ପିଇଓ ସ୍ମିତାରାଣୀଙ୍କ ହତ୍ୟା ଘଟଣାକୁ ଆତ୍ମହତ୍ୟା ବୋଲି କହି ମନ୍ତ୍ରୀ ଷଡ଼ଯନ୍ତ୍ରରେ ମୋହର ମାରିଛନ୍ତି: ଭାଜପା
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଯାଜପୁର ଜିଲା ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ଆତ୍ମହତ୍ୟା ବୋଲି ଗୁରୁବାର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ କହିବାକୁ ନେଇ ପୁଣି ରାଜନୀତି ସରଗରମ। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ କରି ଭାଜପା...
କେନ୍ଦ୍ର, ରାଜ୍ୟ ବିରୋଧରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ ୨୩ରେ ରାଜଧାନୀରେ ପ୍ରତିବାଦ ସଭା
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): କଂଗ୍ରେସ ସଂଗଠନକୁ ଜିଲାସ୍ତରରେ କ୍ରିୟାଶୀଳ କରିବାକୁ ପିସିସି(ପ୍ରଦେଶ କଂଗ୍ରେସ କମିଟି) ତରଫରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଜିଲା କଂଗ୍ରେସ ପର୍ଯ୍ୟବେକ୍ଷକମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହୋଇଛି।...
ବୁଲ୍ବୁଲ୍ କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶାରେ କେନ୍ଦ୍ରୀୟ ଟିମ୍ ଆଜି ସନ୍ଧ୍ୟାରେ ରାଜ୍ୟ ଅଧିକାରୀଙ୍କ ସହ ବୈଠକ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବାତ୍ୟା ବୁଲ୍ବୁଲ୍ ପ୍ରଭାବରେ ରାଜ୍ୟର ୬ଟି ଜିଲାରେ ବ୍ୟାପକ କ୍ଷତି ହୋଇଥିବା ଜଣାପଡିଛି। ବାତ୍ୟାରେ ରାଜ୍ୟରେ କ୍ଷୟକ୍ଷତି ଆକଳନ ସକାଶେ କେନ୍ଦ୍ର ସରକାରଙ୍କ ଆନ୍ତଃ-ମନ୍ତ୍ରଣାଳୟ ଟିମ୍ ଓଡିଶା ଗସ୍ତରେ ଆସିଛନ୍ତି। ବାତ୍ୟାର ସପ୍ତାହେ ପରେ କେନ୍ଦ୍ରରୁ ଆସିଥିବା ୭ଜଣିଆ...
‘ମୋ ସ୍କୁଲ ମୋବାଇଲ ଆପ୍’ ଉନ୍ମୋଚିତ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ‘ମୋ ସ୍କୁଲ’ ଅଭିଯାନକୁ ଦୁଇବର୍ଷ ପୂରିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ମୋ ସ୍କୁଲ ମୋବାଇଲ ଆପ୍’ ସହ ‘କଫିଟେବୁଲ’...
କ୍ୟାପିଟାଲ ହସ୍ପିଟାଲ ପରିସରରେ ଜମୁଛି ଅଟୋ ଡ୍ରାଇଭରଙ୍କ ଆଡ୍ଡା : ବଢୁଛି ନାନା ସମସ୍ୟା
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ପରିସରରେ ଆଡ୍ଡା ଜମାଉଥିବା ଅଟୋ ଓ ଏହାର ଚାଳକଙ୍କୁ ହଟାଇବା ଉଦ୍ୟମ ବିଫଳ ହୋଇଛି। ନାନା ସମସ୍ୟା ସୃଷ୍ଟି ହେବାରୁ ଶେଷରେ ଅଟୋ ଚାଳଚଳ ଓ ପାର୍କିଂ ଉପରେ ପୂରା ଅଙ୍କୁଶ ଲଗାଯାଇଛି। ହେଲେ ଗୁରୁବାର...
ଅସୁରକ୍ଷିତ ହୋଇପଡୁଛି ରାଜଧାନୀ: ବାର୍ରେ ପଶି ଆତଙ୍କ ଖେଳାଇଲେ ଦୁର୍ବୃତ୍ତ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ରାତିର ରାଜଧାନୀ ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛି। ନିକଟରେ କେତେଜଣ ଦୁର୍ବୃତ୍ତ ବାର୍ରେ ପଶି ଆତଙ୍କ ଖେଳାଇବା ସହ ରାସ୍ତାରେ ବାର୍ ଡ୍ୟାନ୍ସରଙ୍କୁ ଅଟକାଇ ଲୁଟ୍ପାଟ କରିଥିଲେ। ବୁଧବାର ବିଳମ୍ବିତ ରାତିରେ ଆଉଏକ ଘଟଣା ଘଟିଛି। ୫ଜଣ...
ଖୋଲିଲା ବିଡିଏ ସିଟି ସେଣ୍ଟର: ଅନନ୍ୟ ଥିମ୍ ପାର୍କ କରିବ ବିଡିଏ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ଭୁବନେଶ୍ୱରର ଏକମାତ୍ର ଥିମ୍ ପାର୍କ ବିଡିଏ ସିଟି ସେଣ୍ଟର (ନିକୋ ପାର୍କ)କୁ ନେଇ ବହୁତ୍ କିଛି ଯୋଜନା ରହିଛି। ପାଖାପାଖି ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ପାର୍କକୁ ରାଜ୍ୟର ଏକ ଅନନ୍ୟ ଥିମ୍ ପାର୍କ କରିବାକୁ...
ଚେକ୍ଡ୍ୟାମ୍ ଅଚଳ: ୩୩୨୮ ହେକ୍ଟର ଜମିରେ ଜଳସେଚନ ପ୍ରଭାବିତ, ୧୩୪୦ ଯନ୍ତ୍ରୀ ପଦବୀ ଖାଲି
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ରାଜ୍ୟରେ ସମୁଦାୟ ୧୩,୪୯୬ ଆଡ଼ିବନ୍ଧ ନିର୍ମାଣ କରାଯାଇଛି। ଏଥିପାଇଁ ୩,୨୦,୯୦୪.୮୭ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି। ଏହା ଦ୍ୱାରା ୧,୩୮, ୫୧୦ ହେକ୍ଟର ସେଚାଞ୍ଚଳ ସୃଷ୍ଟି ହୋଇଥିବା ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ କହିଛନ୍ତି। ସେହିପରି ନିର୍ମାଣ...
୨୦୧୪ରୁ ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ୁଛି
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ୨୦୧୪ରୁ ଓଡିଶାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟାରେ କୌଣସି ହ୍ରାସ ଘଟିନାହିଁ। ମାତ୍ର ୨୦୧୪ଠାରୁ ୨୦୧୮ ମଧ୍ୟରେ ଗୋଟିଏ ବର୍ଷ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ହ୍ରାସ ପାଇଥିବା ଜଣାପଡିଛି। ସେହିପରି ୨୦୧୫ରେ ୧କୋଟି ୧୭ଲକ୍ଷ ୮୬ଲକ୍ଷ ୧୧୭ଜଣ, ୨୦୧୬ରେ...
୨୦୧୮-୧୯ ଆର୍ଥିକବର୍ଷରେ ଖର୍ଚ୍ଚ ହୋଇପାରିନି ବିଧାୟକ ପାଣ୍ଠି
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବିଧାୟକମାନଙ୍କ ପାଣ୍ଠି ବୃଦ୍ଧି କରିବା ନେଇ ରାଜ୍ୟ ସରକାର କୌଣସି ଚିନ୍ତା କରି ନାହାନ୍ତି। ଏନେଇ କିଛି ନିଷ୍ପତ୍ତି ନିଆଯାଇନାହିଁ। ବାରମ୍ବାର ବିଧାୟକମାନେ ସେମାନଙ୍କ ପାଣ୍ଠି ବୃଦ୍ଧି ପାଇଁ କହିଆସୁଥିଲେ ମଧ୍ୟ ଏନେଇ କିଛି ନିଷ୍ପତ୍ତି ହୋଇ ନ...
ଡିବି ନିଆଁରୁ ଜଳିଗଲେ ସ୍ବାମୀ, ସ୍ତ୍ରୀ ଗୁରୁତର
ଫୁଲନଖରା,୧୫ା୧୧(ଡି.ଏନ୍.ଏ) : ଡିବିରିରୁ ନିଆଁ ଲାଗି ଗୁରୁବାର ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ମୃତକ ହେଲେ କଟକ ସଦର ଥାନା ଅନ୍ତର୍ଗତ ହରିଅନ୍ତା ଗ୍ରାମର କାଳନ୍ଦୀ ପ୍ରଧାନ(୮୬)। ତାଙ୍କ ସ୍ତ୍ରୀ ଚମ୍ପାବତୀ ପ୍ରଧାନ(୮୦)ଙ୍କୁ ଗୁରୁତର...
୯ ଟ୍ରେନ୍ରେ ‘ହେଡ୍ ଅନ୍ ଜେନେରେଶନ’: ୩ମାସରେ ଖର୍ଚ୍ଚ କମିଲା ୩ କୋଟି
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ଟ୍ରେନ୍ରେ ଉନ୍ନତ ଯାନ୍ତ୍ରିକ କୌଶଳ ବ୍ୟବହାର କରି ପୂର୍ବତଟ ରେଳପଥ ଖର୍ଚ୍ଚକାଟ୍ କରିବାରେ ସଫଳ ହୋଇଛି। ୯ ଟ୍ରେନ୍ର ୧୭ଟି ରେକ୍ରେ ‘ହେଡ୍ ଅନ୍ ଜେନେରେଶନ’ ସିଷ୍ଟମ ବ୍ୟବହାର କରାଯିବା ଦ୍ୱାରା ଗତ ତିନିମାସ ମଧ୍ୟରେ ୩.୨...
Archives


