ମେଟ୍ରୋ

ସରିଲା କ୍ୟାବିନେଟ୍‌ ବୈଠକ: ୪ଟି ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ ବୈଠକ ବସିଛି। ପୂର୍ବାହ୍ନ ୯ଟା ୪୫ରେ ଲୋକସେବା ଭବନରେ ଏହି ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ସାଧାରଣ ପ୍ରଶାସନ, ବାରିପଦା ମେଡିକାଲ କଲେଜ ପାଇଁ ୧୫୦…

ଅଚାନକ ଓୟୁଏଟିରେ ପହଞ୍ଚିଲେ ୫ଟି ସଚିବ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ୫ଟି ସଚିବ ଭି.କେ ପାଣ୍ଡିୟାନ ସୋମବାର ସକାଳୁ ହଠାତ୍‌ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ପ୍ରାଙ୍ଗଣରେ ପହଞ୍ଚଥିଲେ। ସେଠାରେ ଓୟୁଏଟିର ଛାତ୍ରାବାସ ଏବଂ ମେସ୍‌ ସୁବିଧା ଉପରେ ନିରୀକ୍ଷଣ କରିବା ସହ ବିଶ୍ୱବିଦ୍ୟାଳୟ ସମ୍ବନ୍ଧରେ ଅଧିକାରୀଙ୍କ ସହ…

ଯୁବକଙ୍କୁ ଗୋଡ଼େଇ ହାଣିବା ଘଟଣାରେ ୮ ଅଟକ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଶହୀଦନଗର ଥାନା ୟୁନିଟ୍‌-୯ ଗ୍ରୀଡ୍‌କୋ କଲୋନୀରେ ଯୁବକ ପି.ଆକାଶ ଦୋରାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ୮ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଗୋଷ୍ଠୀ ବିବାଦରୁ ଏହି ଘଟଣା ଘଟିଥିବାବେଳେ ଏହା ଆଗକୁ ଭୟଙ୍କର ସଂଘର୍ଷର ରୂପ ନେଇପାରେ ବୋଲି…

ବେକାରି ସମସ୍ୟା ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ବେକାରି ଏବଂ ନିଯୁକ୍ତି ସୃଷ୍ଟି ପ୍ରସଙ୍ଗରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ବେକାରିରେ ଓଡ଼ିଶା ଏକ ନମ୍ବର ବୋଲି ଶନିବାର ବିଧାନସଭାରେ ବିଭାଗୀୟ ମନ୍ତ୍ରୀ କହିବା ପରେ ବିରୋଧୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସ୍କିଲ୍‌ ମିଶନର କଥା କହି…

ଶିକ୍ଷାଗତ ଯୋଗ୍ୟତାର ୩ ପ୍ରକାର ତଥ୍ୟ ରଖିଛନ୍ତି ମନ୍ତ୍ରୀ: କଂଗ୍ରେସ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ପ୍ରତିନିଧି ଆଇନ ୧୯୫୧ ବ୍ୟବସ୍ଥା ଅନୁଯାୟୀ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ଶିକ୍ଷାଗତ ଯୋଗ୍ୟତାର ଆବଶ୍ୟକତା ନ ଥାଏ। ମାତ୍ର ପ୍ରାର୍ଥୀମାନେ ନିଜକୁ ବଡ଼ ଦେଖାଇବା ନଚେତ୍‌ ନିଜର ବାସ୍ତବ ଶିକ୍ଷାଗତ ଯୋଗ୍ୟତାକୁ ଲୁଚାଇବା ପାଇଁ ଅନେକ…

ମାଷ୍ଟରସେଫ୍‌ ଇଣ୍ଡିଆ ବିଜେତା ଓଡ଼ିଆ ପୁଅ ଅବିନାଶ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଜାତୀୟସ୍ତରୀୟ ରିୟଲିଟି ଶୋ’ରେ ପୁଣିଥରେ ଚମକିଛି ଓଡ଼ିଶା। ଏଥର କୌଣସି ଡ୍ୟାନ୍ସ କି ମ୍ୟୁଜିକ୍‌ ରିୟାଲିଟି ଶୋ’ ନୁହେଁ, ଦେଶର ସବୁଠାରୁ ଲୋକପ୍ରିୟ କୁକିଂ ରିୟଲିଟି ଶୋ’ ‘ମାଷ୍ଟର୍‌ସେଫ୍‌ ଇଣ୍ଡିଆ’ରେ ପ୍ରଥମଥର ପାଇଁ ବାଜି ମାରିଛନ୍ତି ଜଣେ ଓଡ଼ିଆ। ବ୍ରହ୍ମପୁରରେ…

ଯୁବତୀଙ୍କୁ ଅସଦାଚରଣ, କନଷ୍ଟେବଳ ନିଲମ୍ବିତ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜଧାନୀରେ ଖାକିବାବୁଙ୍କୁ ପ୍ରେମ ରୋଗ ଛାଡୁନି। ମାସକ ଭିତରେ ୩ ପୋଲିସ କର୍ମଚାରୀ ପ୍ରେମ ଓ ବଳାତ୍କାର ମାମଲାରେ ଗିରଫ ହୋଇଥିବାବେଳେ ରବିବାର ରାଜଧାନୀ ରାଜରାସ୍ତାରେ ଆଉ ଏକ ଖାକି କାରନାମା ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ ଅସଦାଚରଣ କରିବା…

ବନ୍ଧୁକ ଡିଲରଙ୍କ ଠିକଣା ପାଇଲା ଏସ୍‌ଟିଏଫ୍‌: ଦୁଇ ବେପାରୀଙ୍କୁ ଧରି ଓଡ଼ିଶା ସୀମାକୁ ଗଲା ଟିମ୍‌

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଖଣ୍ଡଗିରି ଥାନା ଗଣ୍ଡମୁଣ୍ଡାରେ ବନ୍ଧୁକ ବିକ୍ରି କରୁଥିବାବେଳେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ହାତରେ ଧରାପଡ଼ିଥିଲେ ଛାଡ଼ଖଣ୍ଡର ବିବିଏ ଛାତ୍ର ସାନୁ ପାଦର ଓ ଖଣ୍ଡଗିରିର ସୁରେଶ ପାଣିଗ୍ରାହୀ। ଉଭୟଙ୍କୁ ଏସ୍‌ଟିଏଫ୍‌ ଶୁକ୍ରବାରଠାରୁ ୪ ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି। ଦୁଇ…

୪୦ ଗ୍ରାମ ବ୍ରାଉନସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଶହୀଦନଗର ଥାନା ଅନ୍ତର୍ଗତ ଶାନ୍ତିପଲ୍ଲୀ ବସ୍ତି ଲେଭଲ କ୍ରସିଂ ନିକଟରେ ପୋଲିସ ରବିବାର ଚଢ଼ାଉ କରି ବ୍ରାଉନସୁଗାର ବିକ୍ରି କରୁଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୪୦.୫ ଗ୍ରାମର ବ୍ରାଉନସୁଗାର, ଗୋଟିଏ ପଲ୍‌ସର ବାଇକ, ୩ ମୋବାଇଲ ଫୋନ୍‌…

ଭିଜିଲାନ୍ସ ଜାଲରେ ଥାନା ଏଏସ୍‌ଆଇ

ପୁରୀ ଅଫିସ,୧୭ା୨: ଏକ ମାମଲାରେ ଚାର୍ଜଶିଟ୍‌ରୁ ନାମ ବାଦ ଦେବା ଲାଗି ଟାଉନ ଥାନା କାର୍ଯ୍ୟରତ ଏଏସ୍‌ଆଇ ବିରଞ୍ଚତ୍ ରାଉଳ ୩ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଶୁକ୍ରବାର ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ତାଙ୍କଠାରୁ ଟଙ୍କା ଜବତ କରିବା ସହ…

ବଢ଼ିଲା ଖରା: ୩୦ ଡିଗ୍ରୀ ଉପରେ ୧୭ ସହର; ମାଲକାନଗିରିରେ ସର୍ବାଧିକ ୩୫.୨ ଡିଗ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜ୍ୟରେ ଆଉ ଶୀତ ଅନୁଭବ ହେବ ନାହିଁ। ଚଳିତମାସର ବାକି ଦିନଗୁଡ଼ିକରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଦିନବେଳା ୩୫ଡିଗ୍ରୀ ଏବଂ ରାତିରେ ୧୭ଡିଗ୍ରୀ ଉପରେ ରହିବ। ବିଶେଷ କରି ୨ରୁ ୩ ଦିନ ମଧ୍ୟରେ ଦିନ ଓ ରାତିର…

ରୋମାନ୍ସବେଳେ ଗୁଳି ଫୁଟି ଯୁବତୀ ଆହତ ଘଟଣା: ପୋଲିସକୁ ଭୁଆଁ ବୁଲାଇ ଗିରଫ ହେଲେ ରାଜେଶ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ଇନ୍‌ଫୋସିଟି ଥାନା ବଜରଙ୍ଗବିହାରରେ ଗତ ୧୦ ତାରିଖରେ ରୋମାନ୍ସବେଳେ ଗୁଳି ଫୁଟି ଯୁବତୀଙ୍କ ଜଙ୍ଘରେ ପଶିଯିବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଧରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ବନ୍ଧୁକ ଜବତ କରିପାରିନାହିଁ। ଏପରି କି ବନ୍ଧୁକ ଲୁଚାଇ ରଖିଥିବା ରାଜେଶ ତରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?