ମେଟ୍ରୋ

ବାଚସ୍ପତିଙ୍କ ରୁଲିଂକୁ ନେଇ ବିଧାନସଭାରେ ଝଡ଼: ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଗୃହର ମଧ୍ୟଭାଗରେ ବିରୋଧୀ ଦଳ ହଙ୍ଗାମା କଲେ ତାହା ଗଣମାଧ୍ୟମରେ ପ୍ରକାଶ ପାଇବ ନାହିଁ। ଶୁକ୍ରବାର ବାଚସ୍ପତି ଦେଇଥିବା ଏଭଳି ରୁଲିଂକୁ ବିରୋଧୀ ଦଳ ସଦସ୍ୟମାନେ ପ୍ରବଳ ବିରୋଧ କରିଥିଲେ। ଶନିବାର ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଉଭୟ ଭାଜପା…

ରେଳପଥ ଆଧୁନିକୀକରଣ ଯୋଗୁ ବାଧାପ୍ରାପ୍ତ ହେବ ଟ୍ରେନ୍‌ ଚଳାଚଳ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ଉତ୍ତର, କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ ରେଳପଥ ପରିସୀମା ମଧ୍ୟରେ ସଂରକ୍ଷଣ ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ପୂର୍ବତଟ ରେଳପଥ ଏବଂ ଏହାର ପରିସୀମାରୁ ଛାଡ଼ିବାକୁ ଥିବା କେତେକ ଟ୍ରେନ ବାତିଲ, ଆଂଶିକ ବାତିଲ ଓ ମାର୍ଗ ପରିବର୍ତ୍ତନ…

ବିଦ୍ୟୁତ୍‌ଜନିତ ଜୀବନହାନି ହ୍ରାସ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ସମ୍ବେଦନଶୀଳ ବିଦ୍ୟୁତ୍‌ ସରବରାହ ସ୍ଥାନଗୁଡ଼ିକୁ ଚିହ୍ନଟ କରି ଭବିଷ୍ୟତରେ କୌଣସି ଦୁର୍ଘଟଣାକୁ ଏଡ଼ାଇବା ପାଇଁ ତୁରନ୍ତ ପଦକ୍ଷେପ ନେବା ପାଇଁ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର ସମସ୍ତ ଜିଲାପାଳ, ଆରକ୍ଷୀ ଅଧୀକ୍ଷକ ଏବଂ ସମ୍ପୃକ୍ତ ବିଭାଗୀୟ ଉଚ୍ଚପଦସ୍ଥ…

୨୦୧୭ରେ ଓଡ଼ିଶାକୁ ହସ୍ତଶିଳ୍ପ କ୍ଷେତ୍ରରେ ସର୍ବାଧିକ ପୁରସ୍କାର

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ୨୦୧୭ ମସିହା ପାଇଁ ଓଡ଼ିଶାର ୫ ହସ୍ତଶିଳ୍ପୀ ରାଷ୍ଟ୍ରୀୟ ପୁରସ୍କାର ଓ ୩ ଜଣ ରାଷ୍ଟ୍ରୀୟ ମେରିଟ୍‌ ସାର୍ଟିଫିକେଟ୍‌ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଗୋଟିଏ ବର୍ଷରେ ଓଡ଼ିଶାରୁ ୮ ଶିଳ୍ପୀ ଜାତୀୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ…

ଅଭିନବ ଢଙ୍ଗରେ ଭାଲେଣ୍ଟାଇନ ପାଳିଲା ସାମ୍‌ସଙ୍ଗ

ଭୁବନେଶ୍ୱର,୧୫।୨ : ପ୍ରମୁଖ କମ୍ପାନୀ ସାମସଙ୍ଗ ଏବଂ ରାମକୃଷ୍ଣ ଏଜେନ୍ସି ମିଳିତ ଭାବେ ଅଭିନବ ଢଙ୍ଗରେ ଭାଲେଣ୍ଟାଇନକୁ ପାଳନ କରିଛନ୍ତି। ସ୍ଥାନୀୟ ଲୁଇ ବ୍ରେଲୀ ଓ ରାଜଧାନୀ ସ୍କୁଲରେ ଦିବ୍ୟାଂଗ ପିଲାମାନଙ୍କ ଲାଗି ଉପହାର ଏବଂ ଖାଇବା ପ୍ୟାକେଟ ପ୍ରଦାନ କରାଯାଇଥିଲା।…

ବିରୋଧୀ ଗୃହର ମଧ୍ୟ ଭାଗକୁ ଆସିଲେ ଗଣମାଧ୍ୟମ ଦେଖାଇ ପାରିବ ନାହିଁ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ବିଧାନସଭା ଗୃହର ମଧ୍ୟଭାଗକୁ ବିରୋଧୀ ଆସିଲେ ଗଣମାଧ୍ୟମ ଦେଖାଇ ପାରିବ ନାହିଁ । ଶୁକ୍ରବାର ଏମିତି ରୁଲିଂ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ରାଜ୍ୟପାଳଙ୍କ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ବେଳେ ବିଧାନସଭା ଅଫିସର ଗ୍ୟାଲେରି…

ବିଧାନସଭାରେ ଶୋକ

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ୮ ଜଣ ପୂର୍ବତନ ମନ୍ତ୍ରୀ, ବିଧାନସଭାର ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଶୁକ୍ରବାର ଗୃହରେ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା। ରାଜ୍ୟପାଳଙ୍କ ଅଭିଭାଷଣ ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…

ବିହନ ପିଣ୍ଡୁଳାରେ ବୃକ୍ଷ

ପୁରୁଣା ଭୁବନେଶ୍ୱର, ୧୫।୨ (ଡି.ଏନ.ଏ.): ବିଶ୍ୱ ବ୍ୟାପୀ ‘ଭାଲେଣ୍ଟାଇନ୍‌ ଡେ’ କୁ ପ୍ରେମ ଦିବସ ଭାବେ ପାଳନ କରା ଯାଉଥିବା ବେଳେ ପରିବେଶବିତ୍‌ ତଥା ସାମାଜିକ କର୍ମୀ ସୁଶାନ୍ତ ସାହୁ ହୃଦୟ ଭିତରେ ବିହନ ପିଣ୍ଡୁଳାରେ ବୃକ୍ଷ ତିଆରି କରି ‘ଆସ…

ଲୋକସେବା ଭବନରେ ଦିବ୍ୟାଙ୍ଗ ଓ ବରିଷ୍ଠଙ୍କ ପାଇଁ ସ୍ବତନ୍ତ୍ର ଯାନ ଲୋକାର୍ପିତ

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ଲୋକସେବା ଭବନକୁ ପ୍ରତିଦିନ କାର୍ଯ୍ୟୋପଲକ୍ଷେ ବିଭିନ୍ନ ସ୍ଥାନରୁ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ସୁଗମ ଯାତାୟାତ ନିମନ୍ତେ ଏକ ସ୍ବତନ୍ତ୍ର ଯାନର ବ୍ୟବସ୍ଥା କରାଯାଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା…

ପରୀକ୍ଷା ସମୟରେ ବିଦ୍ୟୁତ କାଟ ବନ୍ଦ ହେଉ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ଚଳିତ ମାସ ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଓ ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା ପରେ ଯୁକ୍ତ ୩ ଏବଂ ସିବିଏସ୍‌ଇ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ ଗ୍ରାହକଙ୍କ ବିଲ୍‌ ବାକିକୁ ନେଇ ଗ୍ରୀଡକୋ,…

ରାଜ୍ୟ ସରକାରୀ କର୍ମଚାରୀଙ୍କ ୫% ମହଙ୍ଗା ଭତ୍ତା ବୃଦ୍ଧି

ଭୁବନେଶ୍ୱର,୧୫।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ୫% ମହଙ୍ଗା ଭତ୍ତା(ଡିଏ) ମିଳିବା ନେଇ ଘୋଷଣା କରାଯାଇଛି। ଏହା ଚଳିତବର୍ଷ ଜାନୁୟାରୀ ପହିଲାରୁ ପିଛିଲାଭାବେ ଲାଗୁ ହେବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଶୁକ୍ରବାର ଏହି ସୂଚନା…

ଆମ୍ବୁଲାନ୍ସକୁ ବାଟ ଛାଡ଼ିିବା ପାଇଁ ସଚେତନତା

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ରୋଗୀଙ୍କୁ ନେବାବେଳେ ଆମ୍ବୁଲାନ୍ସ କିଭଳି ଟ୍ରାଫିକ ଭିଡ଼ରେ ଫସିବ ନାହିଁ ସେଥିଲାଗି କମିଶନରେଟ ପୋଲିସ ଭିନ୍ନ ତରିକା ଆପଣାଇଛି। ଏଥିପାଇଁ ଆରମ୍ଭ କରିଛି ସଚେତନତା ଅଭିଯାନ। ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ରସୁଲଗଡ଼ ନିକଟ ଏସ୍‌ପ୍ଲାନେଡ ମଲ୍‌ରେ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?