ମେଟ୍ରୋ

ହୀରାକୁଦ୍‌ ଡ୍ୟାମ୍‌ ପୁରସ୍କୃତ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ସମ୍ବଲପୁର ସ୍ଥିତ ହୀରାକୁଦ୍‌ ଡ୍ୟାମ୍‌କୁ ଉପଯୁକ୍ତ ରକ୍ଷଣାବେକ୍ଷଣ ଏବଂ ଉତ୍ତମ ଭିତ୍ତିଭୂମି ପାଇଁ ପୁରସ୍କୃତ କରାଯାଇଛି। କେନ୍ଦ୍ରୀୟ ଜଳସେଚନ ଓ ଶକ୍ତି ବୋର୍ଡ (ସିବିଆଇପି)ପକ୍ଷରୁ ଓଡ଼ିଶାକୁ ଏହି ସମ୍ମାନ ମିଳିଛି। ଏଥିପାଇଁ ଜଳସମ୍ପଦ ବିଭାଗକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌…

ମାର୍ଚ୍ଚ ଯାଏ ବଢ଼ିବନି ତାତି

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଫେବୃୟାରୀ ଶେଷ ଯାଏ ପାଗ ଅନୁକୂଳ ରହିବ। ଅଧିକ ଗରମ ଅନୁଭୂତ ହେବ ନାହିଁ। ଉତ୍ତର ପଶ୍ଚିମ ଦିଗରୁ ଭୂପୃଷ୍ଠରୁ ୧୨ କି.ମି ଉଚ୍ଚତାରେ ଥଣ୍ଡା ବାୟୁ ଘଣ୍ଟାକୁ ୧୦୦ କି.ମି ବେଗରେ ବହୁଛି। ଏଥିଯୋଗୁ ରାଜ୍ୟରେ ଗରମ ଅନୁଭୂତ…

ଧନୀଙ୍କୁ ମିଳୁଛି ପ୍ରଧାନମନ୍ତ୍ରୀ ଆବାସ

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଆମେମାନେ ଜନ ପ୍ରତିନିଧି । ଲୋକଙ୍କ ସହିତ ପ୍ରତ୍ୟକ୍ଷ ସମ୍ପର୍କରେ ରହିଛୁ। ଯେଉଁ ଗରିବ ଲୋକ ଘର ଖଣ୍ଡେ ପାଇ ନାହିଁ ସେମାନେ ଆମକୁ ଅଭିଯୋଗ କରୁଛନ୍ତି। ଆମେ ସେମାନଙ୍କ ପାଇଁ କିଛି କରି ପାରୁ ନାହୁଁ। ଲୋଗୋ ପଛେ…

ବିଜେଡି ନେତ୍ରୀ ମିନାକ୍ଷୀଙ୍କ ଆତ୍ମାହୁତି ଘଟଣା: ୯ ଦିନ ପରେ ଆଖି ବୁଜିଲେ

ବ୍ରହ୍ମପୁର ଅଫିସ/ ଭୁବନେଶ୍ୱର,୨୦।୨(ବ୍ୟୁରୋ): ମହିଳା ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମିନାକ୍ଷୀ ମିଶ୍ର ଗତ ୧୨ ତାରିଖରେ ତାଙ୍କ ପୁଅ ରାଜା ଓରଫ କୃତିବାସ ମିଶ୍ରଙ୍କୁ ପୋଲିସ ମିଥ୍ୟା ମାମଲାରେ ଗିରଫ କରିଥିବା ପ୍ରତିବାଦରେ ବ୍ରହ୍ମପୁର ଏସ୍‌ପିଙ୍କୁ ଭେଟିବାକୁ ଯାଇଥିଲେ। ସେଠାରେ…

ପିଏମଏଓ୍ବାଇ-ବିପିଜିଏଓ୍ବାଇ ଝଗଡ଼ା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ(ପିଏମଏଓ୍ବାଇ-ଜି) ପାଇଁ କେନ୍ଦ୍ର ସରକାର ପଇସା ଦେଉଛନ୍ତି। ସେହି ଘର ଆଗରେ ବିଜୁ ବାବୁଙ୍କ ଲୋଗୋ କାହିଁକି ଲଗାଯିବ। ଏହାକୁ ନେଇ ଭାଜପା ଘୋର ଆପତ୍ତି ଉଠାଇଛି। ଏ ପ୍ରସଙ୍ଗରେ ବୁଧବାର ମୁଲତବୀ ପ୍ରସ୍ତାବ…

ତଦନ୍ତ ପରେ ଫେରିଲା ଛତିଶଗଡ଼ ପୋଲିସ

ଭୁବନେଶ୍ୱର,୨୦ା୨(ବ୍ୟୁରେ): ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ହତ୍ୟା ଘଟଣାରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଭୁବନେଶ୍ୱରରେ ୩ଦିନ ଧରି ତଦନ୍ତ ଚଳାଇଥିଲା ଛତିଶଗଡ଼ ପୋଲିସ। ବିଭିନ୍ନ ଦିଗକୁ ନେଇ ତଦନ୍ତ କରିବା ପରେ ଛତିଶଗଡ଼ ପୋଲିସ ବୁଧବାର…

ପ୍ରତି ଜିଲାରେ ଖୋଲିବ ମଡେଲ ଧାନମଣ୍ଡି

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ରାଜ୍ୟର ପ୍ରତି ଜିଲାରେ ମଡେଲ ଧାନମଣ୍ଡି ନିର୍ମାଣ ହେବ। ଏ ନେଇ ବିଧାୟକମାନଙ୍କଠାରୁ ମତାମତ ନିଆଯିବ। ମଡେଲ ମଣ୍ଡିର ରୂପରେଖ କିଭଳି ହେବ ସେ ନେଇ ବିଭାଗ ପକ୍ଷରୁ ଏକ ବୈଷୟିକ ଟିମ୍‌ ଅନ୍ୟ ରାଜ୍ୟକୁ ଗସ୍ତ କରିବ। ବିଧାୟକଙ୍କ…

ନକଲି ପ୍ରଶ୍ନପତ୍ର ଭାଇରାଲ

କଟକ ଅଫିସ/ଭୁବନେଶ୍ୱର(ବ୍ୟୁରୋ)/ ଧର୍ମଗଡ଼,୨୦ା୨(ଡି.ଏନ.ଏ.): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ସାରା ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଯାଇଛି ମାଟ୍ରିକ ପରୀକ୍ଷା। ହେଲେ ଆରମ୍ଭ ଦିନରେ ନକଲି ଓଡ଼ିଆ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରୀକ୍ଷା ଶେଷ ହେବାର ଅଧଘଣ୍ଟା ପୂର୍ବରୁ ଓଡ଼ିଆ…

ନିର୍ଦ୍ଧାରିତ ସମୟରେ ପାଠ୍ୟକ୍ରମ ସାରିବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର, ୨୦ା୨(ବ୍ୟୁରୋ): ଜ୍ଞାନର ପରିସୀମା ବୃଦ୍ଧି ଘଟୁଥିବା ପରିପ୍ରେକ୍ଷୀରେ ଛାତ୍ରୀଛାତ୍ରଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ବିଶ୍ୱସ୍ତରୀୟ ପ୍ରତିଯୋଗିତାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏହା ଆମ ସମସ୍ତଙ୍କ ପାଇଁ ଏକ ଆହ୍ବାନ। ଏହାର ସଫଳତା ପାଇଁ ଉଚ୍ଚଶିକ୍ଷାର ଗୁଣାତ୍ମକ ମାନର ବିକାଶ, ଗବେଷଣା ଓ…

ଯୁବତୀଙ୍କୁ କାର୍‌ରେ ଅପହରଣ ଉଦ୍ୟମ: ଫେରାର ପ୍ରେମିକ ଗିରଫ

ଭୁବନେଶ୍ୱର,୨୦ା୨(ବ୍ୟୁରେ): ବିବାହ ପାଇଁ ରାଜି ନ ହେବାରୁ ଯୁବତୀଙ୍କୁ କାର୍‌ରେ ଅପହରଣ ଉଦ୍ୟମ ସହ ଅସଦାଚରଣ କରିଥିବା ଅଭିଯୁକ୍ତ ପ୍ରେମିକଙ୍କୁ ବୁଧବାର ନୟାପଲ୍ଲୀ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ନିଜାପୁରା ଗ୍ରାମର ଭବାନୀ…

ମହାଶିବରାତ୍ରି ପାଇଁ ପ୍ରସ୍ତୁତ ଏକାମ୍ର କ୍ଷେତ୍ର

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ମହାଶିବରାତ୍ରି ପାଇଁ ଉତ୍ସବମୁଖର ହୋଇଛି ଏକାମ୍ର କ୍ଷେତ୍ର। ପୂଜାର୍ଚ୍ଚନାରୁ ଆରମ୍ଭ କରି ମନ୍ଦିର ଉପରକୁ ମହାଦୀପ ଉଠିବା ପର୍ଯ୍ୟନ୍ତ, କେତେବେଳେ କେଉଁ ନୀତି ହେବ, ସେନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଶୈବପୀଠରେ ପରିପୂର୍ଣ୍ଣ ରାଜଧାନୀରେ ମହାଶିବରାତ୍ରି…

ରାଜ୍ୟରେ ଆର୍ଥିକ ଭିତ୍ତିରେ ୧୦% ସଂରକ୍ଷଣ ଦାବିରେ ଧାରଣା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୧୯ ଫେବୃୟାରୀ ପହିଲାରୁ ଗରିବ ସାଧାରଣବର୍ଗ ପିଲାଙ୍କ ପାଇଁ ଆର୍ଥିକ ଭିତ୍ତିରେ ଲାଗୁ କରାଯାଇଥିବା ୧୦% ସଂରକ୍ଷଣ ଏ ପର୍ଯ୍ୟନ୍ତ ଓଡ଼ିଶାରେ ନିଯୁକ୍ତି କ୍ଷେତ୍ରରେ ଲାଗୁ ହୋଇନାହିଁ। ଏ ନେଇ କ୍ରାନ୍ତିିବୀର ଫାଉଣ୍ଡେଶନ ଏବଂ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?