ପଞ୍ଚୁକ ପଡ଼ିଲେ ୬ ଦିନ ଶ୍ରୀଜିଉଙ୍କର ହୁଏ ନାଗାର୍ଜୁନ ବେଶ: ୨୫ ବର୍ଷ ପରେ ୨୦୨୦ ନଭେମ୍ବର ୨୭ରେ
କାର୍ତ୍ତିକ ମାସରେ ପଞ୍ଚୁକ ୫ ଦିନ ପରିବର୍ତ୍ତେ ୬ ଦିନ ପଡ଼ିଲେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ହୋଇଥାଏ। ଶ୍ରୀଜିଉ ବୀରବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ବେଶକୁ ଦେଖିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଜନସମାଗମ ହୋଇଥାଏ। ନାଗାର୍ଜୁନ ବେଶ ଦର୍ଶନ...
ଜନ୍ମ ଜନ୍ମାନ୍ତର ପାପ କ୍ଷୟ କରେ ଭୀଷ୍ମ ପଞ୍ଚକ ବ୍ରତ…
ପବିତ୍ର କାର୍ତ୍ତିକ ମାସର ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶେଷ ୫ ଦିନକୁ ଭୀଷ୍ମ ପଞ୍ଚକ କୁହାଯାଇଥାଏ। ଏହି ବ୍ରତ କଲେ ଏକ ହଜାର ଏକାଦଶୀ ବ୍ରତର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ମହାଭାରତରେ ଉଲ୍ଲେଖ ରହିଛି ଗଙ୍ଗାପୁତ୍ର...
ଏମ୍ବିବିଏସ୍ ପାଇଛି ବୋଲି ପାନଦୋକାନୀ ଖବର ଦେଇଥିଲେ
କେବଳ ରାଜ୍ୟ ନୁହେଁ, ସମଗ୍ର ଦେଶରେ ଡ. ମାନସ ପୁହାଣ ଜଣେ ପ୍ରତିଷ୍ଠିତ ଚର୍ମରୋଗ ବିଶେଷଜ୍ଞ। ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅନ୍ତର୍ଗତ ବାଘମରା ଗାଁରେ ତାଙ୍କର ଜନ୍ମ। ଶରତ ଚନ୍ଦ୍ର ପୁହାଣ ଓ ସରସ୍ବତୀ ପୁହାଣଙ୍କ ପୁଅ ମାନସଙ୍କ...
ଟ୍ରେଣ୍ଡି ଟ୍ରେଡ୍ ଫେୟାର
ପର୍ଯ୍ୟଟନ ଋତୁ। ଶୀତର ଆଗମନ। ଠିକ୍ ଏହି ସମୟରେ ଆରମ୍ଭ ହୋଇଯାଇଛି ରାଜଧାନୀରେ ଟ୍ରେଡ୍ ଫେୟାର। ଜମିଛି ବ୍ୟବସାୟୀଙ୍କର ଭିଡ଼। ସଭିଙ୍କ ପାଇଁ ସାଜିଛି ମୁଖ୍ୟ ଆକର୍ଷଣ। ପୋଷାକରୁ ପାରମ୍ପରିକ ଅଳଙ୍କାର ହେଉ କି ଘରକରଣାରୁ ଘରସଜ୍ଜା ଜିନିଷ, ଭଳିକି...
ଜେଲରେ ଦୁରବସ୍ଥା ମାନସିକ ରୋଗୀଙ୍କ ସମସ୍ୟା ବଢାଉଛି ଓଏଚ୍ଆର୍ସିଙ୍କ ନିକଟରେ ଅଭିଯୋଗ
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଓଡିଶାର ଜେଲଗୁଡ଼ିକରେ ରହୁଥିବା କଏଦୀଙ୍କ ମଧ୍ୟରୁ ଶତକଡା ୫ ଭାଗ ମାନସିକ ରୋଗର ଶିକାର ହେଉଛନ୍ତି। ଏନ୍ସିଆର୍ବି (ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ) ରିପୋର୍ଟ-୨୦୧୭ରେ ଏହା ପ୍ରକାଶ ପାଇବା ପରେ ବିଭିନ୍ନ ମହଲରେ ଉଦ୍ବେଗ ପ୍ରକାଶ ପାଇଥିଲା।...
କ୍ୟାପିଟାଲ ହସ୍ପିଟାଲରେ ହେବ ହାର୍ଟ ଅପରେଶନ୍
ଭୁବନେଶ୍ୱର, ୭।୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ହାର୍ଟ-ସର୍ଜରି ୟୁନିଟ୍ ଆରମ୍ଭ ହେବ। ଫଳରେ ଏଠାରେ ହାର୍ଟ ଅପରେଶନ୍, ଓପନ ହାର୍ଟ ସର୍ଜରି, କମ୍ପ୍ଲେକ୍ସ ଆଞ୍ଜିଓଗ୍ରାଫି, ଡିଭାଇସ୍ କ୍ଲୋଜର, ଇଲେକ୍ଟ୍ରୋ ଫିଜିଓଲୋଜିକାଲ ଷ୍ଟଡି ସମ୍ଭବ ହୋଇପାରିବ। ଏନେଇ କ୍ୟାପିଟାଲ ହସ୍ପିଟାଲ ପରିସରରେ ଆବଶ୍ୟକ...
ନବ ନିର୍ମାଣ କୃଷକ ସଙ୍ଗଠନର ରାଷ୍ଟ୍ରୀୟ ସମ୍ମିଳନୀ: ଚାଷୀ ସୁରକ୍ଷା ଭତ୍ତା ଦାବିରେ ଦେଶବ୍ୟାପୀ ହେବ ଆନ୍ଦୋଳନ
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଦେଶରେ ଜନସଂଖ୍ୟାର ୭୦ଭାଗ ହେଉଛନ୍ତି ଚାଷୀ। ତେଣୁ ଶାସନ ପ୍ରଶାସନ ଚାଷୀମନସ୍କ ହେବାକଥା। କିନ୍ତୁ ୭୦ ବର୍ଷ ପରେ ମଧ୍ୟ ସବୁ ଓଲଟା ଚାଲିଛି। ଏଣିକି ନେତା, ଅମଲାଙ୍କ ମନମାନିକୁ ଚାଷୀମାନେ ବିରୋଧ କରିବେ ବୋଲି ନବ...
ହକି ବିଶ୍ୱ କପ୍ ପାଇଁ ୬୭ କୋଟି ଖର୍ଚ୍ଚ
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶାରେ ପୁରୁଷ ହକି ବିଶ୍ୱ କପ୍ ଆୟୋଜନ କରି ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରୁ ପ୍ରଶଂସା ସାଉଁଟିଲେ। ୨୦୧୮ ନଭେମ୍ବର ୨୮ରୁ ଡିସେମ୍ବର ୧୬ ତାରିଖ ଯାଏ ଏହି ହକି ମହାକୁମ୍ଭର ଆୟୋଜନ କରାଯାଇଥିଲା।...
ପିଆଜ ବିକିବେ ସରକାର
ଭୁବନେଶ୍ୱର, ୭।୧୧(ବ୍ୟୁରୋ): କି.ଗ୍ରା. ପ୍ରତି ୧୦ରୁ ୧୫ ଟଙ୍କାରେ ମିଳୁଥିବା ପିଆଜ ଏବେ ୬୫ ଟଙ୍କା ଛୁଇଁଲାଣି। ପିଆଜ ଗତ ଦୁଇମାସ ହେବ ଗରିବ ଓ ନିମ୍ନ ଆୟବର୍ଗର ଲୋକମାନଙ୍କୁ କଲବଲ କରୁଛି। ଆସନ୍ତା ମାସକ ମଧ୍ୟରେ ଦର କମିବା...
ଜାତୀୟ ପୁରସ୍କାର ପାଇବେ ଓଡ଼ିଶାର ୮ ହସ୍ତଶିଳ୍ପୀ
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଓଡ଼ିଶାର ହସ୍ତଶିଳ୍ପ ତଥା ଓଡ଼ିଆ କାରିଗରଙ୍କ କଳାକୃତି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବେଶ୍ ସୁନାମ ଅର୍ଜନ କରିଛି। ଇତିମଧ୍ୟରେ ଓଡ଼ିଶାର ମୋଟ ୧୮୦ ହସ୍ତଶିଳ୍ପ କାରିଗର ଜାତୀୟସ୍ତରରେ ପୁରସ୍କୃତ ହୋଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି।...
୨୦୨୦ରେ ଦ୍ୱିଗୁଣା ହେବେ ପ୍ରୋଷ୍ଟେଟ୍ କ୍ୟାନ୍ସର ରୋଗୀ
ଭୁବନେଶ୍ୱର, ୭ା୧୧(ବ୍ୟୁରୋ) ଭାରତରେ ପ୍ରୋଷ୍ଟେଟ୍ କ୍ୟାନ୍ସର ଦିନକୁ ଦିନ ଭୟଙ୍କର ରୂପ ନେଉଛି। ଗବେଷଣା ଅନୁସାରେ ୨୦୧୦ ଓ ୨୦୧୫ରେ ଭାରତରେ ପ୍ରୋଷ୍ଟେଟ୍ କ୍ୟାନ୍ସରରେ ପୀଡ଼ିତ ରୋଗୀଙ୍କ ସଂଖ୍ୟା ଯଥାକ୍ରମେ ୨୬ ଓ ୨୮ ହଜାର ଥିବାବେଳେ ୨୦୨୦ ସୁଦ୍ଧା ଏହି...
ମୁଣ୍ଡଳିରେ ଭାଙ୍ଗିଲା ଡଙ୍ଗା, ବର୍ତ୍ତିଲେ ମତ୍ସ୍ୟଜୀବୀ
ନରାଜ,୭ା୧୧(ଡି.ଏନ୍.ଏ.) ବାରଙ୍ଗ ବ୍ଲକ ଅନ୍ତର୍ଗତ ମହାନଦୀର ମୁଣ୍ଡଳି ବ୍ୟାରେଜଠାରେ ବୁଧବାର ଏକ ମାଛ ଧରୁଥିବା ଡଙ୍ଗା ହଠାତ୍ ଭାଙ୍ଗିଯାଇଥିଲା। ଏହି ସମୟରେ ମାଛ ଧରୁଥିବା ଦୁଇ ମତ୍ସ୍ୟଜୀବୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ପୂର୍ବାହ୍ନ ୧୧ଟା ସମୟରେ ସବୁଦିନ ଭଳି...
Archives


