ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ
ପୁରୁଣା ଭୁବନେଶ୍ୱର,୯ା୧୧ (ଡି.ଏନ.ଏ.): ଖଣି ଓ ସଂସଦୀୟ ବ୍ୟାପର କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଶୁକ୍ରବାର ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନରେ ଆସିଥିଲେ। ତାଙ୍କ ସହ ନାଲ୍କୋ ସିଏମ୍ଡି ତପନ କୁମାର ଚାନ୍ଦ ଥିଲେ। ଉଭୟଙ୍କୁ ସକାଳ ୯ଟାରେ ଶ୍ରୀଲିଙ୍ଗରାଜ ମନ୍ଦିର ପ୍ରଶାସନିକ...
ମନ୍ତ୍ରୀପରିଷଦ ବୈଠକ: ଅତିରିକ୍ତ ଚିଠା ବଜେଟକୁ ଅନୁମୋଦନ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ଅତିରିକ୍ତ ବଜେଟ୍ ଆଗତ ଦେବ। ଏହି ବଜେଟ ଆଗତ ହେବା ପୂର୍ବରୁ ଶନିବାର ରାଜ୍ୟ ମନ୍ତ୍ରୀପରିଷଦ ବୈଠକରେ ଚିଠା ବଜେଟ ପ୍ରସ୍ତାବକୁ ଅନୁମୋଦନ...
ଶନିବାର ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବ ବାତ୍ୟା ବୁଲ୍ବୁଲ: ପ୍ରସ୍ତୁତି ନେଇ କ୍ୟାବିନେଟ୍ ସଚିବଙ୍କ ସହ ଏସ୍ଆର୍ସିଙ୍କ ଆଲୋଚନା
ଭୁବନେଶ୍ୱର,୮।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲବୁଲ୍’ ଉଗ୍ରରୂପ ଧାରଣକରି ଉତ୍ତର ଦିଗକୁ ଗତିକରୁଛି। ଘଣ୍ଟାପ୍ରତି ଏହାର ବେଗ ୧୩ କିମି ରହିଛି। ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପଠାରୁ ୩୧୦ କିମି ଏବଂ ପଶ୍ଚିମବଙ୍ଗର ଦକ୍ଷିଣ ଦକ୍ଷିଣ ପଶ୍ଚିମ ସାଗର ଦୀପଠାରୁ ୪୫୦ କିମି...
କୋଇଲା ରୟାଲିଟି ବୃଦ୍ଧିକୁ ପୁଣି ଏଡ଼ାଇଗଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟ ସରକାର କୋଇଲା ରୟାଲିଟି ବୃଦ୍ଧି ପାଇବା ନେଇ ବିଭିନ୍ନ ସମୟରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରୁଛନ୍ତି। ମାତ୍ର କେନ୍ଦ୍ର ସରକାର ଏହାକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନାହାନ୍ତି। ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର କୋଇଲା...
୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଗସ୍ତ ସମୟରେ ସେ ଶନିବାର ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ ଆୟୋଜିତ ହେବାକୁ ଥିବା ଏକ ଉଚ୍ଚସ୍ତରୀୟ ବୈଠକରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଥିରେ ସେ କେନ୍ଦ୍ର...
‘ବୁଲବୁଲ୍’ ପ୍ରଭାବରେ ଅପରାହ୍ନରୁ ଉପକୂଳ ଓଡ଼ିଶାରେ ବଢ଼ିବ ପବନର ବେଗ: ଏସ୍ଆର୍ସି
ଭୁବନେଶ୍ୱର,୮।୧୧(ବ୍ୟୁରୋ): ବାତ୍ୟା ‘ବୁଲବୁଲ୍’ ଶନିବାର ପୂର୍ବାହ୍ନରେ ପାରାଦୀପଠାରୁ ପ୍ରାୟ ୩୫୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାରେ ଶୁକ୍ରବାରଠାରୁ ବର୍ଷା ଆରମ୍ଭ ହୋଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲାରେ ଜିଲାରେ ପ୍ରବଳ...
ସୁନ୍ଦରବନରେ ଲ୍ୟାଣ୍ଡଫଲ୍ କରିବ ‘ବୁଲବୁଲ୍’: ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା, ବଢ଼ିବ ପବନର ବେଗ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ଭୟଙ୍କର ରୂପ ଧାରଣ କରିସାରିଛି ବାତ୍ୟା ‘ବୁଲବୁଲ୍’। ଏହା ଘଣ୍ଟା ପ୍ରତି ୧୨ କିମି ବେଗରେ ଉତ୍ତର ଦିଗରେ ଗତି କରୁଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଏହା ପଶ୍ଚିମବଙ୍ଗ-ବାଲାଂଦେଶ ମଧ୍ୟଦେଇ ଯିବ। ଏପରିକି ସୁନ୍ଦରବନରେ ଏହା ଲ୍ୟାଣ୍ଡଫଲ୍...
ଭୟଙ୍କର ରୂପ ନେଲାଣି ‘ବୁଲ୍ବୁଲ’: ପାରାଦୀପରେ ପବନ ସହ ବର୍ଷା
ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଅତି ଭୟଙ୍କର ରୂପ ନେଲାଣି ବାତ୍ୟା ‘ବୁଲ୍ବୁଲ’। ଶୁକ୍ରବାର ସକାଳ ସାଢ଼େ ୫ଟାରେ ଏହା ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇଥିବା ଭାରତୀୟ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ପାରାଦୀପଠାରୁ ପ୍ରାୟ ୩୯୦ କିମି...
ଚଳନ୍ତା କାରରେ ଯୁବତୀଙ୍କୁ ଗଣବଳାତ୍କାର ମାମଲା : ପୀଡ଼ିତାଙ୍କ ବୟାନକୁ ନେଇ ଦ୍ୱନ୍ଦ୍ୱରେ ପୋଲିସ
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଚଳନ୍ତା କାରରେ ଜଣେ ଯୁବତୀଙ୍କୁ ଗଣବଳାକତ୍ାର କରି ଖୋର୍ଦ୍ଧା ପିଏନ୍ କଲେଜ ନିକଟରେ ଫିଙ୍ଗିଦେବା ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ଘଟଣାକୁ ନେଇ ଗୁରୁବାର ଦିନତମାମ ଖଣ୍ଡଗିରି ଥାନାରେ ତନାଘନା ଚାଲିଥିଲା। ସକାଳେ ଭୁବନେଶ୍ୱର...
ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ସ୍ଥାନ ପାଇବ ଓଡ଼ିଶା ମଣ୍ଡପ : ପୁଞ୍ଜିନିବେଶ ଆକୃଷ୍ଟ ଉପରେ ଗୁରୁତ୍ୱ
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଚଳିତବର୍ଷ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ସ୍ଥାନ ପାଇବ ଓଡ଼ିଶାର ଆକର୍ଷଣୀୟ ମଣ୍ଡପ। ରାଜ୍ୟର ବଛା ବଛା କଳାକାରଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ ଓଡ଼ିଶାର ଶିଳ୍ପାନୁକୁଳ...
ଏକାଥରକେ ଦାନ୍ତ ଘଷି ଗିନିଜ୍ ବିଶ୍ୱ ରେକର୍ଡ
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଜଣେ କି ଦୁଇଜଣ ନୁହେଁ, ଗୋଟିଏ ସ୍ଥାନରେ ଏକାସାଙ୍ଗରେ ୨୬,୩୮୨ଜଣ ଦାନ୍ତ ଘଷିି କରିଛନ୍ତି ବିରଳ ବିଶ୍ୱ ରେକର୍ଡ। ଗୁରୁବାର କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସ(କିସ୍) ପରିସରରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କିସ୍ ଛାତ୍ରୀଛାତ୍ର,...
ଛୁରାମାଡ଼ ଘଟଣା: ଜେଲ ଗଲେ ଦୁଇ ଅଭିଯୁକ୍ତ, ନୟାପଲ୍ଲୀ ଥାନାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ନୟାପଲ୍ଲୀ ଥାନା ଅନ୍ତର୍ଗତ ପାସ୍ପୋର୍ଟ ଅଫିସ ନିକଟରେ ବୁଧବାର ଅଭୟ ନାୟକ ନାମକ ଜଣେ ଯୁବକଙ୍କୁ ଛୁରାମାଡ଼ ହେଉଥିଲା। ଏହି ସମୟରେ ଥାନା ଅଧିକାରୀ ଅରୁଣ ସ୍ବାଇଁ ଏକାକୀ ଅଭିଯୁକ୍ତଙ୍କୁ ମାଡ଼ି ବସିବା ସହ ଆକ୍ରମଣର ଶିକାର...
Archives


