ପାରାଦୀପଠାରୁ ୯୫ କିମି ଦୂରରେ ‘ବୁଲ୍ବୁଲ୍’: ଉପକୂଳବର୍ତ୍ତୀ ଜିଲାରେ ଲାଗି ରହିବ ବର୍ଷା
ଭୁବନେଶ୍ୱର,୯।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲ୍ବୁଲ୍’ ଏବେ ପାରାଦୀପଠାରୁ ୯୫ କିମି ଦୂରରେ। ଏହା ପୂର୍ବ ଉତ୍ତର ପୂର୍ବ ଦିଗକୁ ମୋଡ଼ ନେବା ଆରମ୍ଭ କରିଛି। ବାତ୍ୟା ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଆହୁରି ୪ ରୁ ୫ ଘଣ୍ଟାଯାଏ ବର୍ଷା...
ଅଯୋଧ୍ୟା ରାୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍: ରାୟ ଯାହା ବି ଆସୁ, ସମସ୍ତେ ସ୍ବୀକାର କରନ୍ତୁ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ବହୁ ପ୍ରତୀକ୍ଷିତ ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦ ମାମଲାରେ ଯାହା ବି ରାୟ ଆସୁ, ତାକୁ ସମସ୍ତେ ସ୍ବୀକାର କରନ୍ତୁ ବୋଲି ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଅପିଲ୍ କରିଛନ୍ତି। ସମସ୍ତେ ଶାନ୍ତି...
ସରକାରୀ ପିଆଜ ଦର ଦର୍ଶାଇଲା ବିଭାଗ
ଭୁବନେଶ୍ୱର,୯ା୧୧(ବ୍ୟୁରୋ): ରାଜ୍ୟରେ ପିଆଜ ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। କିଛିଦିନ ତଳେ ସମାନ ସ୍ଥିତି ଉପୁଜିବା କାରଣରୁ ଲୋକଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥିଲା। ଏଥିଲାଗି ସରକାରଙ୍କୁ ଚାରିଆଡୁ ସମାଲୋଚନାର ଶିକାର ହେବାକୁ...
ଆନ୍ଧ୍ରପ୍ରଦେଶ ଗସ୍ତରେ କେନ୍ଦ୍ରମନ୍ତ୍ରୀ: ତୈଳ ଓ ଗ୍ୟାସ ପ୍ରକଳ୍ପରେ କରାଯିବ ବିପୁଳ ପୁଞ୍ଜିନିବେଶ: ଧର୍ମେନ୍ଦ୍ର
ଭୁବନେଶ୍ୱର,୮।୧୧(ବ୍ୟୁରୋ): ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଆନ୍ଧ୍ରପ୍ରଦେଶରେ ଆଗାମୀ ୫ବର୍ଷରେ ବିଭିନ୍ନ ପ୍ରକଳ୍ପ ପାଇଁ ବିପୁଳ ପୁଞ୍ଜିନିବେଶ କରିବାର ଯୋଜନା ରଖିଛି। ଶୁକ୍ରବାର ଆନ୍ଧ୍ରପ୍ରଦେଶର ବିଜୟୱାଡା ଠାରେ ଆନ୍ଧ୍ର ମୁଖ୍ୟମବୀ ୱାଇ.ଏସ୍ ଜଗନମୋହନ ରେଡ୍ଡିଙ୍କୁ ଭେଟି...
ପ୍ରଫେସର ଦେବେନ୍ଦ୍ର ଦାଶଙ୍କୁ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ
ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଅଖିଳ ଭାରତ ସାହିତ୍ୟ ପରିଷଦ, ଓଡ଼ିଶା ପକ୍ଷରୁ ବିଶିଷ୍ଟ ଲେଖକ ଡ. ଦେବେନ୍ଦ୍ର ନାଥ ଦାଶଙ୍କୁ ଚଳିତବର୍ଷ ‘୨ୟ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ’ ପ୍ରଦାନ କରାଯିବ। ଆସନ୍ତା ରବିବାର ଜୟ ଭାରତ ଭବନରେ ଅନୁଷ୍ଠାନର ସଂସ୍ଥାପକ ପ୍ରଫେସର...
ଏୟାର ଇଣ୍ଡିଆ ବିମାନରେ ନିଆଁ
ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି ଏୟାର ଇଣ୍ଡିଆ ବିମାନ। ଭୁବନେଶ୍ୱରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ଜଣାପଡ଼ିବାରୁ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ଫଳରେ ସମସ୍ତ...
ସୁନ୍ଦରବନ ଛୁଇଁବ ବୁଲ୍ବୁଲ୍
ଭୁବନେଶ୍ୱର,୯।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲବୁଲ୍’ ଉଗ୍ରରୂପ ଧାରଣ କରିଛି। ଏହା ଅଧିକରୁ ଅଧିକ ବଳ ଗୋଟାଇ ଉତ୍ତର ଦିଗକୁ ମାଡ଼ି ଚାଲିଛି। ଘଣ୍ଟା ପ୍ରତି ଏହା ୧୭ କିମି ବେଗରେ ଗତି କରୁଛି। ଶନିବାର ମଧ୍ୟରାତ୍ରରେ ବୁଲ୍ବୁଲ୍ ପଶ୍ଚିମବଙ୍ଗର ସାଗରଦ୍ୱୀପ...
ଇଣ୍ଡିଆନ୍ ଅଏଲ୍ ପକ୍ଷରୁ ଦିବ୍ୟାଙ୍ଗଙ୍କୁ ସହାୟତା
ଭୁବନେଶ୍ୱର,୮।୧୧: ଇଣ୍ଡିଆନ୍ ଅଏଲ ପକ୍ଷରୁ ବାଲିଅନ୍ତା ବ୍ଲକ ଉମାଦେଇପୁର ବ୍ରହ୍ମପୁର ପଞ୍ଚାୟତର ଅନ୍ତର୍ଗତ ନାଗପୁର ଗ୍ରାମର କୁମର ରାଉତ(୭୦) ଙ୍କୁ ଟ୍ରାଇସାଇକେଲ ପ୍ରଦାନ କରାଯାଇଛି। କମ୍ପାନୀର ମହାପ୍ରବନ୍ଧକ ଦେବୀ ପ୍ରସାଦ ଶତପଥୀ ଏବଂ ମୁଖ୍ୟ ପ୍ରବନ୍ଧକ ଶ୍ରୀନିବାସ ପାତ୍ର ଏହି...
ଡିସେମ୍ବର ୨ରୁ ‘ମିଶନ ଇନ୍ଦ୍ରଧନୁଷ୍ ୨.୦’: ୧୧ ରୋଗ ପାଇଁ ହେବ ଟିକାକରଣ
ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଶିଶୁଙ୍କୁ ବିଭିନ୍ନ ମାରାତ୍ମକ ରୋଗରୁ ରକ୍ଷା କରିବା ଲାଗି ସରକାର ବ୍ୟାପକ ଟିକାକରଣ ଉପରେ ଗୁରୁତ୍ୱ ଦେଉଛନ୍ତି। ମସ୍ତିଷ୍କ ଜ୍ୱର ନିରାକରଣ ପାଇଁ ନଭେମ୍ବର ୧୧ରୁ ଟିକାକରଣ ଓ ଇଣ୍ଟେନ୍ସିିଫାଇଡ୍ ‘ମିଶନ ଇନ୍ଦ୍ରଧନୁଷ ୨.୦’ କାର୍ଯ୍ୟକ୍ରମ ଡିସେମ୍ବର...
ସ୍କର୍ପିଓ ସହ ଅପହୃତ ଯୁବକ ଉଦ୍ଧାର: ୩ ଗିରଫ
ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଇନ୍ଫୋସିଟି ଥାନା ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ଯୁବକଙ୍କ ସମେତ ସ୍କର୍ପିଓ ଗାଡ଼ିକୁ ଶୁକ୍ରବାର ପୋଲିସ ରାଜଧାନୀ ଉପକଣ୍ଠରୁ ଉଦ୍ଧାର କରିଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ଓ ତାଙ୍କ ୨ ସହଯୋଗୀଙ୍କୁ ଗିରଫ କରାଯିବା ସହ...
ବୁଲ୍ବୁଲ୍ ପାଇଁ ରେଳପଥ ମୁଖ୍ୟାଳୟରେ କଣ୍ଟ୍ରୋଲ ରୁମ୍ ହେଲ୍ପ୍ଲାଇନ ନମ୍ବର ଜାରି
ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ବୁଲ୍ବୁଲ୍ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ମୁଖ୍ୟାଳୟରେ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି। ଏଥିସହ ଯାତ୍ରୀମାନଙ୍କ ପାଇଁ ହେଲ୍ପଲାଇନ ନମ୍ବର ମଧ୍ୟ ଜାରି କରାଯାଇଛି। ୮୪୫୫୮୮୫୯୩୯, ୦୬୭୪-୨୩୦୩୫୬୪ ନମ୍ବରରେ ଯାତ୍ରୀମାନେ ଯୋଗାଯୋଗ କରିପାରିବେ। ଏଥିସହ ପ୍ରମୁଖ...
ଆପ୍ରେଣ୍ଟିସ୍ଶିପ୍ ପ୍ରଶିକ୍ଷଣ ନେବେ ୭ହଜାର ଯୁବତୀଯୁବକ
ଭୁବନେଶ୍ୱର,୯ା୧୧(ବ୍ୟୁରୋ): ରାଜ୍ୟ ସରକାର ଚଳିତବର୍ଷ ୭ହଜାର ଆପ୍ରେଣ୍ଟିସ୍ଶିପ୍ ବା ଶିକ୍ଷାନବିସ୍୍ ପ୍ରଶିକ୍ଷଣ ନିମନ୍ତେ ଲକ୍ଷ୍ୟ ରଖିଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨,୮୩୫ ଆପ୍ରେଣ୍ଟିସ୍ଶିପ୍ ସଂସ୍ଥା ପଞ୍ଜୀକୃତ ଅଛନ୍ତି। ଆଇଟିଆଇରେ ୩୩% ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ କରାଯାଇଛି। ବୈଷୟିକ କ୍ଷେତ୍ରରେ...
Archives


