ମେଟ୍ରୋ

ବିଶ୍ୱସ୍ତରୀୟ ହେବ ଏସ୍‌ସିବି ମେଡିକାଲ: ଦିଗ୍‌ଦର୍ଶନ ଦେବେ ୧୦ ଅଭିଜ୍ଞ ଡାକ୍ତର

କଟକ ଅଫିସ,୨।୩: ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ ଭାବେ ଗଢ଼ିତୋଳିବା ଦିଗରେ ପ୍ରୟାସ କରୁଛନ୍ତି ରାଜ୍ୟ ସରକାର। ଏଥିପାଇଁ ପୂର୍ବରୁ ପ୍ରାୟ ୧୦ହଜାର କୋଟି ଟଙ୍କାର ଯୋଜନା ଘୋଷଣା କରାଯାଇଛି। ଟଙ୍କା କେମିତି ଖର୍ଚ୍ଚ କରାଯିବ, କେଉଁ ସବୁ ଚିକିତ୍ସା ସୁବିଧା…

ଦିଲ୍ଲୀ ଦଙ୍ଗାପୀଡ଼ିତ ବିଏସ୍‌ଏଫ୍‌ ଯବାନଙ୍କୁ ସହାୟତା: ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୩(ବ୍ୟୁରୋ): ଓଡ଼ିଶାରେ କାର୍ଯ୍ୟରତ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ଯବାନ ମହମ୍ମଦ ଅନିଶଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଦେବାପାଇଁ ଘୋଷଣା କରିଛନ୍ତି। ନବମ ବାଟାଲିୟନରେ କାର୍ଯ୍ୟରତ ଅନିଶଙ୍କ ଘର ନୂଆଦିଲ୍ଲୀରେ। ନିକଟରେ…

ଆଜି କ୍ୟାବିନେଟ୍‌, ଆସିବ ୫ ପ୍ରସ୍ତାବ

ଭୁବନେଶ୍ୱର,୨।୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ୫ଟା ୩୦ମିନିଟ୍‌ରେ ବସିବାକୁ ଥିବା ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିବ। ତେବେ ସ୍କୁଲ ଓ ଗଣଶିକ୍ଷା…

ଗୋଟିଏ ଦିନରେ ପ୍ରକାଶ ପାଇପାରେ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର,୨।୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ୩ ତାରିଖରୁ ଆରମ୍ଭ ହୋଇ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ। ମେ’ ଶେଷ ସପ୍ତାହ କିମ୍ବା ଜୁନ୍‌ ପ୍ରଥମ ସପ୍ତାହ ବେଳକୁ ପରୀକ୍ଷା ଫଳ ପ୍ରକାଶ ପାଇବ।…

କଡ଼ାକଡ଼ି ହେଲା ଯାନବାହନ ଯାଞ୍ଚ: ଆଜିଠାରୁ ହେବ ଆହୁରି ଜୋରଦାର

ଭୁବନେଶ୍ୱର,୨।୩(ବ୍ୟୁରୋ): ସଂଶୋଧିତ ମୋଟର ଯାନ ଆଇନ-୨୦୧୯କୁ ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁ କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଆଇନ ଉଲ୍ଲଂଘନକାରୀଙ୍କୁ ପୋଲିସ ଏବଂ ପରିବହନ ଅଧିକାରୀମାନେ ଧରି ଜରିମାନା କରିଛନ୍ତି। ଏହାକୁ ନେଇ କେତେକ ସ୍ଥାନରେ ଗାଡ଼ି ଚାଳକ ଓ ପୋଲିସ…

ମଙ୍ଗଳ ଯୋଡ଼ିରେ ବିରଳ ଆଲବିନୋ କାମ ପକ୍ଷୀ ଠାବ

ଭୁବନେଶ୍ୱର,୧।୩(ବ୍ୟୁରୋ): ପକ୍ଷୀମାନଙ୍କର ସ୍ବର୍ଗ କୁହାଯାଉଥିବା ମଙ୍ଗଳାଯୋଡିରେ ଏକ ବିରଳ ଆଲବିନୋ ପର୍ପଲ ମୁର ହେନ ପକ୍ଷୀ ଠାବ କରାଯାଇଛ। ଗୋଲାପୀ ଆଖି ଥିବା ସମ୍ପୁର୍ଣ୍ଣ ଧଳା ରଙ୍ଗର ପକ୍ଷୀକୁ ବାର୍ଡ ଗାଇଡ୍‌ ମଧୁ ବେହେରା ଦେଖିବା ପରେ ଫଟୋ ଉଠାଇଥିଲେ। ଏହା…

ଯୋଜନା ବୋର୍ଡ ଉପାଧ୍ୟକ୍ଷ ହେଲେ ସଞ୍ଜୟ ଦାସବର୍ମା

ଭୁବନେଶ୍ୱର,୧।୩(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି)ର ବରିଷ୍ଠ ନେତା ସଞ୍ଜୟ ଦାସବର୍ମାଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଞ୍ଜୟଙ୍କୁ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଦାୟିତ୍ୱ ମିଳିଛି। ନୂଆ ଦାୟିତ୍ୱ ସହ ସଞ୍ଜୟଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି। ଏହି ନିଯୁକ୍ତି ଫଳରେ…

ନାରୀ ଯେବେ ସାଜେ ପୁରୁଷ

ଈଶ୍ୱର ଭିନ୍ନ ଭିନ୍ନ ଉଦ୍ଦେଶ୍ୟ ରଖି ସୃଷ୍ଟି କରିଛନ୍ତି ନାରୀ ଓ ପୁରୁଷ। ତେବେ ବେଳେବେଳେ ଏମିତି ସମୟ ଆସିଛି ଯେତେବେଳେ ନାରୀଟିଏ ପୁରୁଷ ସାଜିବା ପାଇଁ ବାଧ୍ୟ ହୋଇଛି। ଏମିତି ଏକ ଲୋକପ୍ରିୟ ଉଦାହରଣ ରହିଛି ମହାଭାରତରେ। ସୁଧନ୍ବା ନାମରେ…

ବ୍ରାଉନସୁଗାର ବେପାରୀଙ୍କ ହାତରେ ଚୋରା ବନ୍ଧୁକ

ଭୁବନେଶ୍ୱର,୧।୩(ବ୍ୟୁରୋ): ବନ୍ଧୁକ ମୁନରେ ଚାଲିଛି ବ୍ରାଉନସୁଗାର ବେପାର। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ କଟକ ଟାଙ୍ଗୀ ଅଞ୍ଚଳରୁ ଦୁଇଜଣ ବ୍ରାଉନସୁଗାର ବେପାରିଙ୍କୁ ଗିରଫ କରିବା ପରେ ଚୋରା ବନ୍ଧୁକ କାରବାରର ମଧ୍ୟ ସୁରାକ ପାଇଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଭୁବନେଶ୍ୱର ନୟାପଲ୍ଲୀ ଥାନା…

ଭୁବନେଶ୍ୱରରୁ ବାରାଣସୀ ଉଡ଼ିଲା ବିମାନ

ଭୁବନେଶ୍ୱର, ୧।୩(ବ୍ୟୁରୋ): ଭୁବନେଶ୍ୱରରୁ ବାରାଣସୀକୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି। ଇଣ୍ଡିଗୋ ଏଟିଆର-୭୨ ଶନିବାର ରାତି ୯ଟା ୫୦ରେ ବାରାଣସୀ ଅଭିମୁଖେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଉଡ଼ାଣ କରିଛି। ବିମାନଟି ରାତି ପ୍ରାୟ ୧୧ଟା ୪୦ରୁ ୧୧ଟା…

ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ସ୍ବତନ୍ତ୍ର କାର୍ଯ୍ୟକ୍ରମ:୮ରେ ମହିଳାଙ୍କ କାର୍‌ ରାଲି

ଭୁବନେଶ୍ୱର, ୧।୩(ବ୍ୟୁରୋ): ସେବା ପ୍ରୟାସ ଫାଉଣ୍ଡେଶନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ରାଜଧାନୀରେ ବିଗତ ଦୁଇବର୍ଷରୁ ଚାଲି ଆସୁଥିବା ମହିଳା କାର୍‌ ରାଲି ଆସନ୍ତା ମାର୍ଚ୍ଚ ୮ ରେ ଆୟୋଜିତ ହେବ। ଚଳିତବର୍ଷ ଏହି ରାଲି ସ୍ୟାଣ୍ଡି ଟାୱାର ପାର୍ଶ୍ୱରେ…

ସଫେଇବାଲା ସାଜିଲେ ସିନେ ତାରକା

ଭୁବନେଶ୍ୱର, ୧।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ଶନିବାର ଓ୍ବାର୍ଡ ନଂ. ୭ରେ ଦ୍ୱିତୀୟ ସାମୂହିକ ସଫେଇ କାର୍ଯ୍ୟକ୍ରମ ଶେଷ ହୋଇଛି। ଭୁବନେଶ୍ୱରରେ ପରିମଳ ଓ ପରିବେଶ ସୁରକ୍ଷାକୁ ଗୁରୁତ୍ୱ ଦେଇ ଆରମ୍ଭ କରାଯାଇଥିବା ‘ମୁଁ ସଫେଇବାଲା’ ଅଭିଯାନ ଅଧୀନରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?