ମେଟ୍ରୋ

‘ଉତ୍ତମ ଜନସ୍ବାସ୍ଥ୍ୟ ସେବା ଲାଗି ବହୁମୁଖୀ ଉଦ୍ୟମ ଲୋଡ଼ା’

ଭୁବନେଶ୍ୱର,୨୪ା୨:ଉତ୍ତମ ଜନସ୍ବାସ୍ଥ୍ୟ ସେବା ପାଇଁ ବହୁମୁଖୀ ଏବଂ ବହୁବିଧ ଉଦ୍ୟମର ଆବଶ୍ୟକତା ରହିଛି। ଏଆଇପିଏଚ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ଜାତୀୟ କର୍ମଶାଳାରେ ବିଶେଷଜ୍ଞମାନେ ଉତ୍ତମ ଜନସ୍ବାସ୍ଥ୍ୟ ଉପରେ ମତ ରଖିଛନ୍ତି। ଉତ୍ତମ ସ୍ବାସ୍ଥ୍ୟ ପାଇଁ ସୁସ୍ଥ ଖାଦ୍ୟ, ସୁସ୍ଥ ମୃତ୍ତିକା, ସୁସ୍ଥ…

ରାଜ୍ୟସ୍ତରୀୟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ଉଦ୍‌ଯାପିତ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ହିନ୍ଦୁସ୍ଥାନୀ ସଙ୍ଗୀତ ସଭା ପକ୍ଷରୁ ସୂଚନା ଭବନଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହରେ ମୁଖ୍ୟଅତିଥି ଭାବେ ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ ପ୍ରଦୀପ କୁମାର ବିଶ୍ୱାଳ ଏବଂ…

ନିଜ ଅଳିଆ ନିଜ ପାଖେ ରଖ: ସାମୂହିକ ସଫେଇ ପରେ ଚମକିଲା ଏକାମ୍ରକ୍ଷେତ୍ର

ଭୁବନେଶ୍ୱର, ୨୪ା୨ (ବ୍ୟୁରୋ): ନିଜ ଅଳିଆ ନିଜ ପାଖେ ରଖ, ସୌନ୍ଦର୍ଯ୍ୟଭରା ଏକାମ୍ରକ୍ଷେତ୍ର ଅଞ୍ଚଳକୁ ଅଳିଆ ଗଦା କରନି। ଘରେ ଡଷ୍ଟବିନ୍‌ ରଖ, ସଫେଇ ଓ ପରିମଳ କାର୍ଯ୍ୟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)କୁ ସହଯୋଗର ହାତ ବଢ଼ାଅ। ସଫେଇ କର୍ମଚାରୀ…

ପୋଲସରାରେ ନିଆଁରେ ପୋଡ଼ି ୩ ଶିଶୁ ମୃତ୍ୟୁ ଘଟଣା: ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ୪ ଲକ୍ଷ କ୍ଷତିପୂରଣ ଘୋଷଣା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ପୋଡ଼ି ଯାଇ ୩ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ…

ବିଜେଡି ସଭାପତି ପଦ: ନାମାଙ୍କନପତ୍ର ଦାଖଲ କଲେ ନବୀନ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ବିଜେଡି ସଭାପତି ପଦ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ରବିବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ରାଜଧାନୀସ୍ଥିତ ଦଳୀୟ କାର୍ଯ୍ୟାଳୟକୁ ଆସି ମୁଖ୍ୟମନ୍ତ୍ରୀ ନାମାଙ୍କନ ଦାଖଲ କରିଛନ୍ତି। ସେହିଭଳି ଦଳୀୟ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ ପାଇଁ ମଧ୍ୟ ନାମାଙ୍କନ…

ଅନ୍ତର୍ଜାତୀୟ ଫ୍ୟାଶନ କ୍ୟାଲେଣ୍ଡର ‘ମିଲନ ୨୦୨୦’ ଉନ୍ମୋଚିତ

ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ଜେଡି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫ୍ୟାଶନ ଆଣ୍ଡ୍‌ ଟେକ୍ନୋଲୋଜି ପକ୍ଷରୁ ଅନ୍ତର୍ଜାତୀୟ ଫ୍ୟାଶନ କ୍ୟାଲେଣ୍ଡର ‘ମିଲନ ୨୦୨୦’ ସ୍ଥାନୀୟ ଏକ ହୋଟେଲରେ ଉନ୍ମୋଚିତ ହୋଇଯାଇଛି। ଜେଡି ଇନ୍‌ଷ୍ଟିଚ୍ୟୁଟ୍‌ ଭୁବନେଶ୍ୱରର ବିଶାଲ ସୁବୁଦ୍ଧି ଓ ଶିବଦତ୍ତ ସୁବୁଦ୍ଧି ଯୋଗଦେଇ କ୍ୟାଲେଣ୍ଡର ଉନ୍ମୋଚନ…

ଭୋଗ ଦଖଲରେ ଜବରଦଖଲକାରୀ: ଖଜଣା ଭରୁଛନ୍ତି ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର, ୨୩ା୨(ଡି.ଏନ.ଏ.): ଏକାମ୍ର ଶ୍ରୀଲିଙ୍ଗରାଜ କ୍ଷେତ୍ରରେ ସୌନ୍ଦର୍ଯ୍ୟକରଣ ନେଇ ଦୀର୍ଘ ୩ ମାସରୁ ଊର୍ଦ୍ଧ୍ୱ ସମୟ ହେଲା ମାପଚୁପ ଚାଲିଛି। ହେଲେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ଜବରଦଖଲ ଯୋଗୁ କାର୍ଯ୍ୟ ଆଗେଇ ପାରୁନାହିଁ। ଏଠାରେ ପୂର୍ବରୁ ବହୁ ଅଫିସର ଶ୍ରୀଲିଙ୍ଗରାଜ ମନ୍ଦିର…

‘ଓଡ଼ିଆଙ୍କ ମଧ୍ୟରେ ସ୍ବାଭିମାନ କ୍ଷୁଣ୍ଣ ଶୁଭ ସୂଚନା ନୁହେଁ’

ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ମାତୃଭାଷା ଗୋଟିଏ ଜାତିର ପରିଚୟ। ଏହା ନିଜ ଭିତରେ ସ୍ବାଭିମାନ ସୃଷ୍ଟି କରିବା ସହ ସମାଜକୁ ସମୃଦ୍ଧ କରିଥାଏ। ତେଣୁ ମାତୃଭାଷାର ସୁରକ୍ଷା ଓ ବ୍ୟବହାର ପ୍ରତି ସମସ୍ତେ ସଚେତନ ହେବା ଉଚିତ। କିନ୍ତୁ ଦୁର୍ଭାଗ୍ୟର କଥା ଓଡ଼ିଆ…

୨ଲକ୍ଷ ଟଙ୍କାର ଜାଲ୍‌ ଇ-ରେଳ ଟିକେଟ ଜବତ: ଖଡ଼ଗପୁରରୁ ଗିରଫ ହେଲେ ଦଲାଲ

ଭୁବନେଶ୍ୱର,୨୩ା୨(ବ୍ୟୁରେ): ରାଜଧାନୀରେ ଇ-ରେଳ ଟିକେଟ ଜାଲିଆତି ର଼୍ୟାକେଟ। ଇତିମଧ୍ୟରେ ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ବିଭିନ୍ନ ସମୟରେ ଚଢ଼ାଉ କରି ବହୁ ଦଲାଲଙ୍କୁ ଗିରଫ କରିବା ସହ ତଦନ୍ତ ଚଳାଇଥିବାବେଳେ ଦେଶର ବିଭିନ୍ନ ସହରରେ ଏପରି ର଼୍ୟାକେଟ ଚାଲିଥିବା ଜାଣିବାକୁ ପାଇଛି।…

ବିଜେଡି ସଭାପତି ପଦ ପାଇଁ ନବୀନଙ୍କ ନାମାଙ୍କନ ଆଜି

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁନର୍ବାର ଶାସକ ଦଳର ସଭାପତି ପଦ ପାଇଁ ରବିବାର ନାମାଙ୍କନପତ୍ର ଦାଖଲ କରିବେ। ରାଜଧାନୀସ୍ଥିତ ଦଳୀୟ ମୁଖ୍ୟାଳୟରେ ଏହି ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ପଦ ସମେତ ଦଳୀୟ…

ପ୍ରାକୃତିକ ବିପତ୍ତିକୁ ବଳିଯାଉଛି ସଡ଼କ ଦୁର୍ଘଟଣା: ୧୦ବର୍ଷରେ ଗଲାଣି ୪୩ ହଜାର ଜୀବନ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ବିଭିନ୍ନ ସମୟରେ ରାଜ୍ୟରେ ହେଉଥିବା ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ଚାଲିଯାଉଛି। ଗତ ୧୦ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼, ବନ୍ୟା, ଡଙ୍ଗାବୁଡ଼ି, ସାପ କାମୁଡ଼ା, ଭୂସ୍ଖଳନ ଓ ପାଣିରେ ବୁଡ଼ି ୧୧,୪୪୦ ଜଣଙ୍କ…

ଖାରବେଳନଗର ଥାନା ଅଧିକାରୀଙ୍କ ଅନୁଭୂତି: ଆଖି ଆଗରେ ଧ୍ୱଂସ ହୋଇଥିଲା ପୋଲିସ ଗାଡ଼ି

ପୋଲିସର କାର୍ଯ୍ୟ ସବୁବେଳେ ଚ୍ୟାଲେଞ୍ଜପୂର୍ଣ୍ଣ। ଅନେକ ସମୟରେ ମାଓବାଦୀ ଏବଂ ଅପରାଧୀଙ୍କ ସହ ବଣଜଙ୍ଗଲରେ ସଂଘର୍ଷ କରିବାକୁ ପଢ଼େ। ଏଥିରେ ପୋଲିସ କର୍ମଚାରୀ ଓ ଅଧିକାରୀମାନେ ଅତି ନିକଟରୁ ମୃତ୍ୟୁକୁ ଦେଖନ୍ତି। କେତେଜଣଙ୍କୁ ପ୍ରାଣ ହରାଇବାକୁ ପଡ଼େ ତ କେତେଜଣଙ୍କୁ ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?