ଭଡ଼ା କମିଲା। କିଲୋମିଟର ପିଛା ୧ରୁ ୨ ପଇସା ହ୍ରାସ ପାଇଛି। ସାଧାରଣ ବସ୍ ଭଡ଼ା ୬୯ ପଇସା ଥିବା ବେଳେ ଏବେ ଏହା ହ୍ରାସ ପାଇ ୬୮ ପଇସା ହୋଇଛି। ସେହିଭଳି ଏକ୍ସପ୍ରେସ୍ ଭଡ଼ା ୭୨ରୁ…
ମହାପ୍ରଭୁଙ୍କ ଟଙ୍କା ପ୍ରତି ବିପଦ ନାହିଁ: ମନ୍ତ୍ରୀ
ଭୁବନେଶ୍ୱର,୬।୩(ବ୍ୟୁରୋ): ୟେସ୍ ବ୍ୟାଙ୍କରେ ଥିବା ମହାପ୍ରଭୁଙ୍କ ଟଙ୍କା ପ୍ରତି ବିପଦ ନାହିଁ। ବ୍ୟାଙ୍କରେ ଫିକ୍ସ ଡିପୋଜିଟ୍ ଥିବା ଟଙ୍କା କେଉଁଆଡେ ଯିବ ନାହିଁ। ଟଙ୍କା ନିରାପଦ ରହିଛି ବୋଲି ଶୁକ୍ରବାର ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ବ୍ୟାଙ୍କରେ ୨ଟି ଡିପୋଜିଟ୍ର ମାଚ୍ୟୁରିଟି…
ଏସ୍ସିବିରୁ କରୋନା ସନ୍ଦିଗ୍ଧ ଚମ୍ପଟ ଖବର ଗୁଜବ, ନେଗେଟିଭ ଆସିଛି ସଂକ୍ରମଣ ଯାଞ୍ଚ
ଭୁବନେଶ୍ୱର,୬।୩(ବ୍ୟୁରୋ): କଟକ ଏସ୍ସିବି ମେଡିକାଲର କରୋନା ଓ୍ବାର୍ଡରୁ ଜଣେ ସନ୍ଦିଗ୍ଧ ଚମ୍ପଟ ମାରିବା ଖବର ଏକ ଗୁଜବ। ସମ୍ପୃକ୍ତ ବ୍ୟକ୍ତି ଆୟରଲ୍ୟାଣ୍ଡର ନାଗରିକ। ସେ ୩ ଦିନ ତଳେ ଓଡ଼ିଶା ଆସିଥିଲେ। ସେ ଏବେ ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ…
୩ ଦିନ ଯାଏ ଲାଗି ରହିବ ବର୍ଷା: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ; ଘଡ଼ଘଡ଼ି ସହ ୩୦ କିମି ବେଗରେ ବହିପାରେ ପବନ
ଭୁବନେଶ୍ୱର,୬।୩(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ୩ ଦିନ ଯାଏ ବର୍ଷା ଲାଗି ରହିବ। ଶୁକ୍ରବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଢେଙ୍କାନାଳ, ନୟାଗଡ଼,…
ରାଜ୍ୟ ସଭା ନିର୍ବାଚନ ଲାଗି ପ୍ରାର୍ଥୀ ଦେବା ପ୍ରସଙ୍ଗ: ସୁର କହିଲେ ‘ଆମେ ହାତ ଟେକି ଦେଇଛୁ’
ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ଲାଗି ଶୁକ୍ରବାର ପ୍ରକାଶ ପାଇଛି ବିଜ୍ଞପ୍ତି। ଆସନ୍ତା ୨୬ରେ ନିର୍ବାଚନ ହେବ। ୧୭ ରାଜ୍ୟର ମୋଟ ୫୫ ଆସନରେ ଏହି ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିରେ ଓଡ଼ିଶାର ୪ ଆସନ ରହିଛି। ସଂଖ୍ୟାଗରିଷ୍ଠତା…

