ମେଟ୍ରୋ

ବଦଳିଲେ ରାଜ୍ୟପାଳଙ୍କ ସଚିବ, ପ୍ରମୋଦ ମେହେର୍ଦ୍ଦାଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ପରିବହନ ସଚିବ ଥିବା ପ୍ରମୋଦ ମେହେର୍ଦ୍ଦାଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ନିଯୁକ୍ତ କରାଯାଇଛି। ସେହିଭଳି ରାଜ୍ୟପାଳଙ୍କ ସଚିବ ଥିବା ମଧୁସୂଦନ ପାଢ଼ୀଙ୍କୁ ଚକବନ୍ଦୀ କମିଶନର ଭାବେ ନିଯୁକ୍ତି ଦିଆଯାଇଛି।

ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା: ଫୋନ ବ୍ୟବହାର ଉପରେ ରୋକ, ସବୁ ପରୀକ୍ଷାକେନ୍ଦ୍ରରେ ସିସିଟିଭି

ଭୁବନେଶ୍ୱର,୨୯ା୨(ବ୍ୟୁରୋ): ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେଉଛି। ପରୀକ୍ଷା ଅବ୍ୟବହିତ ପୂର୍ବରୁ ଶନିବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ କରାଯାଇଥିବା ପ୍ରସ୍ତୁତି ନେଇ ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ବିଶେଷକରି ପ୍ରଶ୍ନପତ୍ରର ସୁରକ୍ଷା, ବିତରଣ…

ଆଜି ସରୁଛି ଡେଡ୍‌ଲାଇନ୍‌: ମାର୍ଚ୍ଚ ପହିଲାରୁ ଜୋରଦାର ହେବ ଧରପଗଡ଼; ପାଖରେ ରଖନ୍ତୁ ଆବଶ୍ୟକ କାଗଜପତ୍ର

ଭୁବନେଶ୍ୱର,୨୯।୨(ବ୍ୟୁରୋ): ୨୦୧୯ ସେପ୍ଟେମ୍ବର ୧ରେ ସାରା ଭାରତରେ ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ହୋଇଥିଲା। ହେଲେ ଲୋକମାନଙ୍କ ଅସନ୍ତୋଷ ଏବଂ ଗାଡ଼ି କାଗଜପତ୍ର ପାଇଁ ଆର୍‌ଟିଓରେ ଭିଡ଼କୁ ଦେଖି ରାଜ୍ୟ ସରକାର ୨ଟି ପର୍ଯ୍ୟାୟରେ ୬…

ସ୍ବର ବଦଳାଇଛନ୍ତି ଶାହା; ରାଜ୍ୟ ସଭା ସିଟ୍‌ ପାଇଁ ବିଜେଡି-ଭାଜପା ମଧ୍ୟରେ ଡିଲ୍‌ ହୋଇଛି: ସୁର

ଭୁବନେଶ୍ୱର,୨୯ା୨(ବ୍ୟୁରୋ): ଗତ ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଜପା ପୋଡ଼ା ଟ୍ରାନ୍ସଫର୍ମର କହିଥିଲା। ଏପରିକି ଭାଜପାର କେନ୍ଦ୍ରୀୟ ନେତା ଯେବେ ବି ଓଡ଼ିଶା ଆସନ୍ତି, ରାଜ୍ୟ ସରକାରଙ୍କୁ ଭର୍ତ୍ସନା କରନ୍ତି। ନବୀନଙ୍କ ବିରୋଧରେ କଟାକ୍ଷ କରନ୍ତି। ଏବେ କିନ୍ତୁ…

ଲିଙ୍ଗରାଜଙ୍କୁ ଦର୍ଶନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା

ଭୁବନେଶ୍ୱର, ୨୯।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଶନିବାର ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱରରେ ପହଞ୍ଚି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଜମି ରେକର୍ଡ ଡିଜିଟାଇଜ କରିବାରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର, ୨୯।୨(ବ୍ୟୁରୋ): ଜମିଜମା ରେକର୍ଡ ଡିଜିଟାଇଜିଂ କରିବା କ୍ଷେତ୍ରରେ ଓଡ଼ିଶା ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ନ୍ୟାଶନାଲ କାଉନ୍‌ସିଲ ଅଫ ଆପ୍ଲାଏଡ ଇକୋନୋମିକ୍ସ ରିସର୍ଚ୍ଚ(ଏନସିଏଇଆର) ଲ୍ୟାଣ୍ଡ ରେକର୍ଡସ ଆଣ୍ଡ ସର୍ଭିସ ଟ୍ୟାକ୍ସ ସର୍ଭିସେସ ଇଣ୍ଡେକ୍ସରୁ ଏହା ଜଣାପଡିଛି। ଏ କ୍ଷେତ୍ରରେ…

କିଚେନ୍‌ ଗାର୍ଡେନ୍‌ ବୁଲିଲେ ବିଦେଶୀ ନାଗରିକ

ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ୭ ଦେଶ ଫ୍ରାନ୍ସ, କେନିଆ, ଇକ୍ୱାଡାର, ଇଟାଲୀ, ସ୍ପେନ୍‌, ପର୍ତ୍ତୁଗାଲ୍‌ ଏବଂ ପୋଲାଣ୍ଡରୁ ୭ ଜଣ ବିଦେଶୀ ନାଗରିକ ଆସି ଶୁକ୍ରବାର ଭୁବନେଶ୍ୱରସ୍ଥ କିଚେନ୍‌ ଗାର୍ଡେନ ପରିଦର୍ଶନ କରିଛନ୍ତି। କିଚେନ୍‌ ଗାର୍ଡେନ ଏବେ ପ୍ରାକୃତିକ ଚାଷ ସଂକ୍ରାନ୍ତ…

ରାଜ୍ୟରେ କୁକୁଡ଼ା ଚାଷ ପ୍ରଭାବିତ

ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ଗତ ତିନିବର୍ଷ ହେଲା ରାଜ୍ୟର କୁକୁଡା ଚାଷ ଉପରେ ବାର୍ଡ ଫ୍ଲୁ ଦାଉ ସାଧୁଛି। ଏଥିଯୋଗୁ ଚାଷୀମାନେ ବ୍ୟାପକ କ୍ଷତି ସହୁଛନ୍ତି। ସୂଚନାନୁଯାୟୀ, ରାଜ୍ୟର ୪ ପ୍ରମୁଖ ଉପକୂୂଳବର୍ତ୍ତୀ ଜିଲା ଜଗତ୍‌ସିଂହପୁର, ପୁରୀ, କଟକ ଓ ଖୋର୍ଦ୍ଧାରେ…

ସପ୍ତାହରେ ଦିନଟିଏ ଖଦି

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଯୁବପିଢିଙ୍କୁ ଖଦି ପ୍ରତି ଆକର୍ଷିତ କରିବାକୁ ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ। ସପ୍ତାହରେ ଅନ୍ତତଃ ଗୋଟିଏ ଦିନ ଖଦି ପରିଧାନ କରିବା ପାଇଁ ବୋର୍ଡ ପକ୍ଷରୁ ଯୁବବର୍ଗଙ୍କୁ ନିବେଦନ କରାଯାଇଛି। ଏନେଇ…

ସୂର୍ଯ୍ୟମଣିଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୨୯।୨(ବ୍ୟୁରୋ): ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଲାଗି ଓଡ଼ିଶାର ସୂର୍ଯ୍ୟମଣି ବେହେରାଙ୍କୁ ମିଳିଛି ଜାତୀୟ ପୁରସ୍କାର। ଜାତୀୟ ବିଜ୍ଞାନ ଦିବସ ଅବସରରେ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଆୟୋଜିତ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଶାହା

ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶନିବାର ସକାଳ ୮ଟା ୧୦ରେ ଶାହା ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.କ୍ରିଷନ କୁମାର, ଜିଲାପାଳ ବଳଓ୍ବନ୍ତ ସିଂହ ପ୍ରମୁଖ ପ୍ରଶାସନୀକ ଅଧିକାରୀଙ୍କ ସମେତ…

ଏମ୍‌ଏମ୍‌ଡିଆର୍‌ ପରିବର୍ତ୍ତନ ଯୋଗୁ ଲାଭବାନ ହେବ ଓଡ଼ିଶା

ଭୁବନେଶ୍ୱର,୨୯।୨: କେନ୍ଦ୍ର ସରକାର ମାଇନ୍ସ ଆଣ୍ଡ ମିନେରାଲ ଡେଭଲପମେଣ୍ଟ ରେଗୁଲେଶନ ଆକ୍ଟ (ଏମ୍‌ଏମ୍‌ଡିଆର) ନିୟମରେ ପରିବର୍ତ୍ତନ କରିଥିବାରୁ ଓଡିଶା ବାର୍ଷିକ ପ୍ରାୟ ୨୦ ହଜାର କୋଟି ଟଙ୍କା ପାଇବ ବୋଲି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?