ମେଟ୍ରୋ

ସିଏସ୍‌ଏନ୍‌ଆର୍‌ ଓ ସିଏଚ୍‌ଆର୍‌ଆଇ ପକ୍ଷରୁ ଅପରାଧ ରିପୋର୍ଟ ପ୍ରକାଶ : ଭୁବନେଶ୍ୱର ପୋଲିସ ଜିଲାରେ ସର୍ବାଧିକ ମାମଲା

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ସିଏସ୍‌ଏନ୍‌ଆର୍‌ ଓ ସିଏଚ୍‌ଆର୍‌ଆଇ ପକ୍ଷରୁ ରାଜ୍ୟର ୪ ପୋଲିସ ଜିଲାର ଅପରାଧ ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ୨୦୧୭ ରୁ ୨୦୧୮ ମେ’ ମଧ୍ୟରେ ଭୁବନେଶ୍ୱର, କଟକ, ଯାଜପୁର ଓ କନ୍ଧମାଳ ପୋଲିସ ଜିଲାରେ ଘଟିଥିବା ଅପରାଧର...

ବିଭିନ୍ନ ପ୍ରାନ୍ତକୁ ପୂର୍ବତଟ ରେଳପଥର ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୮ା୧୧(ବ୍ୟୁରୋ):ପୂଜା ସମୟରେ ପୂର୍ବତଟ ରେଳପଥ ପକ୍ଷରୁ କରାଯାଇଥିବା ସ୍ବତନ୍ତ୍ର ଟ୍ରେନ ପାଇଁ ଯାତ୍ରୀ ଆଗ୍ରହ ଦେଖାଇଛନ୍ତି। ପୁରୀ-ଅମୃତସର ସ୍ବତନ୍ତ୍ର ଟ୍ରେନରେ ପୂର୍ଣ୍ଣମାତ୍ରାରେ ସଂରକ୍ଷିତ ହୋଇଛି ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି। ପୁରୀ-ଅମୃତସର-ପୁରୀ ସ୍ବତନ୍ତ୍ର ଟ୍ରେନ ଶନିବାରରୁ ରାତି ୧୨....

ରାଜ୍ୟରେ ବଢ଼ୁଛି ବନ୍ୟପ୍ରାଣୀ ଅପରାଧ : ଭବାନୀପାଟଣାରୁ ହାତୀଦାନ୍ତ ଜବତ, ୩ ଗିରଫ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଦିନକୁ ଦିନ ଓଡ଼ିଶାରେ ବଢ଼ିଚାଲିଛି ବନ୍ୟପ୍ରାଣୀ ଅପରାଧ। ଏହି କ୍ରମରେ ଗୁରୁବାର କ୍ରାଇମବ୍ରାଞ୍ଚ୍‌ ଏସ୍‌ଟିଏଫ୍‌ ଭବାନୀପାଟଣାରୁ ଏକ ହାତୀଦାନ୍ତ ଓ ବାଘଛାଲ ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି। ଗତ ଏକ ବର୍ଷ ମଧ୍ୟରେ କେବଳ...

ପ୍ରତାପ ଜେନା ପାଇବେ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍‌ ଇଣ୍ଡିଆ ପକ୍ଷରୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇବେ। ନଭେମ୍ବର ୯ରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ସେ ଏହି...

ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୮-୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ମନ୍ତ୍ରୀ ପରିଷଦ ବୈଠକ ଶୁକ୍ରବାର ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ଅପରାହ୍ନ ୧୨ଟା ୫ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଚଳିତ ମାସ ୧୩ ତାରିଖରେ ରାଜ୍ୟ ସରକାର ୨୦୧୯-୨୦...

ନିଶା ବେପାରୀଙ୍କ ଗୁଳିମାଡ଼ରେ ପୁଅ ମୃତ, ବାପା ଗୁରୁତର

ଭୁବନେଶ୍ୱର,୮-୧୧(ବ୍ୟୁରୋ):ରାଜଧାନୀରେ ପୁଣି ଫୁଟିଛି ଗୁଳି। ଗଡ଼ିଛି ଆଉ ଏକ ମୁଣ୍ଡ। ବ୍ରାଉନ ସୁଗାର ବେପାରକୁ ବିରୋଧ କରିବାରୁ ବାପା ଓ ପୁଅଙ୍କୁ ଗୁଳିମାଡ଼ ହୋଇଛି। ନିଶା ବେପାରୀଙ୍କ ଗୁଳିମାଡ଼ରେ ପୁଅର ମୃତ୍ୟୁ ଘଟିଥିବାବେଳେ ବାପା ଗୁରୁତରଭାବେ ଆହତ ହୋଇଛନ୍ତି। ଖଣ୍ଡଗିରି...

ବାଂଲାଦେଶ ମୁହାଁଇଲା ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର,୮-୧୧(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ବାତ୍ୟା ‘ବୁଲ୍‌ବୁଲ୍‌’ରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହି ସାମୁଦ୍ରିକ ଝଡ ଭୟଙ୍କର ରୂପ ଧାରଣ କରି ପୂର୍ବ- କେନ୍ଦ୍ରୀୟ ବଙ୍ଗୋପ ସାଗରରୁ ଉତ୍ତର...

୯ ତାରିଖରେ ୯ ଜିଲାର ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୭।୧୧(ବ୍ୟୁରୋ)-ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’କୁ ଦୃଷ୍ଟିରେ ରଖି ୯ଟି ଜିଲାର ସ୍କୁଲ, କଲେଜ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ୯ ତାରିଖରେ ଛୁଟି ଘୋଷଣା କରାଯାଇଛି। ସେହି ଜିଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ...

ରାଜ୍ୟରେ ‘ବୁଲବୁଲ୍‌’ ପ୍ରଭାବ: ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ାର ସମସ୍ତ ସ୍କୁଲ ୨ ଦିନ ଛୁଟି ଘୋଷଣା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ବୁଲବୁଲ୍‌’ର ପ୍ରଭାବକୁ ଦୃଷ୍ଟିରେ ରଖି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲାର ସ୍କୁଲଗୁଡ଼ିକୁ ୨ ଦିନ ଲାଗି ଛୁଟି ଘୋଷଣା କରାଯାଇଛି। ଉଭୟ ଜିଲାର ଜିଲାପାଳ ଗୁରୁବାର ଏହି ଘୋଷଣା କରିଛନ୍ତି। ପ୍ରକାଶଯୋଗ୍ୟ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ...

ଗ୍ରାହକ ବେଶରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: ହାତୀଦାନ୍ତ, କଲରାପତରିଆ ଚମଡ଼ା ଜବତ; ୩ ଗିରଫ

ଭୁବନେଶ୍ୱର,୭।୧୧(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଭବାନୀପାଟଣାରୁ ଗୁରୁବାର ହାତୀଦାନ୍ତ ଓ କଲରାପତରିଆ ଚମଡ଼ା ବେପାରୀ ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୋଜି ଶବର(୩୧), ଶୁକ୍ରୁ ମାଝି(୧୯), ରବିନ୍ଦ୍ର ସିଂ(୨୦)। ସେମାନଙ୍କଠାରୁ ଗୋଟିଏ ହାତୀ ଦାନ୍ତ ଓ...

ସୋସିଆଲ ମିଡିଆରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ଭାଇରାଲ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ମହାପ୍ରଭୁଙ୍କ କାର୍ତ୍ତିକ ଓ ଦାମୋଦର ବେଶର ଫଟୋ ଭାଇରାଲ ହେଉଛି। ତେବେ ଅକ୍ଟୋବର ୧୪ ତାରିଖରେ ପ୍ରଦୀପ୍ତ ପାତ୍ର ନାମକ ଜଣେ ବ୍ୟକ୍ତିଙ୍କ ସୋସିଆଲ ମିଡିଆ...

ଓଡ଼ିଶାରେ ବାତ୍ୟାର ପଡିବ ପ୍ରଭାବ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’ର ପ୍ରଭାବ ଓଡ଼ିଶାରେ ପଡିବ ନାହିଁ ବୋଲି ବୁଧବାର ଏସଆରସି ପ୍ରଦୀପ ଜେନା ସୂଚନା ଦେଇଥିଲାବେଳେ ଗୁରୁବାର ସେ ଆଇଏମଡି ଆଧାରରେ ମତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri