ମେଟ୍ରୋ

ପୂର୍ବ ଶତ୍ରୁତା: ଯୁବକଙ୍କୁ ଗୋଡ଼େଇ ହାଣିଲେ; ଜଣଙ୍କୁ କାବୁକଲେ ସ୍ଥାନୀୟ ଲୋକେ

ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଶହୀଦନଗର ଥାନା ୟୁନିଟ୍‌-୯ ଗ୍ରୀଡ୍‌କୋ କଲୋନୀରେ ଜଣେ ଯୁବକଙ୍କୁ ୩୦ରୁ ଊର୍ଦ୍ଧ୍ୱ ଯୁବକ ଗୋଡ଼େଇ ଗୋଡ଼େଇ ହାଣିଛନ୍ତି। ସେମାନେ ଖଣ୍ଡା, ଭୁଜାଲି, ଲୁହାରଡ଼୍‌ରେ ଯୁବକଙ୍କୁ ଆକ୍ରମଣ କରିଛନ୍ତି। ଏଥିରେ ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ…

ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା, ଆକ୍ରମଣ ବଢୁଛି: ଉଦ୍‌ବେଗ ପ୍ରକାଶ କଲା ସୂଚନା ଅଧିକାର ଅଭିଯାନ

ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଦୁର୍ନୀତିର ପର୍ଦ୍ଦାଫାଶ ସହ ଏହା ବିରୋଧରେ ସ୍ବର ଉଠାଉଥିବା ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ଓ ମରଣାନ୍ତକ ଆକ୍ରମଣ ବଢ଼ିଚାଲିଛି। ଗତ ଦୁଇମାସ ଭିତରେ ଦୁଇଜଣ ସୂଚନାଧିକାର କର୍ମୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଡିସେମ୍ବର ୧୦ରେ…

ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଭାଜପା ପକ୍ଷରୁ ଅଭିଯୋଗ ହୋଇଆସୁଛି। ଏହି ଯୋଜନାରେ ସରକାର ଗତ ଅକ୍ଟୋବର ୧୦ରେ ପ୍ରଥମ ତାଲିକା ପ୍ରକାଶ କରିଥିଲେ। ଏଥିରେ ୧୨,୭୫,୦୦୦ ହିତାଧିକାରୀଙ୍କର ନାମ ଥିଲା । ହେଲେ ଏହି…

ଓଡ଼ିଶାରେ ସର୍ବାଧିକ ବେକାର

ଭୁବନେଶ୍ୱର, ୧୬ା୨(ବ୍ୟୁରୋ)- ଓଡିଶାରେ ବେକାରି ସ୍ଥିତି ସର୍ବାଧିକ ୭.୧ ପ୍ରତିଶତ ରହିଛି। ସେଥିମଧ୍ୟରୁ ସହରାଞ୍ଚଳରେ ଏହାର ହାର ୮.୩ ପ୍ରତିଶତ ଥିବା ବେଳେ ଗ୍ରାମାଞ୍ଚଳରେ ୬.୯ ପ୍ରତିଶତ ରହିଛି। କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ରିପୋର୍ଟ ଏକଥା କହୁଛି। ଶନିବାର ଭାଜପା ସଭ୍ୟ…

ରାଜ୍ୟରେ ଖାଲି ପଡ଼ିଛି ୬୦% ଇଞ୍ଜିନିୟରିଂ ସିଟ୍‌

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ରାଜ୍ୟରେ ଏବେ ସଙ୍କଟଜନକ ପରିସ୍ଥିତି ଦେଇ ଗତି କରୁଛି ଇଞ୍ଜିନିୟରିଂ କଲେଜ। ଦିନକୁ ଦିନ ଇଞ୍ଜିନିୟରିଂ ଶିକ୍ଷା ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ କମୁଛି। ଫଳରେ ରାଜ୍ୟରେ ୬୦%ରୁ ଅଧିକ ଇଞ୍ଜିିନିୟରିଂ ସିଟ୍‌ ଖାଲି ପଡ଼ିଛି। ୨୦୧୯-୨୦ ଶିକ୍ଷାବର୍ଷରେ ମାତ୍ର…

ବାରଙ୍ଗ ଥାନା ଅଧିକାରୀଙ୍କ ଅନୁଭୂତି: ମୃତକଙ୍କ ପରିଚୟ ପାଇବା ଚ୍ୟାଲେଞ୍ଜ ଥିଲା

ହତ୍ୟା ଘଟଣାରେ ଅଜଣା ମୃତଦେହକୁ ଚିହ୍ନଟ କରି ଅପରାଧୀଙ୍କୁ ଧରିବା ପୋଲିସ ପାଇଁ ଚ୍ୟାଲେଞ୍ଜ ଥାଏ। ଏଭଳି ଏକ ଘଟଣାରେ ଅଭିଯୁକ୍ତଙ୍କୁ ଧରିଥିଲେ ବାରଙ୍ଗ ଥାନାର ଭାରପ୍ରାପ୍ତ ଅଧିକାରୀ ଶଶିକାନ୍ତ ରାଉତ। ବର୍ଷାରେ ସବୁ ପ୍ରମାଣ ନଷ୍ଟ ହୋଇଯାଇଥିଲେ ମଧ୍ୟ ୮…

ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ହଲ୍‌କୁ ମୋବାଇଲ ଫୋନ୍‌ ମନା; ପ୍ରଶ୍ନପତ୍ର ଲିକ୍‌, କପି ରୋକିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷାକୁ ପୂର୍ଣ୍ଣ ଶୃଙ୍ଖଳିତ କରିବା ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି କରାଯାଇଛି। ଏଥିନିମନ୍ତେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ରାଜ୍ୟ ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଜିଲାପାଳ, ପୋଲିସ ଅଧୀକ୍ଷକ ଓ ଶିକ୍ଷା…

ଏପ୍ରିଲ ୫ରୁ ବିଶାଳ ଆର୍ମି ନିଯୁକ୍ତି ମେଳା

ଭୁବନେଶ୍ୱର,୧୫।୨(ବ୍ୟୁରୋ)- ଆସନ୍ତା ଏପ୍ରିଲ ୫ରୁ୧୬ ଯାଏ ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମ୍‌ଠାରେ ବିଶାଳ ଆର୍ମି ନିଯୁକ୍ତି ମେଳା ଆୟୋଜିତ ହେବ। ରାଜ୍ୟର ୧୦ ଜିଲା ଯଥା, କଟକ, ମୟୂରଭଞ୍ଜ, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ, ବାଲେଶ୍ୱର, ଖୋର୍ଦ୍ଧା, ଯାଜପୁର, ପୁରୀ ଓ ଭଦ୍ରକ ଜିଲ୍ଲାର…

ସଂରକ୍ଷଣ ଉଠାଇବା ପାଇଁ କେନ୍ଦ୍ର ସରକାର ଚକ୍ରାନ୍ତ କରୁଛନ୍ତି: କଂଗ୍ରେସ

ଭୁବନେଶ୍ୱର,୧୫।୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଅନୁସୂଚିତ ଜାତି(ଏସ୍‌ସି), ଅନୁସୂଚିତ ଜନଜାତି(ଏସ୍‌ଟି) ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷଣ ବ୍ୟବସ୍ଥାକୁ ଉଠାଇ ଦେବାକୁ ଚକ୍ରାନ୍ତ କରୁଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ଏହା ବିରୋଧରେ ଅଖିଳ…

ମହିଳା କମିଶନରେ ୧୦ ହଜାର ମାମଲା

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟ ମହିଳା କମିଶନଙ୍କ ନିକଟରେ ୧୦,୧୩୦ଟି ମହିଳାଙ୍କ ବିରୋଧରେ ହୋଇଥିବା ମାମଲା ବିଚାରାଧୀନ ରହିଛି। ସେଥିରୁ ୨,୭୨୯ ମାମଲା ପଞ୍ଜୀକୃତ ହୋଇଥିବା ବେଳେ ୨,୦୫୧ ମାମଲାର ଶୁଣାଣି ଶେଷ ହୋଇଛି। ଏହି ମାମଲାଗୁଡ଼ିକ ମଧ୍ୟରୁ ଯୌତୁକ ନିର୍ଯାତନା ପାଇଁ ୭୭୦,…

ରାଜ୍ୟରେ ୧୨.୪୪ ଲକ୍ଷ ଭିନ୍ନକ୍ଷମ: ମନ୍ତ୍ରୀ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ୨୦୧୧ ଜନଗଣନା ଅନୁଯାୟୀ ରାଜ୍ୟରେ ୧୨ ଲକ୍ଷ ୪୪ ହଜାର ୪୦୨ଜଣ ଭିନ୍ନକ୍ଷମ ଅଛନ୍ତି। ସେମାନଙ୍କୁ ୨୧ଟି ଭାଗରେ ଶ୍ରେଣୀଭୁକ୍ତ କରାଯାଇଛି। ସେମାନଙ୍କ ଶିକ୍ଷା ଲାଗି ୧୦୨ଟି ସ୍ବତନ୍ତ୍ର ବିଦ୍ୟାଳୟ ଓ ୧ଟି ମହାବିଦ୍ୟାଳୟ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ…

କଟକରେ ସର୍ବାଧିକ ଭିକାରି, ଦେବଗଡ଼ ଜିଲାରେ ୩ଜଣ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟରେ ୫,୯୫୦ ଜଣ ଭିକାରି ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କଟକ ଜିଲାରେ ସର୍ବାଧିକ ୧,୦୬୦ଜଣ ଭିକାରି ଅଛନ୍ତି। ସେହିପରି ଗଞ୍ଜାମରେ ୫୪୫, ପୁରୀ ୩୬୬, ମୟୂରଭଞ୍ଜ ୪୮୫, ସମ୍ବଲପୁର ୩୦୩, ସୁନ୍ଦରଗଡ଼ ୪୨୩, ଅନୁଗୋଳ ୨୦୫, ବାଲେଶ୍ୱର ୧୩୧,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?