ଆବାସ ଦୁର୍ନୀତି ନେଇ ଭାଜପାର ଟାର୍ଗେଟ
ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ମାହାଙ୍ଗା ଆବାସ କେଳାଙ୍କାରୀ କରିଥିବା ଜଣେ ଅଫିସର ବର୍ତ୍ତମାନ ମନ୍ତ୍ରୀଙ୍କ ଓଏସଡି ଭାବେ ଦାୟିତ୍ୱ ପାଇଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଭାଜପା କହିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା...
ଚୋରା ପଥର ଚାଲାଣ ର଼୍ୟାକେଟରେ ପୋଲିସ ବାବୁ:ଇନ୍ସପେକ୍ଟର ରଞ୍ଜିତ ସାହୁ ନିଲମ୍ବିତ
ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ଖୋର୍ଦ୍ଧା ପଥର ଚାଲାଣରେ ସଂପୃକ୍ତଥିବା ଦୁଇ ଇନ୍ସପେକ୍ଟର ବିକ୍ରମ କେଶରୀ ଜେନା ଏବଂ ରଞ୍ଜିତ ସାହୁଙ୍କୁ ଏସ୍ଟିଏଫ ଗିରଫ କରିବା ପାଇଁ ବାଟ ଫିଟିଛି। ଗତ ୧୬ ତାରିଖରେ ଇନ୍ସପେକ୍ଟର ବିକ୍ରମଙ୍କୁ ନିଲମ୍ବିତ କରାଯାଇଥିବାବେଳେ ମଙ୍ଗଳବାର ରଞ୍ଜିତଙ୍କୁ ନିଲମ୍ବନ...
ଖରିଫ ଧାନ ସଂଗ୍ରହ ୨୦୧୯-୨୦:ଆଗୁଆ ହେବ ଟୋକନ୍ ବ୍ୟବସ୍ଥା
ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ(୨୦୧୮-୧୯)ରେ ଧାନ ସଂଗ୍ରହ ପାଇଁ ଆଗୁଆ ଟୋକନ୍ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଛି। ଧାନ ସଂଗ୍ରହ କାର୍ଯ୍ୟକୁ ସ୍ବଚ୍ଛତା, ଶୃଙ୍ଖଳା ଓ ପାରଦର୍ଶିତା ସହ ସମ୍ପାଦନ କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ସମ୍ପୃକ୍ତ ଜିଲା...
ଧାନ କିଣାରେ ମଧ୍ୟସ୍ଥ ଉଚ୍ଛେଦ
ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ପଶ୍ଚିମ ଓଡ଼ିଶାର ୭ଟି ଜିଲାର ୮୫୧ ପ୍ୟାଡି ପ୍ରୋକ୍ୟୁରମେଣ୍ଟ ସେଣ୍ଟର(ପିପିସି) ମଧ୍ୟରୁ ୩୪୭ଟି କେନ୍ଦ୍ରରୁ ଧାନ କ୍ରୟ ପାଇଁ ଟୋକନ୍ ଦିଆଯାଇସାରିଛି। ଏହିପରି ଭାବେ ଚଳିତ ମାସ ୧୯(ମଙ୍ଗଳବାର) ସୁଦ୍ଧା ଚାଷୀଙ୍କୁ ୨୬,୫୪୩ ଟୋକନ୍ ଦିଆଯାଇସାରିଛି। ୧୫,୫୪,୦୧୭ କୁଇଣ୍ଟାଲ ଧାନ...
ରାଜ୍ୟରେ ୧୯ଟି ନଦୀ ପ୍ରଦୂଷିତ
ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ରାଜ୍ୟରେ ପ୍ରବାହିତ ନଦୀଗୁଡିକ ମଧ୍ୟରୁ ୧୯ଟି ନଦୀରେ ସହରାଞ୍ଚଳର ନାଳନର୍ଦ୍ଦମା ପାଣି ମିଶିବା ଯୋଗୁ ଏହା ପ୍ରଦୂଷିତ ହୋଇଥିବା ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି। ଭୁବନେଶ୍ୱରର ଗଙ୍ଗୁଆ ଓ ଦୟା ନଦୀ, ରାଉରକେଲାରୁ ବିରିତୋଲ ଯାଇଥିବା ବ୍ରାହ୍ମଣୀ ନଦୀ, ଗୁରାଡିହ...
କମଲ ହାସନଙ୍କୁ ଡକ୍ଟରେଟ୍ ଉପାଧି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଅଭିନେତା କମଲ ହାସନଙ୍କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡକ୍ଟରେଟ ଉପାଧି ପ୍ରଦାନ କରିଛନ୍ତି। ଚଳଚ୍ଚିତ୍ର କ୍ଷେତ୍ରରେ ଗତ ଛଅ ଦଶନ୍ଧି ଧରି ଉଲ୍ଲେଖନୀୟ ଅବଦାନକୁ ଲକ୍ଷ୍ୟରେ ରଖି ଏକ ଘରୋଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ଉପାଧି ପ୍ରଦାନ...
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଏଣିକି ଅଗ୍ନି ସୁରକ୍ଷା ପ୍ରମାଣପତ୍ର ଦେବେ କ୍ଷେତ୍ରୀୟ କର୍ମଚାରୀ, ୨୦୨୦ ଏପ୍ରିଲ ପହିଲାରୁ ଅନ୍ଲାଇନ୍ ହେବ ବ୍ୟବସ୍ଥା
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଏଣିକି ବିଭିନ୍ନ ବାସଗୃହ ଓ କୋଠା ପାଇଁ ଅଗ୍ନି ସୁରକ୍ଷା ପ୍ରମାଣପତ୍ର ଲାଗି ଅଗ୍ନିଶମ ସେବା ନିର୍ଦ୍ଦେଶାଳୟକୁ ଯିବାକୁ ପଡ଼ିବ ନାହିଁ। ବିଭାଗର କ୍ଷେତ୍ରୀୟ କର୍ମଚାରୀମାନେ ଏଥିପାଇଁ ଆବଶ୍ୟକ ଅନୁମୋଦନ ଓ ପ୍ରମାଣପତ୍ର ଦେଇପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...
ଦୁର୍ନୀତି ଅଭିଯୋଗରେ ସ୍ପେଶାଲ ସ୍କ୍ବାଡ ଏଏସଆଇ ନିଲମ୍ବିତ
ଭୁବନେଶର,୧୯।୧୧(ବ୍ୟୁରୋ): ଦୁର୍ନୀତି ଅଭିଯୋଗ ପ୍ରମାଣ ମିଳିବା ପରେ ସ୍ପେଶାଲ ସ୍କ୍ବାଡ ଏଏସଆଇ ଅର୍ଜୁନ କହଁର ନିଲମ୍ବିତ ହୋଇଛନ୍ତି। ଏ ସମ୍ପର୍କରେ କଟକ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅର୍ଜୁନଙ୍କ ବିରୋଧରେ ଗତ କିଛିଦିନ ହେବ ଦୁର୍ନୀତି ଅଭିଯୋଗ ହୋଇଥିଲା।...
ପିଇବା ପାଣି ଯୋଗାଣକୁ ନେଇ ବିଧାନସଭାରେ ଉଦ୍ବେଗ
ଭୁବନେଶ୍ୱର, ୧୯।୧୧(ବ୍ୟୁରୋ): ୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ସହରାଞ୍ଚଳକୁ ପାଇପ୍ ଯୋଗେ ପିଇବା ପାଣି ଯୋଗାଇ ଦିଆଯିବ। ମଙ୍ଗଳବାର ପଶ୍ନୋତ୍ତରବେଳେ ଏହି ସୂଚନା ଦେଇଛନ୍ତି ପଞ୍ଜାୟତରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା। କଂଗ୍ରେସ ସଭ୍ୟ ତାରା...
ବାଚସ୍ପତି ନିରପେକ୍ଷ ହେବା ଜରୁରୀ: ବିରୋଧୀ ଦଳ ନେତା
ଭୁବନେଶ୍ୱର, ୧୯।୧୧(ବ୍ୟୁରୋ): ସୋମବାର ଅପରାହ୍ନଣରେ ଭାଜପା ଗୃହ କାର୍ଯ୍ୟରେ ସହଯୋଗ କରିଥିଲେ ମଧ୍ୟ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବକ୍ତବ୍ୟ ପାଇଁ ସୁଯୋଗ ଦେଇ ନ ଥିଲେ। ବିରୋଧୀ ଦଳ ନେତା ସ୍ମିତାରାଣୀ...
ରାଜ୍ୟରେ ଗଞ୍ଜେଇ ଚାଷକୁ ଅନୁମତି ଦିଆଯିବ ନାହିଁ: ଅବକାରୀ ସଚିବ
ଭୁବନେଶ୍ୱର,୧୯୧୧(ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ଚାଷ କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି ଅବକାରୀ ସଚିବ ସୁଶୀଲ କୁମାର ଲୋହାନି ସୂଚନା ଦେଇଛନ୍ତି। ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆୟୋଜିତ ଏକ ବୈଠକ ଏଭଳି ନିଷ୍ପତ୍ତି ନିଆଯାଇଛି। ସଚିବ କହିଛନ୍ତି, ଗଞ୍ଜେଇରେ...
୨୩ ଦିନରେ ରାଜଧାନୀରେ ତୃତୀୟ ହତ୍ୟାକାଣ୍ଡ: ଅବସରପ୍ରାପ୍ତ ରେଲଓ୍ବେ କର୍ମଚାରୀଙ୍କ ତଣ୍ଟିକାଟି ହତ୍ୟା
କଟକରୋଡ୍ (ଡି.ଏନ୍.ଏ.)/ ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ଜଣେ ଅବସରପ୍ରାପ୍ତ ରେଲଓ୍ବେ କର୍ମଚାରୀଙ୍କ ତଣ୍ଟିକାଟି ହତ୍ୟା କରାଯାଇଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ଜଟଣୀ ଅଞ୍ଚଳରେ ରହୁଥିବା ଟି.ଭେଙ୍କଟ ରାଓ(୬୫)। ଖବର ପାଇ ଲକ୍ଷ୍ମୀସାଗର ଥାନା ଅଧିକାରୀ ଦୟାନିଧି...
Archives


