ଚୋରା ମଦକୁ ବିରୋଧ କରିବାରୁ ମାଫିଆଙ୍କ ଆତଙ୍କ: ଘରେ ପଶି ବନ୍ଧୁକ ଦେଖାଇ ଅଟୋ ପୋଡ଼ିଲେ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): କ୍ୟାପିଟାଲ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ ନ କରିବାରୁ ୪ଜଣିଆ ଗ୍ୟାଙ୍ଗ୍ ପୁଣି ଶନିବାର ରାତିରେ ରାଜମହଲ ନିକଟ ଫାଳିକିଆବସ୍ତିରେ ଆତଙ୍କ ଖେଳାଇଛନ୍ତି। ବସ୍ତିରେ ଚୋରା ମଦ ବେପାରକୁ ବିରୋଧ କରୁଥିବା ସୀମା ସେଠୀ ନାମକ ଜଣେ ବ୍ୟକ୍ତିଙ୍କ...
‘ମୋ ବସ୍’କୁ ଦେଶର ଶ୍ରେଷ୍ଠ ସିଟି ବସ୍ ସେବା ସମ୍ମାନ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ‘ମୋ ବସ୍’ ଭାରତର ଶ୍ରେଷ୍ଠ ସିଟି ବସ୍ ସେବା ଭାବେ ପୁରସ୍କୃତ ହୋଇଛି। ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଚାଲିଥିବା ଅର୍ବାନ ମୋବିଲିଟି ଇଣ୍ଡିଆ (ୟୁଏମ୍ଆଇ) କନଫରେନ୍ସର ଦ୍ୱିତୀୟ ଦିନରେ ମୋ ବସ୍କୁ ଏହି ପୁରସ୍କାର ମିଳିଛି। ବସ୍ ସେବା...
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
କଟକ ରୋଡ,୧୮ା୧୧(ଡି.ଏନ୍.ଏ.): ବଡ଼ଗଡ଼ ଥାନା ପୋଲିସ ରବିବାର ସନ୍ଧ୍ୟାରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଯାଜପୁର ଜିଲା ଅଞ୍ଚଳର ଉଷାରାଣୀ ଦାସ(୩୦)। ପୋଲିସ ସୂଚନା ଅନୁଯାୟୀ, ଉଷାରାଣୀ ଗତ କିଛିଦିନ ଧରି ଏହି ଥାନା...
ପାର୍ଲାମେଣ୍ଟ ଶୀତ ଅଧିବେଶନ ପାଇଁ ବିଜେଡିର ରଣନୀତି: କେନ୍ଦ୍ରୀୟ ଅନୁଦାନ, ପର୍ଯ୍ୟଟନ ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନରେ ଦଳ କେଉଁ କେଉଁ ପ୍ରସଙ୍ଗ ଉପସ୍ଥାପନ କରିବ, ସେନେଇ ବିଜେଡି ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ରାଜ୍ୟ ସଭା ସଦସ୍ୟ ତଥା ବିଜେଡି ଗଣମାଧ୍ୟମ ସଂଯୋଜକ ସସ୍ମିତ୍...
ବିଜେଡି ଫୋକସ୍ରେ ବିଧାନ ପରିଷଦ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ଓଡ଼ିଶା ବିଧାନସଭାରେ ପୂର୍ବରୁ ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଛି। ହେଲେ ଏଥିପାଇଁ ପାର୍ଲାମେଣ୍ଟରେ ବିଧେୟକ ଆସି ଗୃହୀତ ହେବା ସହ ରାଷ୍ଟ୍ରପତିଙ୍କ ଅନୁମୋଦନର ଆବଶ୍ୟକତା ରହିଛି। ତେଣୁ ଚଳିତ ଶୀତ ଅଧିବେଶନର...
ଚୋରା ପଥର ଚାଲାଣରେ ଦୁଇ ପୋଲିସ ଅଧିକାରୀ: ଇନ୍ସପେକ୍ଟର ବିକ୍ରମ ଜେନା ନିଲମ୍ବିତ
ଭୁବନେଶ୍ୱର, ୧୭।୧୧(ବ୍ୟୁରୋ)/ ଖୋର୍ଦ୍ଧା(ଡି.ଏନ୍.ଏ.): ଚୋରା ପଥର ଚାଲାଣ ର଼୍ୟାକେଟରେ ପୋଲିସ ଅଧିକାରୀ। କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ସ୍କାନରରେ ଥିବା ଦୁଇ ଥାନା ଇନ୍ସପେକ୍ଟର ବିକ୍ରମ କେଶରୀ ଜେନା ଓ ରଞ୍ଜିତ ସାହୁଙ୍କ ଉପରେ ଆରମ୍ଭ ହୋଇଛି ପଦକ୍ଷେପ। ଉଭୟଙ୍କୁ ଖୋର୍ଦ୍ଧାରେ ବେଆଇନ...
ବିଏସ୍ସିଏଲ୍ ଦ୍ୱାରା ଦୁଇଦିନିଆ ‘ସିଟି ଲାବ ସେଣ୍ଟର’: ୯ କଲେଜର ୨୦ ମଡେଲ ପ୍ରଦର୍ଶିତ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଭୁବନେଶ୍ୱରର ସୌନ୍ଦର୍ଯ୍ୟ ବଜାୟ ରଖିବା ସହ ବିକାଶର ନୂଆ ଢାଞ୍ଚା ପାଇଁ ନକ୍ସା ଦେଖାଇଛନ୍ତି ଛାତ୍ରୀଛାତ୍ର। ଭୁବନେଶ୍ୱରର ୯ଟି କଲେଜ ଯଥା କଲେଜ ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ସିଇଟି), ସେଣ୍ଟ୍ରାଲ ଟୁଲ୍ ରୁମ୍ ଟ୍ରେନିଂ ସେଣ୍ଟର (ସିଟିଟିସି),...
ବ୍ରାଉନସୁଗାର କାରବାର: ଖୁବ୍ଶୀଘ୍ର ଚାକିରିରୁ ବିଦା ହେବେ କନଷ୍ଟେବଳ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ପୋଲିସ ବିଭାଗରେ ଥାଇ କରୁଥିଲେ ବ୍ରାଉନସୁଗାର ବେପାର। କ୍ୟୁଏଟି ଓ ନୟାପଲ୍ଲୀ ଥାନା ପୋଲିସ ଦ୍ୱାରା ଏହା ଧରାପଡ଼ିବା ପରେ ଗିରଫ ହୋଇଛନ୍ତି ଭୁବନେଶ୍ୱର ରିଜର୍ଭ ପୋଲିସରେ କାର୍ଯ୍ୟରତ କନଷ୍ଟେବଳ ଜେ. ଭାରିମଲ। ଏହାପରେ ତାଙ୍କ ଆପରାଧିକ ପେଡି...
ବିଶାଖାପାଟଣା-ସୁବେଦାରଗଞ୍ଜ ସୁବିଧା ସ୍ପେଶାଲ ଭାୟା ଭୁବନେଶ୍ୱର
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ୨୬ରୁ ଡିସେମ୍ବର ୧୨ ପର୍ଯ୍ୟନ୍ତ ବିଶାଖାପାଟଣା-ସୁବେଦାରଗଞ୍ଜ(ଆଲ୍ଲାହାବାଦ) ସୁବିଧା ସ୍ପେଶାଲ ଟ୍ରେନ୍ ଚଳାଚଳ କରିବ। ଯାତ୍ରୀ ଗହଳି କମାଇବା ଲାଗି ଏହି ଟ୍ରେନ ଭୁବନେଶ୍ୱର, ଭଦ୍ରକ ଓ ଗୟା ଦେଇ ଚଳାଚଳ କରିବ। ବିଶାଖାପାଟଣା-ସୁବେଦାରଗଞ୍ଜ(୮୨୮୫୧-୮୨୮୫୨)...
ରାଜ୍ୟର ୨,୦୬୩ ଅଙ୍ଗନଓ୍ବାଡି କେନ୍ଦ୍ର ବିପଦସଙ୍କୁଳ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୭୨ହଜାର ୫୮୭ଟି ଅଙ୍ଗନଓ୍ବାଡ଼ି ଓ ମିନି ଅଙ୍ଗନବାଡ଼ି କେନ୍ଦ୍ର ଚାଲୁଛି। ଏଥିମଧ୍ୟରେ ୪୦ହଜାର ୭୮୮ କେନ୍ଦ୍ର ନିଜସ୍ବ ଘରେ ଓ ୪ ହଜାର ୭୦୨ଟି ଭଡ଼ା ଘରେ ଚାଲୁଛି। ବର୍ତ୍ତମାନ ୧୦ହଜାର ୫୦୭ ଅଙ୍ଗନଓ୍ବାଡ଼ି କେନ୍ଦ୍ରର...
ନିୟମ କଡ଼ାକଡ଼ି କଲା ବିଏମ୍ସି: ଖୋଲାରେ ମଳତ୍ୟାଗ, ପରିସ୍ରା କଲେ ଜରିମାନା
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଏଣିକି ଭୁବନେଶ୍ୱରରେ ଖୋଲାରେ ମଳତ୍ୟାଗ କଲେ କିମ୍ବା ପରିସ୍ରା କଲେ ଜରିମାନା ଦେବାକୁ ପଡିବ। ଏନେଇ ନିୟମ କଡ଼ାକଡ଼ି କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ଖୋଲାରେ ମଳତ୍ୟାଗ କଲେ ୨ଶହ ଟଙ୍କା ଓ ପରିସ୍ରା କଲେ ୧୫୦...
ଜ୍ଞାନକୁ ସ୍କୁଲ ବହିରେ ସୀମିତ ରଖ ନାହିଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଜୀବନରେ ସମସ୍ୟା ନିଶ୍ଚିତ ରହିବ। କିନ୍ତୁ ତାକୁ ସାହସର ସହିତ ମୁକାବିଲା କରିବାକୁ ପଡ଼ିବ। ଆତ୍ମବିଶ୍ୱାସ ଓ ସକାରାତ୍ମକ ମନୋଭାବ ନେଇ କାମ କଲେ ସଫଳତା ନିଶ୍ଚୟ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ରାଜ୍ୟସ୍ତରୀୟ ଶିଶୁ...
Archives


