ମେଟ୍ରୋ

ଅଯୋଧ୍ୟା ରାୟକୁ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ବିରୋଧ: ‘ସୁପ୍ରିମକୋର୍ଟଙ୍କ ରାୟ ଦେଶ ପାଇଁ ବିପଜ୍ଜନକ’

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ):  ବହୁଚର୍ଚ୍ଚିତ ଅଯୋଧ୍ୟା ବିବାଦର ସୁପ୍ରିମକୋର୍ଟଙ୍କ ରାୟ ଉପରେ ସୋମବାର ପ୍ରଥମଥର ପାଇଁ ମନ୍ତବ୍ୟ ରଖିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ। ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ଏହା ଦେଶ ପାଇଁ ବିପଜ୍ଜନକ ହେବ ଏବଂ ଅଶାନ୍ତି ସୃଷ୍ଟି...

ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଦେଖିଲେ ଭକ୍ତ

ପୁରୀ ଅଫିସ,୧୨ା୧୧: କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ସୋମବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି। ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ଜମିଥିଲା। ପ୍ରାତଃରେ ଠାକୁରଙ୍କ ଅବକାଶ ନୀତି ପରେ ଏହି ବେଶ କରାଯାଇଥିଲା।...

ବୁଲ୍‌ବୁଲ୍‌ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲା ଭାଜପା ପ୍ରତିନିଧିମଣ୍ଡଳୀ:

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର, ମୟୂରଭଞ୍ଜ ଆଦି ୬ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ଆକଳନ ଅନୁଯାୟୀ ଏହି ସବୁ ଜିଲାରେ ପ୍ରାୟ ୩ ଲକ୍ଷ ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି।...

ମିସ୍‌ ଇଣ୍ଡିଆ’ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତା: ଫାଇନାଲରେ ଓଡ଼ିଆ ଝିଅ ପ୍ରତୀକ୍ଷା

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ): ‘ମିସ୍‌ ଇଣ୍ଡିଆ’ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତା ଗ୍ରାଣ୍ଡ୍‌ ଫିନାଲେରେ ରହିଛନ୍ତି ଓଡ଼ିଆ ଝିଅ। ଇଣ୍ଡୋନେସିଆର ଜାକର୍ତ୍ତାଠାରେ ହେଉଥିବା ଏହି ପ୍ରତିଯୋଗିତାର ଫାଇନାଲିଷ୍ଟ ହୋଇପାରିଛନ୍ତି ପ୍ରତୀକ୍ଷା ମିଶ୍ର। ଇଣ୍ଡିଆନ୍‌ ଫ୍ୟାଶନ୍‌ ଫିଏଷ୍ଟା ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାରେ ପ୍ରତୀକ୍ଷା ଭିନ୍ନ...

ଆଜି କାର୍ତ୍ତିକ ପୂର୍ଣ୍ଣିମା

ପୁରୀ ଅଫିସ, ୧୨ା୧୧: ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରତ୍ନସିଂହାସନରେ ଠାକୁରମାନଙ୍କ ଦୁଲର୍‌ଲଭ ସୁନାବେଶ ଦର୍ଶନ...

ପୁଅ ଅଙ୍ଗ ଦାନକରି ଉଦାହରଣ ପାଲଟିଲେ ମାତାପିତା: ମୁଖ୍ୟମନ୍ତ୍ରୀ ଘୋଷଣା କଲେ ୫ ଲକ୍ଷ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ମାତାପିତାଙ୍କ ପାଇଁ ସେମାନଙ୍କ ପିଲା ସବୁକିଛି। ଜୀବନର ସମସ୍ତ ଦୁଃଖକଷ୍ଟ ସହି ନିଜ ସନ୍ତାନସନ୍ତତିଙ୍କୁ ବଢ଼ାଇବା ସହ ସେମାନଙ୍କ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତର ସ୍ବପ୍ନ ଦେଖିଥାଆନ୍ତି। ଯଦି ମାତାପିତାଙ୍କ ଆଗରେ ପିଲାର ମୃତ୍ୟୁ ହୁଏ, ତେବେ ଏହାଠୁ...

ଓଡ଼ିଶାକୁ ଆଇଏମ୍‌ଏଫ୍‌ ଟିମ୍‌ର ପ୍ରଶଂସା: ‘ରାଜ୍ୟର ଆର୍ଥିକ ସଂସ୍କାର ବିକାଶମୂଳକ’

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଓଡ଼ିଶାର ଆର୍ଥିକ ସଂସ୍କାର ଦିଗ ଠିକ୍‌ ଏବଂ ବିକାଶମୂଳକ ବୋଲି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌) ଟିମ୍‌ ମତ ରଖିଛନ୍ତି। ସୋମବାର ରାଜ୍ୟ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସରକାରୀ ପାଣ୍ଠି ପରିଚାଳନା(ପିଏଫ୍‌ଏମ୍‌)...

ଆକାଶମାର୍ଗରୁ ବୁଲ୍‌ବୁଲ୍‌ ପ୍ରଭାବିତ ଅଞ୍ଚଳ ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିପୂରଣ ପ୍ୟାକେଜ୍‌ ଘୋଷିତ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ’ ପ୍ରଭାବରେ ଉପକୂଳ ଓଡ଼ିଶାର ୬ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଘରଦ୍ୱାର ଭାଙ୍ଗିବା ସହ ଲକ୍ଷ ଲକ୍ଷ ହେକ୍ଟର ଜମିରେ ଫସଲ ଉଜୁଡ଼ି ଯାଇଛି। ଧାନ, ବିରି, ମୁଗ ଓ ପରିବା ଫସଲ ନଷ୍ଟ ହୋଇଛି।...

ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ

ସାକ୍ଷୀଗୋପାଳ,୧୧।୧୧(ଡି.ଏନ.ଏ): ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଯୋଜନା କିଭଳି କର୍ଯ୍ୟକାରୀ ହେଉଛି ସେ ନେଇ ଶିଶୁ, ଅଭିଭାବକ, ଯାଞ୍ଚ...

ଖୁବ୍‌ଶୀଘ୍ର ବିଏମ୍‌ସି ବାଣ୍ଟିବ ସ୍ମାର୍ଟ କିଓସ୍କୋ

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ସ୍ମାର୍ଟସିଟି ଲିମିଟେଡ୍‌ ପକ୍ଷରୁ ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ ଯାଏ ନିର୍ମାଣ ହୋଇଥିବା ସ୍ମାର୍ଟ ଭେଣ୍ଡିଂ ଜୋନ୍‌ ବିଏମ୍‌ସିକୁ ହସ୍ତାନ୍ତର ହୋଇସାରିଛି। ସେଥିରେ ଥିବା ୧୫୦ଟି ସ୍ମାର୍ଟ କିଓସ୍କୋକୁ ଖୁବ୍‌ଶୀଘ୍ର ବ୍ୟବସାୟୀମାନଙ୍କୁ ବଣ୍ଟାଯିବ। ଏନେଇ ବିଏମ୍‌ସି ପକ୍ଷରୁ ସୋମବାର ପ୍ରକୃତ...

କଲେଜ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ :ଜେଲ ଗଲେ ଅଭିଯୁକ୍ତ ବଙ୍ଗୀୟ ରଙ୍ଗ ମିସ୍ତ୍ରି

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ): କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୁକ୍ତ ରଙ୍ଗ ମିସ୍ତ୍ରିଙ୍କୁ ପୋଲିସ ଗିରଫ କର ସୋମବାର କୋର୍ଟଚାଲାଣ କରିଛି। ସେ ହେଲେ ପଶ୍ଚିମବଙ୍ଗର ଅଜୟ ବାଗ। ଜାମିନ ଆବେଦନ ଖାରଜ ହେବାରୁ...

ଧାନ ଫସଲ ଅନୁଧ୍ୟାନ କଲେ କୃଷି ବୈଜ୍ଞାନିକ, ଅଧିକାରୀ

ନିମାପଡ଼ା,୧୨ା୧୧(ଡି.ଏନ୍‌.ଏ) ପୁରୀ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଓ ଜିଲା କୃଷି ବିଭାଗର ଅଧିକାରୀମାନେ ସୋମବାର ନିମାପଡ଼ାର ରେଞ୍ଚ ଶାସନ, ହରିପୁର, ଭୋଗଶାଳଦା, ନୁଆରକିରି ଆଦି ଅଞ୍ଚଳରେ ଧାନ କ୍ଷେତ ପରିଦର୍ଶନ ସହ ସମୀକ୍ଷା କରିଥିଲେ। ଧାନରେ ଚକଡ଼ା ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri