ଦୀପାବଳିରୁ ଆନନ୍ଦ ବିହାର ସୁବିଧା ସ୍ପେଶାଲ ଟ୍ରେନ
ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ରବିବାର ଦୀପାବଳିଠାରୁ ଆରମ୍ଭ ହେବାକୁ ଯାଉଛି ଭୁବନେଶ୍ୱର-ଆନନ୍ଦ ବିହାର ଟର୍ମିନାଲ ସୁବିଧା ସ୍ପେଶାଲ(୮୨୪୧୯-୮୨୪୨୦) ଏକ୍ସପ୍ରେସ। ପୂଜା ଋତୁ ଓ ନିଯୁକ୍ତି ପ୍ରକ୍ରିୟା ଚାଲୁଥିବାରୁ ଅନ୍ୟ ଟ୍ରେନଗୁଡ଼ିକରେ ଭିଡ଼ ନିୟନ୍ତ୍ରଣ କରିବା ପାଇଁ ଏହି...
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ
ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ବଦଳିଲା ପାଣିପାଗ। ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହାର...
ଅତିରିକ୍ତ ବଜେଟ ପାଇଁ ଚାଲିଛି ପ୍ରସ୍ତୁତି: ଆଜି ସବୁ ବିଭାଗ ପକ୍ଷରୁ ଖର୍ଚ୍ଚ ଦାବି ପ୍ରସ୍ତାବ ଦେବାର ଶେଷ ଦିବସ
ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ଶୀତଅଧିବେଶନ ଆସନ୍ତା ନଭେମ୍ବର ମାସ ଅଧାରେ ହେବ ବୋଲି ଜଣାପଡିଛି। ଏହି ଅଧିବେଶନ କାଳରେ ରାଜ୍ୟ ସରକାର ଅତିରିକ୍ତ ଖର୍ଚ୍ଚ ଦାବି ଆଗତ କରିବେ। ଏଥିପାଇଁ ବିଭିନ୍ନ ବିଭାଗ ପକ୍ଷରୁ ଜୋର୍ଦାର ଉଦ୍ୟମ ଆରମ୍ଭ...
ବିଜେଡି, ଭାଜପା କହୁଛନ୍ତି ଜିତିବେ, ହାର୍ ମାନିଗଲା କଂଗ୍ରେସ
ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ଭୋଟ ଶେଷ ହୋଇଛି। ଆସନ୍ତା ୨୪ରେ କିଏ ସେଠାରେ ବାଜି ମାରିବ ତାହା ସ୍ପଷ୍ଟ ହୋଇଯିବ। ତେବେ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀଙ୍କ ଭାଗ୍ୟ ବର୍ତ୍ତମାନ ଇଭିଏମ୍ରେ ସିଲ୍ ହୋଇ...
ଗଜେନ୍ଦ୍ର ପ୍ରସାଦ ସାହୁ ଓଡ଼ିଶା ଲଳିତ କଳା ଏକାଡେମୀ ସଚିବ
ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀର ନୂତନ ସଚିବ ଭାବେ ଚିତ୍ରଶିଳ୍ପୀ ଗଜେନ୍ଦ୍ର ପ୍ରସାଦ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ସୋମବାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ...
‘ଭାରତ-ଆମେରିକା ବ୍ୟବସାୟିକ ସମ୍ପର୍କକୁ ମଜଭୁତ କରିଛି ଉର୍ଜା’
ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଭାରତ-ଆମେରିକା ଦ୍ୱିପାକ୍ଷିକ ବାଣିଜି୍ୟକ ସମ୍ବନ୍ଧକୁ ମଜଭୁତ କରିବାରେ ଉର୍ଜା କ୍ଷେତ୍ର ପ୍ରମୁଖ ଭୂମିକା ଗ୍ରହଣ କରିଛି। ସୋମବାର ନୂଆଦିଲ୍ଲୀଠାରେ ଆୟୋଜିତ ଭାରତ-ଆମେରିକା ରଣନୈତିକ ସହଯୋଗୀ ଫୋରମ(ୟୁଏସ୍ଆଇ୍ଏସ୍ପିଏଫ୍ର)ର ବାର୍ଷିକ ନେତୃତ୍ୱ ସମ୍ମିଳନୀରେ ଆମେରିକାର ରାଷ୍ଟ୍ରଦୂତଙ୍କ ସହ ସାର୍ବଜନୀନ ଆଲୋଚନା...
ହାଇକୋର୍ଟ ଆଇନଜୀବୀଙ୍କ କୋର୍ଟ ବର୍ଜନ ଆନ୍ଦୋଳନ ପ୍ରସଙ୍ଗ: ୧ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ
କଟକ ଅଫିସ,୨୨ା୧୦: ହାଇକୋର୍ଟ ସମେତ ରାଜ୍ୟର ବିଭିନ୍ନ ଅଦାଲତରେ ରହିଥିବା ସମସ୍ୟାର ସମାଧାନ ନେଇ ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏଶନ ପକ୍ଷରୁ କୋର୍ଟ ବର୍ଜନ ଆନ୍ଦୋଳନ ଜାରି ରହିଛି। ପୂର୍ବରୁ ଆସୋସିଏଶନ ପକ୍ଷରୁ କେବଳ ମୁଖ୍ୟ ବିଚାରପତିଙ୍କ କୋର୍ଟ ବର୍ଜନ...
ଅଦାଲତ ଅବମାନନା ମାମଲା: ୪ରେ ପରବର୍ତ୍ତୀ ଶୁଣାଣି
କଟକ ଅଫିସ, ୨୨ା୧୦: ଆଇନଜୀବୀଙ୍କ କୋର୍ଟ ବର୍ଜନ ଆନ୍ଦୋଳନକୁ ନେଇ ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ପକ୍ଷରୁ ରୁଜୁ ହୋଇଥିବା ଅଦାଲତ ଅବମାନନା ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ନଭେମ୍ବର ୪ରେ ଅନୁଷ୍ଠିତ ହେବ। ତେବେ ସୋମବାର ହାଇକୋର୍ଟଙ୍କ ଫୁଲ୍...
ଗୁମୁଡୁମାହା ଗୁଳିକାଣ୍ଡ: ଦୋଷୀ ପୋଲିସ ଉପରେ କାର୍ଯ୍ୟାନୁଷ୍ଠାନ ଦାବି; ଓଏଚ୍ଆର୍ସିଙ୍କ ନିର୍ଦ୍ଦେଶ ସତ୍ତ୍ୱେ ମିଳୁନି କ୍ଷତିପୂରଣ
ଭୁବନେଶ୍ୱର,୨୨ା୧୦:(ବ୍ୟୁରୋ) କନ୍ଧମାଳ ଜିଲା ଗୁମୁଡ଼ୁମାହାରେ ପୋଲିସ ଗୁଳିରେ ମୃତ ବ୍ୟକ୍ତିଙ୍କ ପରିବାର ଓ ଆହତଙ୍କୁ ଏଯାଏ ମିଳିନି ନ୍ୟାୟ। ରାଜ୍ୟ ମାନବାଧିକାର କମିଶନ (ଓଏଚ୍ଆର୍ସି)ଙ୍କ ନିର୍ଦ୍ଦେଶ ସତ୍ତ୍ୱେ ମୃତକଙ୍କ ପରିବାରକୁ ଅତିରିକ୍ତ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯାଇନାହିଁ। ବିଭିନ୍ନ ଆଳ...
ରାଜ୍ୟସ୍ତରୀୟ ପୋଲିସ ଶହୀଦ ସ୍ମୃତି ଦିବସ: ଶହୀଦ ଯବାନଙ୍କୁ ତୋପ ସଲାମି
କଟକ ଅଫିସ, ୨୨ା୧୦: କଟକ ବକ୍ସିବଜାରସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୦ତମ ରାଜ୍ୟସ୍ତରୀୟ ପୋଲିସ ଶହୀଦ ସ୍ମୃତି ଦିବସ ସୋମବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଡିଜିପି ବିଜୟ କୁମାର ଶର୍ମା ଯୋଗଦେଇ ପୋଲିସ ବିଭାଗରେ ଶହୀଦ...
ନଭେମ୍ବର ୨୧ରେ ଓଟିଇଟି ପରୀକ୍ଷାଫଳ
ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷା ଫଳ ଆସନ୍ତା ନଭେମ୍ବର ୨୧ରେ ପ୍ରକାଶ ପାଇବ। ଏ ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେପଟେ ଓଟିଇଟି ଆନ୍ସର-କି’ରେ ବ୍ୟାପକ...
୫ ଜିଲାର ୮.୩୦ ଲକ୍ଷ ଲୋକଙ୍କୁ ମିଳିବ ବିଶୁଦ୍ଧ ପାନୀୟ ଜଳ
ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ବସୁଧା, ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭ୍ଲପମେଣ୍ଟ କର୍ପୋରେଶନ(ଓମ୍ବାଡାକ) ଏବଂ ଜାତୀୟ ଗ୍ରାମ୍ୟ ପାନୀୟ ଜଳଯୋଗାଣ ଯୋଜନାରେ ୫ ଜିଲାର ଗ୍ରାମାଞ୍ଚଳରେ ବସବାସ କରୁଥିବା ୮,୩୦, ୩୯୧ ଲୋକଙ୍କୁ ରାଜ୍ୟ ସରକାର ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ...
Archives


