ଘରତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି
ବାରଙ୍ଗ,୨୭ା୨(ଡି.ଏନ.ଏ.): ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମମୁଣ୍ଡରେ ଥିବା ସିଏସ୍ଏସ୍ ହୋମ ଆପାର୍ଟମେଣ୍ଟର ୩୦୧ରୁମରୁ ମଙ୍ଗଳବାର ରାତିରେ ଘରର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଚୋରମାନେ ଘରୁ ୧୦୦ ଗ୍ରାମର…
ଅଭିନେତା ଅର୍ଦ୍ଧେନ୍ଦୁଙ୍କ ହାତଧରିଲେ ମହାରଥୀଙ୍କ ଝିଅ
ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଓଲିଉଡ୍ ଅଭିନେତା ଅର୍ଦ୍ଧେନ୍ଦୁ ସାହୁଙ୍କୁ ବୁଧବାର ବୈଦିକ ରୀତିନୀତିରେ ବିବାହ କରିଛନ୍ତି ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ। ସ୍ଥାନୀୟ ବରମୁଣ୍ଡା ପଡ଼ିଆରେ ମହାଆଡ଼ମ୍ବରରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ସିନେମା ଏବଂ ରାଜନୀତି ଜଗତର ଜଣାଶୁଣା…
ରସୁଲଗଡ଼ ଓଭରବ୍ରିଜ୍ରେ ଝୁଲିଥିଲା କଂକ୍ରିଟ୍ ଖଣ୍ଡ
ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ରସୁଲଗଡ଼ ଓଭରବ୍ରିଜ୍ରେ ଝୁଲି ରହିଥିଲା ବଡ଼ କଂକ୍ରିଟ୍ ଖଣ୍ଡ। ତଳେ ଯାତାୟାତ ଚାଲିଥିବାବେଳେ ମୁଣ୍ଡ ଉପରେ ଚାହିଁ ରହିଥିଲା ବଡ଼ ବିପଦ। ନା ଥିଲା ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ନଜର, ନା ତଦାରଖ ଦାୟିତ୍ୱରେ ଥିବା ଅଧିକାରୀଙ୍କର। ଆନ୍ଧ୍ର…
୩ ସପ୍ତାହରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ବନ ବିଭାଗ ସଚିବଙ୍କୁ ଓଏଚ୍ଆର୍ସିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଚନ୍ଦକା ଅଭୟାରଣ୍ୟରୁ ବାହାରି ପୁରୀ ଓ ଖୋର୍ଦ୍ଧା ଜିଲାର ଜନବସତି ଅଞ୍ଚଳରେ ଆତଙ୍କ ଖେଳାଇଥିବା ଏକ ଦନ୍ତା ହାତୀ ଆକ୍ରମଣରେ ୪ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୭ଜଣ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ରାଜ୍ୟ ମାନବିକ ଅଧିକାର କମିଶନ…
ଆଧାର ଲିଙ୍କ୍ ଆଳରେ ୩.୫୪ ଲକ୍ଷ ଠକେଇ
ଭୁବନେଶ୍ୱର,୨୭ା୨(ବ୍ୟୁରୋ): ବ୍ୟାଙ୍କ ଆକାଉଣ୍ଟରେ ଆଧାର ଲିଙ୍କ୍ କରାଇ ଦେବାକୁ କହି ବରିଷ୍ଠ ନାଗରିକଙ୍କ ଆକାଉଣ୍ଟରୁ ୩ ଲକ୍ଷ ୫୪ ହଜାର ଟଙ୍କା ହଡପ କରାଯାଇଛି। ଏ ନେଇ ଖଣ୍ଡଗିରି ଥାନାରେ ଅଭିଯୋଗ କରାଯିବା ପରେ ଅଭିଯୁକ୍ତ ଦମ୍ପତିଙ୍କୁ ପୋଲିସ ଗିରଫ କରିଛି।…
ଏକାମ୍ର: ଜମି ଅଧିଗ୍ରହଣ ପାଇଁ ୫୧ ଚୁକ୍ତି ସ୍ବାକ୍ଷର
ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଓ ପାରିପାର୍ଶ୍ୱିକ ବିକାଶ ଯୋଜନା ‘ଏକାମ୍ର’ (ଏକାମ୍ର କ୍ଷେତ୍ର ଆମେନିଟିସ୍ ଆଣ୍ଡ୍ ମନୁମେଣ୍ଟ୍ସ ରିଭାଇଭାଲ ଆକ୍ସନ) ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଜାରି ରହିଛି। ବୁଧବାର ଜମି ଅଧିଗ୍ରହଣ ପାଇଁ ଚୁକ୍ତିନାମାର ପ୍ରୋତ୍ସାହନମୂଳକ ଅବଧି…
ଓଡ଼ିଶାରୁ ୫ ସାମ୍ବାଦିକ ସମ୍ବର୍ଦ୍ଧିତ
ପୁରୁଣା ଭୁବନେଶ୍ୱର, ୨୭ା୨ (ଡି.ଏନ.ଏ.): ଭାରତୀୟ ସାମ୍ବାଦିକ ସଂଘର କାର୍ଯ୍ୟକାରିଣୀ ବୈଠକ ଗୁଜରାଟର ଗାନ୍ଧୀନଗରଠାରେ ଅନୁଷ୍ଠିତ ହୋଇଯାଇଛି। ଗତ ୧୯ ଏବଂ ୨୦ ଦୁଇଦିନ ଧରି ଅନୁଷ୍ଠିତ ବୈଠକରେ ହରିୟାନା, ପଞ୍ଚାବ, ହିମାଞ୍ଚଳପ୍ରଦେଶ, ଉତ୍ତରାଖଣ୍ଡ, ଦିଲ୍ଲୀ, କର୍ନାଟକ, ଓଡ଼ିଶା ଆଦି ରାଜ୍ୟରୁ…
ସତ୍ୟନଗର ରାସ୍ତାକଡ଼ରୁ ହଟିଲା ୧୧୩ ଅସ୍ଥାୟୀ ଦେକାନ
ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ସତ୍ୟନଗର ମୁଖ୍ୟ ରାସ୍ତାରେ ଏବେ ଟ୍ରାଫିକ୍ ସମସ୍ୟା ଉତ୍କଟ ହୋଇଛି। ମୁଖ୍ୟ ରାସ୍ତାର ଦୁଇପାର୍ଶ୍ୱରେ ଶତାଧିକ ଅସ୍ଥାୟୀ ଦୋକାନ ଗଢ଼ି ଉଠୁଥିବା ବେଳେ ବୁଧବାର ସମସ୍ତ ଅସ୍ଥାୟୀ ଦୋକାନକୁ ହଟାଇ ଦିଆଯାଇଛି। ବିଏମ୍ସି, ବିଡିଏର ସ୍କ୍ବାଡ ଦ୍ୱାରା…
ଆ’ ଡାକିଲେ ମାଡ଼ି ଆସୁଛନ୍ତି ମୟୂର
ପୁରୁଣା ଭୁବନେଶ୍ୱର, ୨୭ା୨ (ଡି.ଏନ.ଏ.): ନରାଜ ଗାଁର ୨୧ ବର୍ଷର ଯୁବକ କାହ୍ନୁ ବେହେରାଙ୍କୁ ଏବେ ଲୋକେ ପିକ୍କ ମ୍ୟାନ ନାମରେ ଡାକୁଛନ୍ତି। କାହ୍ନୁ ବି ମୟୂରଙ୍କ ପ୍ରେମରେ ପଡ଼ିଛନ୍ତି। କାହ୍ନୁଙ୍କ ଆ’ ଡାକର ସ୍ବର ଶୁଣିବା ମାତ୍ରେ ପାହାଡ଼ ଉପରେ…
ପୋଲିସ ଉଠାଇନେଲା ୩୭ ଗାଡ଼ି, ଉତ୍ତେଜନା
ଭୁବନେଶ୍ୱର,୨୭ା୨(ବ୍ୟୁରୋ): ପୋଲିସ ମନ ଇଚ୍ଛା କାର୍ଯ୍ୟ କରୁଛି। ହଠାତ୍ କଟକଣା ଲଗାଇ ଲୋକଙ୍କୁ ହଇରାଣ କରୁଛି। କେଉଁଠି କଟକଣା ଲାଗିଛି, ଲୋକେ ଜାଣିପାରୁନାହାନ୍ତି। ପୂର୍ବ ସୂଚନା ନ ଦେଇ ଫଳକ ନ ଲଗାଇ ଗାଡ଼ି ଉଠାଇ ନେଉଛି। କେତେଜଣ ଗାଡ଼ି ଚାଳକ…
ଆସନ୍ତା ବର୍ଷ ୭ ଜିଲାରେ କଦଳୀଚାଷୀଙ୍କୁ ୧ ଲକ୍ଷ ଟଙ୍କା ସହାୟତା ମିଳିବ: ମନ୍ତ୍ରୀ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ଫଳ, ଅଣ୍ଡା, ମାଂସ, କଦଳୀ ସବୁ ଆନ୍ଧ୍ରରୁ ଆସୁଛି। ୨୦ ଲକ୍ଷ ମେଟ୍ରିକ ଟନ୍ କଦଳୀର ଚାହିଦା ଥିବା ବେଳେ ୧୫ ଲକ୍ଷ ଆନ୍ଧ୍ରରୁ ଆସୁଛି। ଫଳମୂଳ ତଥା ପନିପରିବା ଚାଷକୁ ସରକାର ପୋତ୍ସାହନ ଦେଉନାହାନ୍ତି। ଖାଲି ଲେଖି ପଢ଼ିଦେଲେ…
ନୂଆ ଆବେଦନକାରୀଙ୍କୁ ମିଳୁନାହିଁ ରାଶନ କାର୍ଡ, ବିଧାନସଭାରେ ଉଦ୍ବେଗ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନରୁ ବହୁ ଯୋଗ୍ୟ ହିତାଧିକାରୀ କାର୍ଡ ପାଇବାରୁ ବଞ୍ଚିତ ହୋଇଛନ୍ତି। କମ୍ପ୍ୟୁଟର ଖୋଲୁ ନ ଥିବାରୁ ଜଣେ ବି ଯୋଗ୍ୟ ହିତାଧିକାରୀଙ୍କୁ କାର୍ଡ ଯୋଗାଇ ଦିଆଯାଇପାରୁନାହିଁ। ଗାଁ ଗଣ୍ଡାକୁ ଗଲେ ଲୋକମାନେ ଆମ ନିକଟକୁ ଆସି…

