ଆହୁରି ୨ଦିନ ବର୍ଷା
ଭୁବନେଶ୍ୱର, ୨୪ା୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ଦୁଇଦିନ...
ଘରୋଇ ମେଡିକାଲ ଓ ନର୍ସିଂହୋମ୍ ପ୍ରତିଷ୍ଠାନର ସ୍ବାସ୍ଥ୍ୟ ମନ୍ତ୍ରୀ ସହ ଆଲୋଚନା: ସମସ୍ୟା ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି
ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଘରୋଇ ମେଡିକାଲ ଓ ନର୍ସିଂହୋମ୍ ପ୍ରତିଷ୍ଠାନଗୁଡ଼ିକର ଏକ ପ୍ରତିନିଧି ଦଳ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଭେଟି ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ସେମାନଙ୍କର ମୁଖ୍ୟ ଦାବିଗୁଡ଼ିକ ମଧ୍ୟରୁ...
ଗ୍ରୀନ୍ ଇଣ୍ଡିଆ ଚିଟ୍ଫଣ୍ଡ ମାମଲାରେ ଚାର୍ଜସିଟ ଦାଖଲ
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଗ୍ରୀନ୍ ଇଣ୍ଡିଆ ଚିଟଫଣ୍ଡ୍ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବୁଧବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ ଚାର୍ଜସିଟ୍ ଦାଖଲ କରାଯାଇଛି। ଜମାକାରୀଙ୍କୁ ଶସ୍ତାରେ ଫ୍ଲାଟ ଓ ଜମି ଦେବା ଆଳରେ କମ୍ପାନୀ ୬୯ କୋଟି ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା...
ଧାନ ଏମ୍ଏସ୍ପି ବଢ଼ିଲାନି: ଗହମ ୮୫, ଡାଲି ୩୨୫ ଟଙ୍କା ବୃଦ୍ଧି
ନୂଆଦିଲ୍ଲୀ,୨୪ା୧୦: କେନ୍ଦ୍ର ସରକାର ୨୦୧୯-୨୦ ଅମଳ ବର୍ଷ ଲାଗି ଗହମ, ଡାଲି ଓ ଅନ୍ୟାନ୍ୟ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ବୃଦ୍ଧି କରିଥିଲାବେଳେ ଧାନ ସମ୍ପର୍କରେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। କୃଷକମାନଙ୍କ ଆୟ ବୃଦ୍ଧି ଲାଗି...
ଆସିଲା ଆଇନଜୀବୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ: ଆତ୍ମହତ୍ୟା କରିଛନ୍ତି ଦୀପାଳି
ପୁରୁଣା ଭୁବନେଶ୍ୱର, ୨୪।୧୦ (ଡି.ଏନ୍.ଏ.): ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶିନୀ ଜେନା ମୃତ୍ୟୁ ଘଟଣାରେ ବ୍ୟବଚ୍ଛେଦ ରିପୋର୍ଟ ବୁଧବାର ପୋଲିସର ହସ୍ତଗତ ହୋଇଛି। ସେ ଆତ୍ମହତ୍ୟା କରିଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ଧଉଳି ଥାନା ଅଧିକାରୀ ବିଶ୍ୱଜିତ ଜୟଦୀପ କହିଛନ୍ତି,...
ଦୀପାବଳି ପାଇଁ କମିଶନରେଟ ପୋଲିସର ନିର୍ଦ୍ଦେଶାନାମା ଜାରି: ରାତି ୮ରୁ ୧୦ଟା ପର୍ଯ୍ୟନ୍ତ ଫୁଟିବ ବାଣ
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଦୀପାବଳି ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର ନିର୍ଦ୍ଦେଶନାମା ଜାରି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଦୀପାବଳି ଦିନ ରାତି ୮ରୁ ୧୦ଟା ପର୍ଯ୍ୟନ୍ତ ବାଣ ଫୁଟାଯିବ। ୧୨୫ ଡେସିବଲ୍ରୁ ଅଧିକ ଶଦ୍ଦ କରୁଥିବା ବାଣର ବିକ୍ରି ଓ...
ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ଡି.ଏସ୍ କୁଟ୍ଟେ
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ବରିଷ୍ଠ ଆଇପିଏସ୍ ଅଫିସର ଧୀରେନ୍ଦ୍ର ସାମ୍ଭାଜି କୁଟ୍ଟେଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ବୁଧବାର ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ୧୯୯୭ ବ୍ୟାଚ୍ର ଏହି ଆଇପିଏସ୍ ଅଧିକାରୀ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ଅଫିସର ଅନ୍...
ହରିଦାସପୁର ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା: ବୃତ୍ତିଗତ ଦିଗକୁ ଦେଖାଯାଉ ନ ଥିବା ଅଭିଯୋଗ ଆଣିଲା ଭାଜପା
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ଆତ୍ମହତ୍ୟା ବୋଲି କୁହାଯାଉଥିବା ବେଳେ ପରିବାରଲୋକେ ଏହାକୁ ହତ୍ୟାକାଣ୍ଡ ବୋଲି କହୁଛନ୍ତି। ଏହି କ୍ରମରେ ଭାଜପା ବୁଧବାର ଖବରଦାତା ସମ୍ମିଳନୀ କରି...
ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହେଲା ବର୍ଷା; ରାଜଧାନୀରେ ବି ବଦଳିଲା ପାଗ
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ମାଲକାନଗିରି, ଗଜପତି, ଖୋର୍ଦ୍ଧା, ପୁରୀ ଆଦି ଜିଲାରେ ବୁଧବାର ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି।...
ବ୍ୟାଙ୍କ୍ ମ୍ୟାନେଜରଙ୍କ ଘରୁ ଡକାୟତି : ଦୁର୍ବୃତ୍ତ ଲୁଟିନେଲେ ୨୦ ହଜାର ଟଙ୍କା, ସୁନା ଗହଣା
ଭୁବନେଶ୍ୱର,୨୩।୧୦(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର (ଡି.ଏନ.ଏ): ଶ୍ରୀଲିଙ୍ଗରାଜ ଥାନା ଅଧୀନ ସାମନ୍ତରାପୁର ଦିବ୍ୟବିହାର ଲେନ୍-୭ ପ୍ଲଟ ନଂ. ୫୩/୧୩୯ରେ ଭଡ଼ା ରହୁଥିବା ବ୍ୟାଙ୍କ୍ ମ୍ୟାନେଜର ଶର୍ମିଷ୍ଠା ସ୍ବାଇଁଙ୍କ ଘରୁ ସୋମବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। ଘରେ ଶୋଇଥିବା ତାଙ୍କ ଶାଶୁ...
କାଠଯୋଡ଼ିକୁ ଡେଇଁଥିବା ଯୁବକଙ୍କ ମୃତଦେହ ଉଦ୍ଧାର
ନରାଜ, ୨୩।୧୦ (ଡି.ଏନ.ଏ.): ତ୍ରିଶୁଳିଆ ନିକଟରେ ଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁ ଉପରୁ କାଠଯୋଡ଼ି ନଦୀକୁ ଡେଇଁ ପଡିଥିବା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦୀର୍ଘ ୧୬ ଘଣ୍ଟା ପରେ ତାଙ୍କୁ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି।...
ପିଏମ୍ଏଓ୍ବାଇରେ ଅନିୟମିତତା: ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍ଏଓ୍ବାଇ)ରେ ଅନିୟମିତତା ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡଙ୍ଗୀ ଚିଠି ଲେଖି ଜଣାଇଛନ୍ତି। ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ଗଡମନତିର ଗ୍ରାମପଞ୍ଚାୟତରେ ଯୋଗ୍ୟ ହିତାଧିକାରୀଙ୍କୁ ପିଏମ୍ଏଓ୍ବାଇରେ ଘର ମିଳୁ...
Archives


