ମେଟ୍ରୋ

ଇସିଜି ପାଇଁ ଜୀବନ ଗଲା

କଟକ ଅଫିସ, ୧୯ା୧୧: ଏସ୍‌ସିବି ମେଡିକାଲ ଦିଲ୍ଲୀ ଏମ୍‌ସର ସମକକ୍ଷ ହେବ। ଗତ ସପ୍ତାହରେ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। କିନ୍ତୁ ଏସ୍‌ସିବି ମେଡିକାଲର ପ୍ରକୃତ ଚିତ୍ର କେତେ ବିକଳ ତାହା ଜଣେ ମହିଳାଙ୍କ ଘଟଣାରୁ ସ୍ପଷ୍ଟ ହୋଇଯାଇଛି। ଘଟଣା...

କୁନ୍ଦୁଲି ନାବାଳିକା ଗଣବଳାତ୍କାର, ଆତ୍ମହତ୍ୟା ମାମଲା:ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୧୯ା୧୧: କୁନ୍ଦୁଲି ନାବାଳିକା ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ରିପୋର୍ଟକୁ ନେଇ ସୋମବାର ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆଗକୁ ଏହି ମାମଲାର ତଦନ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦ୍ୱାରା କରାଯିବା ପାଇଁ ସୋମବାର...

ଟୋକନ ବ୍ୟବସ୍ଥାକୁ ଚାଷୀଙ୍କ ବିରୋଧ ପ୍ରସଙ୍ଗ: ଧାନକିଣା ନେଇ ଗୃହରେ ହୋହଲ୍ଲା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଧାନ କିଣା ପାଇଁ ରାଜ୍ୟସ୍ତରୀୟ ଟୋକନ ବ୍ୟବସ୍ଥାକୁ ନେଇ ବରଗଡ଼, ସୋନପୁର, ସମ୍ବଲପୁର, ବଲାଙ୍ଗୀର ଆଦି ଜିଲାରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଚାଷୀଙ୍କ ଠାରୁ ଧାନ କିଣା ଯାଉ ନାହିଁ। ନଭେମ୍ବର ୧୫ରୁ ଧାନ କିଣା ହେବା କଥା,...

୧୦ ଖଣି ପାଇଁ ନିଲାମ ପ୍ରକ୍ରିୟା ଆରମ୍ଭ: ଭାଗନେଲେ ୧୭୬ ବିଡର

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟ ସରକାର ୧୦ଟି ଖଣି ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସେହି ଖଣିଗୁଡ଼ିକ ହେଲା ନୂଆଗଁା ଲୁହାପଥର ଖଣି, ଠାକୁରାଣୀ ଲୁହା ପଥର ଖଣି, ସିଲଜୋରା-କାଳିମାଟି ଲୁହାପଥର ଓ ମାଙ୍ଗାନିଜ୍‌, ଜିିଲିଂ-ଲଙ୍ଗଲୋଟା ଲୁହାପଥର, ଜରିବାହାଲ ଲୁହାପଥର,...

କୁକୁର ଛୁଆ ମାରି ଗିରଫ ହେଲେ କ୍ୟାବ୍‌ ଡ୍ରାଇଭର

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): କୁକୁର ଛୁଆଙ୍କ ଉପରେ ଗାଡ଼ି ଚଢ଼ାଇ କ୍ୟାବ୍‌ ଡ୍ରାଇଭର ଗିରଫ ହୋଇଛନ୍ତି। ଏଭଳି ଘଟଣା ଘଟିଛି ଭୁବନେଶ୍ୱରସ୍ଥିତ ଚନ୍ଦ୍ରଶେଖରପୁର ଶୈଳଶ୍ରୀ ବିହାରରେ, ଯାହା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, କ୍ୟାବ୍‌ ଡ୍ରାଇଭର କାହ୍ନୁ ଚରଣ ଗିରି ଶୈଳଶ୍ରୀ ବିହାରର...

ସ୍ମିତାରାଣୀ ପ୍ରସଙ୍ଗ: ଗୃହକୁ ଆସିଲାନି ଭାଜପା, ବିଧାନସଭା ଅପରାହ୍ନ ୩ ପର୍ଯ୍ୟନ୍ତ ମୁଲତବୀ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ଦିନଠାରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ଗୃହରେ ହଟ୍ଟଗୋଳ ଲାଗିରହିଛି। ଗୃହରେ ଭାଜପା ନେତାମାନଙ୍କୁ ସ୍ମିତାରାଣୀ ମାମଲା ବିଷୟରେ କହିବାର ସୁଯୋଗ...

ସଞ୍ଜୟ ସାହୁଙ୍କୁ ବେଷ୍ଟ ପିଆର୍‌ଓ ଆଓ୍ବାର୍ଡ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପବ୍ଲିକ ରିଲେସନ୍ସ ଏବଂ କର୍ପୋରେଟ କମ୍ୟୁନିକେଶନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଲାଗି ସଞ୍ଜୟ କୁମାର ସାହୁଙ୍କୁ ବେଷ୍ଟ ପବ୍ଲିକ ରିଲେସନ୍ସ ଅଫିସର(ପିଆର୍‌ଓ) ଆଓ୍ବାର୍ଡ-୨୦୧୯ ପ୍ରଦାନ କରାଯାଇଛି। ନ୍ୟାଶନାଲ ଜର୍ନାଲିଷ୍ଟ ଓ୍ବେଲଫେୟାର ବୋର୍ଡ ପକ୍ଷରୁ ଭୁବନେଶ୍ୱରଠାରେ ଅନୁଷ୍ଠିତ ଜାତୀୟ ପ୍ରେସ...

ଡକ୍ୟୁମେଣ୍ଟାରି ନିର୍ମାଣରେ ଓଡ଼ିଶା ପଛରେ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଓଡ଼ିଆ ଭାଷାରେ ପ୍ରାମାଣିକ ବା ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ରାଜ୍ୟ ବହୁପଛରେ ରହିଛି। କେତେଜଣ ପ୍ରଯୋଜକ ଏଭଳି ଚଳଚ୍ଚିତ୍ର ନିର୍ମାଣ ଲାଗି ଆନ୍ତରିକତା ଦେଖାଉଥିଲେ ବି ପ୍ରୋତ୍ସାହନ ଅଭାବ ଓ ଫିଲ୍ମରେ ଲଗାଉଥିବା ଟଙ୍କା ଫେରସ୍ତ ପାଉ...

ଇଭେଣ୍ଟ ମ୍ୟାନେଜରଙ୍କୁ ଅପହରଣ ପରେ ମୁଣ୍ଡଜାମିନ: ମାଷ୍ଟରମାଇଣ୍ଡ ଗିରଫ, ଜଣେ ଫେରାର

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଜଣେ ଇଭେଣ୍ଟ ମ୍ୟାନେଜରଙ୍କୁ ଅପହରଣ ପରେ ମୁଣ୍ଡଜାମିନ କରି ସାଢେ ୩ଲକ୍ଷ ନେବା ଅଭିଯୋଗରେ ନୟାପଲ୍ଲୀ ପୋଲିସ ରବିବାର ମାଷ୍ଟରମାଇଣ୍ଡଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଖାରବେଳ ନଗର ବ୍ଲକ-ଡି ଶିଳ୍ପାଞ୍ଚଳରେ ରହୁଥିବା ଅକ୍ଷୟ କୁମାର...

ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ: କଲେଜ ଛାତ୍ର ଗିରଫ

ପୁରୁଣା ଭୁବନେଶ୍ୱର/ପିପିଲି,୧୮ା୧୧(ଡି.ଏନ.ଏ.): ପିପିଲି ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପୋଲିସ ଜଣେ କଲେଜ ଛାତ୍ରଙ୍କୁ ରବିବାର ଗିରଫ କରିଛି। କଲେଜ ଛାତ୍ରଙ୍କ ଘର ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଞ୍ଚଳରେ। ପୋଲିସ...

ଡ୍ରେନ୍‌ ଜଗିବ ବିଏମ୍‌ସି ସ୍କ୍ବାଡ୍‌

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୫୦ରୁ ଊର୍ଦ୍ଧ୍ୱ ଘରୋଇ ସେସ୍‌ପୁଲ ଗାଡ଼ି ରହିଛି। କିନ୍ତୁ ସେଗୁଡ଼ିକ ମଧ୍ୟରୁ ଅନେକ ସହରର ସ୍ବଚ୍ଛତାକୁ ଅଣଦେଖା କରି ଏଣେତେଣେ ମଳ ପକାଉଛି। ଏ ସମ୍ପର୍କରେ ବିଭିନ୍ନ ଅଞ୍ଚଳରୁ ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ଭୁବନେଶ୍ୱର...

ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେବ ୬ ବିଭାଗ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପୋଲିସ ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ହାତକୁ ନିଆଯିବା ପରେ ଅନେକ ସୁଫଳ ମିଳିଛି। ତେଣୁ ସରକାର ନିୟମିତ ବ୍ୟବଧାନରେ ସମସ୍ତ ବିଭାଗକୁ ମୋ ସରକାର ଅଧୀନକୁ ନେବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri