ମେଟ୍ରୋ

ପିଲାଙ୍କ ଭବିଷ୍ୟତ ଗଠନରେ ଜେଜେମା’ ଓ ଜେଜେବାପାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ପିଲାଙ୍କ ଉତ୍ତମ ଚରିତ୍ର ଓ ଭବିଷ୍ୟତ ଗଠନରେ ଜେଜେମା’ ଓ ଜେଜେବାପାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। ସେମାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଶନିବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ଇନ୍ଦ୍ରପ୍ରସ୍ଥ ଅଡିଟୋରିୟମ୍‌ରେ ‘ଗ୍ରାଣ୍ଡ ପ୍ୟାରେଣ୍ଟସ୍‌ ଡେ’ ପାଳିତ ହୋଇଯାଇଛି।...

ଇଣ୍ଟରନ୍ୟାଶନାଲ ମେଗା ଟ୍ରେଡ୍‌ ଫେୟାର ଆରମ୍ଭ: ୫୦୦ ଷ୍ଟଲ୍‌ରେ ୭ ଦେଶ, ୧୦ ରାଜ୍ୟର ଉତ୍ପାଦ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): କ୍ରେଡାଇ ଭୁବନେଶ୍ୱର, ଉତ୍କଳ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ୟୁସିସିଆଇ), ବେଙ୍ଗଲ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଏବଂ ଜି.ଏସ୍‌. ମାର୍କେଟିଂ ଆସୋସିଏଟ୍‌ସ ମିଳିତ ଆନୁକୂଲ୍ୟରେ ଶନିବାରଠାରୁ ସ୍ଥାନୀୟ ଜନତା ମଇଦାନରେ ‘କ୍ରେଡାଇ ଭୁବନେଶ୍ୱର...

ଫିଲ୍ମରେ ଦିବ୍ୟାଙ୍ଗମାନଙ୍କୁ ସୁଯୋଗ ଦେବାକୁ ଅଭିନବ ପ୍ରୟାସ: ପ୍ରତିଭା ଦେଖାଇବେ ‘ସୁପର୍‌ ୨୨’

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ସେମାନେ ଦିବ୍ୟାଙ୍ଗ। ହେଲେ ନାଚିବା, ଗାଇବା ଓ ଅଭିନୟ କରିବା ପାଇଁ ତାଙ୍କ ନିକଟରେ ଯଥେଷ୍ଟ ଦକ୍ଷତା ରହିଛି। ସକ୍ଷମଙ୍କ ଭଳି ସବୁକିଛି କରିବାର ମନୋବଳ ବି ଅଛି। ବାସ୍‌ ପ୍ରତିଭା ଦେଖାଇବା ଲାଗି ଆବଶ୍ୟକ ହେଉଛି...

ପେପରବିହୀନ ରେଳ କାର୍ଯ୍ୟାଳୟକୁ ଗୁରୁତ୍ୱ: ପ୍ରଥମ ପର୍ଯ୍ୟାୟରେ ୫୮ୟୁନିଟ୍‌ ହେଲା ଇ- ଅଫିସ୍‌

ଭୁବନେଶ୍ୱର, ୩।୧୧(ବ୍ୟୁରୋ): କାର୍ଯ୍ୟକ୍ଷେତ୍ରରେ ସ୍ବଚ୍ଛତା ଆଣିବା ସହ ପେପରବିହୀନ ରେଳ କାର୍ଯ୍ୟାଳୟ (ଇ -ଅଫିସ୍‌) କାର୍ଯ୍ୟକାରୀ ଉପରେ ଭାରତୀୟ ରେଳପଥ ବେଶ୍‌ ତତ୍ପରତାର ସହ କାର୍ଯ୍ୟ କରୁଛି। ନ୍ୟାଶନାଲ ଇ-ଗଭର୍ନାନ୍ସ ଯୋଜନାରେ ରେଲଓ୍ବେ ପ୍ରଥମ ପର୍ଯ୍ୟାୟରେ ୫୮ଟି ୟୁନିଟ୍‌କୁ ସମ୍ପୂର୍ଣ୍ଣ...

ପ୍ରଦୂଷଣକୁ ଅଣଦେଖା: ଧୂଆଁ, ଧୂଳି ବଳୟରେ ଉପକୂଳ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ସହରାଞ୍ଚଳ ଓ ଶିଳ୍ପାଞ୍ଚଳ ବାୟୁ ପ୍ରଦୂଷଣ ବେଳକୁବେଳ ଘାତକ ହେବାରେ ଲାଗିଛି। ଯାନବାହନ ସଂଖ୍ୟା ବୃଦ୍ଧି ସାଙ୍ଗକୁ ଧୂଳି, ଧୂଆଁରେ ସହରାଞ୍ଚଳ ବାୟୁମଣ୍ଡଳ ଭରିଯାଉଛି। ଦେଶର ରାଜଧାନୀ ଦିଲ୍ଲୀ ପ୍ରଦୂଷଣ ବଳୟରେ ଅଣନିଃଶ୍ୱାସୀ ହେଉଛି। ଖୋଲା ନିଃଶ୍ୱାସପ୍ରଶ୍ୱାସ ନେବା...

ଜଟଣୀ ତହସିଲରେ ଦଲାଲଙ୍କୁ ଧରିଲେ ଆଇନଜୀବୀ :ଆଣିଥିବା ସରକାରୀ ରେକର୍ଡ ଛଡ଼ାଇ ରଖିଲେ

ଜଟଣୀ,୩।୧୧(ଡି.ଏନ.ଏ) ସରକାରୀ କାର୍ଯ୍ୟାଳୟଗୁଡିକରୁ ଦଲାଲ ହଟାଇବା, ଲାଞ୍ଚ କାରବାର ବନ୍ଦ କରି ଦୁର୍ନୀତିମୁକ୍ତ କରି ଲୋକଙ୍କୁ ଠିକ୍‌ ସେବା ଯୋଗାଇବା ପାଇଁ ସରକାର ୫-ଟି ଓ ମୋ ସରକାର ପରି ପଦକ୍ଷେପ ଆରମ୍ଭ କରିଛନ୍ତି। ଜଟଣୀରେ ଥିବା କାର୍ଯ୍ୟାଳୟଗୁଡିକରେ ସରକାରଙ୍କ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ବ୍ୟାପକ ଦୁର୍ନୀତି ବିଡିଓଙ୍କୁ ଭେଟିଲେ ଏମ୍‌ପି

ବେଗୁନିଆ, ୩।୧୧ (ଡି.ଏନ.ଏ.): ବାସ ଖଣ୍ଡିଏ ପାଇଁ ଏବେବି ବହୁ ଗରିବ ଲୋକ ସରକାରୀ ଯୋଜନାର ଠିକଣା ଖୋଜୁଛନ୍ତି। ବିଶେଷକରି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତାଲିକାରେ ପଞ୍ଜୀକରଣ ହୋଇ ମଧ୍ୟ ବହୁ ଲୋକ ବାଦ୍‌ ପଡିଛନ୍ତି। ପ୍ରଶାସନିକ ସ୍ତରରେ ହେଉ...

ସଂଶୋଧିତ ହୋଲ୍ଡିଂ ଟିକସ ଆଦାୟ କରିବ ବିଏମ୍‌ସି

ଭୁବନେଶ୍ୱର, ୩।୧୧(ବ୍ୟୁରୋ) ବହୁ ବାଦ ବିବାଦ ପରେ ମଧ୍ୟ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ସଂଶୋଧିତ ହୋଲ୍ଡିଂ ଟିକସ ବା ସମ୍ପତ୍ତି ଟିକସ ଲାଗୁ କରିବାକୁ ବିଜ୍ଞପ୍ତି ପ୍ରକାଶ କରିଛି। ବିଏମ୍‌ସି ଅଞ୍ଚଳରେ ଜମି କିମ୍ବା ଘର କିଣିଥିବା ଲୋକମାନଙ୍କୁ ବର୍ଦ୍ଧିତ...

ପାଖେଇ ଆସୁଛି ବାଲିଯାତ୍ରା, ସରିନି ୫୦% କାମ

କଟକ ଅଫିସ, ୩।୧୧ ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏହି ଯାତ୍ରା ଆଉ ୯ଦିନ ବାକି ଥିବା ବେଳେ ଜିଲା ପ୍ରଶାସନ ଏବଂ କଟକ ମହାନଗର ନିଗମ(ସିଏମ୍‌ସି) ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁ ଏ ପର୍ଯ୍ୟନ୍ତ ୫୦ ପ୍ରତିଶତ...

ସ୍ବଚ୍ଛତା ନେଇ ବିଏମ୍‌ସିର କଡ଼ା ଆଭିମୁଖ୍ୟ: ସଫେଇ ସଂସ୍ଥା ଲାୟନ୍ସକୁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର, ୩।୧୧(ବ୍ୟୁରୋ)ସହରର ପରିମଳ ବ୍ୟବସ୍ଥା ଉପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସ୍ବତନ୍ତ୍ର ଭାବେ ଗୁରୁତ୍ୱ ଦେଉଛି। ଆଗକୁ ସ୍ବଚ୍ଛ ସର୍ବେକ୍ଷଣ ଥିବାରୁ ଚଳିତବର୍ଷ ଏ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ବିଏମ୍‌ସି ଅଣ୍ଟା ଭିଡ଼ିଛି। ଏହି ପରିପ୍ରେକ୍ଷୀରେ ସହରର...

କୁଆଖାଇ ନଦୀକୂଳରେ ଛଟ୍‌ ପୂଜା

ବାଲିଅନ୍ତା,୩।୧୧(ଡି.ଏନ୍‌.ଏ.) ରାଜଧାନୀ ଉପକଣ୍ଠ ନହରକଣ୍ଟା ଓ ପାଣ୍ଡରାସ୍ଥିତ କୁଆଖାଇ ନଦୀକୂଳରେ ବିହାରୀ ସମ୍ପ୍ରଦାୟର ଲୋକଙ୍କ ବଡ଼ ପର୍ବ ଛଟ୍‌ ପୂଜା ତଥା ସୂର୍ଯ୍ୟଷଷ୍ଠୀ ବ୍ରତ ଶନିବାର ପାରମ୍ପରିକ ରୀତିରେ ପାଳିତ ହୋଇଯାଇଛି। ଶହଶହ ବ୍ରତଧାରୀ ଶ୍ରଦ୍ଧାଳୁ ନଦୀବନ୍ଧରେ ପଶି ଅସ୍ତଗାମୀ...

ବେଆଇନ ମାଂସ ଦୋକାନ ହଟାଇବାକୁ ‘ଫିଆପୋ’ର ପ୍ରୟାସ

ଭୁବନେଶ୍ୱର, ୩।୧୧(ବ୍ୟୁରୋ) ଛତୁ ଫୁଟିଲା ଭଳି ରାଜଧାନୀର ରାସ୍ତା କଡ଼ରେ ମାଂସ ଦୋକାନ ଖୋଲୁଛି। ପ୍ରଥମତଃ ଏହା ବେଆଇନ ଅଟେ। ଦ୍ୱିତୀୟରେ ଏହା ଏକ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରିବା ସହ ସ୍କୁଲକୁ ଯାଉଥିବା ପିଲାଙ୍କ ମନରେ ଏକ ନକାରାତ୍ମକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri