ମେଟ୍ରୋ

ରାଜ୍ୟ ପୋଲିସରେ ବଡ଼ଧରଣର ବଦଳି

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ରାଜ୍ୟ ପୋଲିସରେ ସୋମବାର ବଡ଼ଧରଣର ଅଦଳବଦଳ କରାଯାଇଛି। ବିଭିନ୍ନ ଜିଲାରେ କାର୍ଯ୍ୟ କରୁଥିବା ୫୧ ଡିଏସ୍‌ପିଙ୍କ ଅନ୍ୟତ୍ର ବଦଳି କରାଯାଇଥିବାବେଳେ ନିକଟରେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀରୁ ପାସଆଉଟ୍‌ ୧୬ଜଣ ଡିଏସ୍‌ପିଙ୍କୁ ନୂଆ ନିଯୁକ୍ତି ମିଳିଛି। ପୋଲିସ...

କାନ୍ଥ କହେ କାହାଣୀ: କଳାପାହାଡ଼ ବିଭୀଷିକାର ସାକ୍ଷୀ ‘ମା ଗଡ଼ଚଣ୍ଡୀ’

କଟକ ଅଫିସ, ୫ା୧୧: ପ୍ରାଚୀନ ସହର କଟକ। ଏଠାରେ ରହିଛି ଅନେକ ସଂସ୍କୃତି ଓ ଇତିହାସ। ସହରଟି ଯେତିକି ପୁରୁଣା ତା’ର କାହାଣୀ ମଧ୍ୟ ସେତିକି ପ୍ରାଚୀନ। କୋଣ ଅନୁକୋଣରେ ଭରି ରହିଛି ଇତିହାସର ଛିଟା। ଏହିସବୁ ଲୋକଲୋଚନକୁ ଆଣିବା...

ଅନୁଭୂତିରେ ବାଲିଯାତ୍ରା: ପାଦ ଥକିଯାଏ, ମନ ଥକେନି

କଟକ ଅଫିସ,୫ା୧୧: ବାଲିଯାତ୍ରାରେ ବୁଲିଲେ ପାଦ ଥକି ଯାଏ, ମନ କେବେ ଥକେନି। ଯେହେତୁ ମୁଁ ଜଣେ କଟକବାସୀ, ଏଣୁ ପ୍ରତିବର୍ଷ ବାଲିଯାତ୍ରା ଯିବା ଥୟ। ଏବେ ସେ ବଳ ବୟସ ନାହିଁ। ତଥାପି ବାଲିଯାତ୍ରା ବୁଲିବା ମଜା ସେମିତି...

ମହାନଦୀରେ ନୌକାବିହାର ମଜା ନେବେ ପର୍ଯ୍ୟଟକ

କଟକ ଅଫିସ, ୫ା୧୧:ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏହି ଯାତ୍ରାକୁ ଆଉ କିଛି ଦିନ ବାକି ଥିବାବେଳେ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ(ସିଏମ୍‌ସି) ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁ ଗତ ଶନିବାର ସୁଦ୍ଧା ୫୦ ପ୍ରତିଶତ...

କମିଶନରେଟ ପୋଲିସର ଅପରାଧ ସମୀକ୍ଷା ବୈଠକ: ବିଶୃଙ୍ଖଳାକାରୀଙ୍କ ବିରୋଧରେ ଲାଗିବ ଏନ୍‌ଏସ୍‌ଏ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ସୋମବାର ତ୍ରୈମାସିକ ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦୁଇ ସହରର ବିଭିନ୍ନ ଜୋନ୍‌ ଏସିପି ଓ ଥାନା ଅଧିକାରୀ...

ଅବପାତରେ ପରିଣତ ହେଲା ଲଘୁଚାପ: ୨୪ ଘଣ୍ଟାରେ ବାତ୍ୟା ରୂପ ନେବା ସମ୍ଭାବନା

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆଣ୍ଡାମାନ ନିକଟରେ କେନ୍ଦ୍ରଭୂତ ହୋଇଥିବା ଲଘୁଚାପ ଅଧିକ ଘନିଭୂତ ହେବାରେ ଲାଗିଛି। ଏହା ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପଠାରୁ ୯୫୦ କିମି ଦୂରରେ ରହିଛି। ଏଥିସହିତ ଲଘୁଚାପ ଆସନ୍ତା୨୪ ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ...

ମନ ଜିଣିଲେ ‘ସୁପର ୨୨’

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଗୋଡ଼ ନ ଥାଇ ବି ନାଚିବାର ଇଚ୍ଛା। ହାତ ନ ଥାଇ ବି ଅଭିନୟ କରିବାର ଇଚ୍ଛା। କଥା କହି ନ ପାରିଲେ ବି ଅନ୍ୟକୁ ହସାଇବାର ଇଚ୍ଛା। ଦିବ୍ୟାଙ୍ଗ ହେଲେ ବି ନିଜ ଦକ୍ଷତା ବଳରେ କିଛି...

ଲିଙ୍ଗରାଜ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମାଡ଼ ଘଟଣା

ପୁରୁଣା ଭୁବନେଶ୍ୱର,୫ା୧୧(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁଙ୍କୁ ତାଲା ପକାଇ ଆକ୍ରମଣ କରିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। ଅପରପକ୍ଷେ ଅଭିଯୋଗପତ୍ରରେ ଅଭିଯୁକ୍ତ ୨ ସେବାୟତଙ୍କ ନାମରେ ହୋଇଥିବା ଅଭିଯୋଗକୁ ଅନୁଧ୍ୟାନ କରାଯାଇ...

ଧରିତ୍ରୀ ଆଳାପ: ସ୍ବାସ୍ଥ୍ୟସେବାକୁ ଅଧିକ ଲୋକାଭିମୁଖୀ କରିବାକୁ ଚେଷ୍ଟା କରିବି

ଲୋକଙ୍କ ପାଖରେ ସ୍ବାସ୍ଥ୍ୟସେବା ଯେପରି ସହଜରେ ଉପଲବ୍ଧ ହୋଇପାରିବ ସେ ଦିଗରେ ଗୁରୁତ୍ୱ ଦେବି। ସେହିପରି ଡାକ୍ତରୀପିଲାଙ୍କ ପାଠପଢା କ୍ଷେତ୍ରକୁ ମଧ୍ୟ ଅଗ୍ରାଧିକାର ଦିଆଯିବ। ରାଜ୍ୟରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅନେକ ଜନକଲ୍ୟାଣକାରୀ ଯୋଜନା ଲାଗୁ କରାଯାଇଛି। ଏହି ଯୋଜନାଗୁଡିକୁ...

ଓଡ଼ିଶାରେ ଉତ୍କଟ ହେବ ଗ୍ରୀଷ୍ମପ୍ରବାହ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ୨୦୧୦ରେ ଓଡ଼ିଶାରେ ହାରାହାରି ଗ୍ରୀଷ୍ମ ତାପମାତ୍ରା ୨୮.୮୭ ଡିଗ୍ରି ସେଲସିଅସ୍‌ ଥିବାବେଳେ ୨୧୦୦ ସୁଦ୍ଧା ଏହା ୩୨.୧୯ ଡିଗ୍ରି ସେଲସିଅସକୁ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ଚଳିତ ଶତାବ୍ଦୀ ଶେଷ ପର୍ଯ୍ୟନ୍ତ ଯଦି ବର୍ତ୍ତମାନ ହାରରେ ଗ୍ରିନ୍‌ହାଉସ...

ଇଣ୍ଡିଗୋ ନେଟ୍‌ଓ୍ବର୍କ ସମସ୍ୟା, ଚଳାଚଳ ବାଧାପ୍ରାପ୍ତ

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ନେଟ୍‌ଓ୍ବର୍କରେ ସମସ୍ୟା ଲାଗି ରହିବାରୁ ସୋମବାର ସାରା ଦେଶରେ ଇଣ୍ଡିଗୋ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। କେତେକ ବିମାନ ୨ରୁ ୩ ଘଣ୍ଟା ବିଳମ୍ବରେ ଚଳାଚଳ କରିଥିବାବେଳେ ଆଉ କେତେକ ସେବାକୁ ବାତିଲ କରିଦିଆଯାଇଥିଲା। ଏଭଳି ସମସ୍ୟା ଯୋଗୁ...

ମହଙ୍ଗା ପଡ଼ିଲା ଜାଲ୍‌ ଆଧାର କାର୍ଡରେ ମାଗଣା ଯାତ୍ରା: ବାନ୍ଧବୀଙ୍କ ସହ ବନ୍ଧାହେଲେ ବିମାନ କର୍ମଚାରୀ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ବାନ୍ଧବୀଙ୍କୁ ନିଜ ପରିବାର ସଦସ୍ୟ ଭାବେ ପ୍ରମାଣ ଦେବାକୁ ପ୍ରସ୍ତୁତ କରିଥିଲେ ଜାଲ୍‌ ଆଧାରକାର୍ଡ। ଉକ୍ତ କାର୍ଡ ମାଧ୍ୟମରେ ଟିକେଟ କରି କମ୍ପାନୀର ମାଗଣା ସେବା ପାଇବା ଜଣେ ବିମାନ କର୍ମଚାରୀଙ୍କ ପାଇଁ ମହଙ୍ଗା ପଡ଼ିଛି। ଶେଷରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri