ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବେ
ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପୁରୀ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେଇ ଶୁକ୍ରବାର ରାତି ପ୍ରାୟ ୯ଟା ୧୦ରେ ଶାହା ପୁରୀରେ ପହଞ୍ଚତ୍ଥିଲେ । ତାଙ୍କୁ ଜିଲାପାଳ ବଲୱନ୍ତ ସିଂ, ଏସ୍ପି ଉମାଶଙ୍କର ଦାଶ ପ୍ରମୁଖ…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ: ଫେରାର ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୨୯।୨(ବ୍ୟୁରୋ): ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ଥିବା ଅଭିଯୁକ୍ତଙ୍କୁ ଇନଫୋସିଟି ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ କଳାରାହାଙ୍ଗ ଅଞ୍ଚଳର ଅଜୟ ମହାଭୋଇ। ସୂଚନା ମୁତାବକ, ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥବା ଗୋଲକପୁରୀ…
ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ପ୍ରସଙ୍ଗ
ପୁରୁଣା ଭୁବନେଶ୍ୱର, ୨୯।୨(ଡି.ଏନ.ଏ.): ମହାଶିବରାତ୍ରି ଯିବାର ପ୍ରଥମ ଶନିବାର ପରମ୍ପରା ଅନୁସାରେ ଠାକୁରଙ୍କ ହାଣ୍ଡିଭଙ୍ଗା ଯାତ୍ରା ଅନୁଷ୍ଟିତ ହେଉଥିଲା। ହେଲେ ୨୦୧୫ରୁ ଶ୍ରୀକପିଳେଶ୍ୱର ମନ୍ଦିରରେ ମଲିଆ ଏବଂ ଖୁଣ୍ଟିଆ ସେବାୟତଙ୍କ ବିବାଦ ଯୋଗୁ ୯ ଶହ ବର୍ଷର ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରାରେ…
ସିଫାରେ ଚାକିରି କରାଇଦେବାକୁ କହି ୩ ଲକ୍ଷ ଠକେଇ
ପୁରୁଣା ଭୁବନେଶ୍ୱର, ୨୯।୨ (ଡି.ଏନ.ଏ.): ମାଟ୍ରିକ ଯାଏ ପଢିଥିଲେ ପାଠ। ପାଖରେ ସମ୍ବଳ ନ ଥିବାରୁ ଆଉ ପଢି ପାରିଲେନି। ସେତିକିରେ ସନ୍ତୁଷ୍ଟ ହେବାକୁ ପଡିଲା। ପରିବାର ପ୍ରତି ପୋଷଣ ପାଇଁ ଖବରକାଗଜ ବିକ୍ରି କରିବାକୁ ଆଗେଇ ଆସିଥିଲେ ବାବୁଲି ପୃଷ୍ଟି।…
ବିଏସ୍ସିଏଲ୍କୁ ସ୍ମାର୍ଟସିଟି ସଶକ୍ତୀକରଣ ପୁରସ୍କାର
ଭୁବନେଶ୍ୱର, ୨୯।୨(ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ (ବିଏସ୍ସିଏଲ)କୁ ସ୍ମାର୍ଟସିଟି ସଶକ୍ତୀକରଣ ପୁରସ୍କାର-୨୦୨୦ ସମ୍ମାନ ମିଳିଛି। ଶୁକ୍ରବାର ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ କେନ୍ଦ୍ର ଗୃହ ଓ ନଗର ଉନ୍ନୟନ ବ୍ୟାପାର ମନ୍ତ୍ରୀ ହରଦୀପ ସିଂ ଭୁବନେଶ୍ୱର ସହରରେ ବନ୍ୟା…
ଦୋକାନୀ-ଉଚ୍ଛେଦକାରୀ ଦଳର ଖଣ୍ଡଯୁଦ୍ଧ
ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ଜବରଦଖଲ ବଢ଼ିଚାଲୁଥିବା ବେଳେ ଜବରଦଖଲକାରୀଙ୍କ ଦାଦାଗିରି ମଧ୍ୟ ବହୁ ପରିମାଣରେ ବୃଦ୍ଧି ପାଉଛି। ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପାଇଁ ବିଭିନ୍ନ ସମୟରେ ପଦକ୍ଷେପ ନିଆଯାଉଛି। ହେଲେ ଏବେ ଜବରଦଖଲକାରୀଙ୍କ ଦାଦାଗିରି ଚରମସୀମାରେ…
ନ୍ୟାୟ ପାଇଁ ପୀଡ଼ିତା ହାଇକୋର୍ଟଙ୍କ ଦ୍ୱାରସ୍ଥ
ଭୁବନେଶ୍ୱର,୨୯।୨ (ବ୍ୟୁରୋ): ଜଣେ ଶିକ୍ଷକଙ୍କୁ କେତେକ ଲୋକ ଲଣ୍ଡା କରିବା ସହ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀଙ୍କୁ ଉଲଗ୍ନ କରି ବୁଲାଇଲେ। ଏପରି କି ଏହାର ଭିଡିଓ ମୋବାଇଲ୍ରେ ରେକର୍ଡିଂ କରି ଭାଇରାଲ କଲେ। ଏ ନେଇ ଶିକ୍ଷୟିତ୍ରୀ ଜଣକ ମଞ୍ଚେଶ୍ୱର ଥାନାରେ…
ବାଙ୍କୀ ଡବଲ ମର୍ଡର ଘଟଣା: ଆଜି ବାଙ୍କୀ ନିର୍ବାଚନମଣ୍ଡଳୀ ବନ୍ଦ କରିବ କଂଗ୍ରେସ
ବାରଙ୍ଗ,୨୯।୨ (ଡି.ଏନ.ଏ): ବାଙ୍କୀରେ ହୋଇଥିବା ଡବଲମର୍ଡର ଘଟଣାରେ ପୋଲିସ କେତେଜଣଙ୍କୁ ଗିରଫ କରିଥିବାବେଳେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଚାହୁଁ ନାହିଁ। ରାଜନୈତିକ କାରଣ ସହ ରାଜନୀତି ଲୋକମାନଙ୍କର ସମ୍ପୃକ୍ତି ଏହି ହତ୍ୟାକାଣ୍ଡ ପରେ ରହିଛିି ବୋଲି ବାଙ୍କୀର ପୂର୍ବତନ…
ଟ୍ରେଡ୍ ଲାଇସେନ୍ସ ପାଇଁ ବିଏମ୍ସିର ଚଢ଼ାଉ: ୧.୨୨ଲକ୍ଷ ଟଙ୍କା ଜରିମାନା ଆଦାୟ
ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ରାଜସ୍ବ ଆଦାୟର ସମସ୍ତ ଦିଗ ପ୍ରତି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କଡ଼ା ନଜର ରଖିଛି। ଏବେ ଟ୍ରେଡ଼୍ ଲାଇସେନ୍ସ ଜନିତ ରାଜସ୍ବକୁ ଗୁରୁତ୍ୱ ଦିଆଯାଇଛି। ଗତ ତିନି ଦିନ ଧରି ବିଏମ୍ସି ପକ୍ଷରୁ ଉତ୍ତର ଜୋନ୍ରେ…
ଏପ୍ରିଲ ୮ରୁ ଓଡ଼ିଶା ଅଳଙ୍କାର ପ୍ରଦର୍ଶନୀ
ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ଓଡ଼ିଶା ଜୁଏଲରୀ ଆସୋସିଏଶନ୍ (ଓଜେଏ) ଓ କେଏନ୍ସି ସର୍ଭିସ୍ର ମିଳିତ ଆନୁକୂଲ୍ୟରେ ପ୍ରଥମ ଥର ପାଇଁ ଓଡ଼ିଶା ଅଳଙ୍କାର ପ୍ରଦର୍ଶନୀ ଆୟୋଜିତ ହେବ। ଏପ୍ରିଲ ୮ ଓ ୯ରେ ଏହା ଭୁବନେଶ୍ୱରର ଏକ ହୋଟେଲରେ ଅନୁଷ୍ଠିତ ହେବ।…
୬ମାସ ଘୁଞ୍ଚିଲା ଇ-ବସ୍ ଚଳାଚଳ
ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ଆସନ୍ତା ମାର୍ଚ୍ଚ ମାସ ଶେଷ ସୁଦ୍ଧା ଭୁବନେଶ୍ୱରରେ ଚଳାଚଳ କରିଥାନ୍ତା ଇ-ବସ୍। ହେଲେ ଏବେ ସେହି ଆଶା ମଉଳି ଯାଇଛି। ଚାଇନାରେ ନିର୍ମିତ ହେଉଥିବା ଇ-ବସ୍ର ଉପକରଣ ଆସିପାରୁ ନ ଥିବାରୁ ଇ-ବସ୍ ଚଳାଚଳ କରିବାରେ ଆହୁରି…
ଖାଉଟିଙ୍କ ପାଇଁ ଧାର୍ଯ୍ୟ ହେବ ଅଣ୍ଡା ଦର
ଭୁବନେଶ୍ୱର, ୨୯।୨(ବ୍ୟୁରୋ): ଏଣିକି ଖାଉଟିଙ୍କ ପାଇଁ ଅଣ୍ଡା ଦର ଧାର୍ଯ୍ୟ କରାଯିବ। ଖାଉଟି ଅଣ୍ଡା ଚାଷୀଙ୍କ ବିକ୍ରି ଦର ମଧ୍ୟ ଜାଣିପାରିବେ। ଚାଷୀ କେତେ ଟଙ୍କାରେ ବ୍ୟବସାୟୀଙ୍କୁ ଦେଉଛନ୍ତି ଏବଂ ଖାଉଟି କେତେ ଟଙ୍କାରେ ଅଣ୍ଡା ପାଇବେ ତାହା ବିସ୍ତୃତ ଭାବେ…

