ମେଟ୍ରୋ

ଟ୍ରେନ, ଷ୍ଟେଶନରେ କମିଛି ଫେରି ବିକ୍ରି

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଜିରୋ ଟଲରେନ୍ସ ନୀତିରେ ପୂର୍ବତଟ ରେଳପଥ ଷ୍ଟେଶନ ଓ ଟ୍ରେନରେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲା ବିକ୍ରି ଉପରେ ଅଙ୍କୁଶ ଲଗାଯିବା ପରେ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟାନୁଷ୍ଠାନ ନେଇ ସଫଳତା ପାଇଛି। ପୂର୍ବ ଅପେକ୍ଷା ଏବେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲାଙ୍କ ବହୁମାତ୍ରାରେ ହ୍ରାସ...

ପାଠ୍ୟପୁସ୍ତକ ଜ୍ଞାନକୁ ଜୀବନରେ ବିନିଯୋଗ କର: ଓ୍ବାଙ୍ଗ୍‌ଚୁକ୍‌

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ):ଶିକ୍ଷା କ୍ରାନ୍ତି ବା କୌଣସି ବ୍ୟକ୍ତିର ଶିକ୍ଷାର ବିକାଶ ପାଇଁ ‘ପଢ଼ିବା, ଲେଖିବା ଓ ଗଣିତ’ର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଛାତ୍ରୀଛାତ୍ରମାନେ ସମାଜରେ ସକାରାତ୍ମକ ଚିନ୍ତନ ଆଣିବା ପାଇଁ ନିଜର ପାଠ୍ୟପୁସ୍ତକ ଜ୍ଞାନକୁ ବାସ୍ତବିକ ଜୀବନରେ ବିନିଯୋଗ କରି ନିଜକୁ...

କେୟାର ହସ୍ପିଟାଲରେ ଲୋକଙ୍କୁ ପାର୍କିଂ ମନା

ଭୁବନେଶ୍ୱର, ୩୧ା୧୦: ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍‌, ଆପାର୍ଟମେଣ୍ଟ, ମଲ୍‌ରେ ଲୋକଙ୍କ ଗାଡ଼ି ରଖିବା ଆବଶ୍ୟକ ପାର୍କିଂ ସ୍ଥାନ ରଖିବାକୁ ବାଧ୍ୟ। ଏବେ ପାର୍କିଂ ଫି ଆଦାୟ ଉପରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) କଟକଣା ଲଗାଇବା...

ଡିସେମ୍ବର ୭ରୁ ଡଗ୍‌ ଶୋ’: ପ୍ରଥରଥର ପାଇଁ ହେବ ବିଗଲ ସ୍ପେଶିଆଲିଟି

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ଓଡ଼ିଶା କେନେଲ କ୍ଲବ ପକ୍ଷରୁ ପ୍ରତିବର୍ଷ ହେଉଥିବା ଡଗ୍‌ ଶୋ’ ଆସନ୍ତା ଡିସେମ୍ବର ୭ରୁ ଆରମ୍ଭ ହେବ। ୟୁନିଟ୍‌-୬ ବାଳକ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ଏହା ଦୁଇଦିନ ଧରି ଚାଲିବ। ଶୋ’ ପାଇଁ କ୍ଲବ୍‌ ପକ୍ଷରୁ ପ୍ରସ୍ତୁତି...

ଜର୍ମାନୀ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାରେ ଯୋଗଦେବ ସି.ଭି. ରମଣ

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ଜର୍ମାନୀର ମୁନିଚ୍‌ଠାରେ ହେବାକୁ ଥିବା ବିଶ୍ୱବିଦ୍ୟାଳୟ ଚାମ୍ପିୟନଶିପ୍‌ ପାଇଁ ସି.ଭି. ରମଣ ଇଞ୍ଜିନିୟରିଂ କଲେଜ ଯୋଗ୍ୟ ବିବେଚିତ ହୋଇଛି। ଚଳିତବର୍ଷ ମୁମ୍ବାଇର ଆଇଫାଟ୍‌-୧୯ ଆନୁକୂଲ୍ୟରେ ଅନୁଷ୍ଠିତ ଓ୍ବାଟର ରିସୋର୍ସ ମ୍ୟାନେଜମେଣ୍ଟ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାରେ ସି.ଭି. ରମଣ କଲେଜର...

ଡିସେମ୍ବର ୨୩ରୁ ସିଟି ଫେଷ୍ଟିଭାଲ

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ପୁଣି ଆରମ୍ଭ ହେବ ସିଟି ଫେଷ୍ଟିଭାଲ। ଆସନ୍ତା ଡିସେମ୍ବର ୨୩ରୁ ଜାନୁୟାରୀ ୧ ଯାଏ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଶୀତୁଆ ସନ୍ଧ୍ୟାରେ ରାଜଧାନୀବାସୀଙ୍କୁ ଝୁମାଇବେ ଖ୍ୟାତନାମା ଷ୍ଟାର୍‌ କଳାକାର। ପୂର୍ବବର୍ଷ ଭୁବନେଶ୍ୱର ସିଟି ଫେଷ୍ଟିଭାଲ (ଡଟ୍‌ ଫେଷ୍ଟ)ର...

ବିଶାଖାପାଟଣାରୁ ସୁବେଦାରଗଞ୍ଜ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ (୦୮୫୨୭-୦୮୫୨୮)ବିଶାଖାପାଟଣା-ସୁବେଦାରଗଞ୍ଜ(ଆଲ୍ଲାହାବାଦ) ଏକ ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି। ବିଶାଖାପାଟଣାରୁ ଏହି ଟ୍ରେନ ଭାୟା ବିଜୟନଗରମ, ଭୁବନେଶ୍ୱର, ଭଦ୍ରକ ଓ ଗୟା ଦେଇ ସୁବେଦାରଗଞ୍ଜକୁ ଚଳାଚଳ କରିବ। ୨୬ ନଭେମ୍ବରରୁ ଆରମ୍ଭ ହେବାକୁ ଥିବା...

୧୩ ଆଇଏଏସ୍‌ ଅଧିକାରୀଙ୍କୁ ମେଡିକାଲ କଲେଜ,ହସ୍ପିଟାଲ ସଂଯୋଜନା ଦାୟିତ୍ୱ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ସାରା ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି, ରକ୍ଷଣାବେକ୍ଷଣ, ସାମଗ୍ରିକ ପ୍ରଦର୍ଶନ ଇତ୍ୟାଦି ସମ୍ପର୍କିତ କାର୍ଯ୍ୟର ସଂଯୋଜନା ପାଇଁ ବୁଧବାର ୧୩ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଏ...

ଶିଶୁ କଲ୍ୟାଣ ଅନୁଷ୍ଠାନକୁ ଆର୍ଥିକ ସହାୟତା

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବିଭିନ୍ନ ଜିଲାର ଶିଶୁ କଲ୍ୟାଣ ଅନୁଷ୍ଠାନଗୁଡ଼ିକର ସର୍ବାଙ୍ଗୀନ ଉନ୍ନତି ପାଇଁ ବୁଧବାର ଆର୍ଥିକ ସହାୟତା ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ୩୦ ଜିଲାର ଶିଶୁ କଲ୍ୟାଣ ପ୍ରତିଷ୍ଠାନରେ ରହୁଥିବା ପିଲାମାନଙ୍କ ପାଇଁ ରେଡକ୍ରସ ଜରିଆରେ ୧୦...

ଭଙ୍ଗାଯିବ ୩୫ ବିଧାୟକଙ୍କ କ୍ୱାଟର୍‌, ଖୁବ୍‌ଶୀଘ୍ର ଜାରି ହେବ ନୋଟିସ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଓଡ଼ିଶାର ବିଧାୟକଙ୍କ ପାଇଁ ତିଆରି ହେବ ଆପାର୍ଟମେଣ୍ଟ। ବିଧାନସଭା ନିକଟରେ ଥିବା ବିଧାୟକ କଲୋନୀର ୩୫ଜଣ ବିଧାୟକଙ୍କ କ୍ୱାଟର ଭଙ୍ଗାଯିବ। ୪ଶହ କୋଟି ଟଙ୍କା ବ୍ୟୟରେ ୧୪୦ ବିଧାୟକଙ୍କ ପାଇଁ ୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟ ନିର୍ମାଣ...

ପିସିସି ସଭାପତି ପଦରେ ରହିବାକୁ ଚାହୁଁନାହିଁ, ମୋତେ ମୁକ୍ତି ଦେଇ ପଦବୀ କିଏ ନେବ କୁହନ୍ତୁ: ନିରଞ୍ଜନ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ପିସିସି ସଭାପତି ପଦରୁ ହଟାଇବା ଲାଗି କଂଗ୍ରେସ ନେତାଙ୍କ ମେଳି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ନିରଞ୍ଜନ ପଟ୍ଟନାୟକ। ସେ କହିଛନ୍ତି, ଯେଉଁମାନେ ପିସିସି ସଭାପତି ହେବାକୁ ଚାହୁଁଛନ୍ତି ସେମାନେ ମୋତେ କୁହନ୍ତୁ। ମୁଁ ସେମାନଙ୍କ ନାମ ଏଆଇସିସିକୁ...

ନଭେମ୍ବରରେ ଦ୍ୱିତୀୟ କିସ୍ତି କାଳିଆ ଟଙ୍କା ମିଳିବା ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ‘କାଳିଆ ଯୋଜନା’ର ଦ୍ୱିତୀୟ କିସ୍ତି ଟଙ୍କା ନଭେମ୍ବରରେ ପ୍ରଦାନ କରାଯିବ। ଏନେଇ ଘୋଷଣା କରାଯିବା ପରେ ଉଭୟ ଭାଜପା ଏବଂ କଂଗ୍ରେସ ନେତାମାନେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଭାଜପା ନେତା ତଥା ଦଳୀ ଉପସଭାପତି ସମୀର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri