ମେଟ୍ରୋ

ନୂଆ ଜୀବନ ପାଇଥିବା ନିବେଦିତା ଗଢ଼ିବେ ନୂଆ ସଂସାର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ନୂଆ ଜୀବନ ପାଇଥିବା ରମାଦେବୀ ବିଶ୍ୱବିଦ୍ୟାଳୟର ଆଇଟି ଅଧ୍ୟାପିକା ନିବେଦିତା ସାହୁ ନୂଆ ସଂସାର ଗଢିବାକୁ ଯାଉଛନ୍ତି। ରବିବାର ନିବେଦିତାଙ୍କ ଗାଁ ଢେଙ୍କାନାଳ ମେରାମଣ୍ଡଳୀରେ ତାଙ୍କର ନିର୍ବନ୍ଧ ହୋଇଛି। ଶନିବାର ନିବେଦିତା ନିର୍ବନ୍ଧ ପାଇଁ ଘରକୁ ଯିବାକୁ ଭୁବନେଶ୍ୱର ରେଳ…

ଆନ୍ଧ୍ର ପ୍ରଦେଶ ରାଜ୍ୟପାଳଙ୍କୁ ଡକ୍ଟରେଟ୍‌ ଉପାଧି

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ପଞ୍ଜାବର ମଣ୍ଡି ଗୋବିନ୍ଦଗଡ଼ସ୍ଥିତ ଦେଶ୍‌ ଭଗତ ବିଶ୍ୱବିଦ୍ୟାଳୟର ୭ମ ସମାବର୍ତ୍ତନ ଉତ୍ସବରେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଛନ୍ତି। ଏହି ଉତ୍ସବରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶ୍ୱଭୂଷଣଙ୍କୁ ଦେଶସେବାରେ ତାଙ୍କ ସହଭାଗିତା,…

ବକେୟା ଦରମା, ମହଙ୍ଗା ଭତ୍ତାକୁ ନେଇ ଅସନ୍ତୋଷ: ଆଜି ଆଲୋଚନା କରିପାରନ୍ତି ସରକାର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): କେନ୍ଦ୍ର ସରକାର ୧୬ ଜାନୁୟାରୀରୁ ସରକାରୀ କର୍ମଚାରୀଙ୍କ ପାଇଁ ୭ମ ବେତନ କମିଶନ ଲାଗୁ କରିସାରିଛନ୍ତି। ପରେ ଓଡ଼ିଶା ସରକାର ସେପ୍ଟେମ୍ବର ୨୦୧୭ରେ ଏହା ଘୋଷଣା କରିଥିଲେ ଏବଂ ଏହାକୁ ପିଛିଲା ଭାବେ ୧ ଜାନୁୟାରୀ ୨୦୧୬ରୁ ଲାଗୁ କରାଯିବା…

ବିଳମ୍ବରେ ବହି ମିଳିବା ଘଟଣାର ତଦନ୍ତ ହେବ: ମନ୍ତ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମାଟ୍ରିକ ପରୀକ୍ଷାର କିଛିଦିନ ପୂର୍ବରୁ ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ବହି ମିଳିବା ଘଟଣାର ତଦନ୍ତ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡକୁ ନିର୍ଦ୍ଦେଶ ଦିଆଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର କହିଛନ୍ତି। ସେ…

ଆକାଶମାର୍ଗରୁ ଫଟୋ ଛାଡ଼ି ନାଁ ପଚାରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ବିସ୍ତୀର୍ଣ୍ଣ ସବୁଜିମା। ଏହା ମଧ୍ୟରେ ଦୀର୍ଘ ସଡ଼କ। ଆକାଶ ମାର୍ଗରୁ ଉଠାଯାଇଥିଲା ଏକ ଆଖି ଝଲସି ଯାଉଥିବା ଫଟୋ। ଏପରି ଏକ ଫଟୋକୁ ରବିବାର ଅପଲୋଡ୍‌ କରାଯାଇଥିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟର ଆକାଉଣ୍ଟରୁ। ସବୁଥର ପରି ସେହି ଫଟୋଟି…

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ୍‌ ବୈଠକ ବସିବ। ପୂର୍ବାହ୍ନ ୯ଟା ୪୫ରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ। ବିଧାନସଭାର ବଜେଟ୍‌ ଅଧିବେଶନ ଜାରି ରହିଥିବାରୁ କ୍ୟାବିନେଟ୍‌ ବୈଠକ ପରେ ଗଣମାଧ୍ୟମକୁ କୌଣସି…

ଯୁକ୍ତ ୨ ପରୀକ୍ଷା କେନ୍ଦ୍ର ଚୟନରେ ଅନିୟମିତତା ପ୍ରସଙ୍ଗ: ୨୦ ପରୀକ୍ଷା କେନ୍ଦ୍ର ବଦଳାଇବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ ୬ଜଣ ସଦସ୍ୟ ଅଭିଯୋଗ ଆଣିଥିଲେ। ଏହି ଘଟଣାକୁ ନେଇ ନାନା ବାଦ ବିବାଦ ଦେଖାଯିବା…

ରାସ୍ତାରେ ଅସଦାଚରଣ କରି ଛେଚା ଖାଇଲେ କନ୍‌ଷ୍ଟେବଳ

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ରାଜଧାନୀରେ ଖାକି ବାବୁଙ୍କୁ ପ୍ରେମ ରୋଗ ଛାଡୁନି। ମାସକ ଭିତରେ ୩ ପୋଲିସ କର୍ମଚାରୀ ପ୍ରେମ ଓ ବଳାତ୍କାର ମାମଲାରେ ଗିରଫ ହୋଇଥିବାବେଳେ ରବିବାର ରାଜଧାନୀ ରାଜରାସ୍ତାରେ ଆଉ ଏକ ଖାକି କାର୍‌ନାମା ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ…

ତେଲେଙ୍ଗାନା ଇଟାଭାଟିରୁ ୧୬ ଶ୍ରମିକଙ୍କ ସମେତ ୫ ଶିଶୁ ଉଦ୍ଧାର

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଓଡ଼ିଶା ମୋ’ ପରିବାର ହସ୍ତକ୍ଷେପ ପରେ ତେଲେଙ୍ଗାନା ଇଟାଭାଟିରେ କାମ କରୁଥିବା ବଲାଙ୍ଗୀର ଜିଲାର ୧୬ ଜଣ ଶ୍ରମିକ ଓ ସେମାନଙ୍କ ୫ଶିଶୁଙ୍କୁ ଉଦ୍ଧାର କରାଯାଇଛି। ବଲାଙ୍ଗୀର, ସୋନପୁର ଜିଲାର ଏହି ଶ୍ରମିକମାନେ ତେଲେଙ୍ଗାନାର ପେଡ଼ାପଲ୍ଲୀ ଜିଲା ବେଗମ୍‌ପେଟ ଗାଁରେ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା: ସିଏଏ ସମର୍ଥନରେ ହେବାକୁ ଥିବା ବିଶାଳ ରାଲିରେ ଯୋଗଦେବେ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ ଓ ୨୯ ତାରିଖାରେ ସେ ଓଡ଼ିଶା ଆସିବେ। ଏହି ଗସ୍ତରେ ଶାହା ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ବେଳେ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟରେ ଯୋଗ ଦେବେ।…

ମହଙ୍ଗା ଭତ୍ତାକୁ ନେଇ ସଚିବାଳୟରେ ଅସନ୍ତୋଷ: ନିଷ୍ପତ୍ତିକୁ ପୁନର୍ବିଚାର କରା ନ ଗଲେ ଆନ୍ଦୋଳନ

ଭୁବନେଶ୍ୱର,୧୬।୨(ବ୍ୟୁରୋ): କେନ୍ଦ୍ର ସରକାର ଗତବର୍ଷ ଜୁଲାଇ ମାସରୁ୫% ମହଙ୍ଗା ଭତ୍ତା ପ୍ରଦାନ ନେଇ ଘୋଷଣା ହୋଇସାରିଛି। ତେଣୁ ଗତ ଜୁଲାଇମାସରୁ କେନ୍ଦ୍ର ସରକାରୀ କର୍ମଚାରୀମାନେ ଏହି ମହଙ୍ଗା ଭତ୍ତା ପାଇ ଆସୁଛନ୍ତି। ଅପରପକ୍ଷେ ରାଜ୍ୟ ସରକାର ଗତ ଜୁଲାଇରୁ ଡିସେମ୍ବର ପର୍ଯ୍ୟନ୍ତ…

ଅଧ୍ୟାପିକାଙ୍କୁ ବଞ୍ଚାଇଦେଲେ ଆର୍‌ପିଏଫ୍‌ କନ୍‌ଷ୍ଟେବଳ: ଖସି ପଡି ଟ୍ରେନ ତଳକୁ ଯିବା ପୂର୍ବରୁ ଉଦ୍ଧାର କଲେ ସୁବ୍ରତ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରେ ଜଣେ ଅଧ୍ୟାପିକା ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଟ୍ରେନ୍‌ ତଳକୁ ଖସିଯିବାବେଳେ ଦେବଦୂତ ସାଜି ତାଙ୍କ ଜୀବନ ବଞ୍ଚାଇଛନ୍ତି ଜଣେ ଆର୍‌ପିଏଫ୍‌ କନ୍‌ଷ୍ଟେବଳ। ଶନିବାର ଅପରାହ୍ନ ୩ଟା ୨୦ରେ ଘଟିଛି ଏହି ଘଟଣା। ଅଧ୍ୟାପିକା ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?