ମେଟ୍ରୋ

୩୨୭୮ ଡାକ୍ତର ପଦବୀ ପୂରଣ ପାଇଁ ଓପିଏସ୍‌ସିକୁ ଚିଠି

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜ୍ୟରେ ଡାକ୍ତର ପଦବୀ ପୂରଣ ପାଇଁ ସୋମବାର ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି)କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚିଠି ଲେଖିଛି। ବିଭାଗୀୟ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା ରାଜ୍ୟରେ ଖାଲି ପଡ଼ିଥିବା ମୋଟ ୩୨୭୮...

ସୁପ୍ରିମକୋର୍ଟ ପରେ ଆଇନଜୀବୀଙ୍କୁ ବିସିଆଇର ଚରମବାଣୀ: ଆନ୍ଦୋଳନ ବନ୍ଦ କର

କଟକ ଅଫିସ,୨୯ା୧୦: ବିଭିନ୍ନ ଦାବିରେ ଓଡ଼ିଶା ହାଇକୋର୍ଟ ବାର ଆସୋସିଏଶନ ଓ ରାଜ୍ୟର ୬୮ଟି ବାର ଆସୋସିଏଶନ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ଫଳରେ ହାଇକୋର୍ଟ ଓ ତଳ କୋର୍ଟଗୁଡ଼ିକ ଅଚଳ ରହିଛି। ଏହାକୁ ନେଇ କିଛିଦିନ ତଳେ...

‘ଶପଥ କରୁଛି ଲାଞ୍ଚ ନେବିନି କି କାହାକୁ ଦେବିନି’

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ମୁଁ ଶପଥ କରି କହୁଛି ଲାଞ୍ଚ ନେବିନି କି କାହାକୁ ଲାଞ୍ଚ ଦେବିନି। ଭିଜିଲାନ୍ସ ସଚେତନତା ସପ୍ତାହ ଅବସରରେ ସୋମବାର ଏଭଳି ଶପଥ ନେଇଛନ୍ତି ପଞ୍ଚାୟତିରାଜ ବିଭାଗ କର୍ମଚାରୀ। ଲୋକସେବା ଭବନରେ ଛିଡ଼ାହୋଇ ପ୍ରମୁଖ ସଚିବଙ୍କଠାରୁ ଆରମ୍ଭକରି...

ଥାନାକୁ ମିଳିବ ଟଙ୍କା: ୫୮୭ ଥାନା ପାଇଁ ୧୭.୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ଥାନାରେ ଜନସାଧାରଣ କିପରି ସେବା ପାଉଛନ୍ତି ‘ମୋ ସରକାର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେ ସମ୍ପର୍କରେ ନିୟମିତ ଜନସାଧାରଣଙ୍କ ମତାମତ ନେଉଛନ୍ତି। ଥାନାଗୁଡିକ ଯେପରି ଅଧିକ ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେବା...

ବସ-ଟ୍ରକ୍‌ ଦୁର୍ଘଟଣା : ୧୫ ଆହତ, ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର

ଚୌଦ୍ୱାର,୨୭।୧୦(ଡି.ଏନ୍‌.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର ବ୍ୟାଙ୍କଛକଠାରେ ବସ୍‌-ଟ୍ରକ୍‌ ଧକ୍କାରେ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି। ଘଟଣାସ୍ଥଳରେ ଟାଙ୍ଗୀ ପୋଲିସ ପହଞ୍ଚି ଆହତଙ୍କୁ ସ୍ଥାନୀୟ...

୭୫ ମଣ୍ଡପରେ ବିରାଜିବେ ମା’କାଳୀ

କଟକ ଅଫିସ, ୨୭।୧୦: ରବିବାର ମଧ୍ୟ ରାତ୍ରିରୁ ଆରମ୍ଭ ହେବ କାଳୀପୂଜା। ରାଜ୍ୟର ବିଭିନ୍ନ ସ୍ଥାନରେ ମା’ଙ୍କର ପୂଜାର୍ଚ୍ଚନା ଚାଲିଛି। ଏଥିରୁ ବାଦ ପଡିନି କଟକ ସହର। ଚଳିତବର୍ଷ ସହରର ୭୫ଟି ପୂଜା ମଣ୍ଡପରେ ମା’ଙ୍କର ପୂଜା ହେବାର ଯୋଜନା...

ଦୀପାବଳୀ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆଜି ପବିତ୍ର ଦୀପାବଳି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ଦୀପାବଳି ଏବଂ କାଳିପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା। ଆଲୋକର ପର୍ବକୁ ଆନନ୍ଦ...

ଅନାଥ ଶିଶୁଙ୍କ ଗହଣରେ ଦୀପାବଳି ପାଳନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ପବିତ୍ର ଦୀପାବଳିକୁ ନେଇ ସମଗ୍ର ରାଜ୍ୟ ଉତ୍ସବମୁଖର ହୋଇଉଠିଛି। ଏହାକୁ କିଭଳି ନିଆରା ଢଙ୍ଗରେ ପାଳନ କରିବେ ତାହାକୁ ନେଇ ଆରମ୍ଭ ହେଲାଣି ପ୍ରସ୍ତୁତି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍‌ଓଏସ୍‌ ଭିଲେଜ୍‌ରେ ଥିବା ଅନାଥ ଶିଶୁମାନଙ୍କ...

କଣ୍ଠଶିଳ୍ପୀମାନେ ଓଡ଼ିଶାର ପରମ୍ପରାକୁ ନ ଭୁଲନ୍ତୁ: ଶ୍ୟାମାମଣୀ

କଟକ ଜିଲା ବାଙ୍କୀ ବ୍ଲକ ଅନ୍ତର୍ଗତ ସୁବର୍ଣ୍ଣପୁର ଗ୍ରାମରେ ୧୯୩୮ ଡିସେମ୍ବର ୨୧ରେ ଜନ୍ମଗ୍ରହଣ କରିଥିଲେ ବିଶିଷ୍ଟ ଓଡ଼ିଶୀ କଣ୍ଠସଙ୍ଗୀତ ଶିଳ୍ପୀ ଡ. ଶ୍ୟାମାମଣୀ ଦେବୀ। ସେ ପିଲାବେଳେ ଘର ପିଣ୍ଡାରେ ବସି ପାଲାଗୀତ ଶୁଣିଶୁଣି ସଙ୍ଗୀତ ପ୍ରତି ଆକୃଷ୍ଟ...

ଓଏଚ୍‌ଆର୍‌ସିରେ ୪୦ ପ୍ରତିଶତ କର୍ମଚାରୀ ପଦ ଖାଲି: ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ଆଇନଜୀବୀ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ରାଜ୍ୟ ମାନବୀକ ଅଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ୬୯ ପଦବୀ ରହିଥିବାବେଳେ ୪୦ ପ୍ରତିଶତ ଅର୍ଥାତ୍‌ ୨୭ଟି ଖାଲି ପଡିଛି। ଏହାକୁ ପୂରଣ କରାଯାଉ ନ ଥିବାରୁ ମାମଲାଗୁଡ଼ିକର ଫଇସଲାରେ ଅହେତୁକ ବିଳମ୍ବ ଘଟୁଛି। ଏନେଇ ଆଇନଜୀବୀ ବିଶ୍ୱପ୍ରିୟ କାନୁନ୍‌ଗୋ,...

ଗୋଟିଏ ନମ୍ବରରେ ଏକାଧିକ ଗାଡ଼ି ଚାଲିବା ଘଟଣା: ଗାଡ଼ି ମାଲିକଙ୍କ ନାମରେ ମାମଲା ରୁଜୁ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ଗୋଟିଏ ନମ୍ବରରେ ଏକାଧିକ ଗାଡି ଚାଲିବା ଘଟଣାରେ ଲିଙ୍ଗରାଜ ଥାନାରେ ଗାଡ଼ି ମାଲିକଙ୍କ ନାମରେ ମାମଲା ରୁଜୁ ହୋଇଛି। ଟ୍ରାଫିକ ଥାନାର ଅଧିକାରୀ ସୁରେନ୍ଦ୍ର ଭଳଙ୍କ ଅଭିଯୋଗକ୍ରମେ ପୋଲିସ କେସ୍‌ ନଂ.୨୦୪/୧୯ରେ ମାମଲା ରୁଜୁ କରିବା ସହ ଦଫା...

ୟୁଏସ୍‌ଆଇର ଇକୋଫ୍ରେଣ୍ଡଲି ଦୀପାବଳି: କାର୍ଯ୍ୟକ୍ରମରେ ଯୋଗଦେଲେ ଟ୍ରାଫିକ ଡିସିପି

ଭୁବନେଶ୍ୱର,୨୭ା୧୦: ୟୁନାଇଟେଡ୍‌ ଫର ସୋସିଆଲ୍‌ ଇଣ୍ଟରେଷ୍ଟ(ୟୁଏସ୍‌ଆଇ) ଫାଉଣ୍ଡେଶନ ପକ୍ଷରୁ ସ୍ଥାନୀୟ ଖାରବେଳନଗରସ୍ଥିତ ଉତ୍କଳ ଦୃଷ୍ଟିହୀନ ସଂଘ ପରିସରରେ ଇକୋଫ୍ରେଣ୍ଡଲି ଦୀପାବଳି ପାଳିତ ହୋଇଯାଇଛି। ଉତ୍କଳ ଦୃଷ୍ଟିହୀନ ସଂଘର ମିଳିତ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଟ୍ରାଫିକ ଡିସିପି ସାଗରିକା ନାଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri