ମେଟ୍ରୋ

କନ୍ଧମାଳରେ କେନ୍ଦ୍ରୀୟ ଆଦିବାସୀ ବିଶ୍ୱବିଦ୍ୟାଳୟ ପାଇଁ ଦାବି

ଭୁବନେଶ୍ୱର, ୪ା୩(ବ୍ୟୁରୋ): ଓଡ଼ିଶାର ୬୨ ଜନଜାତି ସମ୍ପ୍ରଦାୟଙ୍କଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ କନ୍ଧମାଳ ଜିଲାରେ କେନ୍ଦ୍ରୀୟ ଆଦିବାସୀ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଉ। ମଙ୍ଗଳବାର ଭୁବନେଶ୍ୱରରେ ଆୟୋଜିତ କେନ୍ଦ୍ରୀୟ ଓଡ଼ିଶା ବିକାଶ ସଙ୍ଗଠନର ସାଧାରଣ ପରିଷଦ ବୈଠକରେ ଏହି ଦାବି କରାଯାଇଛି।…

ଆଜିଠୁ ଭୁବନେଶ୍ୱର ଓ ବୁର୍ଲା ପ୍ଲାନେଟାରିୟମ୍‌ରେ ନୂଆ ଶୋ’

ଭୁବନେଶ୍ୱର, ୪ା୩(ବ୍ୟୁରୋ): ଭୁବନେଶ୍ୱର ଓ ବୁର୍ଲା ପ୍ଲାନେଟାରିୟମ୍‌ରେ ବୁଧବାରଠାରୁ ଏକ ନୂତନ ଶୋ’ର ବ୍ୟବସ୍ଥା ହୋଇଛି। ‘ମହାଜାଗତିକ ଜୀବ’ ନାମକ ଏହି ଶୋ ଓଡ଼ିଆ ଭାଷାରେ ପ୍ରଦର୍ଶିତ ହେବ। ୩୦ ମିନିଟ୍‌ ଅବଧିର ଏହି ନୂତନ ଶୋରେ ବିଶ୍ୱର ସୃଷ୍ଟି, ତାରାମାନଙ୍କ…

ପ୍ରେମିକାଙ୍କ ପରିବାର ଲୋକଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

କଟକ ଅଫିସ,୪ା୩: ମଙ୍ଗଳାବାଗ ଥାନା ଅଧୀନ ମହ୍ଲାସାହିର ବିଶ୍ୱନାଥ ଭୂୟଁା(୨୫) ସୋମବାର ଅପରାହ୍ନ ୫ଟାରେ ବେକରେ ଗାମୁଛା ବାନ୍ଧି ଘରେ ଆତ୍ମହତ୍ୟା କରିଥିଲେ। ତେବେ ପ୍ରେମ ବ୍ୟାପାରକୁ ନେଇ ଏଭଳି ଘଟଣା ଘଟିଥିବା ଜଣାପଡିଛି। ଏହି ଆତ୍ମହତ୍ୟା ପାଇଁ ପ୍ରେମିକାଙ୍କ ପରିବାର…

ନୃତ୍ୟରେ ଡି.ଲିଟ୍‌. ପାଇଲେ ଶ୍ରୀନିବାସ ଘଟୁଆରୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ନୃତ୍ୟ ସଂଯୋଜକ ଡ. ଶ୍ରୀନିବାସ ଘଟୁଆରୀ ଆଉଏକ ସଫଳତା ହାସଲ କରିଛନ୍ତି। ସେ ୟୁନିଭର୍ସିଟି ଅଫ୍‌ ସେଣ୍ଟ୍ରାଲ ଆମେରିକାରୁ ନୃତ୍ୟରେ ଡି. ଲିଟ୍‌ ଉପାଧି ଲାଭ କରିଛନ୍ତି। ‘ଶାସ୍ତ୍ରୀୟ ନୃତ୍ୟରେ ସଖୀଭାବର ମହତ୍ତ୍ୱପୂର୍ଣ୍ଣ ଭୂମିକା…

୧୯ ବର୍ଷରେ ବେଷ୍ଟ୍‌ ସେଲିଂ ଲେଖକ: ଇଞ୍ଜିନିୟର ଟର୍ନଡ୍‌ ରାଇଟର୍‌ ‘ପୀୟୂଷ’

ଭୁବନେଶ୍ୱର,୪ା୩(ବ୍ୟୁରୋ): ପ୍ୟାଶନ ଆଗରେ ହାର୍‌ ମାନିଛି ବୟସ। ଲେଖିବାର ମନିଶା ୧୯ ବର୍ଷୀୟ ପୀୟୂଷ ଗୁପ୍ତାଙ୍କୁ ଦେଇଛି ନୂଆ ପରିଚୟ। ବି.ଟେକ୍‌ ଦ୍ୱିତୀୟ ବର୍ଷରେ ପଢୁଥିବା ଏହି ଯୁବ ଲେଖକ ଆମାଜନ୍‌ରେ ବେଷ୍ଟ୍‌ ସେଲିଂ ଲେଖକ ହେବାର ଗୌରବ ଅର୍ଜନ କରିଛନ୍ତି।…

ଓଡ଼ିଶାରେ ବଢ଼ିଲା ଜିଏସ୍‌ଟି ଆଦାୟ

କଟକ ଅଫିସ,୪ା୩: ଦ୍ରବ୍ୟ ଏବଂ ସେବା କର(ଜିଏସ୍‌ଟି) ଆଦାୟରେ ଓଡ଼ିଶାର ଅଭିବୃଦ୍ଧି ଦେଖିବାକୁ ମିଳିଛି। ୨୦୧୯ ଫେବୃୟାରୀରେ ଓଡ଼ିଶାରେ ରାଜ୍ୟ ଜିଏସ୍‌ଟି(ଏସ୍‌ଜିଏସ୍‌ଟି) ଆଦାୟ ୬୭୨.୯୯ କୋଟି ଟଙ୍କା ଥିବାବେଳେ ୨୦୨୦ ଫେବୃୟାରୀରେ ଏହା ୮୦୪.୮୫ କୋଟି ଟଙ୍କା ରହିଛି। ଏଣୁ ଗୋଟିଏ…

ଯୁକ୍ତ୨ ପରୀକ୍ଷା ଆରମ୍ଭ: କପି କରି ଧରାପଡ଼ିଲେ ୧୧ ବିଜ୍ଞାନ ଛାତ୍ରୀଛାତ୍ର

ଭୁବନେଶ୍ୱର, ୪ା୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ବିଜ୍ଞାନ ଛାତ୍ରୀଛାତ୍ର ମାତୃଭାଷା ଓଡ଼ିଆ ପରୀକ୍ଷା ଦେଇଛନ୍ତି। ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିଥିଲା। ୯୭…

୫୦ ସରକାରୀ ଡିଗ୍ରୀ କଲେଜରେ ନାହାନ୍ତି ନିୟମିତ ଅଧ୍ୟକ୍ଷ

ଭୁବନେଶ୍ୱର, ୪ା୩(ବ୍ୟୁରୋ): ଓଡ଼ିଶାରେ ଉଚ୍ଚଶିକ୍ଷାକୁ ବିଶ୍ୱସ୍ତରୀୟ କରିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଆପଣାଯାଉଛି। କିନ୍ତୁ ବାସ୍ତବଚିତ୍ର କିଛି ଅଲଗା ରହୁଛି। ରାଜ୍ୟ ସରକାରଙ୍କ ଦ୍ୱାରା ନିୟନ୍ତ୍ରିତ ଅଧିକାଂଶ କଲେଜରେ ନିୟମିତ ଅଧ୍ୟକ୍ଷ ନାହାନ୍ତି। ଏହା କଲେଜଗୁଡ଼ିକର ପ୍ରଶାସନିକ ପରିଚାଳନା ଓ…

ଆଜି ‘ମୋ ସରକାର’ରେ ସାମିଲ ହେବ ଆଉ ୩ ବିଭାଗ

ଭୁବନେଶ୍ୱର,୪।୩(ବ୍ୟୁରୋ): ବୁଧବାର ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା, ଶକ୍ତି ଏବଂ ଉଚ୍ଚଶିକ୍ଷା ବିଭାଗ ‘ମୋ ସରକାର’ରେ ସାମିଲ ହେବାର ଅଛି। ସେଦିନ ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୩ ବିଭାଗୀୟ ମନ୍ତ୍ରୀଙ୍କ ଉପସ୍ଥିତିରେ ଉପରୋକ୍ତ ୩…

ମୋ ସରକାରକୁ ଫୋନ କଲାରୁ କଥା ରହିଲା

ଭୁବନେଶ୍ୱର,୩।୩(ବ୍ୟୁରୋ): ନିଜ ହାତରୁ ୧୫ଶହ ଟଙ୍କା ବ୍ୟୟରେ ପାଣି ପାଇପ ମରାମତି କରିଥିବା ଖୋର୍ଦ୍ଧାର ଅକ୍ଷୟ କୁମାର ମହାପାତ୍ର ମୋ ସରକାର ଫୋନ ନମ୍ବରକୁ ଫୋନ କରି ତାଙ୍କ ମରାମତି ବାବଦ ଅର୍ଥ ଫେରି ପାଇଛନ୍ତି। ଗୃହ ନିର୍ମାଣ ଓ ନଗର…

୩ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୩(ବ୍ୟୁରୋ): ଓଡ଼ିଶାର ୩ ଜିଲାରେ ମଙ୍ଗଳବାର ଝଡ଼ ତୋଫାନ ଓ ସ୍ବଳ୍ପ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ବାାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପ ବର୍ଷା ହେବା ଅନୁମାନ କରାଯାଇଛି। ଏହାକୁ…

କରୋନା ଚିନ୍ତା: ଭୁବନେଶ୍ୱର ବିମାନବନ୍ଦରରେ କଟକଣା ବଢ଼ିଲା, ବିଦେଶାଗତ ଯାତ୍ରୀଙ୍କ ସ୍ବାସ୍ଥ୍ୟପରୀକ୍ଷା ବାଧ୍ୟତାମୂଳକ

ଭୁବନେଶ୍ୱର,୩।୩(ବ୍ୟୁରୋ): ଦେଶରେ ଆଉ ତିନି ଜଣ କରୋନା ରୋଗୀ ଚିହ୍ନଟ ହେବା ପରେ ବିମାନବନ୍ଦରରେ ଯାଞ୍ଚ ବଢ଼ାଇବାକୁ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ସାନି ଆଡଭାଇଜରି ଜାରି କରାଯାଇଛି। ଏହି କ୍ରମରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କଟକଣା ବଢ଼ଛି। ବିଦେଶରୁ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?