ମେଟ୍ରୋ

ଦୁଇ ଭଉଣୀଙ୍କୁ ନୟାପଲ୍ଲୀ ଥାନାରେ ନିସ୍ତୁକ ମାଡ଼ ମାମଲା: ୫୦ ହଜାର ଲେଖାଏ କ୍ଷତିପୂରଣ ଦେବାକୁ ଗୃହ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରା ସାହିର ଦୁଇଉଭଣୀ ଗାୟତ୍ରୀ ଓ ଇତିଶ୍ରୀ ମଲିକଙ୍କୁ ପୋଲିସ ଉଠାଇ ନେଇ ଥାନାରେ ନିସ୍ତୁକ ମାଡ଼ ମାରିଥିଲା। ଏହି ମାମଲାର ଶୁଣାଣି କରି ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ଗୁରୁବାର ପୀଡିତା ଦୁଇ…

ଡ୍ୟାନ୍ସ କ୍ଲାସରେ ପଶି ଆତଙ୍କ: କର୍ମଚାରୀଙ୍କୁ ମାଡ଼, ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଗ୍ରୁପ ଡ୍ୟାନ୍ସ କ୍ଲାସର ମାଲିକିଆଣୀଙ୍କୁ ଗାଳିଗୁଲଜ ଓ ସଂସ୍ଥାର ଜଣେ କର୍ମଚାରୀଙ୍କୁ ବୁଧବାର ୨ ଜଣ ଯୁବକ ମାଡ଼ ମାରିଥିଲେ। ସେମାନଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ଏହି ଥାନା ଅନ୍ତର୍ଗତ…

ବିଏମ୍‌ସି କମିଶନରଙ୍କ ଅଚାନକ ସହର ପରିମଳ ବ୍ୟବସ୍ଥା ଯାଞ୍ଚ: ସ୍ବଚ୍ଛତା ନ ରଖିଲେ ଭଙ୍ଗାହେବ ଦୋକାନ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ସହରକୁ ପରିଷ୍କାର, ସ୍ବଚ୍ଛତା ରଖ, ଦୋକାନ ସାମ୍ନାରେ ଡଷ୍ଟବିନ୍‌ ରଖ। ଲୋକଙ୍କୁ ସେଥିରେ ବ୍ୟବହୃତ ସାମଗ୍ରୀ ପକାଇବା ପାଇଁ କୁହ ନଚେତ୍‌ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଫାଇନ୍‌ କାଟିବ। ଆବଶ୍ୟକ ପଡ଼ିଲେ ଦୋକାନକୁ ଭଙ୍ଗାଯିବ ବୋଲି ବିଏମ୍‌ସି କମିଶନର…

ନିଶାରେ ଠେଙ୍ଗାରେ ପିଟି ବାପାଙ୍କୁ ହତ୍ୟା ଘଟଣା: ଜେଲ ଗଲେ ଅଭିଯୁକ୍ତ ପୁଅ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ମଦ ନିଶାରେ ବାପାଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ପୁଅଙ୍କୁ ଗୁରୁବାର ଜେଲ ପଠାଇ ଦିଆଯାଇଛି। ସେ ହେଲେ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାର ସାହୁ କଲୋନୀରେ ରହୁଥିବା କୁନା ସ୍ବାଇଁ(୨୦)। କୁନାଙ୍କ ଘର ଗଞ୍ଜାମ ଜିଲା…

ଦରମା ନ ପାଇ ଭିକ୍ଷା ମାଗିଲେ ଶିକ୍ଷୟିତ୍ରୀ

ଭୁବନେଶ୍ୱର,୨୮।୨ (ବ୍ୟୁରୋ): ଶିକ୍ଷାର ଆଲୋକ ଦେଖାଇ ପିଲାଙ୍କ ଭବିଷ୍ୟତ ଗଢୁଥିବା ଜଣେ ଶିକ୍ଷୟିତ୍ରୀ ଗୁରୁବାର ରାଜଧାନୀର ରାସ୍ତାରେ ଭିକ୍ଷା ମାଗୁଥିବା ଦେଖିବାକୁ ମିଳିଥିଲା। ସେ ହେଲେ ଅନୁଗୋଳ ମ୍ୟୁନିସିପାଲିଟି ସ୍କୁଲ ଶିକ୍ଷୟିତ୍ରୀ ଅନୁପମା ବିଶ୍ୱାଳ। ଅନୁପମା ଅଢେଇ ବର୍ଷ ହେବ ଦରମା…

ଗଞ୍ଜେଇ ମାଫିଆଙ୍କ ଅଭିନବ ଉପାୟ : କଦଳୀ ଟ୍ରକ୍‌ରୁ ୨.୫ କୋଟିର ଗଞ୍ଜେଇ ଜବତ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ବେପାରୀମାନେ ଏବେ ବେଶ୍‌ ସକ୍ରୀୟ। ଦିନକୁ ଦିନ ଅଭିନବ ଉପାୟ ଅବଲମ୍ବନ କରି କୋଟିକୋଟି ଟଙ୍କାର ଗଞ୍ଜେଇ ଚାଲାଣ କରୁଛନ୍ତି। କେତେବେଳେ କାର୍‌ ଡିକିରେ ତ’ ଆଉ କେତେବେଳେ କାର୍‌ର ସିଟ୍‌ ତଳେ ରଖି ଗୋଟେ ସ୍ଥାନରୁ…

ଟ୍ରେନ୍‌ରେ ଯାତ୍ରୀଙ୍କୁ ଠେଲିଦେବାକୁ କିନ୍ନରଙ୍କ ଉଦ୍ୟମ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଯାତ୍ରୀଙ୍କ ସୁରକ୍ଷା ପାଇଁ ଟ୍ରେନ୍‌ରେ ଟଙ୍କା ମାଗିବାକୁ କିନ୍ନରମାନଙ୍କୁ ବାରଣ କରାଯାଇଛି। ସେମାନେ ଯେପରି ଷ୍ଟେଶନ ନ ମାଡ଼ନ୍ତି ସେଥିଲାଗି ରେଳ ସୁରକ୍ଷା ବଳ (ଆର୍‌ପିଏଫ) ଓ ଜେନେରାଲ ରେଲ୍‌ଓ୍ବେ ପୋଲିସ (ଜିଆର୍‌ପି) ପକ୍ଷରୁ କଟକଣା ଲାଗୁ କରାଯିବା ସହ…

ଫ୍ଲାଟ୍‌ ମିଳୁନି, ଚିନ୍ତା ବଢ଼ାଇଛି ଋଣ ବୋଝ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜଧାନୀରେ ଜାଗାଟିଏ ପାଇବା, ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ। ଲୋକଙ୍କ ଏଭଳି ମାନସିକତାକୁ ନେଇ ଖେଳ ଖେଳୁଛନ୍ତି କେତେକ ରିୟଲ ଇଷ୍ଟେଟ୍‌ ସଂସ୍ଥା, ବିଲ୍ଡର ଓ ଦଲାଲ। ଲୋଭନୀୟ ସ୍କିମ୍‌ ମାଧ୍ୟମରେ ଜମି ବା ଘର ଯୋଗାଇ ଦେବାକୁ କହି…

ବିଭିନ୍ନ ଧର୍ମର ତୀର୍ଥସ୍ଥଳୀ ବିକାଶ ପାଇଁ ୨୩ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ଧର୍ମର ୨୩ଟି ତୀର୍ଥସ୍ଥଳୀର ବିକାଶ ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୩ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥ ସ୍ପେଶାଲ ପ୍ରୋବ୍ଲେମ ଫଣ୍ଡରୁ ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ…

ଓଟିଡିସି ଆରମ୍ଭ କଲା ‘ଗୋ ଗ୍ଲୋବାଲ’

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟ ପର୍ଯ୍ୟଟନକୁ ଆଉପାଦେ ଆଗକୁ ନେବାକୁ ପଦକ୍ଷେପ ନେଇଛି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି)। ଡେଷ୍ଟିନେଶନ ଓ୍ବେଡିଂ ପ୍ୟାକେଜ୍‌ ପରେ ପ୍ରଥମଥର ଲାଗି ଓଟିଡିସି ପକ୍ଷରୁ ବିଦେଶ ଭ୍ରମଣ ପ୍ୟାକେଜ୍‌ ‘ଗୋ ଗ୍ଲୋବାଲ’ର ଶୁଭାରମ୍ଭ କରାଯାଇଛି। ଥାଇଲାଣ୍ଡ, ମାଲେସିଆ, ସିଙ୍ଗାପୁର,…

ଚତୁର୍ଥ ଆସନ କାହାର

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଦେଶର ୫୫ ରାଜ୍ୟ ସଭା ଆସନ ପାଇଁ ମାର୍ଚ୍ଚ ୨୬ ତାରିଖରେ ନିର୍ବାଚନ ହେବ। ଏଥିଲାଗି ଆସନ୍ତା ୬ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଏହି କ୍ରମରେ ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ।…

ସମଲେଶ୍ୱରୀଙ୍କ ପୀଠରେ ଖୁବ୍‌ଶୀଘ୍ର ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’

ଭୁବନେଶ୍ୱର,୨୮|୨(ବ୍ୟୁରୋ): ଆଧ୍ୟାତ୍ମିକ ପର୍ଯ୍ୟଟନକୁ ଗୁରୁତ୍ୱ ଦେଇ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର। ଏଥିପାଇଁ ରାଜ୍ୟରେ ଥିବା ପ୍ରମୁଖ ଧାର୍ମିକ ପର୍ଯ୍ୟଟନସ୍ଥଳୀର ଭିତ୍ତିଭୂମି ବିକାଶକୁ ପ୍ରାଥମିକତା ଦିଆଯାଇଛି। ପୁରୀ ଶ୍ରୀମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?