ବିଶ୍ୱସ୍ତରୀୟ ମାନବ ସମ୍ବଳ ସୃଷ୍ଟି ଲକ୍ଷ୍ୟ’
ଭୁବନେଶ୍ୱର,୫ା୧୧(ବ୍ୟୁରୋ): ରାଜ୍ୟର ଯୁବତୀଯୁବକଙ୍କ ଦକ୍ଷତା ବିକାଶ ଓ ନିଯୁକ୍ତି ସୁଯୋଗକୁ ପ୍ରଶସ୍ତ କରିବାକୁ ରାଜ୍ୟ ସରକାର ୩ଟି ବୁଝାମଣାପତ୍ର(ଏମ୍ଓୟୁ) ସ୍ବାକ୍ଷର କରିଛନ୍ତି। ସୋମବାର ଖାରବେଳ ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ରାଜ୍ୟ ସରକାର ଟାଟା ଷ୍ଟ୍ରାଇଭ ଏବଂ ଟେକ୍...
ବସନ୍ତମଞ୍ଜରୀ ହସ୍ପିିଟାଲର ଉନ୍ନତୀକରଣ ପାଇଁ ବୈଠକ
ଭୁବନେଶ୍ୱର,୫ା୧୧(ବ୍ୟୁରୋ): ନୟାଗଡ଼ ଜିଲା ରଣପୁର ଚାନ୍ଦିପୁରସ୍ଥିତ ବସନ୍ତ ମଞ୍ଜରୀ ହସ୍ପିଟାଲର ଉନ୍ନତୀକରଣ ଦିଗରେ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ହସ୍ପିଟାଲକୁ କିଭଳି କ୍ରିୟାଶୀଳ କରାଯାଇପାରିବ ଓ...
୬୨୮୪ ସରକାରୀ ବିଦ୍ୟାଳୟକୁ ‘ଗରିମା’ ତାମ୍ର ପୁରସ୍କାର
ଭୁବନେଶ୍ୱର, ,୫ା୧୧(ବ୍ୟୁରୋ): ଶିକ୍ଷା କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ରାଜ୍ୟର ୬୨୮୪ ସରକାରୀ ବିଦ୍ୟାଳୟ ‘ଗରିମା’ ତାମ୍ର ପୁରସ୍କାର ପାଇବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଏହି ବିଦ୍ୟାଳୟଗୁଡ଼ିକୁ ପୁରସ୍କାର ସହ ପ୍ରମାଣପତ୍ର ପ୍ରଦାନ କରାଯିବ। ବିଭାଗ...
ବିଧାନସଭା ସଦାଚାର କମିଟି ବୈଠକ: ନିର୍ବାଚନମଣ୍ଡଳୀ ସ୍ତରୀୟ ଉନ୍ନୟନ କମିଟି କାର୍ଯ୍ୟାବଳୀ ଉପରେ ହେଲା ଆଲୋଚନା
ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଓଡ଼ିଶା ସଦାଚାର ଗୃହ କମିଟିର ଚତୁର୍ଥ ବୈଠକ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ.୫୪ରେ ଅନୁଷ୍ଠିତ ଏହି ବୈଠକରେ ନିର୍ବାଚନମଣ୍ଡଳୀ ଓ୍ବାରି ଉନ୍ନୟନ କମିଟିର କାର୍ଯ୍ୟାବଳୀ ସମ୍ପର୍କରେ ଆଲୋଚନା...
ଆଇନଜୀବୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ମାମଲା:୨୯ରେ ପରବର୍ତ୍ତୀ ଶୁଣାଣି
କଟକ ଅଫିସ,୫ା୧୧: ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏଶନ ତଥା ରାଜ୍ୟର ଅନ୍ୟ ବାର୍ ଆସୋସିଏଶନର କୋର୍ଟ ବର୍ଜନ ଆନ୍ଦୋଳନକୁ ନେଇ ହୋଇଥିବା ଅଦାଲତ ଅବମାନନା ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟଙ୍କ ଫୁଲ୍ ବେଞ୍ଚ ବସି ଏହି ମାମଲାର...
ଡାକ୍ତର ସି.ବି.କେ. ମହାନ୍ତି ହେଲେ ଡିଏମ୍ଇଟି ନିର୍ଦ୍ଦେଶକ
ଭୁବନେଶ୍ୱର, (ବ୍ୟୁରୋ)/ କଟକ ଅଫିସ, ୫ା୧୧: ରାଜ୍ୟ ମେଡିକାଲ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟ(ଡିଏମ୍ଇଟି) ନିର୍ଦ୍ଦେଶକ ଭାବେ ଡା ସି.ବି.କେ. ମହାନ୍ତିଙ୍କୁ ନିଯୁକ୍ତି ମିଳିଛି। ଏନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ଏକ ବିଜ୍ଞପ୍ତିରେ...
ଫନୀରେ ବିଦ୍ୟୁତ୍ ବିଭାଗ କ୍ଷତିର ସମୀକ୍ଷା କଲେ ମନ୍ତ୍ରୀ: ହାଇଡ୍ରୋ ପ୍ରୋଜେକ୍ଟର କ୍ଷମତା ବୃଦ୍ଧି ପାଇଁ ନିର୍ଦ୍ଦେଶ ଦେଲେ
ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଶକ୍ତି ବିଭାଗ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ସମୀକ୍ଷା ବୈଠକରେ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପରିବେଶ ବାତାନୁକୂଳ ମାଧ୍ୟମରେ ହାଇଡ୍ରୋ ପ୍ରୋଜେକ୍ଟଗୁଡ଼ିକୁ ତ୍ବରାନ୍ବିତ କରାଯାଇ ଏହାର କ୍ଷମତା ବୃଦ୍ଧି କରାଗଲେ ବିଦ୍ୟୁତ ଯୋଗାଣ କ୍ଷେତ୍ରରେ ଉନ୍ନତି ହୋଇପାରିବ ବୋଲି...
ବିଧାନସଭା ଶୀତ ଅଧିବେଶନ: ୧୩ରେ ବିଜେଡି ବିଧାୟକ ଦଳ ବୈଠକ
ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ଏଥର ବିଧାନସଭାରେ ସରକାର ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଏହା ପୂର୍ବରୁ ସରକାରଙ୍କ ପକ୍ଷରୁ ବଜେଟ ପାଇଁ ସବୁ ପ୍ରକାର ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର...
ଆସୁଛି ବାତ୍ୟା ‘ବୁଲ୍ବୁଲ୍’
ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଆଣ୍ଡାମାନ ନିକଟସ୍ଥ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନରୁ ୫.୮ କିଲୋମିଟର ବ୍ୟାପି ରହିଛି। ଧୀରେ ଧୀରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା...
ଏକକ ଷାଣ୍ମାସିକ ପରୀକ୍ଷା ତ୍ରୁଟି ଘଟଣା:୧୫ ଦିନରେ ରିପୋର୍ଟ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ଏକକ ପ୍ରଶ୍ନପତ୍ରରେ ଦେଖାଯାଇଥିବା ତ୍ରୁଟିବିଚ୍ୟୁତି ସମ୍ପର୍କରେ ସୋମବାର ବିଭାଗ ପକ୍ଷରୁ ସମୀକ୍ଷା ହୋଇଛି। ଏହି ତ୍ରୁଟି ପାଇଁ ବିଭାଗୀୟ କମିଶନର ତଥା ଶାସନ ସଚିବ ଚିତ୍ରା ଅରୁମୁଗମ୍ଙ୍କ ଅଧ୍ୟକ୍ଷତାରେ ଏକ...
ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ: ପୁଣି ୬ ଅଧିକାରୀ ବରଖାସ୍ତ, ୫ ଜଣଙ୍କ ପେନ୍ସନ ସ୍ଥାୟୀଭାବେ ବନ୍ଦ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଦୁର୍ନୀତି ବିକାର ସବୁଠାରୁ ବଡ଼ ପ୍ରତିବନ୍ଧକ। ତେଣୁ ଦୁର୍ନୀତି ବିରୋଧରେ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା (ଜିରୋ ଟଲରାନ୍ସ) ନୀତି ଉପରେ ସବୁବେଳେ ଗୁରୁତ୍ୱ...
ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ନିର୍ଦ୍ଦେଶ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ଜନିତ ମାମଲାର ମଧ୍ୟବର୍ତ୍ତୀକାଳୀନ ରାୟ ପ୍ରକାଶ ପାଇଛି। ଜଷ୍ଟିଶ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ ସୁପ୍ରିମକୋର୍ଟ ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ଜାରି ହୋଇଥିବା ନିର୍ଦ୍ଦେଶଗୁଡିକ ମଧ୍ୟରେ ଶ୍ରୀମନ୍ଦିର ଲାଗି ଜଣେ ପୂର୍ଣ୍ଣକାଳୀନ ପ୍ରଶାସକ...
Archives


