ପୋଖରୀପୁଟ ଅଞ୍ଚଳରେ କୁକୁର ଭୟ: ୧୬ ଘଣ୍ଟାରେ ୯ ଜଣଙ୍କୁ କାମୁଡ଼ିଲେ
ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟାରୁ ଶନିବାର ସକାଳ ଯାଏ ଲୋକ ଘରେ ତାଟି କବାଟ ପଡ଼ିଗଲା। ସ୍ଥିତି ଏପରି ହେଲା କି ଦୁଇଟି ଲେନ୍ରେ ଲୋକ ଘରୁ ବାହାରିବା ପାଇଁ ବି ଡରିଲେ। ବାଘ କି ଭାଲୁ ନୁହେଁ, ଦୁଇଟି...
ଦେବେନ୍ଦ୍ର ଦାଶଙ୍କୁ ୨ୟ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ
ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ଓଡ଼ିଶା ପକ୍ଷରୁ ବିଶିଷ୍ଟ ଲେଖକ ଡ. ଦେବେନ୍ଦ୍ର କୁମାର ଦାଶଙ୍କୁ ଚଳିତବର୍ଷ ‘୨ୟ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ’ ପ୍ରଦାନ କରାଯିବ। ରବିବାର ଜୟ ଭାରତ ଭବନରେ ଅନୁଷ୍ଠାନର ସଂସ୍ଥାପକ ପ୍ରଫେସର ଡ....
ସ୍ବଚ୍ଛ ସର୍ବେକ୍ଷଣ-୨୦୨୦ ପାଇଁ ବିଏମ୍ସିର ତତ୍ପରତା: ଶିଶୁ ଦିବସରୁ ଗଡ଼ିବ ସ୍ବଚ୍ଛତା ରଥ
ଭୁବନେଶ୍ୱର, ୧୦।୧୧: ଆଗକୁ ରହିଛି ସ୍ବଚ୍ଛ ସର୍ବେକ୍ଷଣ-୨୦୨୦। ସ୍ବାର୍ଟସିଟି ଭୁବନେଶ୍ୱର କିପରି ଚଳିତଥର ଭଲ ପ୍ରଦର୍ଶନ କରିବ ସେନେଇ ପ୍ରସ୍ତୁତି ଜୋର୍ଦାର ହୋଇଛି। କିଛିଦିନ ହେବ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଏନେଇ ବହୁ ଯୋଜନା କାର୍ଯ୍ୟକାରୀ କରୁଛି। ‘ମୁଁ...
ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ଅଗ୍ନିଶମ, ଓଡ୍ରାଫ ଟିମ୍: ଉଦ୍ଧାର କାର୍ଯ୍ୟକୁ ପ୍ରଶଂସା କଲେ ଅଗ୍ନିଶମ ଡିଜି
ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍ବୁଲ୍’ ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାରେ ବ୍ୟାପକ କ୍ଷତି ଘଟିଛି। କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲାରେ ଗଛ ଓ ବିଦ୍ୟୁତ୍ ଖୁଣ୍ଟ ଉପୁଡି ପଡ଼ିଥିବାବେଳେ ବ୍ୟାପକ ଘର ଭାଙ୍ଗିଛି। ବିଶେଷକରି ଗଛ ଓ ବିଦ୍ୟୁତ୍...
୫-ଟି ପ୍ରଭାବ: ଦେଢବର୍ଷ ପରେ ନିଯୁକ୍ତି ପାଇଁ ପରୀକ୍ଷା; ୨୪ ଘଣ୍ଟାରେ ବାହାରିଲା ପରୀକ୍ଷାଫଳ
ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ପଞ୍ଚାୟତିରାଜ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ଲାଇଭ୍ଲି ହୁଡ୍ ମିଶନ (ଓଏଲ୍ଏମ୍) ପାଇଁ ଜିଲା ଓ ବ୍ଲକ୍ ସ୍ତରୀୟ ସହାୟକ ପଦବୀ ପାଇଁ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଗତ ୧୮ ମାସ ହେବ ବନ୍ଦ...
ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଶନିବାର ଆଉ ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ଭାସ୍କର ନାୟକ। ଏସ୍ଟିଏଫ୍ ଟିମ୍ ଶୁକ୍ରବାର କଳାହାଣ୍ଡି-ରାୟଗଡ଼ା ସୀମାରେ ଚଢ଼ାଉ କରି ଲାଞ୍ଜିଘର ଅଞ୍ଚଳରୁ...
ବୁଲ୍ବୁଲ୍ ପୁନରୁଦ୍ଧାର କାର୍ଯ୍ୟରେ ପ୍ରଶାସନକୁ ସହାୟତା କଲା ବିଜୁ ଯୁବ ବାହିନୀ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ‘ବୁଲ୍ବୁଲ୍’ ଓଡ଼ିଶା ଉପକୂଳ ଦେଇ ଗତି କରୁଅଛି। ଏହାର ପ୍ରଭାବରେ ଉତ୍ତର ତଥା ଉପକୂଳ ଓଡ଼ିଶା କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ପବନ ହୋଇଛି। ଏହା ଦ୍ୱାରା ରାସ୍ତାରେ ଗଛ ପଡିବା ଭଳି ସମସ୍ୟା ସୃଷ୍ଟି...
ରବି କାନ୍ତ ସ୍ବତନ୍ତ୍ର ଆବାସିକ କମିଶନର ନିଯୁକ୍ତ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ୧୯୯୮ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ରବି କାନ୍ତଙ୍କୁ ରାଜ୍ୟ ସରକାର ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନର ସ୍ବତନ୍ତ୍ର ଆବାସିକ କମିଶନର ଭାବେ ନିଯୁକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ) ପକ୍ଷରୁ ଶନିବାର ଏନେଇ ଗଣମାଧ୍ୟମକୁ ଅବଗତ କରାଯାଇଛି। ଗୃହ ବିଭାଗ ପକ୍ଷରୁ...
ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଲେ ପ୍ରତାପ ଜେନା
ଭୁବନେଶ୍ୱର, ୯।୧୧(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍ ଇଣ୍ଡିଆ ପକ୍ଷରୁ ଶନିବାର ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଛନ୍ତି। ନୂଆଦିଲ୍ଲୀର ବିଜ୍ଞାନଭବନ ଠାରେ ଆୟୋଜିତ ଏକ ଉତ୍ସବରେ...
୧୩ରେ ବିଜେଡି ବିଧାୟକ ଦଳ ବୈଠକ
ଭୁବନେଶ୍ୱର, ୯।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରୁ ଷୋଡ଼ଶ ବିଧାନସଭା ଦ୍ୱିତୀୟ ଅଧିବେଶନ ପାଇଁ କାର୍ଯ୍ୟସୂଚୀ ଧାର୍ଯ୍ୟ ହୋଇଛି। ଏହି ପରିପ୍ରେକ୍ଷୀରେ ବିଜୁ ଜନତା ଦଳର ବିଧାୟକ ଦଳ ବୈଠକ ଆସନ୍ତା ୧୩ ତାjରିଖ ପୂର୍ବାହ୍ନ ୧୦ଟାରେ ଓଡ଼ିଶା ବିଧାନସଭାର ୫୪...
ଅଯୋଧ୍ୟା ରାୟ ନେଇ ଉତ୍ତେଜକ ପୋଷ୍ଟକଲେ କାର୍ଯ୍ୟାନୁଷ୍ଠାନ: ଡିଜିପି
ଭୁବନେଶ୍ୱର, ୯।୧୧(ବ୍ୟୁରୋ): ଅଯୋଧ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇବା ପରେ ଓଡ଼ିଶାରେ ଆଇନ ଶୃଙ୍ଖଳା କଡ଼ାକଡ଼ି ହୋଇଛି। ଯଦି କେହି ବ୍ୟକ୍ତି ସୋସିଆଲ ମିଡିଆରେ ଉତ୍ତେଜକ ପୋଷ୍ଟ କରନ୍ତି ତେବେ ତାଙ୍କ ବିରୋଧର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।...
ଏସବୁ ପାଇଁ ପାଳନ କରାଯାଏ ବଡ଼ ଓଷା…
କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀରେ ବଡ଼ ଓଷା ପାଳିତ ହୋଇଥାଏ । ଏହି ଓଷା ଭୀଷ୍ମ ପଞ୍ଚକ ମଧ୍ୟରେ ବଡ଼ ଏକାଦଶୀ ବା ଦେବ ଉତ୍ଥାନ ଏକାଦଶୀ ପରେ ପାଳିତ ହୋଇଥାଏ। ଏହି ଏକାଦଶୀରେ ଚତୁର୍ମାସ୍ୟାରୁ ନିଦ୍ରା ଯାଇଥିବା ଦେବତାମାନେ...
Archives


