ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ:ପଡ଼ିଆରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା
କଟକ ଅଫିସ, ୧୩।୧୧:କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ମଙ୍ଗଳବାର ଆରମ୍ଭ ହୋଇଛି ଐତିହାସିକ କଟକ ବାଲିଯାତ୍ରା। ପ୍ରଥମ ଦିନରେ ବାଲିଯାତ୍ରା ପଡିଆକୁ ଚାହିଁଲେ ଲୋକ ମାଳମାଳ। ବିଶେଷକରି ସନ୍ଧ୍ୟାରେ ମାତ୍ରେ ଭିଡ଼ ଅଧିକ ହୋଇଥିଲା। ଫଳରେ ଆଗକୁ ଯିବା ଭାରି ମୁସ୍କିଲ...
ନୂତନ ଖାଉଟି ସୁରକ୍ଷା ଆଇନକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି:ରାଜ୍ୟ ସ୍ବାର୍ଥକୁ ଗୁରୁତ୍ୱ ଦେଇ ନିୟମାବଳୀ କର
ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ଖାଉଟି ସୁରକ୍ଷା ଆଇନ ୧୯୮୬ ବଦଳରେ କେନ୍ଦ୍ର ସରକାର ନୂତନ ଖାଦ୍ୟ ସୁରକ୍ଷା ଆଇନ-୨୦୧୯ ପ୍ରଣୟନ କରିଛନ୍ତି। ଏହି ଆଇନ କାର୍ଯ୍ୟକାରୀ କରିବାକୁ ଆବଶ୍ୟକୀୟ ନିୟମାବଳୀ ପ୍ରସ୍ତୁତ କରାଯାଉଥିବା ପରିପ୍ରେକ୍ଷୀରେ ରାଜ୍ୟର ସ୍ବାର୍ଥକୁ ଦୃଷ୍ଟିରେ ରଖିବା ଆବଶ୍ୟକ। ଏଥିପାଇଁ ରାଜ୍ୟ...
ଭିତୋଲ ଗ୍ରୁପ ମୁଖ୍ୟଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା:ଭାରତ-ଓପେକ୍ ଭାଗୀଦାରିକୁ ମଜଭୁତ୍ କରିବା ଉପରେ ଗୁରୁତ୍ୱ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ଦୁଇଦିନିଆ ୟୁଏଇ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଭିତୋଲ ଗ୍ରୁପର ମୁଖ୍ୟ ମାଇକ୍ ମିଲ୍ଲରଙ୍କୁ ସାକ୍ଷାତ୍ କରିଛନ୍ତି। ଭିତୋଲ ଗ୍ରୁପ କମ୍ପାନୀକୁ ତୈଳ ଓ ଗ୍ୟାସ କ୍ଷେତ୍ରରେ ପୁଞ୍ଜିନିବେଶ କରି ଭାରତର ବିକାଶ ଯାତ୍ରାରେ ସାମିଲ ହେବାକୁ...
ନେତାଙ୍କ ଟ୍ରାଫିକ୍ ନିୟମ ଉଲ୍ଲଂଘନ ପ୍ରସଙ୍ଗ:କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କୁ ଏନ୍ଏଚ୍ଆର୍ସିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ଟ୍ରାଫିକ୍ ନିୟମ ଉଲ୍ଲଂଘନ ଅଭିଯୋଗ ସଂକ୍ରାନ୍ତୀୟ ଏକ ମାମଲାରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜାତୀୟ ମାନବାଧିକାର କମିଶନ(ଏନ୍ଏଚ୍ଆରସି)ଙ୍କ ପକ୍ଷରୁ ଓଡ଼ିଶା ଡିଜିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗତ ସେପ୍ଟେମ୍ବର ୯ରେ ଭଦ୍ରକରେ ଶାସକ ଦଳ ପକ୍ଷରୁ କରାଯାଇଥିବା ବାଇକ୍ ରାଲିରେ...
ଆଜି ବିଜେଡି ବିଧାୟକ ଦଳ ବୈଠକ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଚଳିତ ଆର୍ଥିକବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ ଆଣିବାକୁ ଯାଉଛନ୍ତି। ଏହି ବଜେଟର ଆକାର ପ୍ରାୟ ୮୩୦୦ କୋଟି ଟଙ୍କା ରହିଥିବା ଜଣାପଡ଼ିଛି। ସାଧାରଣ ନିର୍ବାଚନ...
କୃଷି, ଆଇନଶୃଙ୍ଖଳା ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିବ କଂଗ୍ରେସ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ):କୃଷି, କୃଷକ ସମସ୍ୟା, ବେକାରି, ଆଇନଶୃଙ୍ଖଳା, ନାରୀ ସୁରକ୍ଷା, ଦୁର୍ନୀତି ଆଦି ପ୍ରସଙ୍ଗକୁ ନେଇ କଂଗ୍ରେସ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି। ମଙ୍ଗଳବାର ଅପରାହ୍ନରେ ବିଧାନସଭା ପରିସରରେ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ବିଧାୟକ...
ଆଜି ସନ୍ଧ୍ୟା ସୁଦ୍ଧା ସମସ୍ତଙ୍କୁ ବିଦ୍ୟୁତ୍ ସେବା ଲକ୍ଷ୍ୟ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ବାତ୍ୟା ବୁଲ୍ବୁଲ୍ ଦ୍ୱାରା ପ୍ରାୟ ୧୬ ଲକ୍ଷ ବିଦ୍ୟୁତ୍ ଉପଭୋକ୍ତା ପ୍ରଭାବିତ ହୋଇଥିଲେ। ବାତ୍ୟା କମିବାର ଦିନକ ମଧ୍ୟରେ ପ୍ରାୟ ୧୫ ଲକ୍ଷ ଉପଭୋକ୍ତାଙ୍କୁ ପୂର୍ବବତ ସୁବିଧା ଯୋଗାଇ ଦିଆଯାଇଥିଲା। ବଳକା ୧ ଲକ୍ଷଙ୍କ ମଧ୍ୟରୁ ୮୦,୦୦୦ଙ୍କୁ ମଙ୍ଗଳବାର ସୁଦ୍ଧା...
ଜଗା-କାଳିଆ ଅସ୍ତ୍ରୋପଚାର:‘ଲିମ୍କା ବୁକ୍’ରେ ସ୍ଥାନ ପାଇଲା
ଭୁବନେଶ୍ୱର,୧୩-୧୧(ବ୍ୟୁରୋ):କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କଠାରେ ହୋଇଥିବା ଅସ୍ତ୍ରୋପଚାର ଲିମ୍କା ବୁକ୍ ଅଫ୍ ରେକର୍ଡ୍ସର ୨୦୨୦ ସଂସ୍କରଣ ପାଇଁ ସ୍ଥାନ ପାଇଛି। ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ରଙ୍କ ନେତୃତ୍ୱରେ ୨୦୧୭ରେ ନୂଆଦିଲ୍ଲୀସ୍ଥିତ ଏମ୍ସଠାରେ ଏହି ବିରଳ...
ଆଜିଠୁ ବିଧାନସଭା ଶୀତ ଅଧିବେଶନ
ଭୁବନେଶ୍ୱର,୧୩-୧୧(ବ୍ୟୁରୋ):ଷୋଡଶ ବିଧାନସଭାର ଦ୍ୱିତୀୟ ତଥା ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେଉଛି। ଏହା ଡିସେମ୍ବର ୧୯ ଯାଏ ଚାଲିବ। ଏଥିରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ସେଥିରୁ ୨୫ଟି ସରକାରୀ ଓ ୫ଟି ବେସରକାରୀ କାର୍ଯ୍ୟ ଦିବସ। ପ୍ରଥମ...
ଗ୍ରାମାଞ୍ଚଳରେ ବହୁତଳ କୋଠା ନିର୍ମାଣ ପାଇଁ କଟକଣା:ପ୍ଲାନ୍ ଅନୁମୋଦନ ଜରୁରୀ
ଭୁବନେଶ୍ୱର,୧୩-୧୧(ବ୍ୟୁରୋ): ସହରତଳି ଅଞ୍ଚଳ କିମ୍ବା ଗ୍ରାମାଞ୍ଚଳରେ ମନଇଚ୍ଛା ବହୁତଳ କୋଠା, ବାସଗୃହ ପ୍ରକଳ୍ପ କିମ୍ବା ବ୍ୟବସାୟିକ ଗୃହ ନିର୍ମାଣ କରିହେବ ନାହିଁ। ଏଥିପାଇଁ ସହର ଯୋଜନା(ଟାଉନ ପ୍ଲାନିଂ) ନିର୍ଦ୍ଦେଶକଙ୍କ ଠାରୁ ଅନୁମତି ନେବାକୁ ପଡ଼ିବ। ଯଦି ଗ୍ରାମାଞ୍ଚଳରେ କୌଣସି ଆବାସିକ...
ଗୁରୁନାନକ ଜୟନ୍ତୀରେ ଯୋଗଦେଲେ ବାଚସ୍ପତି
ଭୁବନେଶ୍ୱର,୧୨।୧୧(ବ୍ୟୁରୋ)- ଓଡ଼ିିଶା ବିଧାନସଭାର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ପଞ୍ଜାବର ସୁଲତାନପୁର ଲୋଧିଠାରେ ଗୁରୁନାନକଙ୍କ ୫୫୦ତମ ଜୟନ୍ତୀ (ପ୍ରକାଶ ପର୍ବ)ରେ ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରିଛନ୍ତି । ଏହି ଉପଲକ୍ଷେ ଐତିହାସିକ ବେର୍ସାହିବ୍ ଗୁରୁଦ୍ୱାରଠାରେ ଆୟୋଜିତ ସଭାରେ ଯୋଗଦେଇ...
ବୁଧବାର ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ
ଭୁବନେଶ୍ୱର,୧୨।୧୧(ବ୍ୟୁରୋ)- ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଚଳିତ ଆର୍ଥିକବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ ଆଣିବାକୁ ଯାଉଛନ୍ତି। ଏହି ବଜେଟର ଆକାର ପ୍ରାୟ ୮୩୦୦ କୋଟି ଟଙ୍କା ରହିଥିବା ଜଣାପଡ଼ିଛି। ସାଧାରଣ ନିର୍ବାଚନ...
Archives


