ମେଟ୍ରୋ

୫ ଜିଲାରେ ଆରମ୍ଭ ହେବ ମିଶନ ଇନ୍ଦ୍ରଧନୁଷ୍‌-୨

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ରାଜ୍ୟର ୫ ଜିଲାରେ ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ମିଶନ ଇନ୍ଦ୍ରଧନୁଷ୍‌-୨ ଆରମ୍ଭ ହେବ। ଗଜପତି, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ମିଶନ ଇନ୍ଦ୍ରଧନୁଷ୍‌ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଲାଗି ପୂର୍ଣ୍ଣ ପ୍ରସ୍ତୁତି ପାଇଁ ସ୍ବାସ୍ଥ୍ୟ ବିଭାଗ...

କୋରାପୁଟରେ ହେବ ସିପେଟ୍‌

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ):ଭୁବନେଶ୍ୱର ଭଳି କୋରାପୁଟରେ ସିପେଟ୍‌ (ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ ଅଫ୍‌ ପ୍ଲାଷ୍ଟିକ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି) ପ୍ରତିଷ୍ଠା ହେବ ବୋଲି କହିଛନ୍ତି ରସାୟନ ଓ ସାର ମନ୍ତ୍ରଣାଳୟ ଅଧୀନ ରସାୟନ ଏବଂ ପେଟ୍ରୋକେମିକାଲ୍ସ ବିଭାଗ ସଚିବ ପି. ରାଘବେନ୍ଦ୍ର ରାଓ।...

ବିଧାନସଭା ଗୃହ କମିଟି : ଅରୂପ କୋଅପ୍ଟେଡ୍‌ ସଦସ୍ୟ

ଭୁବନେଶ୍ୱର,୩୦-୧୦(ବ୍ୟୁରୋ): ବମ୍ବେର ପୂର୍ବତନ ପୋଲିସ କମିଶନର ଅରୂପ ପଟ୍ଟନାୟକଙ୍କୁ ବିଧାନସଭା ଗୃହ କମିଟି (ପରିବେଶ ପ୍ରଦୂଷଣ ସମ୍ପର୍କିତ)ର କୋଅପ୍ଟେଡ୍‌ ସଦସ୍ୟଭାବେ ମନୋନୀତ କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ବିଧାନସଭା ସଚିବାଳୟରୁ ଏନେଇ ଅରୂପଙ୍କୁ ପତ୍ର ଲେଖି ଅବଗତ କରାଯାଇଛି।

ସ୍ମିତାରାଣୀ ମୃତ୍ୟୁ ଘଟଣା:ସିବିଆଇ ତଦନ୍ତ ଦାବିରେ ୩୧ରେ ଧାରଣା ଦେବ କଂଗ୍ରେସ

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ଭିଏଲ୍‌ଡବ୍ଲ୍ୟୁ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ରହସ୍ୟର ସିବିଆଇ ତଦନ୍ତ ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି)ପକ୍ଷରୁ ଆସନ୍ତା ୩୧ରେ ଧାରଣା ଓ ପ୍ରତିବାଦ ସଭା କରାଯିବ। ଦଳ ପକ୍ଷରୁ...

ଛଟ୍‌ ପୂଜା ପାଇଁ ପୁରୀରୁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୩୦-୧୦(ବ୍ୟୁରୋ):ଛଟ୍‌ ପୂଜାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ସ୍ବତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ହଟିୟା, ପାଟନା ଓ ଭାଗଲପୁରକୁ ସ୍ବତନ୍ତ୍ର ଭାବେ ଏହି ଟ୍ରେନ ଚଳାଚଳ କରିବ। ହଟିୟାକୁ ଚଳାଚଳ କରିବାକୁ ଥିବା ସ୍ବତନ୍ତ୍ର ଟ୍ରେନ ପୁରୀରୁ ଅପରାହ୍ନ...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା:୫-ଟି ଆଧାରରେ ରତ୍ନଭଣ୍ଡାର ଅଳଙ୍କାର ଯାଞ୍ଚ ହେଉ

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ):ରତ୍ନଭଣ୍ଡାର ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି। ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ଦେଢ଼ବର୍ଷରୁ ଅଧିକ ଦିନ ବିତିଗଲାଣି। ରତ୍ନଭଣ୍ଡାର ଚାବି ହଜିବା ପରେ ଏଥିରେ ଥିବା କୋଟି କୋଟି ଟଙ୍କା ମୂଲ୍ୟର ଅଳଙ୍କାର ବାସ୍ତବରେ ସୁରକ୍ଷିତ କି ନାହିଁ...

ଖଣି ଅଞ୍ଚଳର ବିକାଶ ହିସାବ ମାଗିଲେ ସିଇସି

ଭୁବନେଶ୍ୱର,୩୦-୧୦(ବ୍ୟୁରୋ):ରାଜ୍ୟର ଖଣିଜ ସମ୍ପଦ ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର କି କି ପ୍ରଳକ୍ପ କାର୍ଯ୍ୟକାରୀ କରିଛନ୍ତି। ଲୋକମାନଙ୍କୁ ତାହା କେତେ ଫାଇଦା ଦେଇଛି। ଅଞ୍ଚଳର ବିକାଶ ଲାଗି ଖଣିରୁ ଆଦାୟ ହେଉଥିବା ଅର୍ଥର କିଭଳି ବିନିଯୋଗ ହୋଇଛି ତାହା...

ସମବାୟ ସଂସ୍ଥା ଦ୍ୱାରା କୃଷି ଋଣ ପ୍ରଦାନ ପାଇଁ ପ୍ରସ୍ତୁତ ହେବ ରୋଡ୍‌ ମ୍ୟାପ୍‌: ରଣେନ୍ଦ୍ର

ଭୁବନେଶ୍ୱର,୨୯।୧୦(ବ୍ୟୁରୋ)- ରାଜ୍ୟରେ ସମବାୟ ସଂସ୍ଥା ମାଧ୍ୟମରେ ଋଣ ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ରୋଡ଼ ମ୍ୟାପ୍‌ ପ୍ରସ୍ତୁତ କରାଯିବ । କୃଷି କ୍ଷେତ୍ରରେ ଫସଲ ଋଣ ପ୍ରଦାନ ଦିଗରେ ସମବାୟ ସଂସ୍ଥା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ...

କାଳିଆ ଯୋଜନା: ନଭେମ୍ବରରେ ଯୋଗ୍ୟ ହିତାଧିକାରୀ ପାଇବେ ଦ୍ୱିତୀୟ କିସ୍ତି ଟଙ୍କା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଆସନ୍ତା ନଭେମ୍ବରରେ ମିଳିବ କାଳିଆ ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା। ମୁଖ୍ୟ ସଚିବ ଅସିତ୍‌ ତ୍ରିପାଠୀଙ୍କ ସହ ଆଲୋଚନା ପରେ ମଙ୍ଗଳବାର କୃଷି ସଚିବ ସୌରଭ ଗର୍ଗ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଗଷ୍ଟରୁ ଆରମ୍ଭ ହୋଇଥିବା...

ରତ୍ନଭଣ୍ଡାର ଗହଣା ଅଡିଟ୍‌ ପ୍ରସଙ୍ଗ: ପ୍ରତାପ କହିଲେ ‘ଚୁପ୍‌ ବସି ନାହାନ୍ତି ରାଜ୍ୟ ସରକାର, ଚିଠି ମିଳିଲେ ତର୍ଜମା କରାଯିବ’

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ନେଇ ବିରୋଧୀ ଦଳ ନେତା ପ୍ରଦୀପ ନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପ୍ରତାପ ଜେନା। ସେ କହିଛନ୍ତି, ରାଜ୍ୟ ସରକାର ଚୁପ୍‌ ବସି ନାହାନ୍ତି। ଶ୍ରୀମନ୍ଦିରର...

ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଓଡ଼ିଶା ବିଶ୍ୱରେ ଉଦାହରଣ ପାଲଟିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ‘ତିତ୍‌ଲି’ ହେଉ ଅବା ‘ଫନୀ’, ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛି ଓଡ଼ିଶା। ବିଶ୍ୱପାଇଁ ରାଜ୍ୟ ବେଞ୍ଚମାର୍କ ପାଲଟିଛି। ମଙ୍ଗଳବାର ସ୍ଥାନୀୟ ରବିନ୍ଦ୍ର ମଣ୍ଡପ ପରିସରରେ ଆୟୋଜିତ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ...

କ୍ରୀଡ଼ାବିତ୍‌ଙ୍କ ଭତ୍ତା ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ୫-ଟି କାର୍ଯ୍ୟକ୍ରମ ଅନୁଯାୟୀ, କ୍ରୀଡ଼ା ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ବିଭିନ୍ନ ଆବଶ୍ୟକତା ସମ୍ପର୍କରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ସେମାନଙ୍କ ଉତ୍ତମ ପ୍ରଦର୍ଶନ ପାଇଁ ଅଧିକ ସୁଯୋଗ ସୃଷ୍ଟି ଲକ୍ଷ୍ୟରେ ସେ କ୍ରୀଡ଼ା ହଷ୍ଟେଲରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri