ମେଟ୍ରୋ

ବିଏମ୍‌ସିର ଅଳିଆବୁହା ଗାଡ଼ିକୁ ୩୨,୫୦୦ ଟଙ୍କା ଜରିମାନା

ଭୁବନେଶ୍ୱର,୩।୩(ବ୍ୟୁରୋ): ରାଜ୍ୟରେ ଟ୍ରାଫିକ୍‌ ନିୟମକୁ କଡ଼ାକଡ଼ି କରାଯାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମହାନଗର ନିଗମ (ବିଏମ୍‌ସି)ର ୨ ଗାଡ଼ିକୁ ୩୨ ,୫୦୦ ଟଙ୍କା ଜରିମାନା କରାଯାଇଛି। ମଙ୍ଗଳବାର ରଘୁନାଥପୁର ପୋଲ ଉପରେ ଯାଞ୍ଚ ସମୟରେ ବିଏମ୍‌ସିର ୨ଟି ଅଳିଆବୁହା ଗାଡିକୁ ଆର୍‌ଟିଓ…

ଆଜିଠୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୩ା୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ବିଜ୍ଞାନ ବିଭାଗର ମାତୃଭାଷା ଓଡ଼ିଆ ପରୀକ୍ଷା ରହିଛି। ତେବେ ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟାରେ…

୨୪ ଘଣ୍ଟାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା

ଭୁବନେଶ୍ୱର,୩ା୩(ବ୍ୟୁରୋ): ଦୁଇ ଦଫାରେ ୬ମାସ କୋହଳ ହେବା ପରେ ରାଜ୍ୟରେ ରବିବାର ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ଭାବେ ଲାଗୁ ହୋଇଛି। ହେଲେ ସୋମବାର ଦ୍ୱିତୀୟ ଦିନରେ ଆଇନ ଖିଲାପକାରୀଙ୍କ ଉପରେ ମୋଟା ଅଙ୍କର ଜରିମାନା କଷିଛି ପୋଲିସ ଓ…

ପ୍ରତି ଶ୍ରେଣୀ ପାଇଁ ଜଣେ ଶିକ୍ଷକ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ସରକାର ବର୍ତ୍ତମାନ ପ୍ରତ୍ୟେକ ସ୍କୁଲର ଗୋଟିଏ କ୍ଲାସ ପିଛା ଜଣେ ଲେଖାଏ ଶିକ୍ଷକ ନିଯୁକ୍ତି ଦେବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏହାକୁ ସଫଳ କରିବା ପାଇଁ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏକ ନୂଆ ଯୋଜନା ପ୍ରସ୍ତୁତ…

ପଞ୍ଚାୟତ ହାତରେ ଭିତ୍ତିଭୂମି ଦାୟିତ୍ୱ

ଭୁବନେଶ୍ୱର,୩ା୩(ବ୍ୟୁରୋ): ଗ୍ରାମାଞ୍ଚଳରେ ଥିବା ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର କୋଠା ରକ୍ଷଣାବେକ୍ଷଣ ଦାୟିତ୍ୱ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା କରାଯିବ। ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକର ଦାୟିତ୍ୱ ପଞ୍ଚାୟତ ନେଇଥିବା ବେଳେ, ହାଇସ୍କୁଲ ଦାୟିତ୍ୱ ପଞ୍ଚାୟତ…

ବିଜୁ ଜୟନ୍ତୀରେ ବଣ୍ଟାଯିବ ‘ପକ୍କାଘର ଯୋଗ୍ୟତା କାର୍ଡ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମ ଦିବସକୁ ଆସନ୍ତା ୫ ତାରିଖରେ ବିଜେଡି ପକ୍ଷରୁ ପାଳନ କରାଯିବ। ପ୍ରତ୍ୟେକ ବର୍ଷ ଭଳି ଏଥର ମଧ୍ୟ ଲୋକଙ୍କ ସହ ଏହି ଦିବସ ପାଳନ କରାଯିବ। ବିଜୁ ଜୟନ୍ତୀ ଦିବସଠାରୁ ୨…

ରମେଶ ପାଣିଗ୍ରାହୀଙ୍କୁ ମିଳିବ ‘ସାହିତ୍ୟ ଭାରତୀ ସମ୍ମାନ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ଶ୍ରୀ ଗଙ୍ଗାଧର ରଥ ଫାଉଣ୍ଡେଶନ ପକ୍ଷରୁ ୨୦୨୦ ପାଇଁ ସମ୍ମାନଜନକ ‘ସାହିତ୍ୟ ଭାରତୀ ସମ୍ମାନ’ ଘୋଷଣା କରାଯାଇଛି। ଚଳିତବର୍ଷ ଲାଗି ବିଶିଷ୍ଟ ସାହିତି୍ୟକ ଏବଂ ନାଟ୍ୟକାର ଡ. ରମେଶ ଚନ୍ଦ୍ର ପାଣିଗ୍ରାହୀ ଏହି ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ଆଧୁନିକ…

୬ ପର୍ଯ୍ୟନ୍ତ ବର୍ଷା, ୯ରୁ ବଢ଼ିବ ତାତି

ଭୁବନେଶ୍ୱର, ୩ା୩(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁ ୩ରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଛି। ୩ ତାରିଖ ଦିନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୂଆପଡ଼ା,…

ଗୋଟିଏ ସ୍ଥାନରେ ରାଜ୍ୟର ଉତ୍କୃଷ୍ଟ ହସ୍ତକଳା

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଏକ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ସୋମବାର ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଉଦ୍‌ଘାଟିତ ହୋଇଛି। ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ସହଯୋଗରେ ଆୟୋଜିତ ଏହି ବିକ୍ରୟମେଳା ଓ ପ୍ରଦର୍ଶନୀକୁ ହସ୍ତତନ୍ତ, ବୟନ…

ଜନସାଧାରଣ ଗଣତନ୍ତ୍ରର ଜୀବନୀଶକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩ା୩(ବ୍ୟୁରୋ):ଗଣତନ୍ତ୍ରରେ ଜନସାଧାରଣ ହିଁ ପ୍ରକୃତ ମାଲିକ। ଏହା ରାଜ୍ୟର ପ୍ରତ୍ୟେକ ନାଗରିକ ଅନୁଭବ କରିବାର ଆବଶ୍ୟକତା ରହିଛି। ଏଥିପାଇଁ ଗତବର୍ଷ ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହୋଇଥିବା ‘ମୋ ସରକାର’ କାର୍ଯ୍ୟକ୍ରମ ନିର୍ଦ୍ଦିଷ୍ଟଭାବେ କାର୍ଯ୍ୟ କରୁଛି। ବିଶେଷ କରି ଜନସାଧାରଣଙ୍କୁ ସରକାରୀ…

ପିଇବା ପାଣି, ଶୌଚ ପାଇଁ ଟ୍ରାଫିକ କର୍ମଚାରୀ ହଟହଟା

ଭୁବନେଶ୍ୱର, ୩ା୩(ବ୍ୟୁରୋ): କମିଶନରେଟ ପୋଲିସର ଉଚ୍ଚ ପଦସ୍ଥ ଅଧିକାରୀଙ୍କ ପାଇଁ ରହିଛି ସବୁକିଛି ବ୍ୟବସ୍ଥା। ହେଲେ କ୍ଷେତ୍ର ସ୍ଥଳରେ କାର୍ଯ୍ୟ କରୁଥିବା ତଳିଆ କର୍ମଚାରୀ ବର୍ଷ ତମାମ ଭୋଗୁଛନ୍ତି ନାନା ହୀନସ୍ତା। ବିଶେଷକରି ସବୁଠୁ ବଳିଯାଇଛି ଟ୍ରାଫିକ ପୋଲିସ କର୍ମଚାରୀଙ୍କ ଦୁର୍ଦ୍ଦଶା।…

ଉତ୍କର୍ଷତା ପାଇଁ ବଣିକ୍‌ ପୁରସ୍କୃତ

ଭୁବନେଶ୍ୱର, ୩ା୩: ଛାତ୍ରୀଛାତ୍ରଙ୍କୁ କୋଚିଂ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ତଥା ଉତ୍କର୍ଷତା ଲାଗି ପ୍ରମୁଖ ଅନୁଷ୍ଠାନ ବଣିକ ପୁରସ୍କୃତ ହୋଇଛି। ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ଟାଇମ୍ସ ବିଜନେସ ଆଓ୍ବାର୍ଡ ୨୦୨୦ ଅବସରରେ ବଣିକ ଟାଇମ୍ସ ବିଜନେସ ଆଓ୍ବାର୍ଡ ଲାଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?