ବିରଳ ବ୍ୟକ୍ତିତ୍ୱ
କେବଳ ଓଡ଼ିଶା କି ଭାରତ ନୁହେଁ, ବିଦେଶରେ ମଧ୍ୟ ଏକ ଚର୍ଚ୍ଚିତ ଓ ବିରଳ ବ୍ୟକ୍ତିତ୍ୱ ହେଲେ ବିଜୁ ପଟ୍ଟନାୟକ (ବିଜୟାନନ୍ଦ ପଟ୍ଟନାୟକ)। ବିଜୁ ବାବୁ ନାମରେ ସେ ବେଶି ପରିଚିତ। ଦେଶର ଆଗଧାଡ଼ିର ଓ ଜଣାଶୁଣା ରାଜନେତା, ଦକ୍ଷ ବୈମାନିକ…
ରବିନାରାୟଣଙ୍କୁ ଭଞ୍ଜଭାରତୀ ସ୍ମୃତି ସମ୍ମାନ
ଭୁବନେଶ୍ୱର, ୫ା୩(ବ୍ୟୁରୋ): ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସାରସ୍ବତ ସୃଷ୍ଟିରେ ଭରିରହିଛି କାଳଜୟୀ ମୂଲ୍ୟବୋଧର ଉଚ୍ଚାଙ୍ଗ ଦିଗ୍ଦର୍ଶନ। ସାହିତ୍ୟ ଓ ସାମାଜିକ ଜୀବନର ଅମୂଲ୍ୟ ସମ୍ପଦ ବୋଲି ବିଶିଷ୍ଟ ବ୍ୟକ୍ତିମାନେ ମତବ୍ୟକ୍ତ କରିଛନ୍ତି। ସାରସ୍ବତ ଅନୁଷ୍ଠାନ ‘ଭୁବନେଶ୍ୱର ଭଞ୍ଜଭାରତୀ’ ପକ୍ଷରୁ ସୂଚନା…
ଭୁବନେଶ୍ୱରରେ ସର୍ବାଧିକ ବର୍ଷା
ଭୁବନେଶ୍ୱର, ୫ା୩(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁ ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଅଦିନିଆ ବର୍ଷା ଯୋଗୁ ଲୋକେ ହନ୍ତସନ୍ତ ହୋଇଛନ୍ତି। ଭୁବନେଶ୍ୱରରେ ସର୍ବାଧିକ ୧୩.୨ ମିମି ବର୍ଷା ହୋଇଥିବା…
ହିନ୍ଦୀ ଫିଲ୍ମ ଟ୍ରେଲର ଦେଖି ରାଗିଗଲେ ସାଗରିକା
ଭୁବନେଶ୍ୱର,୫ା୩(ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନକୁ ଲାଗୁ କରାଯିବା ସହ ମାର୍ଚ୍ଚ ୧ରୁ କଡ଼ାକଡ଼ି କରାଯାଇଛି। ଏହା ଲାଗୁ ହେବା ପରେ ରାଜ୍ୟରେ ଟ୍ରାଫିକ୍ ବ୍ୟବସ୍ଥା କଡ଼ାକଡ଼ି ହୋଇଛି। ସାଧାରଣ ଲୋକ ହୁଅନ୍ତୁ କି ଖୋଦ୍ ପୋଲିସ କର୍ମଚାରୀ ନିୟମ…
ଚିକିତ୍ସା ଭତ୍ତା ଦାବିକଲା ଅବସରପ୍ରାପ୍ତ କର୍ମଚାରୀ ମହାସଂଘ
ଭୁବନେଶ୍ୱର,୫ା୩(ବ୍ୟୁରୋ): ଓଡ଼ିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘର ୫ମ ଦ୍ୱିବାର୍ଷିକ ରାଜ୍ୟ ସମ୍ମିଳନୀ ବୁଧବାର ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀରେ ରାଜ୍ୟ ପେନ୍ସନ୍ଭୋଗୀଙ୍କ ମୁଖ୍ୟ ଓ ମୌଳିକ ଦାବି ତଥା ଚିକିତ୍ସା ଭତ୍ତା ଓ ଚିକିତ୍ସା ସୁବିଧା ପ୍ରଦାନ ବିଷୟରେ…
‘ଇନ୍ ମେମୋରି ଅଫ୍ ବାପୁ’ ଶ୍ରେଷ୍ଠ ଫିଲ୍ମ
ଭୁବନେଶ୍ୱର,୫ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ପ୍ରଡକ୍ସନ ହାଉସ୍ ‘ସ୍ପର୍ଶ’ ପକ୍ଷରୁ ‘ଇଗ୍ନାଇଟ୍ ଶର୍ଟ ଫିଲ୍ମ ଫେଷ୍ଟିଭାଲ୍-୨୦୨୦’ର ତୃତୀୟ ସଂସ୍କରଣ ବୁଧବାର ନୟାପଲ୍ଲୀସ୍ଥିତ ୟୁସିସିଆଇ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ‘ଗାନ୍ଧୀଙ୍କ ଜୀବନ ଦର୍ଶନ’ ଉପରେ ଆଧାରିତ ଏହି…
ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଫୁଟିଲା ଗୁଳି
ଭୁବନେଶ୍ୱର,୫ା୩(ବ୍ୟୁରୋ)/ବାରଙ୍ଗ (ଡି.ଏନ.ଏ.): ଅପରାଧପ୍ରବଣ ହୋଇପଡ଼ିଲାଣି ରାଜଧାନୀ ଭୁବନେଶ୍ୱର। ଅପରାଧୀମାନେ ଖୁଲମ୍ଖୁଲା ଅପରାଧ ଘଟାଇ କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରୁଥିବାବେଳେ ବୁଧବାର ମଧ୍ୟାହ୍ନରେ ପୁଣି ଫୁଟିଛି ଗୁଳି। କିଛିଦିନ ତଳେ ଜଣେ କଲେଜ ଛାତ୍ରୀଙ୍କୁ ଗୁଳି ହୋଇଥିଲା। ଏଥର ଗୁଳିମାଡ଼ର ଶିକାର ହୋଇଛନ୍ତି…
ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୫ା୩ (ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ନୟାଗଡ଼ ଜିଲା ଓଡଗାଁ ଥାନା ଅଞ୍ଚଳର ଚନ୍ଦ୍ରଶେଖର ପ୍ରଧାନ(୩୭)। ସୂଚନା ମୁତାବକ, ଅଭିଯୁକ୍ତ ଚନ୍ଦ୍ରଶେଖର…
‘କିନୁ କୋଉ’ କହିଲା ବାମନଙ୍କ ଦୁଃଖ
ଭୁବନେଶ୍ୱର,୫ା୩(ବ୍ୟୁରୋ): ବିଜ୍ଞାନ ସହିତ ଚିକିତ୍ସା ବିଜ୍ଞାନର ଆଧୁନିକୀକରଣ ସତ୍ତ୍ୱେ ବାମନମାନଙ୍କୁ ନେଇ ସମାଜରେ ଥିବା ଘୃଣ୍ୟଭାବ ଏବେ ବି ରହିଛି। ନିଜର ଶାରୀରିକ ଗଠନର ଅସମାନତା ଯୋଗୁ ସେମାନଙ୍କୁ ନିନ୍ଦା, ଭର୍ତ୍ସନା ଓ ସମାଲୋଚନାର ଶିକାର ହେବାକୁ ପଡ଼େ। ବାମନ ହୋଇ…
ଜେଜିଏଲ୍ଏସ୍କୁ ନମ୍ବର ୧ ଲ’ ସ୍କୁଲ ମାନ୍ୟତା
ଭୁବନେଶ୍ୱର, ୫ା୩: ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର ଜିନ୍ଦଲ ଗ୍ଲୋବାଲ ଲ’ ସ୍କୁଲ(ଜେଜିଏଲ୍ଏସ୍)କୁ ଦେଶର ନମ୍ବର ୧ ଲ’ ସ୍କୁଲ ମାନ୍ୟତା ମିଳିଛି। ଆଇନ କ୍ଷେତ୍ରରେ କ୍ୟୁଏସ୍ ଓ୍ବାର୍ଲଡ ୟୁନିଭର୍ସିଟି ସବଜେକ୍ଟ ର଼୍ୟାଙ୍କିଙ୍ଗରେ ସ୍ଥାନିତ ହେବା ସହ ଭାରତକୁ ଗୌରବାନ୍ବିତ କରିଛି। ଏକ…
ରାସ୍ତାକଡ଼ରେ ଖୋଲିପାରିବନି ରଙ୍ଗ ଦୋକାନ
ଭୁବନେଶ୍ୱର,୫ା୩(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ହୋଲି ପର୍ବ ପାଳିତ ହେବ। ଏଥିପାଇଁ ବ୍ୟବସାୟୀମାନେ ଭୁବନେଶ୍ୱରର ଏଣେତେଣେ କି ରାସ୍ତାକଡ଼ରେ ରଙ୍ଗ ବେପାର କରିବେ। ତେଣୁ ଏଥିରେ ରୋକ ଲଗାଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ବିଏମ୍ସିର ବିନା ଅନୁମତିରେ ବ୍ୟବସାୟୀମାନେ ରଙ୍ଗ…
ଡରାଇଲାଣି ଘାତକ କରୋନା: ଆଡ୍ଭାଇଜରି ଜାରି କଲେ ଏସ୍ଆର୍ସି, ଜାଣନ୍ତୁ କ’ଣ କରିବେ/ନ କରିବେ
ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସ୍ଆର୍ସିଙ୍କ ପକ୍ଷରୁ ଆଡ୍ଭାଇଜରି ଜାରି କରାଯାଇଛି। ତଦନୁଯାୟୀ -କାର୍ଯ୍ୟକ୍ଷେତ୍ରକୁ ସ୍ବଚ୍ଛ, ପରିଷ୍କାର ରଖନ୍ତୁ। -ଡେସ୍କ, ଟେବୁଲ, ଟେଲିଫୋନ, କମ୍ପ୍ୟୁଟର, କି-ବୋର୍ଡଗୁଡ଼ିକୁ ନିୟମିତ ସଫା କରନ୍ତୁ। -ହାତକୁ ବାରମ୍ବାର ଭଲଭାବେ ଧୁଅନ୍ତୁ। -ଓ୍ବାଶିଂ ମେଶିନ ନିକଟରେ…

