ମେଟ୍ରୋ

ଭାଷା ବିବାଦକୁ ନେଇ ଭୁବନେଶ୍ୱର ଏମ୍ସର ସ୍ପଷ୍ଟୀକରଣ: କେବଳ ପ୍ରଶାସନିକ କାର୍ଯ୍ୟ ପାଇଁ ହିନ୍ଦୀ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ରେ କେବଳ ପ୍ରଶାସନିକ କାର୍ଯ୍ୟ ପାଇଁ ହିନ୍ଦୀ ଭାଷା ବ୍ୟବହାର କରାଯିବ ବୋଲି ଏହାର ନିର୍ଦ୍ଦେଶିକା ଡକ୍ଟର ଗୀତାଞ୍ଜଳି ବି. କହିଛନ୍ତି। ସେହିପରି ସଂସ୍ଥାନରେ ହେଉଥିବା ଅଧିକାଂଶ ଦସ୍ତଖତ ଇଂଲିଶ ଅଥବା ଓଡ଼ିଆରେ ହୋଇଥାଏ।…

ଆଖଡ଼ାଶାଳୀ ବନ୍ଦର ବାଟ ଫିଟିଲା: କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୩ା୨(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ନିର୍ମାଣ ପାଇଁ ବାଟ ଫିଟିଛି। ଆଖଡ଼ାଶାଳୀ ବନ୍ଦର ନିର୍ମାଣ ପାଇଁ ଘରୋଇ କମ୍ପାନୀ ମୁହଁ ମୋଡିବା ପରେ ରାଜ୍ୟ ସରକାର ଏହାର ନିର୍ମାଣ ଦାୟିତ୍ୱ କେନ୍ଦ୍ର ସରକାରଙ୍କ ହାତରେ ନ୍ୟସ୍ତ କରିବାକୁ…

‘ଗାନ୍ଧୀ ଶାନ୍ତିକେନ୍ଦ୍ର’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: କହିଲେ ‘ଅହିଂସା ଭାରତୀୟତାର ପରିଚୟ’

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଭୁବନେଶ୍ୱର ଖଣ୍ଡଗିରିଠାରେ ଶନିବାର ଗାନ୍ଧି ଶାନ୍ତିକେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରି ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ୫ ଏକର ଜମିରେ ସ୍ଥାପିତ ଗାନ୍ଧି ଶାନ୍ତିକେନ୍ଦ୍ର ଆଦିତ୍ୟ ବିର୍ଲା ଓ ରାଜ୍ୟ ସରକାରଙ୍କ ମିଳିତ…

କର୍ତ୍ତବ୍ୟରେ ଅବହେଳା: ୨ ଶିକ୍ଷକଙ୍କ ଦରମା ବନ୍ଦ ଲାଗି ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଆକ୍ସନ ମୁଡ୍‌ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରହିଆସୁଛନ୍ତି। କେତେବେଳେ ଅଚାନକ ସ୍କୁଲ ଗସ୍ତ କରିବା ହେଉ ଅଥବା କେବେ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଏହି କ୍ରମରେ…

ଭୁବନେଶ୍ୱର ଏମ୍ସରେ ହିନ୍ଦୀ ଭାଷାର ଗୁରୁତ୍ୱକୁ ସବୁ ମହଲରେ ବିରୋଧ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ର ସମସ୍ତ କର୍ମଚାରୀ ଓ ଫାକଲ୍ଟି ହିନ୍ଦୀ ଭାଷାରେ ଦସ୍ତଖତ କରିବା ସହ ରେକର୍ଡ ପ୍ରସ୍ତୁତ କରିବେ। ଏହି ମର୍ମରେ ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କୌଣସି କାରଣ ନ ଥାଇ ହିନ୍ଦୀଭାଷାକୁ ଓଡ଼ିଶାରେ…

ବନ୍ଧୁ ହେବ ତ ଏମିତି

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ),୨୨।୨: ଜୀବନରେ ବନ୍ଧୁର ସ୍ଥାନ ସ୍ବତନ୍ତ୍ର। ବନ୍ଧୁତ୍ୱ ଆଗରେ ଧନସମ୍ପତ୍ତି, ପଦପଦବୀ, ଉଚ୍ଚନୀଚ, ଜାତିଅଜାତିର କିଛି ମୂଲ୍ୟନାହିଁ। ବନ୍ଧୁଙ୍କ ଆଗରେ ସବୁକଥା କହି ହୋଇଥାଏ। ବନ୍ଧୁଙ୍କ ଖୁସିରେ ଖୁସି ହେବା ଏବଂ ଦୁଃଖ ସମୟରେ ସହାୟତାର ହାତ ବଢ଼ାଇବାର…

ପରଲୋକରେ ଅନୁବାଦକ ଯୁଗଳ କିଶୋର

ଭୁବନେଶ୍ୱର,୨୨।୨(ବ୍ୟୁରୋ) : ବିଶିଷ୍ଟ ଅନୁବାଦକ ତଥା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ସାହିତି୍ୟକ ଯୁଗଳ କିଶୋର ଦତ୍ତଙ୍କର ଶୁକ୍ରବାର ତାଙ୍କ ବାସଭବନରେ ପରଲୋକ ଘଟିଛି। ୯୨ ବର୍ଷୀୟ ଯୁଗଳ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ୧୯୨୮ ଡିସେମ୍ବର ୨୪ରେ ଯାଜପୁର ଜିଲା…

୧୭ ସହରରୁ ଉତ୍ପାଦନ ହେବ ସବୁଜ ଶକ୍ତି

ଭୁବନେଶ୍ୱର,୨୨।୨(ବ୍ୟୁରୋ): ପାରମ୍ପରିକ ଶକ୍ତି ଉତ୍ସ ବେଳକୁ ବେଳ ହ୍ରାସ ପାଉଥିବାରୁ ଅଣପାରମ୍ପରିକ ଶକ୍ତି ଉପରେ ଆଗାମୀ ଦିନରେ ଅଧିକ ନିର୍ଭର କରିବାକୁ ପଡ଼ିବ। ସେଥିପାଇଁ ରାଜ୍ୟ ସରକାର ସବୁଜ ଶକ୍ତି ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି। ଏହି ଶକ୍ତି ଉତ୍ସକୁ ଅଧିକ…

ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଶୁକ୍ରବାର ପବିତ୍ର ଜାଗର ଲାଗି ରାଜଧାନୀ ଚଳଚଞ୍ଚଳ ଥିବାବେଳେ ଇନ୍‌ଫୋସିଟି ଥାନା ଅଧୀନ ସିପେଟ୍‌ ନିକଟସ୍ଥ ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଅଞ୍ଚଳର ଚିନ୍ମୟ କୁମାର ସ୍ବାଇଁ…

୩ ଯୁବକ ଗିରଫ: ୭୨ ବ୍ୟାଟେରି ଜବତ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ରାଜଧାନୀବାସୀଙ୍କ ସୁରକ୍ଷା ନିମନ୍ତେ ସହରର ବିଭିନ୍ନ ଟ୍ରାଫିକ ପୋଷ୍ଟରେ ଖଞ୍ଜାଯାଇଥିବା ସିସିଟିଭି କ୍ୟାମେରାର ବ୍ୟାଟେରି ଚୋରି କରୁଥିବା ଗ୍ୟାଙ୍ଗର ପର୍ଦ୍ଦାଫାଶ୍‌ କରିଛି କମିଶନରେଟ ପୋଲିସ। ସିସିଟିଭି କଣ୍ଟ୍ରୋଲ ରୁମ୍‌ କର୍ମଚାରୀଙ୍କ ସହଯୋଗରେ କ୍ୟାପିଟାଲ ଥାନା ପୋଲିସ ଏହି ଗ୍ୟାଙ୍ଗର ୩ଜଣ…

ମହିଳାଙ୍କୁ ଅସଦାଚରଣ, ପର୍ସ ଛଡ଼ାଇ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ସମ୍ପର୍କରେ ଫାଟ ଆସିବା ପରେ ଜଣେ ମହିଳାଙ୍କୁ ଅସଦାଚରଣ କରିବା ସହ ପର୍ସ ଓ ମୋବାଇଲ ଫୋନ୍‌ ଛଡ଼ାଇ ନେଇଥିବା ଅଭିଯୁକ୍ତଙ୍କୁ ଏୟାରପୋର୍ଟ ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପୋଖରୀପୁଟ ଭୋଇସାହି ଅଞ୍ଚଳର ଗଣେଶ ସାମଲ…

ଦୁର୍ଘଟଣାଗ୍ରସ୍ତ ମହିଳାଙ୍କ ପ୍ରାଥମିକ ଚିକିତ୍ସା କଲେ ରଞ୍ଜୀବ

ଭୁବନେଶ୍ୱର,୨୨।୨(ବ୍ୟୁରେ): ରାଜଧାନୀର ବିଭିନ୍ନ ଛକରେ ଡ୍ୟୁଟି କରୁଥିବା ଟ୍ରାଫିକ ପୋଲିସ ଖରା, ବର୍ଷାକୁ ଖାତିର ନ କରି ନିଜ ଦାୟିତ୍ୱ ତୁଲାଉଛନ୍ତି। ଅନେକ ସମୟରେ ସେମାନେ ବୃଦ୍ଧାବୃଦ୍ଧ, ଦିବ୍ୟାଙ୍ଗଙ୍କୁ ସହଯୋଗର ହାତ ବଢାଇ ସାବାସି ପାଇବା ସହ ଚର୍ଚ୍ଚାକୁ ଆସିଥାନ୍ତି। ଏହିଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?