ମେଟ୍ରୋ

ଓଡ଼ିଶାର ଶିରିଷ ଚନ୍ଦ୍ର ମୁର୍ମୁ RBI ଡେପୁଟି ଗଭର୍ଣ୍ଣର ନିଯୁକ୍ତ; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୯।୯: କେନ୍ଦ୍ର ସରକାର ଓଡ଼ିଶାର ଶିରିଷ ଚନ୍ଦ୍ର ମୁର୍ମୁଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି। ମନ୍ତ୍ରୀମଣ୍ଡଳର ନିଯୁକ୍ତି କମିଟି ତାଙ୍କୁ ୯ ଅକ୍ଟୋବର କିମ୍ବା ତା’ପରେ ଯୋଗଦେବା ତାରିଖଠାରୁ ତିନି ବର୍ଷ ପାଇଁ ଏହି…

ରାଜଧାନୀରେ ଚାଞ୍ଚଲ୍ୟ: ଫୁଲ ତୋଳାକୁ ନେଇ ମହିଳାଙ୍କୁ କଷିଦେଲେ ବିଧା ଗୋଇଠା

ଭୁବନେଶ୍ବର,୨୯।୯: ରାଜଧାନୀ ଭୁବନେଶ୍ୱର ଜିଜିପି କଲୋନୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଫୁଲ ତୋଳାକୁ ନେଇ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ଦୁର୍ବୃତ୍ତମାନେ ମହିଳାଙ୍କୁ ତଳେ ପକାଇ ବିଧା ଗୋଇଠା ମାଡ଼ ମାରିଥିଲେ। ଏନେଇ ମହିଳା ଜଣକ ମଞ୍ଚେଶ୍ବର…

କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଘଟଗାଁ ତାରିଣୀ ପୀଠ ପାଇଁ…

ଭୁବନେଶ୍ୱର,୨୯।୯: ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ସେଗୁଡିକ ହେଲା-ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬, କାରଖାନା ୧୯୪୮ର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ୪ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୯।୯: ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ , କାରଖାନା ୧୯୪୮ର ସଂଶୋଧନ ଆଇନ ପାରିତ ହୋଇଛି।…

ମୁଖ୍ୟମନ୍ତ୍ରୀଙ୍କ ଘରେ ଗୋବିନ୍ଦଙ୍କ ପରିବାର: କଲେ ଏଭଳି ଦାବି…

ଭୁବନେଶ୍ୱର,୨୮।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ରବିବାର ଗୋବିନ୍ଦ ସାହୁଙ୍କ ପରିବାର ଲୋକେ ପହଞ୍ଚିଥିଲେ। ଏହି ଅବସରରେ ଗୋବିନ୍ଦଙ୍କ ପରିବାର ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଗୋବିନ୍ଦଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ କରିବାକୁ ଦାବି କରିଥିଲେ। ମମିତା ମେହେର…

ପ୍ରଶାସନିକ ସେବା ପରୀକ୍ଷାରେ କିସ୍‌ର ୨ଜଣ କୃତକାର୍ଯ୍ୟ

ଭୁବନେଶ୍ୱର,୨୮।୯(ଅନୁରାଧା ମହାରଣା): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ପ୍ରଶାସନିକ ସେବା ପରୀକ୍ଷାରେ କିସ୍‌ର ୨ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ସେମାନେ ହେଲେ ପ୍ରଦୀପ କୁମାର ଭତ୍ରା ଓ ପୁଷ୍ପରାଣୀ କୁଜୁର। ସମ୍ବଲପୁର ଜିଲା ରେଢ଼ାଖୋଲ ଅନ୍ତର୍ଗତ ପଞ୍ଚଖଣ୍ଡ ସାହି ଗ୍ରାମର…

୩ ବର୍ଷରେ ଏହି କିରାଣିଙ୍କ ବଦଳି ବାଧ୍ୟତାମୂଳକ! ଜାଣନ୍ତୁ ଜାରି ହେଲା କେଉଁ ନିର୍ଦ୍ଦେଶ…

ଭୁବନେଶ୍ୱର,୨୭ା୯(ସୁଚିସ୍ମିତା ସାହୁ): ଶିକ୍ଷା ବିଭାଗରେ କାର୍ଯ୍ୟରତ କିରାଣି(ମିନିଷ୍ଟେରିଆଲ ଷ୍ଟାଫ୍‌)ଙ୍କର ୩ ବର୍ଷରେ ବଦଳି ବାଧ୍ୟତାମୂଳକ କରାଯାଇଛି। ଯେଉଁ କିରାଣିମାନେ ଗୋଟିଏ ସ୍ଥାନରେ ୩ବର୍ଷ କିମ୍ବା ତା’ଠାରୁ ଅଧିକ ଦିନ ରହିଛନ୍ତି, ସେମାନଙ୍କୁ ତୁରନ୍ତ ବଦଳି କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା…

ପୁଣି ଆଉ ଏକ ଲଘୁଚାପ: ଏସବୁ ଜିଲାରେ ପ୍ରବଳ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୭ା୯(ବନ୍ଦନା ସେଠୀ) – ଫିକା ପଡିପାରେ ପାର୍ବଣ। ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ଅକ୍ଟୋବର ୧ରୁ…

ଓଡ଼ିଶାରୁ ମୋଦିଙ୍କ ସିଧା ଟାର୍ଗେଟ, ରାହୁଲଙ୍କୁ କରିଦେଲେ ଚ୍ୟାଲେଞ୍ଜ!

ଭୁବନେଶ୍ୱର, ୨୭।୯: ଝାରସୁଗୁଡ଼ା ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହା ସହ ନବରାତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ୫୦ହଜାର କୋଟିରୁ ଅଧିକ ମୂଲ୍ୟର ଭେଟି ଦେଇଛନ୍ତି। ତେବେ ଝାରସୁଗୁଡାରୁ କଂଗ୍ରେସକୁ ସିଧା ଟାର୍ଗେଟ କରିଛନ୍ତି…

ଓଡ଼ିଶା ମାଟିରେ ବଡ଼ ପ୍ରତିଶ୍ରୁତି ଦେଲେ ପ୍ରଧାନମନ୍ତ୍ରୀ, ଯୁବପିଢ଼ିଙ୍କ ପାଇଁ…

ଭୁବନେଶ୍ୱର, ୨୭।୯: ଝାରସୁଗୁଡ଼ା ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହା ସହ ନବରାତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦେଢ଼ ବର୍ଷ ପୂର୍ବେ ବିଧାନସଭା ନିର୍ବାଚନରେ ନୂଆ ସଂକଳ୍ପ ନେଇଛନ୍ତି ମୋଦି। ବିକଶିତ ଓଡ଼ିଶାର ସ୍ବପ୍ନ ନେବାକୁ…

ଓଡ଼ିଶା ପାଇଁ ହାତ ଖୋଲିଦେଲେ ମୋଦି, କଲେ ସବୁଠୁ ବଡ଼ ଘୋଷଣା

ଝାରସୁଗୁଡା, ୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମରାପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ୧୭୦୦ କୋଟିରୁ ଅଧିକ ମୂଲ୍ୟର…

ଓଡ଼ିଶାରେ ପହଞ୍ଚିଲେ ମୋଦି: ଭବ୍ୟ ସ୍ବାଗତ

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଆସି ୧୧ଟା୧୦ମିନିଟ୍‌ରେ ଝାରସୁଗଡାରେ ପହଞ୍ଚିଛନ୍ତି। ସେଠାରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଛନ୍ତି। ସେଠାରୁ ସଡ଼କ ପଥରେ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?