ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ତାଙ୍କର ବିୟୋଗରେ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ଦେବେନ୍ଦ୍ରଙ୍କ ନିଧନ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ...
ଗୃହ କମିଟି ଗଠନ ଦାବି କଲା କଂଗ୍ରେସ
ଭୁବନେଶ୍ୱର,୧୭।୩: ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି। ମହିଳା ବିରୋଧୀ ହିଂସା ରାଜ୍ୟରେ ବଢୁଛି। ଗୃହରେ ଶାସକ ଦଳ ବିଧାୟକଙ୍କ ଆଚରଣ ଠିକ ରହୁନାହିଁ। ହେଲେ ବାଚସ୍ପତି କଂଗ୍ରେସ ଦଳର ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲେ। ଏ ସବୁର ତଦନ୍ତ...
ଆଠ ମାସରେ ୨୦,୦୬୦ ମାମଲା ପଞ୍ଜିକୃତ: ୭,୦୪୮ ନିଖୋଜ ଠାବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଗତ ଆଠ ମାସରେ ରାଜ୍ୟରେ ୨୦,୦୦୦ ରୁ ଅଧିକ ନିଖୋଜ ମାମଲା ପଞ୍ଜିକୃତ ହୋଇଛି, ଯାହା ମଧ୍ୟରୁ ୭,୦୪୮ ଟି ସମାଧାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି। ଜୁନ୍ ୨୦୨୪...
ପୁରୀ ସ୍ବର୍ଗଦ୍ବାରରେ ସମ୍ପନ୍ନ ହେଲା ରମାକାନ୍ତ ରଥଙ୍କ ଶେଷକୃତ୍ୟ
ପୁରୀ,୧୭।୩: ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥଙ୍କ ସୋମବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ପିନାକୀ ରଥ ମୁଖାଗ୍ନି ଦେଇଥିଲେ। ଶେଷକୃତ୍ୟ ବେଳେ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ଶେଷ ଦର୍ଶନ...
ଗତ ୮ ମାସରେ ଓଡ଼ିଶାର ବିଭିନ୍ନ ଥାନାରେ ପଞ୍ଜିକୃତ ହୋଇଛି ୧.୩୫ ଲକ୍ଷ ମାମଲା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୭ା୩: ଗତ ୮ ମାସ ମଧ୍ୟରେ ଓଡ଼ିଶାର ବିଭିନ୍ନ ଥାନାରେ ମୋଟ ୧,୩୫,୦୭୪ ମାମଲା ପଞ୍ଜିକୃତ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର...
ଖରାରେ ସିଝୁଛି ପଶ୍ଚିମ ଓଡ଼ିଶା: ଦିନ ସାଢ଼େ ୧୧ରେ ଝାରସୁଗୁଡ଼ାରେ ୩୭.୮ ଡିଗ୍ରୀ ରେକର୍ଡ
ଭୁବନେଶ୍ୱର,୧୭।୩: ରାଜ୍ୟରେ ଗତ ୬ ଦିନ ହେଲା ତାପମାତ୍ରା ବଢ଼ିବାରେ ଚାଲିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଜୀବନଯାତ୍ରା ପ୍ରଭାବିତ ହେଉଛି। ଏଭଳି ସ୍ଥିତିରେ ଖରାରେ ଜଳୁଛି ପଶ୍ଚିମ ଓଡ଼ିଶା। ସୋମବାର ପୂର୍ବାହ୍ନ ସାଢ଼େ ୧୧ରେ ଝାରସୁଗୁଡ଼ାରେ ତାପମାତ୍ରା ୩୭.୮...
ଆଉ ଦୁଇ ଦିନ ସିଭିୟର ହିଟ୍ୱେଭ୍ ୱାର୍ନିଂ
ଭୁବନେଶ୍ୱର,୧୭।୩: ୧୯ ତାରିଖ ଯାଏଁ କଲବଲ କରିବ ଅସମ୍ଭାଳ ତାତି । ଆଗାମୀ ୨ ଦିନ ରାଜ୍ୟରେ ସିଭିୟର ହିଟ୍ୱେଭ୍ ୱାର୍ନିଂ ରହିଛି। ଏନେଇ ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, ସୋନପୁର ଏବଂ ବୌଦ୍ଧ ଜିଲା ପାଇଁ ରେଡ୍ ଆଲର୍ଟ ଜାରି...
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ
ଭୁବନେଶ୍ୱର,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ତଥା ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କର ପରଲୋକ ଘଟିଛି। ଦେବେନ୍ଦ୍ର ପ୍ରଧାନ ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ। ସେ ୧୯୮୮ରୁ ୧୯୯୩ ରାଜ୍ୟ ଭାଜପା ସଭାପତି ଥିଲେ। ୧୯୯୩ରୁ ୧୯୯୫...
ରମାକାନ୍ତଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଆଜି ସ୍ବର୍ଗଦ୍ୱାରରେ ହେବ ଶେଷକୃତ୍ୟ
ଭୁବନେଶ୍ୱର,୧୭ା୩: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଖାରବେଳନଗସ୍ଥିତ ତାଙ୍କ ବାସଭବନରେ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ସୂଚନାଯୋଗ୍ୟ, ରମାକାନ୍ତ ରଥ(ଜନ୍ମ ୧୩ ଡିସେମ୍ବର ୧୯୩୪)ଓଡ଼ିଆ ସାହିତ୍ୟର ଜଣେ...
ଆଗକୁ କାଳବୈଶାଖୀ: ୨୦ରୁ ୨୬ ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର,୧୭।୩: ଆଗକୁ ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଆଶ୍ୱସ୍ତ ହେବେ ରାଜ୍ୟବାସୀ। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ୍ ଲାଇନ ପ୍ରଭାବରେ ଆସନ୍ତା ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା...
ନବ ଦାସ ହତ୍ୟା ମାମଲା: ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ୍
ଭୁବନେଶ୍ୱର,୧୭ା୩: ନବ ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରିଛନ୍ତି ନବ ଦାସଙ୍କ ସ୍ତ୍ରୀ। ସେ ଇ-ମେଲ୍ ଜରିଆରେ ସାକ୍ଷାତକାରର ସମୟ ମାଗିଛନ୍ତି। ଇ-ମେଲ୍ ସହ ପୋଷ୍ଟାଲରେ ମଧ୍ୟ ଏକ ଚିଠି ପଠାଇ ସମୟ ମାଗିଛନ୍ତି ନବ ଦାସଙ୍କ ସ୍ତ୍ରୀ।...
ବୌଦ୍ଧ ଦେଶର ଉତ୍ତପ୍ତ ସହର: ୪୩.୬ ଡିଗ୍ରୀ ସହ ତାତିରେ ସିଝିଲେ ଲୋକେ
ଭୁବନେଶ୍ୱର, ୧୬ା୩: ଆଜି ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହିତ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଶନିବାର ୪୨.୫ ଡିଗ୍ରୀ ସହ ବୌଦ୍ଧ ଦେଶର ସବୁଠୁ ଉତ୍ତପ୍ତ ସହର ଥିଲା ବେଳେ...
Archives


