ମେଟ୍ରୋ

ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଗ୍ନିକାଣ୍ଡ: କାରଣ ଅସ୍ପଷ୍ଟ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଶ୍ୱବିଦ୍ୟାଳୟର ସିଣ୍ଡିକେଟ୍‌ ହଲ୍‌ରେ ଏହି ନିଆଁ ଲାଗିଛି। ସିଣ୍ଡିକେଟ୍‌ ବୈଠକ ପରେ ନିଆଁ ଲାଗିଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। କ୍ଷୟକ୍ଷତିର ସୂଚନା ମଧ୍ୟ...

ଭିଭିଏସ୍‌ ଲକ୍ଷ୍ମଣଙ୍କ ଟୁଇଟ୍‌ରେ ଭୁବନେଶ୍ୱରର କମଳଲୋଚନଙ୍କ କଥା: ଜରି ଗୋଟାଳି ସତ୍ତ୍ୱେ ବୁଲା କୁକୁରଙ୍କ ପେଟ ପୋଷୁଥିବାରୁ କଲେ ପ୍ରଶଂସା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜଧାନୀରେ ବୁଲା କୁକୁରଙ୍କୁ ଖାଇବାକୁ ଦେଇ ଚର୍ଚ୍ଚାକୁ ଆସିଛନ୍ତି କମଳଲୋଚନ ବଳିୟାରସିଂ। ଭାରତର ପୂର୍ବତନ କ୍ରିକେଟର ଭିଭିଏସ୍‌ ଲକ୍ଷ୍ମଣ ଗୁରୁବାର କମଳଙ୍କୁ ନେଇ ଏକ ଟୁଇଟ୍‌ କରିଛନ୍ତି। କମଳ ହେଉଛନ୍ତି ଜଣେ ଜରି ଗୋଟାଳି। ବିଭିନ୍ନ ସ୍ଥାନ ବୁଲି...

ବର୍ଷାରେ ବେହାଲ ରାଜଧାନୀ: ରାସ୍ତାରେ କୃତ୍ରିମ ବନ୍ୟାର ଭ୍ରମ, ଜନଜୀବନ ପ୍ରଭାବିତ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍‌, ପଟିଆ, ଆଚାର୍ଯ୍ୟବିହାର, ଇସ୍କନ ମନ୍ଦିର ଛକ, ରସୁଲଗଡ଼, ଏଜି ଛକ, ଜୟଦେବ ବିହାର,...

୫ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା...

ଶୁକ୍ରବାର ଯାଏ ଲାଗି ରହିବ ବର୍ଷା: ୫ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ପକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେଉଥିବା ବେଳେ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷକରି ବ୍ରହ୍ମପୁର,...

‘ପ୍ରୋପା ଲେଡି’ରେ ଦୂତି

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ପ୍ରଥମେ ‘କୌନ୍‌ ବନେଗା କରୋଡ୍‌ ପତି’ର ହଟ୍‌ ସିଟ୍‌ ଆଉ ତା’ପରେ ଭୋଗ୍‌ ‘ସ୍ପୋର୍ଟସ୍‌ ମ୍ୟାନ୍‌ ଅଫ୍‌ ଦି ଇୟର୍‌’। ଆଉ ଏବେ ପ୍ୟୁମାର ବହୁଚର୍ଚ୍ଚିତ ଆଡ୍‌ କ୍ୟାମ୍ପେନ୍‌ ‘ପ୍ରୋପା ଲେଡି’ରେ ନଜର ଆସିଛନ୍ତି ଧାବିକା ଦୂତି...

ଘାତକ ହେଉଛି ବାୟୁ ପ୍ରଦୂଷଣ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଘାତକ ହେଉଛି ବାୟୁ ପ୍ରଦୂଷଣ। ଏଥିଯୋଗୁ ବିଭିନ୍ନ ମାରାତ୍ମକ ରୋଗର ଶିକାର ହୋଇ ବହୁ ମୂଲ୍ୟ ଜୀବନ ଚାଲିଯାଉଛି। ଏକ ଅଧ୍ୟୟନରୁ ଜଣାପଡିଛି ଯେ, ୨୦୧୭ରେ ଦେଶରେ ୧୨ ଲକ୍ଷ ୪୦ ହଜାର ଲୋକଙ୍କ ବାୟୁ ପ୍ରଦୂଷଣ ଯୋଗୁ...

ରାତିରେ ରାଜଧାନୀ ରାଜପଥରେ ରୋଡ୍‌ ରୋମିଓଙ୍କ ଉତ୍ପାତ: ଅଭିନେତ୍ରୀଙ୍କୁ ପିଛାକରି ଆତଙ୍କ ଖେଳାଇଲେ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଅସୁରକ୍ଷିତ ହେଉଛି ରାଜଧାନୀର ରାତି। ରାଜପଥଠାରୁ ଆରମ୍ଭ କରି ସହରର ମୁଖ୍ୟ ରାସ୍ତା ଓ ଗଳିକନ୍ଦିରେ ଉତ୍ପାତ କରୁଛନ୍ତି ଅପରାଧୀ। ମଙ୍ଗଳବାର ବିଳମ୍ବିତ ରାତିରେ ସହରଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରେ ରୋଡ୍‌ ରୋମିଓ ଆତଙ୍କ ଖେଳାଇଛନ୍ତି।...

ଭାଙ୍ଗିଲା ଜୟଦେବ ଟାଓ୍ବାରର ବେଆଇନ ନିର୍ମାଣ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ବିଲ୍ଡିଂ ପ୍ଲାନ ନ ମାନିବାରୁ ଉଚ୍ଛେଦ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଦ୍ୱାରା ଦିଆଯାଇଥିବା ବିଲ୍ଡିଂ ପ୍ଲାନ ଅନୁସାରେ ଗୃହ ନ କରିବାରୁ ଜୟଦେବ ବିହାରସ୍ଥିତ ଜୟଦେବ ଟାୱାରରେ ମିଳିତ ଏନ୍‌ଫୋର୍ସମଣ୍ଟେ ସ୍କ୍ବାଡ ପକ୍ଷରୁ ଉଚ୍ଛେଦ କରାଯାଇଛି।...

ଚାକିରି ଦେବାକୁ କହି ୨ କୋଟି ଟଙ୍କା ଠକେଇ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ବ୍ଲକରେ ଲୋକଙ୍କୁ ଚାକିରି ଦେବା ଆଳରେ ସଂସ୍ଥା ଖୋଲି ଠକେଇ କରିଥିବା ଅଭିଯୁକ୍ତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କଟକ ଜିଲା ନିଆଳି ଥାନାଞ୍ଚଳର ରୋହିତ କୁମାର...

ପୁଣି ସବୁଜ ସୁନ୍ଦର ହେବ ଭୁବନେଶ୍ୱର: ଆଳଙ୍କାରିକ ବୃକ୍ଷ ସହରର ଶୋଭା ବଢ଼ାଇବ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଭୁବନେଶ୍ୱରକୁ ପୁଣି ସବୁଜ ସୁନ୍ଦର କରାଯିବ। ରାସ୍ତାକଡ଼, ଫ୍ଲାଏ ଓଭର ତଳ ଓ ସହରର ବିଭିନ୍ନ ସ୍ଥାନରେ ସୌନ୍ଦର୍ଯ୍ୟଭରା ଓ ଆଳଙ୍କାରିକ ବୃକ୍ଷ, ଲତା ଜାତୀୟ ଗଛ ଓ ଫୁଲ ନ ଥିବା ଗଛକୁ ଭୁବନେଶ୍ୱର ଉନ୍ନୟନ...

ବର୍ଷା ଯୋଗୁ ଟ୍ରେନ୍‌ ସେବା ବାଧାପ୍ରାପ୍ତ: ବହୁ ଟ୍ରେନ୍‌ ବାତିଲ୍‌

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ବଙ୍ଗେପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ରାଜ୍ୟରେ ଲଗାଣ ବର୍ଷା ଯୋଗୁ ଟ୍ରେନ୍‌ ସେବା ବ୍ୟାହତ ହୋଇଛି। ଆଜି ଯିବାକୁ ଥିବା ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ, ବିଶାଖାପାଟଣା-ବ୍ରହ୍ମପୁର ପାସେଞ୍ଜର ଟ୍ରେନ ଚଳାଚଳ ଉଭୟ ପାର୍ଶ୍ୱରୁ ବନ୍ଦ ରହିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri