ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ, ଜଳିଗଲା ଘର
ବାଲିପାଟଣା,୧୨ା୧୧(ଡି.ଏନ୍.ଏ) ବାଲିପାଟଣା ବ୍ଲକ ଅନ୍ତର୍ଗତ ନରଦା ବସ୍ତିରେ ରବିବାର ଗ୍ୟାସ ଟାଙ୍କିରେ ନିଅଁା ଲାଗି ଫାଟିଯିବାରୁ ମିର୍ ତୟୋବ ଅଲ୍ଲୀଙ୍କ ଘର ଜଳିଯାଇଛି। ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡିଛି। ସୂଚନା ଅନୁଯାୟୀ, ରବିବାର ରାତିରେ ମିର୍...
ଆଜିଠୁ ବାଲିଯାତ୍ରା
କଟକ ଅଫିସ, ୧୨ା୧୧: ମଙ୍ଗଳବାରଠାରୁ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା। ଏହାକୁ ନେଲ ଚଳଚଞ୍ଚଳ ହୋଇଉଠିଛି କଟକ ସହର। ପଡିଆର ଉଭୟ ପଟେ ପାଖାପାଖି ୯ଟି ଦୋଳି ପଡିଛି। ସୋମବାର ବାଲିଯାତ୍ରା ପଡିଆରେ ବିଦ୍ୟୁତ୍ ସଂଯୋଗ କରାଯାଇଥିବାବେଳେ ମୁଖ୍ୟ...
ଶ୍ରୀ ଲିଙ୍ଗରାଜ ମନ୍ଦିର ପୂର୍ଣ୍ଣମୀ ପାଇଁ ଫୁଲ ସଜାଇଲେ ଭକ୍ତ
ପୁରୁଣା ଭୁବନେଶ୍ୱର,୧୨ା୧୧(ଡି.ଏନ୍.ଏ.): କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ହଜାର ହଜାର ଭକ୍ତଙ୍କ ସମାଗମ ହେବ। ଏକମାସ ଧରି ବ୍ରତ ରଖିଥିବା ହବିଷ୍ୟାଳିମାନେ ଶ୍ରୀ ଲିଙ୍ଗରାଜଙ୍କ ରାଇ ଦାମୋଦର ବେଶ ଦର୍ଶନ ସହ ବ୍ରତ ସମାପନ କରିଥାନ୍ତି। ଏହି ଅବସରରେ...
ରାଜଧାନୀ ରାସ୍ତା ମରଣଯନ୍ତା: ଓଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ରାଜଧାନୀର ଅନେକ ରାସ୍ତା ଏବେ ମରଣାଯନ୍ତା ପାଲଟିଛି। ସାମାନ୍ୟ ବର୍ଷା ହେଲେ ଆବର୍ଜନା ପାଣି ଜମି ରହୁଛି। ସେହିଭଳି ରାସ୍ତା ପାର୍ଶ୍ୱରେ ବେଆଇ ପାର୍କିଂ ହେଉଥିବାରୁ ସହରବାସୀ ହଟହଟା ହେବା ସହ ଦୁର୍ଘଟଣାର ଶିକାର ହେଉଛନ୍ତି। ଏ...
ରାଜଧାନୀରେ ବାଲିଯାତ୍ରା ପାଇଁ ଟ୍ରାଫିକ କଟକଣା
ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ମଞ୍ଚେଶ୍ୱର ଥାନା ଅଧୀନ ଜରିପାଟଣା ଗ୍ରାମ ପାର୍ଶ୍ୱରେ ଥିବା କୁଆଖାଇ ନଦୀପଠାରେ ମଙ୍ଗଳବାରଠାରୁ ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ବାଲିଯାତ୍ରା ଅନୁଷ୍ଠିତ ହେବ। ଏନେଇ ଅପରାହ୍ନ ୩ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଟ୍ରାଫିକ୍ ନିୟନ୍ତ୍ରଣ ଓ ସର୍ବସାଧାରଣଙ୍କ...
୧୩ରୁ ବିଧାନସଭାର ଶୀତକାଳୀନ ଅଧିବେଶନ: ଏଥର ରହିଛି ୩୦ଟି କାର୍ଯ୍ୟଦିବସ
ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ପ୍ରଥମ ଦିନରେ ୨୦୧୯-୨୦ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଆଗତ ହେବାର ରହିଛି। ଡିସେମ୍ବର ୧୯ ଯାଏ ଏହି ଅଧିବେଶନ ଚାଲିବ। ଏଥର ଶୀତଅଧିବେଶନରେ ମୋଟ...
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା : ୪ବର୍ଷ ପରେ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଜଣେ ନାବାଳିକାଙ୍କୁ ଅପହରଣ କରିବା ପରେ ବଳାତ୍କାର କରିବା ମାମଲାର ୪ବର୍ଷ ପରେ ନୟାପଲ୍ଲୀ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ୟୁନିଟ୍-୮ କ୍ୟାରମ୍ଫିଲ୍ଡ ବସ୍ତିର ଗଣେଶ ସେଠୀ(୨୨)। ତାଙ୍କୁ ପଚରାଉଚରା ପରେ କୋର୍ଟଚାଲାଣ...
ନିଶା ଖାଇବାକୁ ଟଙ୍କା ମିଳିଲାନି: ମାଆଙ୍କୁ ମାଡ଼ମାରି ଜେଲ ଗଲେ ପୁଅ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ନିଶା ଖାଇବାକୁ ଟଙ୍କା ନ ଦେବାରୁ ମାଆଙ୍କୁ ମାଡ଼ ମାରିଛନ୍ତି ପୁଅ। କ୍ୟାପିଟାଲ ଥାନା ପୋଲିସ ଏହି ଅଭିଯୁକ୍ତ ପୁଅଙ୍କୁ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ସଡକ ବସ୍ତି ଅଞ୍ଚଳରେ ରହୁଥିବା ଦିଲୀପ ନାୟକ...
ଚାକିରି ନାଁରେ ୩୦ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ : ଭୁବନେଶ୍ୱରରୁ ଅଭିଯୁକ୍ତଙ୍କୁ ଉଠାଇନେଲା ନବରଙ୍ଗପୁର ପୋଲିସ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଚାକିରି ଦେବା ନଁାରେ ବହୁ ଯୁବକଙ୍କଠାରୁ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଥିବା ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଉଠାଇ ନେଇଛି ନବରଙ୍ଗପୁର ପୋଲିସ। ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ଜିଲାର ଉମେଶ ମିଶ୍ର। ସେ ଇନ୍ଫୋସିଟି...
ଶ୍ରୀଲିଙ୍ଗରାଜଙ୍କ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ
ପୁରୁଣା ଭୁବନେଶ୍ୱର,୧୧।୧୧(ଡି.ଏନ.ଏ.) : ଆସନ୍ତା ୧୨ ତାରିଖରେ କାର୍ତ୍ତିକ ପୂର୍ଣ୍ଣିମା ଲାଗି ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତି ନିର୍ଘଣ୍ଟ କରାଯାଇଛି। ଶ୍ରୀଜୀଉଙ୍କ ଦର୍ଶନ ନିମନ୍ତେ ପୂର୍ବାହ୍ନରେ ବହୁ ଯାତ୍ରୀଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଶୃଙ୍ଖଳିତ କରିବା ଲାଗି ପୂର୍ଣ୍ଣିମାର...
ବିଳମ୍ବିତ ରାତିରେ ଆତଙ୍କ ଖେଳାଇଲେ ୫ ଯୁବକ : ବାର୍ରେ ପଶି ଆକ୍ରମଣ, ବାର୍ ଡ୍ୟାନ୍ସରଙ୍କୁ ପିଛା କରି ଲୁଟିଲେ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଶନିବାର ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଛକରୁ ସତ୍ୟବିହାର ପର୍ଯ୍ୟନ୍ତ ଆତଙ୍କ ଖେଳାଇଥିଲେ ୫ଜଣ ଯୁବକ। ପ୍ରଥମେ କଟକ ରୋଡ୍ରେ ଥିବା ରେନ୍ ଦି କ୍ଲବ୍ ବାର୍ରେ ପଶି ବାଉନ୍ସରଙ୍କୁ ଆକ୍ରମଣ କରିବା ସହ ଭଙ୍ଗାରୁଜା କରିଥିଲେ। ଏହାକୁ...
ଚଳନ୍ତା କାରରେ ବଳାତ୍କାର ଘଟଣା : ଧାର ଟଙ୍କାକୁ ନେଇ ଯୁବତୀ ରଚିଥିଲେ ନାଟକ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଚଳନ୍ତା କାର୍ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେବା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଧାର ଟଙ୍କା ପାଇଁ ଯୁବତୀ ଜଣକ ଏଭଳି ନାଟକ ରଚିଥିବା ପୋଲିସ ତଦନ୍ତରୁ ଜାଣିପାରିଛି। ମେଡିକାଲ ରିପୋର୍ଟ ଆଧାରରେ ଯୁବତୀଙ୍କୁ ବଳାତ୍କାର କରାଯାଇ...
Archives


