ମେଟ୍ରୋ

ହାତ ମିଳାଅନି, ଆଲିଙ୍ଗନ କରନି

ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟ ପକ୍ଷରୁ ସମୀକ୍ଷା କରାଯାଇଛି। ଏନେଇ ସୂଚନା ଦେଇ ସ୍ବାସ୍ଥ୍ୟ ସଚିବ କହିଛନ୍ତି, ରାଜ୍ୟରେ କରୋନା ରକ୍ତ ପରୀକ୍ଷା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ହେବ। କଟକ ଏସ୍‌ସିବି ଓ…

ମଧୁସୂଦନ ପାଢ଼ୀ ହେଲେ ପରିବହନ ସଚିବ

ଭୁବନେଶ୍ୱର,୪।୩(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀଙ୍କୁ ପରିବହନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହ ତାଙ୍କୁ ଚକବନ୍ଦୀ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ପୂର୍ବରୁ ପାଢ଼ୀଙ୍କ ସ୍ଥାନକୁ ପରିବହନ ସଚିବ ପ୍ରମୋଦ ମେହେର୍ଦ୍ଦାଙ୍କୁ ବଦଳି କରାଯାଇଛି। ମେହେର୍ଦ୍ଦା ରାଜ୍ୟପାଳଙ୍କ…

ଚିଟ୍‌ଫଣ୍ଡ ତଦନ୍ତ କମିଶନଙ୍କ ଶୁଣାଣି ବନ୍ଦ ନେଇ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ: ସୁର

ଭୁବନେଶ୍ୱର,୪।୩(ବ୍ୟୁରୋ): ଚିଟ୍‌ଫଣ୍ଡ ତଦନ୍ତ କମିଶନଙ୍କ ଶୁଣାଣି ବନ୍ଦ ନେଇ ନୋଟିସ ଜାରି କରାଯିବା ପରେ କଂଗ୍ରେସ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ନେଇ ଦଳ ଆନ୍ଦୋଳନକୁ ଓହ୍ଲାଇବ ବୋଲି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ କହିଛନ୍ତି। ସେ…

ଏଯାବତ୍‌ ରାଜ୍ୟରେ କରୋନା ଆକ୍ରାନ୍ତ ନାହାନ୍ତି, ବନ୍ଦ ହେବନି ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର,୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ସଂକ୍ରମଣ ଦିନକୁ ଦିନ କାୟା ମେଲାଇବାରେ ଲାଗିଛି। ଇତିମଧ୍ୟରେ ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୨୮ ଛୁଇଁଲାଣି। ରାଜ୍ୟରେ ୧୧୫ଜଣଙ୍କୁ ହୋମ ଆଇସୋଲେଶନରେ ରଖାଯାଇଛି। ଏହାକୁ ନେଇ ସ୍କୁଲଗୁଡ଼ିକ ବନ୍ଦ ରହିବ କି ନାହିଁ ସେ…

ଅତିଥି ବେଶରେ ଗହଣା ବ୍ୟାଗ୍‌ ନେଇ ଚମ୍ପଟ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା କମିଶନରେଟ ପୋଲିସ, ଜବତ ହେଲା ଟଙ୍କା

ଭୁବନେଶ୍ୱର,୪।୩(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା କ୍ରିଷ୍ଟାଲ କୋଟିଆ କଲ୍ୟାଣ ମଣ୍ଡପରେ ଚାଲିଥିବା ଏକ ବିବାହ ଉତ୍ସବରେ ଭିଆଇପି ଅତିଥି ସାଜି ଗହଣା ବ୍ୟାଗ୍‌ ଲୁଟ୍‌ର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ ସେକ୍‌…

ବ୍ୟାପୁଛି କରୋନା: ମୁକାବିଲା ଲାଗି ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

ଭୁବନେଶ୍ୱର,୪।୩(ବ୍ୟୁରୋ): ପ୍ରାଣଘାତୀ କରୋନାର ମୁକାବିଲା ଲାଗି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଥିବା ବେଳେ ବୁଧବାର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିବା ସୂଚନା ମିଳିଛି। ଏ ନେଇ ବୈଠକରେ ଉପସ୍ଥିତ ଡିଏମ୍‌ଇଟି ଡା. ସିବିକେ ମହାନ୍ତି ପ୍ରତିକ୍ରିୟା ରଖି…

ଅନ୍‌ଲାଇନ୍‌ରେ ହେବ ଟ୍ରେଡ୍‌ ଲାଇସେନ୍ସ ଆବେଦନ

ଭୁବନେଶ୍ୱର, ୪ା୩ (ବ୍ୟୁରୋ): ଭୁବନେଶ୍ୱରର ବ୍ୟବସାୟୀମାନେ ପ୍ରଥମଥର ବିନା କିଛି ଝିଞ୍ଜଟରେ ଏବେ ଟ୍ରେଡ୍‌ ଲାଇସେନ୍ସ ପାଇଁ ଆବେଦନ କରିପାରିବେ। ଲାଇସେନ୍ସ ପାଇବାକୁ ସେମାନଙ୍କୁ ଆଉ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଫିସ୍‌କୁ ଦୌଡିବାକୁ ପଡିବନି। ଏବେଠାରୁ ସେମାନେ ଅନଲାଇନ୍‌ରେ ଟ୍ରେଡ଼୍‌…

ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି ଶୁଭାରମ୍ଭ ଫ୍ୟୁଚର ସ୍କିଲର ବିଭିନ୍ନ ବିଭାଗରେ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସ୍ଥାପନ ଲକ୍ଷ୍ୟ: ସଭାପତି

ଭୁବନେଶ୍ୱର,୪ା୩: ଓଡ଼ିଶା ସରକାରଙ୍କ ଆଦେଶକ୍ରମେ ସି.ଭି.ରମଣ ଇଞ୍ଜିନିୟରିଂ କଲେଜ ବିଶ୍ୱବିଦ୍ୟାଳୟ ମାନ୍ୟତା ଲାଭ କରିଛି। ଫେବୃୟାରୀ ୨୯ଠାରୁ ଏହାର ନୂତନ ନାମ ସି.ଭି.ରମଣ ଗ୍ଲୋବାଲ ୟୁନିଭର୍ସିଟି ହୋଇଛି। ଏଠାରେ ପ୍ରଥମ ୫ ବର୍ଷ ଷ୍ଟାର୍ଟ ଅପ, ଇନୋଭେଷନ ଏବଂ ଗବେଷଣାକୁ ପ୍ରାଥମିକତା…

କରୋନା ଗୁଜବ ଯୋଗୁ କ୍ଷତିରେ କୁକୁଡା ଚାଷୀ

ଭୁବନେଶ୍ୱର,୪ା୩: ବ୍ରଏଲର କୁକୁଡ଼ା ମାଂସରେ କରୋନା ବ୍ୟାପିବାର ଗୁଜବ ଯୋଗୁ ଏବେ ଏହି ସାରା ଦେଶରେ ଶିଳ୍ପ ଉପରେ ଏହାର ପ୍ରଭାବ ପଡିଛି। ଓଡ଼ିଶାରେ କୁକୁଡ଼ା ଚାଷୀମାନେ ଏହା ଦ୍ୱାରା ବିଶେଷ ଭାବେ ପ୍ରଭାବିତ ହୋଇଥିବା ଶିଳ୍ପ ପକ୍ଷରୁ କୁହାଯାଇଛି। ମିଥ୍ୟା…

ଅତିଥି ବେଶରେ ଆସି ବିବାହ ଉତ୍ସବରୁ ଗହଣା ବ୍ୟାଗ୍‌ ଲୁଟିଲେ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଆପଣ କୌଣସି ମଣ୍ଡପରେ ବିବାହ ପାର୍ଟି କରୁଛନ୍ତି କି। ସେଠାକୁ ଏକାଧିକ ଅତିଥିଙ୍କୁ ଆମନ୍ତ୍ରିତ କରୁଛନ୍ତି କି। ତେବେ ଅଜଣା ଅତିଥିଙ୍କୁ ସାବଧାନ ହୋଇଯାଆନ୍ତୁ। କାରଣ ଭିଆଇପି ଅତିଥି ବେଶରେ ବୁଲୁଛନ୍ତି ଲୁଟେରା ଓ ହାଇପ୍ରୋଫାଇଲ୍‌ ଚୋର। ସେମାନେ ଚକ୍‌ଚକ୍‌…

ବିଏମ୍‌ସିର ଦୁଇ ଟ୍ରକ୍‌କୁ ୩୩ ହଜାର ଜରିମାନା

ଭୁବନେଶ୍ୱର,୪।୩(ବ୍ୟୁରୋ): ସୋମବାର ସିଆର୍‌ପିଏଫ୍‌ ଛକରେ ଯାଞ୍ଚ୍‌ବେଳେ ଘରୋଇ ଶିକ୍ଷାନୁଷ୍ଠାନର ଦୁଇ ବସ୍‌କୁ ଜବତ କରାଯିବା ସହ ୫୨ ହଜାର ୫ଶହ ଟଙ୍କା ଜରିମାନା କରିଥିଲା ଆର୍‌ଟିଓ। ମଙ୍ଗଳବାର ଆରଟିଓ-୨ ପକ୍ଷରୁ ପଟିଆ ରଘୁନାଥପୁର ଛକ ନିକଟରେ ଯାଞ୍ଚ ସମୟରେ ଭୁବନେଶ୍ୱର ମହାନଗର…

ବିନା ହେଲମେଟ୍‌ରେ ପୋଲିସ:ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ ଅଫିସ,୪ା୩ – ପୋଲିସ ପକ୍ଷରୁ ଟ୍ରାଫିକ ନିୟମ କଡାକଡି କରାଯାଇଛି। ନିୟମ ଭାଙ୍ଗୁଥିବା ଗାଡି ଚାଳକଙ୍କୁ ନିସ୍ତାର ନାହିଁ। ନିୟମ ଉଲ୍ଲଂଘନକାରୀଙ୍କୁ ପୋଲିସ ଗୋଡାଇ ଗୋଡାଇ ଧରୁଥିବାବେଳେ ଏଥିପାଇଁ ଚାଳକଙ୍କୁ ମୋଟା ଅଙ୍କର ଜରିମାନା ଦେବାକୁ ପଡୁଛି। ତେବେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?